ଜିଲ୍ଲାସ୍ତରୀୟ ଗୀତାଶ୍ଳୋକ ଆବୃତ୍ତି ପ୍ରତିଯୋଗିତା

ନୟାଗଡ଼,(ଓଡ଼ିଶା ଦର୍ପଣ): ଚିନ୍ମୟ ମିଶନ ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ଗୀତା ଆବୃତ୍ତି ପ୍ରତିଯୋଗିତା ସ୍ଥାନୀୟ ଏନଏସି ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ  ପ୍ରାଥମିକ ଶ୍ରେଣୀରୁ ଆରମ୍ଭ କରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପର୍ଯ୍ୟନ୍ତ ବିଭିନ୍ନ ବର୍ଗରେ ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ। ଅନୁଷ୍ଠାନ ସଭାପତି ସୁରେନ୍ଦ୍ର ନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଚିନ୍ମୟ ମିଶନ ଭୁବନେଶ୍ୱରର ସ୍ୱାମୀ ସଦାନନ୍ଦ ସରସ୍ବତୀ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ […]

ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ, ଅଲ ଓଡ଼ିଶା ଚେସ ଆସୋସିଏସନ  ତଥା କେସି କ୍ଲବର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ କେସି କ୍ଲବଠାରେ  ଉଦଘାଟିତ ହୋଇଯାଇଛି। ପୂର୍ବତନ କନ୍ଧମାଳ ସାଂସଦ ତଥା ନୟାଗଡ଼ର ବିଶିଷ୍ଟ ନାରୀନେତ୍ରୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦାନ ପୂର୍ବକ ପ୍ରଦୀପ ପ୍ରଜ୍ବଳନ କରି ବିଧିବଦ୍ଧ ଭାବେ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିଥିଲେ। ଏହି ଅବସରରେ ଅନୁଷ୍ଠାନ ପକ୍ଷରୁ ମୁଖ୍ୟଅତିଥି ଏବଂ ମ୍ୟାଚ ପରିଚାଳନା […]

ନୂଆଗାଁ ମଣ୍ଡଳ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆଗାଁ,(ଓଡ଼ିଶା ଦର୍ପଣ):ନୂଆଗାଁ ସଦର ମହକୁମାରେ ଥିବା ନୂଆଗାଁ ସରକାରୀ ପ୍ରାଇମେରୀ ସ୍କୁଲ ଖେଳ ପଡିଆରେ ଆଜି ନୂଆଗାଁ ମଣ୍ଡଳ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ନୂଆଗାଁ ଶିକ୍ଷା କାର୍ଯ୍ୟାଳୟ ଅଧିନସ୍ଥ ସମସ୍ତ କ୍ଲଷ୍ଟରରୁ ବରିଷ୍ଠ ଓ କନିଷ୍ଠ ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବା ପାଇଁ ନୂଆଗାଁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ସ୍କାଉଟ, ଜେ.ଆର.ସି ସ୍ବେଚ୍ଛାସେବୀ […]

ଅକ୍ଟୋବର ୧୮ରୁ ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆସନ୍ତା ଅକ୍ଟୋବର ୧୮ ଏବଂ ୧୯ ତାରିଖ ଦୁଇଦିନ ଧରି ସ୍ଥାନୀୟ କେସି କ୍ଳବ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ଅଲ ଓଡ଼ିଶା ଚେସ ଆସୋସିଏସନର ମିଳିତ ଆନୁକୂଲ୍ୟ ତଥା କେସି କ୍ଳବର ପ୍ରତ୍ୟକ୍ଷ ସହଯୋଗରେ ଅନୁଷ୍ଠିତ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ୧୭ ବର୍ଷରୁ କମ କନିଷ୍ଠ ବର୍ଗ ଏବଂ ୧୭ ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠ ବର୍ଗ ଏହିପରି ଦୁଇଟି […]

