ସୁପରଷ୍ଟାର ରଜନୀକାନ୍ତଙ୍କ ଆଜି ଜନ୍ମଦିନ

ଦକ୍ଷିଣ ସୁପରଷ୍ଟାର ରଜନୀକାନ୍ତ। ୧୨ ଡିସେମ୍ବରର ଅର୍ଥାତ୍‌ ଆଜି ତାଙ୍କର ଜନ୍ମଦିନ । ରଜନୀକାନ୍ତ ତାଙ୍କ କ୍ୟାରିୟରରେ ଅନେକ ସଫଳତା ହାସଲ କରିଛନ୍ତି । ସେ ତାଙ୍କର ଚମତ୍କାର ଶୈଳୀ ଏବଂ ପ୍ରତିଭା ସହିତ ପ୍ରଶଂସକମାନଙ୍କୁ ପାଗଳ କରନ୍ତି। ତାଙ୍କର ଚଳଚ୍ଚିତ୍ର ବକ୍ସ ଅଫିସରେ ରେକର୍ଡ ବ୍ରେକ୍ କରେ। ୧୯୫୦ରେ ବେଙ୍ଗାଲୁରୁରେ ଜନ୍ମ ନେଇଥିବା ଶିବାଜୀ ରାଓ ପରବର୍ତ୍ତି ସମୟରେ ରଜନୀ ଭାବେ ପ୍ରତିଟି ସିନେ ପ୍ରେମୀଙ୍କ ହୃଦୟରେ ସ୍ଥାନ ବନାଇପାରିଛନ୍ତି୧୯୭୫ରେ ତାମିଲ ଫିଲ୍ମ ଅପୂର୍ବା ରଙ୍ଗାଲ୍‌ରେ […]

ମୃତା ମହିଳା ରେବତୀଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା ଦେବେ ଅଲ୍ଲୁ ଅର୍ଜୁନ ।

ହାଇଦ୍ରାବାଦରେ ‘ପୁଷ୍ପା-୨’ ଫିଲ୍ମର ପ୍ରିମିୟର ବେଳେ ଗତ ୪ ତାରିଖରେ ଦଳାଚକଟାରେ ମହିଳାଙ୍କ ମୃତ୍ୟୁ ଘଟଣାରେ ଦୁଃଖ ବ୍ୟକ୍ତ କରିଛନ୍ତି ଅଭିନେତା ଅଲ୍ଲୁ ଅର୍ଜୁନ । ମୁଁ କଥା ଦେଉଛି କି ଏହିଭଳି ସମୟରେ ସେମାନେ ଏକା ନୁହନ୍ତି । ଏଭଳି ସମୟରେ ମୁଁ ସେମାନଙ୍କ ସହ ଅଛି ବୋଲି ଟ୍ବିଟ୍ କରି କହିଛନ୍ତି ଅଲ୍ଳୁ । ତେବେ ସବୁଠାରୁ ବଡ଼ କଥା ହେଉଛି ଅଭିନେତା ଅଲ୍ଲୁ ଅର୍ଜୁନ ‘ପୁଷ୍ପା ୨’ର ପ୍ରିମିୟର ସୋ’ରେ ଶ୍ୱାସରୁଦ୍ଧ ହୋଇ […]

ପୁଷ୍ପା-୨ ପ୍ରିମିୟର୍‌ ବେଳେ ଦଳାଚକଟା, ଜଣେ ମୃତ

ରିଲିଜ ହୋଇଛି ‘ପୁଷ୍ପା ୨’ ପ୍ରିମିୟର। ତେବେ ହାଇଦ୍ରାବାଦରେ ରିଲିଜ୍‌ ହେବା ପୂର୍ବରୁ ସେଠାରେ ବଡ଼ ଅଘଟଣ ଘଟିଯାଇଛି। ହଠାତ୍‌ ଭିଡ ହୋଇ ଦଳାଚକଟା ହେବାରୁ ଜଣଙ୍କର ମୃତ୍ୟୁ ହୋଇଛି।ସୂଚନାମୁତାବକ ହାଇଦ୍ରାବାଦ୍‌ରେ ଗତକାଲି ରାତିରେ ପୁଷ୍ପା-୨ ପ୍ରିମିୟର୍ ଶୋ’ ହୋଇଥିଲା। ଏଥିରେ ପୁଷ୍ପା ଅର୍ଥାତ ଅଲ୍ଳୁ ଅର୍ଜୁନ୍ ଓ ରଶ୍ମିକା ମନ୍ଦନା ସାମିଲ ହୋଇଥିଲେ।ତାଙ୍କୁ ଦେଖିବାକୁ ଏଠାରେ ବହୁ ସଂଖ୍ୟାର ପ୍ରଶଂସକ ଭିଡ଼ ଜମିଥିଲା। ଅଭିନେତାଙ୍କ ଗୋଟିଏ ଝଲକ ପାଇବା ପାଇଁ ଲୋକଙ୍କ ମଧ୍ୟରେ ଦଳାଚକଟା ପରିସ୍ଥିତି […]

