ବଲିଉଡ ଅଭିନେତା ସଲମାନ ଖାନ ପୁଣିଥରେ ଲରେନ୍ସ ବିଷ୍ଣୋଇଙ୍କ ନାମରେ ଏକ ଧମକ ପାଇଛନ୍ତି। ପୋଲିସ ସୂତ୍ରରୁ ପ୍ରକାଶ ଯେ ମୁମ୍ବାଇ ପୋଲିସର ଟ୍ରାଫିକ କଣ୍ଟ୍ରୋଲ ସେଲ ଲରେନ୍ସଙ୍କ ନାମରେ ଏକ ଧମକପୂର୍ଣ୍ଣ ବାର୍ତ୍ତା ପାଇଛି। ତେବେ ଫୋନ କଲର ସତ୍ୟତା କେତେ ରହିଛି, ଏନେଇ ଯାଞ୍ଚ କରୁଛି ମୁମ୍ବାଇ ପୁଲିସ । ଧମକ ଦେଇଥିବା ବ୍ୟକ୍ତି ସଲମାନଙ୍କୁ ଜୀବନ ବଞ୍ଚାଇବାକୁ ଦୁଇଟି ବିକଳ୍ପ ଦେଇଛି । ହନୁମାନ ମନ୍ଦିର ଯାଇ କ୍ଷମା ମାଗନ୍ତୁ କିମ୍ବା ୫କୋଟି […]
ବଲିଉଡ ଫିଲ୍ମ ଭୁଲଭୁଲୈୟା-ଥ୍ରୀରେ ଓଡ଼ିଆ ପୁଅଙ୍କ କମାଲ । ଆସିଷ୍ଟାଣ୍ଟ ଡିରେକ୍ଟର ବା ସହ ନିର୍ଦ୍ଦେଶକ ଭାବେ କାମ କରି ଚର୍ଚ୍ଚାରେ ରାଜ କିଶୋର ହୋତା । ସୋନପୁର ଜିଲ୍ଲାର ରାଜ କିଶୋର ଅନେକ ଦିନ ଧରି ବଲିଉଡ ଇଣ୍ଡଷ୍ଟ୍ରିରେ କାମ କରି ଆସୁଛନ୍ତି । ପୂର୍ବରୁ ଅନେକ ସିନେମାରେ ନିଜ ପାରଦର୍ଶିତା ଦେଖାଇଛନ୍ତି ରାଜ କିଶୋର ।ଆସିଷ୍ଟାଣ୍ଟ ଡିରେକ୍ଟର ଭାବେ ସେ କାମ କରିଥିବା ଫିଲ୍ମଗୁଡ଼ିକ ହେଲା ଆଇ ଆମ କଲାମ, କୌନ କିତନେ ପାନି […]
ଆଜି ହର ପଟ୍ଟନାୟକଙ୍କ ଜନ୍ମଦିନରେ ଝୁରୁଛି ପୁରା ଓଡିଶା, ଆଉ ମନେ ପକାଉଛି ଓଲିଉଡ୍ ଇଣ୍ଡଷ୍ଟ୍ରି। ୧୯୫୮ ମସିହା ଅକ୍ଟୋବର ୧୨ ତାରିଖରେ କଟକର ହର ପଟ୍ଟନାୟକଙ୍କ ଜନ୍ମ । ଛୋଟ ବେଳୁ କଳା ପ୍ରତି ତାଙ୍କର ବେଶ ଆଗ୍ରହ ଥିଲା । ଯାହାକି ତାଙ୍କୁ ପରବର୍ତ୍ତୀ ସମୟରେ ମଞ୍ଚ, ନାଟକ ପ୍ରତି ଆକୃଷ୍ଟ କରିଥିଲା । ଧୀରେ ଧୀରେ ନିଜର ମଞ୍ଚ ଏବଂ ନାଟକରେ ଅଭିନୟ କରୁ କରୁ ପାଦ ଥାପିଥିଲେ ଓଲିଉଡ୍ ଇଣ୍ଡଷ୍ଟ୍ରି । […]
ଓଡ଼ିଆ ସଙ୍ଗୀତ ଦୁନିଆର ବେତାଜ୍ ବାଦଶାହା। ହେଲେ ଥିଲେ ମୁକୁଟ ବିହୀନ ସମ୍ରାଟ। କାଳଜୟୀ ତଥା ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି ହେଉଛି ଜନ୍ମଜୟନ୍ତୀ । ଜଣେ ଖାଣ୍ଟି କଟକିଆର ନାଁ ଅକ୍ଷୟ ମହାନ୍ତି। କଟକ ସହର, ସଙ୍ଗୀତ ଜଗତ ଏବଂ ଜଣାଶୁଣା ମହଲରେ ଖୋକା ଭାଇ ନାଁରେ ପରିଚିତ ଏବଂ ମରି ଅମର ହୋଇଥିବା ଜଣେ ଓଡ଼ିଆର ନାଁ। ଅକ୍ଷୟ ମହାନ୍ତି ଥିଲେ ଜଣେ ଗୀତିକାର, ଗାୟକ ଓ ସଙ୍ଗୀତ ନିର୍ଦ୍ଦେଶକ, […]