ଭାରତରତ୍ନ ଡ.ଅବଦୁଲ କାଲାମଙ୍କ ୯୪ତମ ଜନ୍ମବାର୍ଷିକ ପାଳିତ

ନୟାଗଡ଼,(ଓଡ଼ିଶା ଦର୍ପଣ): ବିଶିଷ୍ଟ ବୈଜ୍ଞାନିକ ତଥା ଭାରତର ମିଶାଇଲ ମ୍ୟାନ,ପ୍ରଥମ ବୈଜ୍ଞାନିକ ରାଷ୍ଟ୍ରପତି  ଭାରତରତ୍ନ  ସ୍ୱର୍ଗତ ଡ.ଏ.ପି.ଜେ ଅବଦୁଲ କାଲାମଙ୍କ ୯୪ତମ ଜନ୍ମବାର୍ଷିକୀ  ଅବଦୁଲ କାଲାମ ସ୍ମୃତି କମିଟି ଏବଂ ଶିକ୍ଷକ ସମାଜ ପକ୍ଷରୁ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପରିସରରେ ସ୍ଥାପିତ ଡ.କାଲାମଙ୍କ ପ୍ରତିମୂର୍ତ୍ତିରେ ଧୂପ,ଦୀପ ଏବଂ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି । ଏହି ଉପଲକ୍ଷେ ଆୟୋଜିତ […]

ଆଙ୍ଗିସିଙ୍ଗି କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

ଶରଣକୁଳ,(ଓଡ଼ିଶା ଦର୍ପଣ): ଓଡିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଙ୍ଗିସିଙ୍ଗି ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୫ ଦଧି ବାମନ ଜୀଉ ଉଚ୍ଚ ବିଦ୍ୟାଳୟ ଶିଖରପୁର ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି l ଆଙ୍ଗିସିଙ୍ଗି ସି.ଆର.ସି.ସି ରାଜେଶ ଶଢଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ମହୋତ୍ସବର ଉଦ୍ଘାଟନୀ ଉତ୍ସବରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରାଜ କିଶୋର ସାହୁ ମୁଖ୍ୟ ଅତିଥି ରୂପେ ଯୋଗଦେଇ ମହୋତ୍ସବକୁ ପ୍ରଦୀପ ପ୍ରଜ୍ବଳନ କରି […]

ୟୁନିଟେକ ପବ୍ଲିକ ସ୍କୁଲରେ ଶିକ୍ଷା ଓ ବିଜ୍ଞାନମେଳା ଅନୁଷ୍ଠିତ

ନୟାଗଡ,(ଓଡ଼ିଶା ଦର୍ପଣ): ନୟାଗଡ ଜିଲ୍ଲା ସଦର ମହକୁମାସ୍ଥିତ ଯୁନିଟେକ ପବ୍ଲିକ ସ୍କୁଲରେ ଶିକ୍ଷା ଓ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୧୫୯ ଜଣ ଛାତ୍ରଛାତ୍ରୀ ବିଜ୍ଞାନ, ଗଣିତ, ଇଂରାଜୀ, ସାମାଜିକ ବିଜ୍ଞାନ, ସଂସ୍କୃତ ଓ ହିନ୍ଦୀ ବିଷୟରେ ନିଜ ନିଜ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ। ନୟାଗଡ ଜିଲ୍ଲାରେ ପ୍ରଥମ ଥର ପାଇଁ ସମସ୍ତ ପାଠ୍ୟ ବିଷୟରେ ଏଭଳି ଏକ ଶିକ୍ଷା ପ୍ରଦର୍ଶନୀ  ଆୟୋଜିତ ହୋଇଥିଲା। ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରିଣୀ ବନଲତା […]

ଲକ୍ଷ୍ମୀନରସିଂହ ଭବନରେ ଜିଲ୍ଲାସ୍ତରୀୟ ଗୋପବନ୍ଧୁ ଜୟନ୍ତୀ ପାଳିତ।

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଉପକଣ୍ଠ ଦେଉଳି ଗ୍ରାମସ୍ଥିତ ଲକ୍ଷ୍ମୀ ନରସିଂହ ଭବନରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୮ ତମ ଜୟନ୍ତୀ ପାଳିତ ହୋଇଯାଇଛି। ପ୍ରତିଜ୍ଞା କିଶୋର ଓ ଯୁବ କଳାକାର ଗ୍ରାମୀଣ ସଂଘ ଆନୁକୂଲ୍ୟରେ ଆୟୋଜିତ ତଥା ଜିଲ୍ଲା ଲେଖକ ପରିଷଦର ସଭାପତି ପ୍ରଧାନୀ ବୃନ୍ଦାବନ ମହାପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବର୍ଗର କବି କବୟିତ୍ରୀ ଯୋଗଦେଇ ଗୋପବନ୍ଧୁଙ୍କ ଜୀବନାଦର୍ଶ ଏବଂ ଚରିତ୍ର ଉପରେ ନିଜ ନିଜର ସ୍ବରଚିତ କବିତାମାନ ପାଠ କରିଥିଲେ। […]