ଅଭିନେତା ବିକ୍ରାନ୍ତ ମେସି ଡିସେମ୍ବର ୧ରେ ଇଣ୍ଡଷ୍ଟ୍ରି ଛାଡ଼ିଥିବା ନେଇ ଘୋଷଣା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଅପରାହ୍ନ ୪ଟାରେ ବିକ୍ରାନ୍ତ ମେସିଙ୍କ ଅଭିନୀତ ଚଳଚ୍ଚିତ୍ର ‘ଦ ସାବରମତି ରିପୋର୍ଟ’ ଦେଖୁଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅପରାହ୍ନ ୪ଟାରେ ଫିଲ୍ମ ‘ଦ ସାବରମତି ରିପୋର୍ଟ’ ଦେଖିବେ । ପିଏମ୍ ମୋଦି ପୂର୍ବରୁ ଏହି ଫିଲ୍ମକୁ ପ୍ରଶଂସା କରିସାରିଛନ୍ତି । ଏଥିରେ ବିକ୍ରାନ୍ତ ମେସି ମୁଖ୍ୟ ଭୂମିକାରେ ଅଛନ୍ତି । ଗୁଜରାଟର ବହୁଚର୍ଚ୍ଚିତ ୨୦୦୨ ଗୋଧ୍ରା କାଣ୍ଡ ଉପରେ ଏହି ଫିଲ୍ମ ଆଧାରିତ । ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀର ବାଲଯୋଗୀ […]

‘ଜଗା ତୁ ଯାଦୁଗର’କୁ ମିଳିଲା ଇଣ୍ଡିଆନ୍ ମ୍ୟୁଜିକ୍ ଆୱାର୍ଡ

ଓଡିଆ ଭଜନକୁ ଜାତୀୟ ସ୍ତରରେ ସମ୍ମାନ । କୋଟି ଓଡିଆଙ୍କ ମଉଡମଣୀ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ହୋଇଥିବା ଓଡିଆ ଆଧ୍ୟାତ୍ମିକ ଭଜନ ‘ଜଗା ତୁ ଯାଦୁଗର’କୁ ମିଳିଛି ଇଣ୍ଡିଆନ୍ ମ୍ୟୁଜିକ୍ ଆୱାର୍ଡ-୨୦୨୪ । ହଙ୍ଗାମା ଆର୍ଟିଷ୍ଟ ଆଲାଉଡ୍ ପକ୍ଷରୁ ମାୟାନଗରୀ ମୁମ୍ବାଇରେ ଏହି ସମ୍ମାନ ପ୍ରଦାନ କରାଯାଇଛି । ଗ୍ରାଣ୍ଡ ଫିନାଲେରେ ଏହି ସମ୍ମାନ ଗ୍ରହଣ କରିଛନ୍ତି ଓଡିଆ ପୁଅ ତଥା ‘ଜଗା ତୁ ଯାଦୁଗର’ର କଣ୍ଠଶିଳ୍ପୀ ଅଭିଜିତ୍ ମିଶ୍ର । ଜାତୀୟ ସ୍ତରରେ ଓଡିଆ ଭଜନକୁ […]

ଦ ସାବରମତୀ ରିପୋର୍ଟ ଉପରୁ ହଟିଲା କର

ବିକ୍ରାନ୍ତ ମେସିଙ୍କ ଫିଲ୍ମ ‘ସାବରମତି ରିପୋର୍ଟ’ ଏବେ ଚର୍ଚ୍ଚାରେ। ଗୋଦ୍ରା ଘଟଣା ଉପରେ ଆଧାରିତ ଏହି ଚଳଚ୍ଚିତ୍ର ଦର୍ଶକଙ୍କ ଠାରୁ ଜବରଦସ୍ତ ରେସ୍‌ପନ୍ସ ମିଳୁଛି। ଏହି ଚଳଚ୍ଚିତ୍ରରେ ବିକ୍ରାନ୍ତଙ୍କ କାର୍ଯ୍ୟକୁ ମଧ୍ୟ ପ୍ରଶଂସା କରାଯାଉଛି। ଗୋଟିଏ ପରେ ଗୋଟିଏ ବିଜେପି ଶାସିତ ରାଜ୍ୟ ସତ୍ୟ ଘଟଣା ଉପରେ ଆଧାରିତ ଏହି ଫିଲ୍ମ ଉପରେ ଟିକସ ଛାଡ଼ ନେଇ ଘୋଷଣା କରିଛନ୍ତି। ନିର୍ଦ୍ଦେଶକ ଧୀରଜ ସାରନାଙ୍କ ଫିଲ୍ମ ସାବରମତି ରିପୋର୍ଟକୁ ନେଇ ସବୁଆଡେ ଚର୍ଚ୍ଚା ବୃଦ୍ଧି ପାଉଛି । […]