ନିଶା ମହାରଣାଙ୍କ ଉପରେ ହୋଇଥିବା ଚେୟାର ମାଡ଼କୁ ନେଇ ସେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଚେୟାର ମାଡ଼ ପୂର୍ବରୁ ଯୁବକ ଜଣକ ତାଙ୍କୁ ଅଶ୍ଲୀଳ ଇଙ୍ଗିତ କରିଥିବା ନିଶା ଏଫ୍ଆଇଆର୍ରେ ଲେଖିଛନ୍ତି। ତେଣୁ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସେ ଦାବି କରିଛନ୍ତି। ସୂଚନାମୁତାବକ ମଙ୍ଗଳବାର ରାତିରେ ଯାଜପୁର ଜିଲ୍ଲା କୋରେଇ ଥାନା ରଗଡି ଗାଁ ସ୍ଥିତ ମାଆ କାମୁଡେଇ ପଡ଼ିଆରେ ‘ସ୍ଵପ୍ନ ମହଲ’ ଖେଳୁଥିଲା। ନିର୍ଦ୍ଧାରିତ ସମୟରେ ଯାତ୍ରା […]
ଭାରତ ସରକାରଙ୍କ ଦ୍ବାରା ଆୟୋଜିତ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଏହି ଚଳଚ୍ଚିତ୍ରର ପ୍ରଯୋଜକ ଓ ୨ ନିର୍ଦେଶକ ପୁରସ୍କାର ଗ୍ରହଣ କରିଛନ୍ତି। ନିର୍ଦ୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀପ୍ରସାଦ ଲେଙ୍କା ମଧ୍ୟ ପୁରସ୍କୃତ ହୋଇଛନ୍ତି।ଏହି ପୁରସ୍କାର ସହିତ ଓଡିଆ ଚଳଚ୍ଚିତ୍ର ଇତିହାସରେ ଯୋଡି ହୋଇଛି ଆଉ ଏକ ପୃଷ୍ଠା । ଓଡିଶାରେ ଥିବା ଅନେକ ଯୁବ ପ୍ରତିଭା ଓ ଯୁବ […]
ନୟାଗଡ଼(ଓଡ଼ିଶା ଦର୍ପଣ): ଗତ ବର୍ଷ ‘ସଙ୍ଗୀତଧାରା’, ନୟାଗଡ଼ ପକ୍ଷରୁ ଆୟୋଜିତ ହୋଇଥିବା ଜିଲ୍ଲାସ୍ତରୀୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଅପୂର୍ବ ସଫଳତା ହାସଲ କରିଥିବା ବେଳେ ଚଳିତ ବର୍ଷ ଅକ୍ଟୋବର ୬ ତାରିଖରୁ ପୁନର୍ବାର ଏହି କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି । ଜିଲ୍ଲାରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣି ସେମାନଙ୍କୁ ସମାଜରେ ନୂତନ ପରିଚୟ ସୃଷ୍ଟି କରାଇବା ପ୍ରୟାସରେ ‘ସଙ୍ଗୀତଧାରା’, ନୟାଗଡ଼ ପକ୍ଷରୁ ଗତ ବର୍ଷ ଠାରୁ ଏହି ଅଭିନବ ଉଦ୍ୟମ ଆରମ୍ଭ […]
କଣ୍ଠଶିଳ୍ପୀ ପମି ମିଶ୍ର ସାଇବର ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସଙ୍ଗୀତ ଚୋରି ନେଇ ପ୍ରଯୋଜନ ସଂସ୍ଥା ନାଁରେ ଅଭିଯୋଗ କରିଛନ୍ତି। ୧୪ ବର୍ଷ ତଳର ପୁରୁଣା ଗୀତକୁ ଚୋରି କରିବା ସହ ନିଜର ଦର୍ଶାଇ ବାଃ ବାଃ ନେଉଛନ୍ତି ଅନ୍ୟ ପ୍ରଯୋଜକ ଓ କଣ୍ଠଶିଳ୍ପୀ । ଏ ନେଇ ସାଇ ସାଗର କ୍ରିଏସନ୍ ଓ ପବିତ୍ର ଏଣ୍ଟରଟେନମେଣ୍ଟ ନାଁରେ ସାଇବର ଥାନାରେ ଅଭିଯୋଗ ହୋଇଛି । କଣ୍ଠଶିଳ୍ପୀ ପମି କହିଛନ୍ତି ପ୍ରତିଭା ଦାସଙ୍କ ନାମରେ ଅଭିଯୋଗ ଆଣି […]