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ସହିଦ୍ କଷ୍ଟି ଡାକୁଆଙ୍କ ସହିଦ୍ ଦିବସ ପାଳିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ମହାନ୍ ସ୍ବାଧୀନତା ସଂଗ୍ରାମୀ ସହିଦ କଷ୍ଟି ଡାକୁଆଙ୍କ ସହିଦ୍ ଦିବସ ପାଳିତ ହୋଇ ଯାଇଛି। ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ବିଦ୍ଯାଳୟ ପରିସରରେ ସ୍ଥାପିତ କଷ୍ଟି ଡାକୁଆଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ଯାର୍ପଣ କରିବା ସହିତ ଧୂପ ଦୀପ ଅର୍ପଣ କରିଥିଲେ। ଏହା ବ୍ଯତୀତ ଉକ୍ତ ମଣ୍ଡପରେ ସ୍ଥାପିତ […]

ଅବସରପ୍ରାପ୍ତ ଶିକ୍ଷକ ସଂଘର କର୍ମକର୍ତ୍ତା ଚୟନ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ଇଟାମାଟି ପଞ୍ଚାୟତର ଅବସର ପ୍ରାପ୍ତ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ପ୍ରଫୁଲ୍ଲ ସାହୁ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ଏହି ଚୟନ ପ୍ରକ୍ରିୟା ସଭାରେ ସର୍ବସମ୍ମତି କ୍ରମେ ଡ. ସୁକାନ୍ତି ମହାନ୍ତି ସଭାପତି ଭାବେ ମନୋନୀତ ହୋଇଥିବା ବେଳେ ଉପସଭାପତି ଭାବେ ପ୍ରକାଶ କୁମାର ପଟ୍ଟନାୟକ ,ସମ୍ପାଦକ ରାଜକିଶୋର ନାୟକ ,ସହ ସଂପାଦକ ରବି ନାରାୟଣ ପାତ୍ର ,କୋଷାଧ୍ୟକ୍ଷ ଶ୍ୟାମ ସୁନ୍ଦର ପାତ୍ର ,ହିସାବ […]

ଚିନ୍ମୟ ମିଶନ ପକ୍ଷରୁ ୧୮ରେ ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା

ନୟାଗଡ଼,(ଓଡ଼ିଶା ଦର୍ପଣ): ଚିନ୍ମୟ ମିଶନ, ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶ୍ରୀମଦ୍ ଭଗବତଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଚଳିତ ମାସ ୧୮ ତାରିଖରେ ପିଟିଏସ୍‌ ରୋଡ଼ରେ ଅବସ୍ଥିତ ଭାରତ ବିକାଶ ପରିଷଦ ଭବନରେ ଅନୁଷ୍ଠିତ ହେବ। ଜୁନିୟର ଏବଂ ସିନିୟର ଦୁଇଟି ବିଭାଗରେ ଅନୁଷ୍ଠିତ ହେବାକୁ ଥିବା ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଚିନ୍ମୟ ମିଶନ ପକ୍ଷରୁ ପ୍ରମାଣ ପତ୍ର ସହିତ ପୁରସ୍କୃତ କରାଯିବ। ଜିଲ୍ଲାସ୍ତରରେ […]

ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଛାତ୍ର ଯୋଗ ଚମ୍ପିୟାନ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଦୁଇଜଣ ଛାତ୍ର ଆନ୍ତଃମହାବିଦ୍ୟାଳୟ ସ୍ତରୀୟ ଯୋଗ ପ୍ରଶିକ୍ଷଣ ପ୍ରତିଯୋଗିତାରେ ଯୋଗଦାନ କରି ଚମ୍ପିୟାନ ହୋଇ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି।  ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର, ଭୁବନେଶ୍ୱର ଠାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପକ୍ଷରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ ରସାୟନ ବିଭାଗର ଛାତ୍ର କୃଷ୍ଣ ଚନ୍ଦ୍ର ଜାନୀ ବ୍ୟକ୍ତିଗତ ଭାବେ ଚମ୍ପିୟାନ ହୋଇଛନ୍ତି। ସେହିପରି ଅନ୍ୟତମ ପ୍ରତିଯୋଗୀ ହିସାବରେ ଯୁକ୍ତ ୩ ବାଣିଜ୍ୟ […]