ରିଲିଜ୍ ପୂର୍ବରୁ ବିବାଦରେ ଫସିଲା ‘ପୁଷ୍ପା-୨’ ଜାଣନ୍ତୁ କଣ ରହିଛି କାରଣ ?

ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ପୁଷ୍ପା : ଦି ରୁଲ’ । ଏହା ରିଲିଜ ହେବା ପୂର୍ବରୁ ବିବାଦରେ ଛନ୍ଦି ହୋଇଯାଇଛି ।ଫ୍ୟାନ୍ସମାନେ ଦୀର୍ଘ ସମୟ ଫିଲ୍ମକୁ ଧରି ଅପେକ୍ଷା କରି ରହିଛନ୍ତି । କିନ୍ତୁ ଫିଲ୍ମ ରିଲିଜ ହେବା ପୂର୍ବରୁ ଏହାକୁ ବ୍ୟାନ କରିବାକୁ ଦାବି କରାଯାଉଛି। ହରିୟାଣାରେ ‘ପୁଷ୍ପା ୨’ର ଏକ ସିନ୍‌ ବିରୋଧରେ ଅଭିଯୋଗ ଆସିଛି।ଫିଲ୍ମର ଏକ ଦୃଶ୍ୟ ଧାର୍ମିକ ଭାବନାକୁ ଆଘାତ ଦେଇଥିବା ଅଭିଯୋଗ ହୋଇଛି। ଏଥିସହ […]

ନାୟିକା ବାସନ୍ତୀ ଅପା ପାଇଁ ସହାୟତାର ହାତ ବଢାଇଛନ୍ତି ହାସ୍ୟ ଅଭିନେତା ହରିଭାଇ

ହାସ୍ୟ ଅଭିନେତାଙ୍କ ବଡହୃଦୟ । ସହାୟତାର ହାତ ବଢାଇଲେ ହରିହର । ଅସହାୟ କଳାକାରଙ୍କୁ କଲେ ସାହାଯ୍ୟ । ସାଗରବାଳାଙ୍କର ସାଜିଲେ ସାହାରା । ଦିନେ ଅନ୍ନପୂର୍ଣା ଥିଏଟରରେ ନାୟିକା ଭୂମିକାରେ ଅଭିନୟ କରୁଥିବା ସାଗରବାଳା ପଟନାୟକ ଓରଫ ବାସନ୍ତି ଅପା ଆଜି ଏକ ଚା’ ଦୋକାନ କରି ନିଜ ପରିବାର ଗୁଜୁରାଣ ମେଣ୍ଟାଉଛନ୍ତି । କିନ୍ତୁ ଅରିକ୍ଷିତକୁ ଦଇବ ସାହା ହେଲା ଭଳି ବାସନ୍ତୀ ଅପାଙ୍କ ଏ ଅସମୟରେ ତାଙ୍କୁ ସହାୟତାର ହାତ ବଢାଇଛନ୍ତି କମେଡି […]

ଡିସିପି ଅଫିସ ସମ୍ମୁଖରେ ମନୋଜ ମିଶ୍ର ଓ ବବି ଇସଲାମ ହାତାହାତି

ଉଗ୍ର ରୂପ ନେଲା ଅଭିନେତା ମନୋଜ ମିଶ୍ର ଓ ବବି ଇସଲାମ କଳି ଘଟଣା। ଉଭୟଙ୍କ ମଧ୍ୟରେ କିଛି ଦିନ ହେବ ଆରମ୍ଭ ହୋଇଥିବା କଥା କଟାକଟି ଆଜି ବିଚ୍‌ ରାସ୍ତାରେ ପହଞ୍ଚିଛି। ଡିସିପି ଅଫିସ ସମ୍ମୁଖରେ ହାତାହାତି । ଉଭୟଙ୍କ ମଧ୍ୟରେ ବଚସା ଓ ଠେଲାପେଲା ହୋଇଛି । ଉଭୟଙ୍କୁ ବୁଝାସୁଝା କରି ସ୍ଥିତି ନିୟନ୍ତ୍ରଣ କଲା ପୋଲିସ । ଡିସିପିଙ୍କ ସହ ବୈଠକ ପାଇଁ ଆସିବା ବେଳେ ଗଣ୍ଡଗୋଳ ହୋଇଛି । ବବି ଇସ୍‌ଲାମ […]

