ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଆଜି ନୟାଗଡ଼ ବ୍ଲକର ୫ଟି ଉଚ୍ଚ ବିଦ୍ୟାଳୟ ବୁଲି ଛାତ୍ରଛାତ୍ରୀ, ଅଭିଭାବକ, ପୂରତାନ ଛାତ୍ର ଏବଂ ଶିକ୍ଷକମାନଙ୍କ ସହ ଆଲୋଚନା କରିଛନ୍ତି । ଶିକ୍ଷା ଭିତ୍ତିଭୂମୀର ବିକାଶ ପାଇଁ ରୂପାନ୍ତରିକରଣର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଛନ୍ତି । ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇ ବହି ଶିକ୍ଷା ସହିତ ନୈତିକ ଶିକ୍ଷାର ଆବଶ୍ୟକତା ସମ୍ପର୍କରେ ବୁଝାଇଛନ୍ତି । ଏଥିପାଇଁ ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ସଚେତନ କରିବା ସହ […]
ଭୁବନେଶ୍ୱର,(ଓଡିଶା ଦର୍ପଣ): ଶିକ୍ଷା ସମସ୍ତଙ୍କର ମୌଳିକ ଅଧିକାର, ଶିକ୍ଷାର ଗୁରୁତ୍ୱ ସବୁଠାରୁ ଅଧିକ। ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀର ମଧ୍ୟ ଏକ ସାଧାରଣ ବିଦ୍ୟାର୍ଥୀ ପରି ସମାନ ଶିକ୍ଷା ପାଇବାର ଆବଶ୍ୟକତା ଏବଂ ଅଧିକାର ଅଛି। ଓଡ଼ିଶାରେ ୬୪୦୦୦ରୁ ଅଧିକ ବିଦ୍ୟାଳୟ ଅଛି ଏବଂ ପ୍ରାୟ ୮୨୦୦୦ ବିଶେଷ ଆବଶ୍ୟକ ରଖୁଥିବା ପିଲା ଏହି ବିଦ୍ୟାଳୟ ମାନଙ୍କରେ ନାମ ଲେଖାଇଛନ୍ତି କିନ୍ତୁ ସେମାନଙ୍କୁ ପଢ଼ାଇବା ପାଇଁ ତାଲିମପ୍ରାପ୍ତ ସ୍ୱତନ୍ତ୍ର ଶିକ୍ଷକଙ୍କ ଆବଶ୍ୟକତା ରହିଛି ଯାହାର କି ସମ୍ପୂର୍ଣ ଅଭାବ […]
ଏନେଇ ଜିଲ୍ଲା କଂଗ୍ରେସର ପ୍ରେସମିଟ ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ ଜିଲ୍ଲା ସଦର ମହକୁମାରେ ଅବସ୍ଥିତ ନୟାଗଡ଼ ମହାବିଦ୍ୟାଳୟରୁ ୨୦୧୮ ଜାନୁଆରୀ ମାସରୁ ସ୍ୱୟଂଶାସିତ ମାନ୍ୟତା ସମ୍ପ୍ରସାରଣ ହୋଇପାରି ନାହିଁ, ଆଶ୍ଚର୍ଯ୍ୟ ହେଲେ ବି ଏହା ସତ୍ୟ କିନ୍ତୁ ମହାବିଦ୍ୟାଳୟ କର୍ତୃପକ୍ଷ ଲକ୍ଷାଧିକ ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ଅଭିଭାବକମାନଙ୍କୁ ଏହି ଗୁରୁତର ତଥ୍ୟ ଲୁଚାଇ ରଖିବା ସର୍ବୋପରି ନୟାଗଡ ଜିଲ୍ଲାବାସୀ ଯାହାର ଦ୍ବିଗୁଣିତ ଖଜଣା ଟଙ୍କାରେ ଏହି ଶିକ୍ଷାର ମନ୍ଦିର ପ୍ରତିଷ୍ଠିତ, ସେମାନଙ୍କ ପ୍ରତି ବିଶ୍ୱାସଘାତ କରିଛନ୍ତି ବୋଲି […]
