ଭୁବନେଶ୍ୱର,(ଓଡିଶା ଦର୍ପଣ): ରାଜ୍ୟ ନିର୍ବାଚନ କମିଶନ ଆସନ୍ତା ପୌର ନିର୍ବାଚନରେ ଅଂଶଗ୍ରହଣ କରିବାକୁ ଥିବା ବିଭିନ୍ନ ପଦବୀ ପାଇଁ ପ୍ରାର୍ଥୀମାନଙ୍କ ନିମନ୍ତେ ଗାଡ଼ିର ବ୍ୟବହାର ଓ ନିର୍ବାଚନୀ ଖର୍ଚ୍ଚ ନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି । ପ୍ରତ୍ୟକ ୱାର୍ଡର କାଉନସିଲର/କର୍ପୋରେଟର ପଦବୀ ନିମନ୍ତେ ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀମାନେ ତିନିଚକିଆ ଓ ଚାରିଚକିଆ ଗାଡ଼ିକୁ ମିଶାଇ ସର୍ବାଧିକ ଦୁଇଟି ଗାଡ଼ି ବ୍ୟବହାର କରିପାରିବେ । ବିଜ୍ଞାପିତ ଅଞ୍ଚଳ ପରିଷଦ/ମୁନିସିପାଲିଟି ଅଞ୍ଚଳ ମଧ୍ୟରେ ଅଧ୍ୟକ୍ଷ ପଦ ଲାଗି ନିର୍ବାଚନ ଲଢ଼ୁଥିବା […]
ବାଲିଗୁଡା,(ଓଡିଶା ଦର୍ପଣ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ମାଓ ସଙ୍ଗଠନ କନ୍ଧମାଳ ଜିଲ୍ଲାରେ ସେତିକି ସ୍ଥିତି ଜାହିର କରୁଥିବା ଦେଖିବାକୁ ମିଳୁଛି । ଶନିବାର ପୁଣି କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ରଡ଼ିଗୁମା ସ୍କୁଲ ଅଞ୍ଚଳରେ ବାସଧାରା ଘୁମୁସର ନାଗାବଳୀ ଡିଭିଜନର ପୋଷ୍ଟର ବ୍ୟାନର ମରା ଯାଇଥିବା ଦେଖିବାକୁ ମିଳିଛି । ବ୍ୟାନର ମାଧ୍ୟମରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବାକୁ ଆହ୍ବାନ ଦେଇଛି ଲାଲ୍ ବାହିନୀ । ଏଥିସହିତ ବିପ୍ଳବୀ ଲୋକ […]
ବନେଶ୍ୱର(ଓଡିଶା ଦର୍ପଣ): ପୁଣିଥରେ କେନ୍ଦ୍ରକୁ ଚିଠି ଲେଖିବେ ବାଚସ୍ପତି ଡା ସୂର୍ଯ୍ୟନାରାୟଣ ପାତ୍ର। ବିଧାନ ପରିଷଦ ସମ୍ପର୍କରେ କେନ୍ଦ୍ରକୁ ବାଚସ୍ପତି ୨ଟି ଚିଠି ଲେଖିବେ। ଏହାପୂର୍ବରୁ ୨୦୧୮ରେ ବିଧାନ ପରିଷଦ ପାଇଁ କେନ୍ଦ୍ରକୁ ରାଜ୍ୟ ସରକାର ଚିଠି କରିଥିଲେ। ତେବେ ଦୁଇଟି ଚିଠି ମଧ୍ୟରୁ ଗୋଟିଏ ଚିଠି ବିଧାନସଭା ପକ୍ଷରୁ ସଂସଦକୁ ଲେଖାଯିବାକୁ ଥିବା ବେଳେ ୨୦୧୮ରେ ଦିଆଯାଇଥିବା ଚିଠିକୁ ଏଥିରେ ସଲଗ୍ନ କରାଯିବ। ସେହିଭଳି ଅନ୍ୟଟି ବ୍ୟକ୍ତିଗତ ଭାବେ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଚିଠି ଲେଖାଯିବ। କେଉଁ ଅଧିକାରୀ […]
ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ଼ ଜିଲ୍ଲାର ଅଗ୍ରଣୀ ଗଣମାଧ୍ୟମ ସଂସ୍ଥା ଦର୍ପଣ ପରିବାର ପକ୍ଷରୁ ‘ଓଡ଼ିଶା ଦର୍ପଣ’ ନାମକ ଏକ ୱେବ ପୋର୍ଟାଲ ନୂଆ ବର୍ଷରେ ନୟାଗଡ଼ ଜିଲ୍ଲାର ଆରାଧ୍ୟ ଦେବୀ ମା’ ଦକ୍ଷିଣକାଳୀଙ୍କ ପୀଠରେ ଶୁଭ ଉନ୍ମୋଚିତ ହୋଇଯାଇଛି। ଦର୍ପଣ ପରିବାରର ମୁଖ୍ୟ ପୁରୋଧା ତଥା କବି ଗୀତିକଳ୍ପ ହରିଶ ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଆୟୋଜିତ ଏହି ଉନ୍ମୋଚନ କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ଶ୍ରୀକାନ୍ତ ଖଟେଇ, ପ୍ରଦୀପ୍ତ ରଥ, ରାମକୃଷ୍ଣ ରଥ, ଗୋକୁଳ ଷଡ଼ଙ୍ଗୀ, ଲକ୍ଷ୍ମୀଧର ସାହୁ, […]