ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ

ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଚାର୍ଜସିଟ୍ ଦାଖଲ। ଶହେ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା ହାଇଦ୍ରାବାଦ ପୋଲିସ। ଚାର୍ଜସିଟ୍‌ରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ଅଛି। ୧୧ ନମ୍ବର ଅଭିଯୁକ୍ତ ଭାବେ ଚାର୍ଜଶିଟ୍‌ରେ ଅଲ୍ଲୁ ଅର୍ଜୁନଙ୍କ ନାଁ ରହିଛି। ଏଥିସହିତ ତାଙ୍କ ମ୍ୟାନେଜରଙ୍କ ବିରୋଧରେ ମଧ୍ୟ ଚାର୍ଜଶିଟ୍‌ ଦାଖଲ ହୋଇଛି। ସନ୍ଧ୍ୟା ଥିଏଟର ପରିଚାଳନା ସଂସ୍ଥାକୁ ମୁଖ୍ୟ ଅଭିଯୁକ୍ତ ଭାବେ ଦର୍ଶାଯାଇଛି।ତାଙ୍କ ବ୍ୟକ୍ତିଗତ କର୍ମଚାରୀ, ସୁରକ୍ଷା ଦଳ ଏବଂ ଚଳଚ୍ଚିତ୍ର ପ୍ରଯୋଜନା […]

୬୦ ବର୍ଷ ବୟସରେ ପାଦ ଥାପିଛନ୍ତି ସୁପରଷ୍ଚାର ସଲମାନ ଖାନ୍

ବଲିଉଡ଼ ସୁପରଷ୍ଟାର ସଲମାନ ଖାନ୍ । ଆଜି ୬୦ ବର୍ଷରେ ପାଦ ଥାପିଛନ୍ତି ସମସ୍ତଙ୍କ ପ୍ରିୟ ସଲ୍ଲୁ ଭାଇ । ଦୀର୍ଘ ଦିନ ହେବ ବଲିଉଡରେ ରାଜ କରୁଥିବା ସଲମାନଙ୍କ ନିକଟକୁ ଛୁଟୁଛି ଶୁଭେଚ୍ଛାର ସୁଅ । ତାଙ୍କ ଘର ବାହାରେ ବି ପ୍ରଶଂସକଙ୍କ ଭିଡ । ସଲ୍ଲୁଙ୍କ ପାଇଁ ବିଭିନ୍ନ ସ୍ଥାନରେ ତାଙ୍କର ଫ୍ୟାନ୍ କେକ୍ କାଟି ବାଣ ଫୁଟାଇ ସେଲିବ୍ରେସନ୍ କରିଛନ୍ତି । ଜନ୍ମଦିନ ପାର୍ଟିରେ ବହୁ କଳାକାର, ସିଙ୍ଗର ଯୋଗ ଦେଇଛନ୍ତି । […]

ପୂର୍ବତନ ପତ୍ନୀ କହି ଦେଲେ ବଡ଼ କଥା, ତାଙ୍କ ନାଁରେ ୫୦ କୋଟି ଟଙ୍କାର ମାନହାନି ମକଦ୍ଦମା କଲେ କୁମାର ସାନୁ

ବଲିଉଡ୍‌ର ପ୍ରସିଦ୍ଧ ପ୍ରଚ୍ଛଦପଟ୍ଟ ଗାୟକ କୁମାର ସାନୁ ପୂର୍ବ ପତ୍ନୀ ରିତା ଭଟ୍ଟାଚାର୍ଯ୍ୟଙ୍କ ବିରୋଧରେ ବମ୍ବେ ହାଇକୋର୍ଟରେ ମାନହାନି ମକଦ୍ଦମା କରିଛନ୍ତି । ଏ ମାମଲାରେ ସେ ପତ୍ନୀଙ୍କଠୁ ୫୦ କୋଟି ଟଙ୍କା କ୍ଷତିପୂରଣ ଦାବି କରିଛନ୍ତି । ଏଥିସହିତ ତାଙ୍କର ସାକ୍ଷାତକାରକୁ ହଟାଇବାକୁ ଦାବି କରିଛନ୍ତି, ଯେଉଁଥିରେ ରିତା ସାନୁଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ କରିଛନ୍ତି । ଉଭୟଙ୍କ ଛାଡ଼ପତ୍ରର ପ୍ରାୟ ୨୪ ବର୍ଷ ପରେ ମାମଲା ସାମ୍ନାକୁ ଆସିଛି । ସେପ୍ଟେମ୍ବର ୨୦୨୫ରେ ରୀତାଙ୍କ […]