ହାସ୍ୟ ଅଭିନେତା ଜୟୀରାମ ସାମଲଙ୍କୁ ‘ମୋହନ ସୁନ୍ଦର ଦେବ ଗୋସ୍ୱାମୀ’ ପୁରସ୍କାର ପ୍ରଦାନ

୧୯୩୬ରୁ ଭାରତୀୟ ସିନେମାକୁ ସମୃଦ୍ଧ କରିଛି ଓଡ଼ିଆ ଚଳଚ୍ଚିତ୍ର। ରାଜ୍ୟର ଦୂରଦୃଷ୍ଟି ସଂପନ୍ନ କଳାକାର ଓ ଟେକ୍‌ନିସିଆନ୍ ଯୋଗୁଁ ଏହା ସମ୍ଭବ ହୋଇପାରିଛି। ତେବେ ୨୦୨୦, ୨୦୨୧ ଓ ୨୦୨୨ ବର୍ଷ ପାଇଁ ପ୍ରଦାନ କରାଗଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ଅନନ୍ତ ମହାପାତ୍ର, ଶ୍ରୀନିବାସ ମହାପାତ୍ର, ଜୟୀରାମ ସାମଲଙ୍କୁ ଦିଆଗଲା ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’। ଶ୍ରେଷ୍ଠ ଫିଲ୍ମ ଭାବେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲ୍‌ଚିନି ଏବଂ ୨୦୨୨ […]

ଅନୁରାଗଙ୍କ ହାତ ଧରିଲେ ଅଭିନେତ୍ରୀ ଏଲିନା

ଓଲିଉଡର ଚୁଲବୁଲି ନାୟିକା ଏଲିନା ସାମନ୍ତରାୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଲମ୍ବା ସମୟ ଧରି ପ୍ରେମିକ ଅନୁରାଗଙ୍କ ସହିତ ସମ୍ପର୍କରେ ରହିବା ପରେ ନଭେମ୍ବର ୧୭ ତାରିଖ ରବିବାର ଇଣ୍ଡୋନେସିଆ ବାଲିର ଏକ ହୋଟେଲରେ ବିଧିବଦ୍ଧ ଭାବେ ବିବାହ କରିଛନ୍ତି। ନିଜେ ଏଲିନା ବିବାହ ସମୟର ଫଟୋ ସୋଶାଲ ମିଡିଆରେ ଫଟୋ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ […]

କିଟ୍ ର ଛାତ୍ରୀ ହେଲେ ମିସ୍ ୟୁନିଭର୍ସ ୨୦୨୪

ଦକ୍ଷିଣ ଆଫ୍ରିକାରେ ଚମକିଲେ କିଟ୍ ଛାତ୍ରୀ ତ୍ରିଷ୍ଣା ରାୟ । ତ୍ରିଷ୍ଣା ରାୟ ହେଲେ ମିସ୍ ଟିନ୍ ୟୁନିଭର୍ସ ୨୦୨୪ । ଦକ୍ଷିଣ ଆଫ୍ରିକାରେ ଆୟୋଜିତ ଏହି ମର୍ଯ୍ୟାଦାଜନକ ଇଭେଣ୍ଟରେ ବିଭିନ୍ନ ଦେଶର ପ୍ରତିଯୋଗୀ ଭାଗନେଇଥିବା ବେଳେ ତ୍ରିଷ୍ଣା ଭାରତ ପକ୍ଷରୁ ପ୍ରତିନିଧିତ୍ବ କରିଥିଲେ । ତ୍ରିଷ୍ଣା କିଟ୍ ସ୍କୁଲ୍ ଅଫ୍ ଫେସନ୍ ଟେକ୍ନୋଲୋଜିର ଛାତ୍ରୀ । ତ୍ରିଷ୍ଣା ହେଉଛନ୍ତି କର୍ଣ୍ଣେଲ୍ ଡି.କେ ରାୟ ଓ ରାଜଶ୍ରୀ ରାୟଙ୍କ ଝିଅ । ଝିଅର ସଫଳତାରେ ବେଶ୍ ଖୁସି […]