ନୟାଗଡ଼:(ଓଡିଶା ଦର୍ପଣ): ନୟାଗଡ଼ ଜିଲ୍ଲାରେ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ନେଇ ନୟାଗଡ଼ ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦିବ୍ୟାଙ୍ଗଙ୍କ ଶିକ୍ଷା ପାଇଁ ସଦାସର୍ବଦା ଚ଼େଷ୍ଟିତ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରେସନ ଫର୍ ଦିବ୍ୟାଙ୍ଗ ସଂଘର ବହୁ ସଂଖ୍ୟକ ଶିକ୍ଷକ ଶିକ୍ଷୟିତ୍ରୀମାନେ ଯୋଗ ଦେଇଥିଲେ। RPWD ଆଇନ ଓ ସୁପ୍ରିମକୋର୍ଟଙ୍କ ଆଦେଶ ମୁତାବକ ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ବିଦ୍ୟାଳୟ ଓ […]
ନୂଆଦିଲ୍ଲୀ,(ଓଡିଶା ଦର୍ପଣ): ଫିଟ୍ ଇଣ୍ଡିଆ କୁଇଜ୍ ରାଜ୍ୟ ରାଉଣ୍ଡର ୩୬ ଜଣ ବିଜେତାମାନଙ୍କୁ ଚୟନ କରାଯାଇଛି। ଏହି ବିଜେତାମାନେ ପରବର୍ତ୍ତୀ ଜାତୀୟ ରାଉଣ୍ଡରେ ନିଜ ନିଜ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶ ପକ୍ଷରୁ ପ୍ରତିନିଧିତ୍ବ କରିବାର ସୁଯୋଗ ପାଇବେ। ରାଜ୍ୟ ରାଉଣ୍ଡରେ ଓଡ଼ିଶାରୁ କଣିହାଁ ଏନଟିପିସି ଡିଏଭି ପବ୍ଲିକ୍ ସ୍କୁଲ ଦୀପଶିଖାର କନିଷ୍କ ଓ ହ୍ଵିପ୍ କୁମାର ବେହେରା ବିଜୟୀ ହୋଇଛନ୍ତି। ଫେବୃଆରୀ ଏବଂ ମାର୍ଚ୍ଚ ମାସରେ ଫିଟ୍ ଇଣ୍ଡିଆ କୁଇଜ୍ ରାଜ୍ୟ ରାଉଣ୍ଡର ଫାଇନାଲ ପ୍ରତିଯୋଗିତା […]
ନୀତି ଶିକ୍ଷା: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କେଉଁ ଲୋକଙ୍କୁ କେବେ ବି ବିଶ୍ବାସ କରିବ ନାହିଁ ତାହାର ଉଲ୍ଲେଖ କରିଛନ୍ତି। ଚାଣକ୍ୟ ନୀତି ଅନୁସାରେ ଯେଉଁମାନେ ସାକ୍ଷାତରେ ସବୁବେଳେ ମିଠା କଥା କହନ୍ତି ସେମାନଙ୍କୁ ବର୍ଜନ କରନ୍ତୁ। କାରଣ ମିଠା କଥା କହି ଆପଣଙ୍କ ବିଶ୍ବାସକୁ ସେମାନେ ହରଣ କରନ୍ତି। ଆଉ ଠିକ୍ ସମୟରେ ପଛରୁ ଛୁରାଘାତ କରିଥାନ୍ତି। ଏହି ଶ୍ରେଣୀର ଲୋକେ ଆପଣଙ୍କୁ ବିଶ୍ବାସ ଜନ୍ମମାଇ ଆପଣଙ୍କର ଗୁପ୍ତ କଥା ହାତେଇ ନିଅନ୍ତି। […]