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌ ଖାନ୍‌

ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ ନା ହିଁ ତାଙ୍କ ପରିଚୟ। ତେବେ ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ ସର୍ବିନା କାର୍ପେଣ୍ଟର, ଦୋଏଚି, ଭିଭିଆନ୍‌ ଓ୍ବିଲ୍‌ସନ, ନିକୋଲେ ସ୍କେର୍ଜିଙ୍ଗର, ଓ୍ବାଲ୍ଟନ ଗୋଗିନ୍ସ, ଜେନିଫର ଲରେନ୍ସ, ଶାଇଗିଲ୍‌ଗେଅସ୍‌-ଆଲେକ୍‌ଜାଣ୍ଡାର, କୋଲେ ଏସ୍କୋଲା ଏବଂ ନୋଆହ ଓ୍ବିଲେ ପ୍ରମୁଖ ସେଲିବ୍ରିଟି ରହିଥିବାବେଳେ ଭାରତରୁ କେବଳ ଶାହରୁଖ୍‌ […]

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୩୦ରେ  ଭାପୁର ଏବଂ ଖଣ୍ଡପଡ଼ା ବ୍ଲକ ଅଡିସନ

ନୟାଗଡ଼,(ଓଡ଼ିଶା ଦର୍ପଣ): ଆସନ୍ତା ୩୦ ତାରିଖ ଦିନ ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଭାପୁର ଏବଂ ଖଣ୍ଡପଡ଼ା ବ୍ଲକରେ ସିଜିନ-୩ ଭକ୍ତିସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏ ନେଇ  ସଙ୍ଗୀତଧାରା ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ସୂଚନା ଦିଆଯାଇଛି। ଖଣ୍ଡପଡ଼ା ଆଞ୍ଚଳିକ ସାମ୍ବାଦିକ ଭବନରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ପ୍ରତିଯୋଗିତାର ଆଭିମୁଖ୍ୟ ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ପ୍ରସ୍ତୁତି ବୈଠକରେ ସଙ୍ଗୀତଧାରା ସଂଯୋଜକ ଲକ୍ଷ୍ମୀଧର […]

ବିବାହ ବାର୍ଷିକୀରେ କନ୍ୟା ସନ୍ତାନକୁ ଜନ୍ମ ଦେଲେ ରାଜକୁମାର ରାଓ-ପତ୍ରଲେଖା

ଅଭିନେତା ରାଜକୁମାର ରାଓ ପିତା ହୋଇଛନ୍ତି। ତାଙ୍କ ପତ୍ନୀ ପତ୍ରଲେଖା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଅଭିନେତା ଏହି ବିଶେଷ ଖବର ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ଖାସ୍ କଥା ହେଉଛି ଯେ, ଦମ୍ପତ୍ତି ସେମାନଙ୍କ ଚତୁର୍ଥ ବିବାହବାର୍ଷିକୀରେ କନ୍ୟା ସନ୍ତାନକୁ ଜନ୍ମ ଦେଇ ପିତା-ମାତା ହୋଇଛନ୍ତି । ଏଥିସହ ସୁନ୍ଦର ଝିଅ ସହ ବିବାହ ବାର୍ଷିକୀରେ ଭଗବାନଙ୍କର ସେମାନଙ୍କୁ ଏହା ବଡ଼ ଆଶୀର୍ବାଦ ବୋଲି କ୍ୟାପସନରେ ଲେଖିଛନ୍ତି । ଯାହା ସେମାନଙ୍କ ଖୁସିକୁ ଦ୍ବିଗୁଣିତ […]

ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ସାମ୍ନାକୁ କୁକୁର ପଳାଇ ଆସିବାରୁ ନିୟନ୍ତ୍ରଣ ହରାଇ ନାଳକୁ ଖସିପଡ଼ଛି କାର୍‌ । କଳାଝରି ନିକଟ ଦୟା ୱେଷ୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଅଭିନେତା ଅଶ୍ରୁମୋଚନ ସୁରକ୍ଷିତ ଥିବା ସୂଚନା ମିଳିଛି।ସୂଚନା ମୁତାବକ , ବରିଷ୍ଠ ସିନେ ଅଭିନେତା ଅଶ୍ରୁ୍ମୋଚନ ମହାନ୍ତି ଆଜି ସକାଳେ କଟକରୁ ଶୁଟିଂ ସାରି କଳାରାହଙ୍ଗ ସ୍ଥିତ ବାସଭବନକୁ ଆସୁଥିଲେ । ତେବେ ପ୍ରତାପନଗରୀ କେନାଲ ରୋଡ୍ ବାଟ ଦେଇ ଫେରିବା ବେଳେ […]

ବଲିଉଡ ପ୍ରତିଷ୍ଠିତ ହାସ୍ୟ ଅଭିନେତା ସତୀଶ ଶାହାଙ୍କ ପରଲୋକ

ବିଶିଷ୍ଟ ବଲିଉଡ ଅଭିନେତା ସତୀଶ ଶାହଙ୍କର ପରଲୋକ ହୋଇଯାଇଛି। । 74 ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ସେ କିଡ଼ନୀ ରୋଗରେ ପୀଡିତ ଥିଲେ । ଶନିବାର ଅପରାହ୍ନ ପ୍ରାୟ ୨ଟା ୩୦ ମିନିଟରେ ମୁମ୍ବଇର ହିନ୍ଦୁଜା ହସ୍ପିଟାଲରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ତାଙ୍କ ମୃତ୍ୟୁରେ ବଲିଉଡ ତଥା ଅଭିନୟ ଜଗତରେ ଶୋକର ଛାୟା ଖେଳିଯାଇଛି। ଜଣେ ପ୍ରଖ୍ୟାତ ହାସ୍ୟ ଅଭିନେତା ଭାବେ ବଲିଉଡରେ ତାଙ୍କର ଏକ ଭିନ୍ନ ପରିଚୟ ରହିଥିଲା […]

କରୁରରେ ଦଳାଚକଟା ଘଟଣା; ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ଅଡୁଆରେ ସାଉଥ ସୁପରଷ୍ଟାର୍ ବିଜୟ । କରୁର ଦଳାଚକଟା ଘଟଣାର ହେବ CBI ତଦନ୍ତ । ତାମିଲନାଡୁ କରୁରରେ ଦଳାଚକଟାରେ ୪୧ଜଣଙ୍କ ମୃତ୍ୟୁ ହୋଇଥିଲା । ଘଟଣାର CBI ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ । ସିବିଆଇ ତଦନ୍ତକୁ ମନିଟର୍‌ କରିବାକୁ ୩ ଜଣିଆ କମିଟି ଗଠନ ହୋଇଛି । ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି ଅଜୟ ରସ୍ତୋଗିଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି । ଘଟଣାର ତଦନ୍ତ ନିରପେକ୍ଷ ହେବା ଉଚିତ୍‌ ବୋଲି କହିଛନ୍ତି ସର୍ବୋଚ୍ଚ […]

