ଦୁର୍ନୀତିଗ୍ରସ୍ତ ଦେଶ ମଧ୍ୟରେ ଭାରତର ସ୍ଥାନ କେଉଁଠି ??

ଭାରତ ଦୀର୍ଘ ଦିନରୁ ଦୁର୍ନୀତି ବିରୋଧରେ ଲଢ଼େଇ କରୁଛି। ଦୁନିଆର ଦୁର୍ନୀତିଗ୍ରସ୍ତ ଦେଶ ମଧ୍ୟରେ ଭାରତର ସ୍ଥାନ କେଉଁଠି ଅଛି। ଏ ସମ୍ପର୍କିତ ଏକ ରିପୋର୍ଟ ଟ୍ରାନ୍ସପରେନ୍ସି ଇଣ୍ଟରନ୍ୟାସନାଲରେ ପ୍ରକାଶ ପାଇଛି। ଏହି ସୂଚକାଙ୍କରେ ବିଶ୍ୱର ସବୁଠୁ ଭ୍ରଷ୍ଟ ଓ ସବୁଠୁ ସଚ୍ଚୋଟ ଦେଶଙ୍କ ରାଙ୍କିଙ୍ଗ କରାଯାଏ। ସିପିଆଇ ୧୮୦ ଦେଶ ଓ କ୍ଷେତ୍ରଙ୍କ ସାର୍ବଜନିକ ଅନୁଷ୍ଠାନରେ ଭ୍ରଷ୍ଟାଚାରର କଥିତ ସ୍ତରର ଆଧାରରେ ରାଙ୍କିଙ୍ଗ କରିଥାଏ। ଦେଶମାନଙ୍କୁ ଶୁନରୁ ୧୦୦ ପର୍ଯ୍ୟନ୍ତ ନମ୍ବର ଦିଆଯାଏ। ଏଣୁ ସବୁଠୁ […]

ବାହାଘର ଚାଲିଥିବା ବେଳେ ପଶିଆସିଲା ବାଘ । ବାହାଘର ଛାଡି ଦୌଡିଲେ ଲୋକ ।

ବାହାଘର ଚାଲିଥିବା ବେଳେ ପଶିଆସିଲା ବାଘ । ବାହାଘର ଛାଡି ଦୌଡିଲେ ଲୋକ । ଉତ୍ତରପ୍ରଦେଶ ଲକ୍ଷ୍ନୌର ବୁଦ୍ଧେଶ୍ବର ଏମଏମ ଲନରେ ବିବାହ ଚାଲିଥିବା ବେଳେ ବାହାଘରକୁ ପଶିଆସିଥିଲା ବାଘ । ବନ କର୍ମଚାରୀ ବାଘକୁ ଧରିବା ପାଇଁ ଆସି ନାକେଦମ୍ ହୋଇଛନ୍ତି ବୁଦ୍ଧେଶ୍ୱର ଅଞ୍ଚଳରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ଏକ ଚିତାବାଘ ସେଠାରେ ପଶିଯିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ଜୀବନ ବଞ୍ଚାଇବା ପାଇଁ ବିବାହ ବନ୍ଦ କରିବାକୁ ପଡ଼ିଥିଲା ଏବଂ ବର-କନ୍ୟା ଘଣ୍ଟା […]

ଖୁବ୍ ଶୀଘ୍ର ପୃଥିବୀକୁ ଫେରିବେ ସୁନିତା ୱିଲିୟମ୍ସ,

ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନିତା ୱିଲିୟମ୍ସ ଖୁବ୍ ଶୀଘ୍ର ପୃଥିବୀ ପୃଷ୍ଠକୁ ଫେରିବେ । ଆମେରିକୀୟ ସ୍ପେସ୍ ଏଜେନ୍ସି ‘ନାସା’ ଏହି ସୂଚନା ଦେଇଛି ।ମଙ୍ଗଳବାର ଦିନ ନାସା ପକ୍ଷରୁ କୁହାଯାଇଛି ଯେ ସ୍ପେସଏକ୍ସ ଆଗାମୀ ମହାକାଶ ଉଡାଣ ପାଇଁ କ୍ୟାପସୁଲ ପରିବର୍ତ୍ତନ କରିବ ତେଣୁ ବୁଚ୍ ୱିଲମୋର ଏବଂ ସୁନିତା ୱିଲିୟମ୍ସଙ୍କୁ ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ବଦଳରେ ମମାର୍ଚ୍ର ମଧ୍ୟଭାଗରେ ହିଁ ଫେରାଇ ଅଣାଯିବ।ସୁନିତା ୱିଲିୟମ୍ସ ଗତ ବର୍ଷ ଜୁନ୍ ୫ରେ ବୁଚ୍ […]