ଭୁବନେଶ୍ଵର(ଓଡିଶା ଦର୍ପଣ): ଏପ୍ରିଲ ୨୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ’ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ପରୀକ୍ଷା ୨ଟି ସିଟିଙ୍ଗରେ ହେବ। ପ୍ରଥମ ସିଟିଙ୍ଗ ସକାଳ ୮ ଟାରୁ ଆରମ୍ଭ ହେବାକୁ ଥିବା ବେଳେ ଦ୍ଵିତୀୟ ସିଟିଙ୍ଗ ସକାଳ ୧୧ ଟାରୁ ଆରମ୍ଭ ହେବେ। ପ୍ରତ୍ୟେକ ବିଷୟ ପାଇଁ ଦୁଇ ଘଣ୍ଟା ସମୟ ଧାର୍ଯ୍ୟ କରାଯାଇଥିବା ବେଳେ କେବେଳ ଗଣିତ ପାଇଁ ୨ ଘଣ୍ଟା ୧୫ ମିନିଟ ସମୟ ଧାର୍ଯ୍ୟ କରାଯାଇଛି। ପ୍ରତ୍ୟେକ ବିଷୟ […]
ଭୁବନେଶ୍ୱର,(ଓଡିଶା ଦର୍ପଣ): ରାଜ୍ୟରେ ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଥିବା ବେଳେ ପ୍ରଥମ ପର୍ୟ୍ୟାୟରେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ୟ୍ୟନ୍ତ ପାଠପଢ଼ା ଆରମ୍ଭ କରାଯିବା ନେଇ ଘୋଷଣା କରାଯାଇଥିଲା । କରୋନା ମହାମାରୀର ତୃତୀୟ ଲହର ଯୋଗୁଁ ବନ୍ଦ ରହିଥିଲା ସ୍କୁଲ, କଲେଜ ବିଶ୍ୱବିଦ୍ୟାଳୟ । ତେବେ ଫେବୃଆରୀ ୨ ତାରିଖରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ଘୋଷଣା କରିଥିଲେ ଏସଆରସି । ଘୋଷଣା ଅନୁସାରେ ପ୍ରଥମେ ଫେବୃଆରୀ ୭ରୁ ଅଷ୍ଟମ ଠାରୁ […]
ନୂଆଦିଲ୍ଲୀ,(ଓଡିଶା ଦର୍ପଣ): NEET PG ପରୀକ୍ଷାକୁ ନେଇ କେନ୍ଦ୍ର ସରକାର ଏକ ବଡ ଘୋଷଣା କରିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, NEET PG ୨୦୨୨ର ପରୀକ୍ଷା ସ୍ଥଗିତ ରଖାଯାଇଛି। ପରୀକ୍ଷାକୁ ୬ ରୁ ୮ ସପ୍ତାହ ସ୍ଥଗିତ ରଖାଯାଇଥିବା କୁହାଯାଇଛି। ଏହି ପରୀକ୍ଷା ମାର୍ଚ୍ଚ 12 ତାରିଖରେ ଅନୁଷ୍ଠିତ ହେବାର ଥିଲା। ଅନେକ ଛାତ୍ର ସୁପ୍ରିମକୋର୍ଟରେ ଏକ ଆବେଦନ କରିଥିଲେ ଯେ, ବର୍ତ୍ତମାନ ପର୍ଯ୍ୟନ୍ତ NEET ପରୀକ୍ଷାକୁ ସ୍ଥଗିତ ରଖାଯାଉ। ଜଷ୍ଟିସ୍ ଡି.ଇ […]
ଭୁବନେଶ୍ବର,(ଓଡିଶା ଦର୍ପଣ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଦେଶରେ ସଂକ୍ରମଣ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଏହି ପ୍ରରିପ୍ରେକ୍ଷୀରେ ଦେଶରେ ଅନେକ ରାଜ୍ୟର ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ରାଜ୍ୟ ସରକାର ଏହାକୁ ନେଇ ଏକ ବଡ ଘୋଷଣା କରିଛନ୍ତି। ଆସନ୍ତା ୭ ତାରିଖରୁ ସ୍କୁଲ ଏବଂ କଲେଜ ଖୋଲିବ ପାଇଁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। କୋଭିଡ୍ କଟକଣାକୁ […]