ଘରୋଇ ଓଡ଼ିଆ ସହାୟିକାଙ୍କୁ ଭୟଙ୍କର ନିର୍ଯାତନା ଦେଉଥିଲେ ତେଲୁଗୁ ଅଭିନେତ୍ରୀ

ତେଲୁଗୁ ଅଭିନେତ୍ରୀ ଡିମ୍ପଲ ହୟାତିଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆସିଛି । ଘରୋଇ ଓଡ଼ିଆ ସହାୟିକାଙ୍କୁ ଭୟଙ୍କର ନିର୍ଯାତନା ନେଇ ଥାନାରେ ମାମଲା ହୋଇଛି । ୨୨ ବର୍ଷୀୟ ଯୁବତୀ ଜଣକ ଡିମ୍ପଲ ଏବଂ ତାଙ୍କ ସ୍ୱାମୀଙ୍କ ନାଁରେ ଅଭିଯୋଗ କରିଛନ୍ତି । ଯୁବତୀଙ୍କ ଅଭିଯୋଗ ପରେ ଫିଲ୍ମ ନଗର ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । ଓଡିଆ ଯୁବତୀଙ୍କ ଘର ରାୟଗଡା ଜିଲ୍ଲାରେ ଥୟବା ନେଇ ସୂଚନା ମିଳିଛି । ସେ ଡିମ୍ପଲଙ୍କ ଘରେ […]

ତାମିଲନାଡୁ ଦଳାଚକଟା: ବିଜୟଙ୍କ ନାଁରେ ସାଂଘାତିକ ଅଭିଯୋଗ

ତାମିଲନାଡୁର କରୁରରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଦଳାଚକଟାରେ ୪୧ ଜଣ ପ୍ରାଣ ହରାଇଛନ୍ତି। ଅଭିନେତା ଏବଂ ଟିଭିକେ ମୁଖ୍ୟ ବିଜୟଙ୍କ ଦ୍ୱାରା ଆୟୋଜିତ ଏକ ରାଲି ସମୟରେ ଏହି ଘଟଣା ଘଟିଥିଲା। ଏଫଆଇଆରରେ, ପୋଲିସ ବିଜୟଙ୍କ ଉପରେ ‘ଜାଣିଶୁଣି ଶକ୍ତି ପ୍ରଦର୍ଶନ”ର ଅଭିଯୋଗ କରିଛି। ଦଳାଚକଟା ପାଇଁ ପୁଲିସ ବିଜୟଙ୍କୁ ଦାୟୀ କରିଛି। ବିଜୟଙ୍କ ଅବହେଳା ପାଇଁ ଦଳାଚକଟା ଘଟିଲା ବୋଲି ପୁଲିସ ଅଭିଯୋଗ କରିଛି। ଏ ନେଇ କରୁର ସିଟି ପୁଲିସ ପକ୍ଷରୁ ଏତଲା […]

ଭୁବନେଶ୍ବର ଏମ୍ସରେ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟାବସ୍ଥା ସୁଧୁରିଲା

ସଙ୍ଗୀତ ନିର୍ଦେଶକ ଅଭିଜିତ ମଜୁମଦାର ସ୍ଵାସ୍ଥ୍ୟରେ ସୁଧାର ଆସିଥିବା ଭୁବନେଶ୍ଵର ଏମ୍‌ସ ପକ୍ଷରୁ ସୂଚନା ମିଳିଛି। ଗୁରୁବାର ତାଙ୍କ ଆଇସିୟୁ ଓ୍ବାର୍ଡରୁ ବାହାର କରି ମେଡିସିନ ଓ୍ବାର୍ଡକୁ ସ୍ଥାନାନ୍ତର କରାଯାଇଛି।ସୂଚନାଯୋଗ୍ୟ, ଅଭିଜିତ ଫୁସଫୁସ ସଂକ୍ରମଣ ଜନିତ ରୋଗରେ ପୀଡ଼ିତ ଥାଇ ଚିକିତ୍ସା ପାଇଁ ଭୁବନେଶ୍ଵର ଏମ୍‌ସରେ ଭର୍ତ୍ତି ହୋଇଥିଲେ। ହେଲେ ତାଙ୍କ ସ୍ଵାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସି ନ ଥିଲା। ଦିନକୁ ଦିନ ସ୍ଵାସ୍ଥ୍ୟାବସ୍ଥା ଜଟିଳ ହେବାରେ ଲାଗିଥିଲା। ମାତ୍ର ଡାକ୍ତରମାନଙ୍କ ନିରବଚ୍ଛିନ୍ନ ପ୍ରୟାସ ଯୋଗୁ ତାଙ୍କ […]