ଆଲବମ୍ ଅଭିନେତ୍ରୀ ରୁକ୍ସାନା ବାନୋ ମୃତ୍ୟୁ ଘଟଣାରେ କବର ଖୋଳି ଶବ ବାହାର କରିବା ପାଇଁ ମନା କଲେ ପରିବାର ଲୋକେ । କବରସ୍ଥାନରେ ହଙ୍ଗାମା କଲେ ରୁକ୍ସାନାଙ୍କ ମା’ । ପୋଲିସକୁ ଗାଳି କରିବା ସହ କବର ଖୋଳିଲେ ପୋଲିସ ବିରୋଧରେ କେସ୍ କରିବେ ବୋଲି ଅଭିନେତ୍ରୀଙ୍କ ମା’ କହିଛନ୍ତି । ସଦର ଥାନା ଏବଂ ଟାଉନ ଥାନା ପୋଲିସ ତାଙ୍କ ମା’ଙ୍କୁ ବୁଝାଇବାରେ ଅସଫଳ ହେବାପରେ ଫେରିଆସିଥିଲେ | ସୂଚନାମୁତାବକ ବଲାଙ୍ଗୀରରେ ଆଲବମ୍ ଶୁଟିଂ […]
ସମ୍ବଲପୁରୀ ଗାୟିକା ରୁକ୍ସନା ବାନୋଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି।ତେବେ ରୁକ୍ସନାଙ୍କର ସ୍କ୍ରାବ୍ ଟାଇଫସରେ ମୃତ୍ୟୁ ଘଟିଥିବା ଜଣାଯାଇଛି।ତେବେ ଏନେଇ ଏମ୍ସ କର୍ତ୍ତୁପକ୍ଷଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।। ମାତ୍ର ସ୍ଲୋ ପଏଜନ୍ ଯୋଗୁ ରୁକ୍ସାନାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଜଣେ ସମ୍ବଲପୁରୀ ଗାୟକଙ୍କ ନାଁରେ ପରିବାର ଲୋକ ଅଭିଯୋଗ ଆଣିଛନ୍ତି।ଦୁଇ ମାସ ଧରି ରୁକୁ ସୁନା ନିର୍ଯ୍ୟାତନା ଦେଇ ଆସୁଥିବା […]
ପ୍ରଥମ ଥର ପାଇଁ ମଞ୍ଚସ୍ଥ ହେଉଥିଲା ନୂଆ ନାଟକ, ଦ୍ୱିତୀୟ ସିନ୍ ପରେ କଲ୍ ଆସିଲା ବାପା ଚାଲିଗଲେ । ବାପା ମୃତ୍ୟୁ ଖବର ପାଇ ମନରେ କୋହକୁ ଚାପି ଦେଇ ନାଟକ ସମ୍ପୂର୍ଣ୍ଣ କଲେ ଯାତ୍ରା ନାୟିକା ଟିକିନା ସ୍ବାଇଁ । କାରଣ କଳାକରଙ୍କ ପାଇଁ ଦର୍ଶକ ହେଉଛନ୍ତି ଭଗବାନ । ଅଭିନୟ ସମୟରେ ଆଖିରୁ ଲୁହ ବହୁଥାଏ, କିନ୍ତୁ ଅଭିନୟରେ କିଛି କମି ନଥାଏ । ପ୍ରଥମ ଥର ନାଟକଟି ପରିବେଶଣ ହେଉଥିବାରୁ ନାଟ୍ୟକାର, […]
ସାଇବର ଥାନାର ଦ୍ଵାରସ୍ଥ ହେଲେ ଅଭିନେତା ମନୋଜ ମିଶ୍ର ଓ ପତ୍ନୀ ମମତା ନନ୍ଦ । ଦ୍ଵିତୀୟ ବିବାହ ପରେ ମନୋଜଙ୍କ ନାମରେ କିଛି ସୋସିଆଲ ମିଡ଼ିଆ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମାଲୋଚନା କରୁଛନ୍ତି। ସାମାଜିକ ଗଣମାଧ୍ୟମରେ ତାଙ୍କୁ ଓ ତାଙ୍କ ଦ୍ବିତୀୟ ପତ୍ନୀଙ୍କୁ ନେଇ କିଛି ରୋଷ୍ଟର ରୋଷ୍ଟ କରୁଥିବା ସହ ଆପତ୍ତିଜନକ ଓ ଅଶ୍ଳୀଳ ଭାଷା କହୁଥିବା ଅଭିଯୋଗ ଆଣିଛନ୍ତି ମନୋଜ । ତାଙ୍କ ବ୍ୟକ୍ତିଗତ,ବୈବାହିକ,ପାରିବାରିକ ଜୀବନକୁ ନେଇ କିଛି ଲୋକ ତାଙ୍କ […]