ମାଗଣା ଯୋଜନା ନେଇ ବର୍ଷିଲେ ସୁପ୍ରିମକୋର୍ଟ । କହିଲେ ମାଗଣା ସୁବିଧା ପାଇଁ

ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଉଥିବା ମାଗଣା ସୁବିଧା ଉପରେ ସୁପ୍ରିମକୋର୍ଟ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। କୋର୍ଟ ମାଗଣା ଘୋଷଣା କରିବାର ପ୍ରଥାକୁ ନିନ୍ଦା କରିଛନ୍ତି। କୋର୍ଟ କହିଛନ୍ତି ଯେ, ଲୋକମାନେ ମାଗଣା ରାଶନ ଏବଂ ଟଙ୍କା ପାଉଥିବାରୁ କାମ କରିବାକୁ ଇଚ୍ଛୁକ ନୁହନ୍ତି।ଜଷ୍ଟିସ୍ ବି.ଆର. ଗବାଇ ଏବଂ ଜଷ୍ଟିସ୍ ଅଗଷ୍ଟିନ ଜର୍ଜ ମସିହଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଏପରି ମନ୍ତବ୍ୟ ଦେଇଛନ୍ତି। ଖଣ୍ଡପୀଠ ସହରରେ ରହୁଥିବା ବାସହୀନ ବ୍ୟକ୍ତିଙ୍କ ଆଶ୍ରୟ ଅଧିକାର ସହିତ ଜଡିତ ମାମଲାର […]

ଅଯୋଧ୍ୟା ରାମ ମନ୍ଦିର ମୁଖ୍ୟ ପୂଜକ ସତ୍ୟେନ୍ଦ୍ର ଦାସଙ୍କ ପରଲୋକ ।

ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କର ବୁଧବାର ଦେହାନ୍ତ ହୋଇଯାଇଛି। ହସ୍ପିଟାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମସ୍ତିଷ୍କ ରକ୍ତସ୍ରାବ ପରେ, ସେ ଲକ୍ଷ୍ନୌର ପିଜିଆଇରେ ଚିକିତ୍ସାଧୀନ ଥିଲେ। ତାଙ୍କ ବିୟୋଗରେ ଉତରପ୍ରଦେଶ ସରକାର ଶୋକ ବ୍ୟକ୍ତ କରିଛନ୍ତି। ୧୯୪୫ରେ ସନ୍ତକବୀରନଗର ଜିଲ୍ଲାରେ ସତ୍ୟେନ୍ଦ୍ର ଦାସଙ୍କ ଜନ୍ମ |ବାପା ଅଭିରାମଦାସଙ୍କୁଠୁ ପ୍ରଭାବିତ ହୋଇ ପ୍ରଭୁ ରାମଙ୍କ ଭକ୍ତ ହୋଇଥିଲେ ସତ୍ୟେନ୍ଦ୍ର ପ୍ରଭୁଙ୍କ ସେବା ପାଇଁ ଘରଦ୍ବାରା ଛାଡି ଆଶ୍ରମରେ […]

ମମତା କୂଲକର୍ଣ୍ଣୀ ମହାମଣ୍ଡଳେଶ୍ୱର ପଦରୁ ଦେଲେ ଇସ୍ତଫା

ବହୁ ବିବାଦ ପରେ ଶେଷରେ ମମତା କୁଲକର୍ଣ୍ଣୀ କିନ୍ନର ଆଖଡ଼ାର ମହାମଣ୍ଡଳେଶ୍ଵର ପଦରୁ ଇସ୍ତଫା ଦେଇଛନ୍ତି। ସେ ସୋମବାର ସାମାଜିକ ଗଣମାଧ୍ୟମରେ ଏହାର ସୂଚନା ଦେଇଛନ୍ତି। ମମତା କୁଲକର୍ଣ୍ଣୀ କହିଛନ୍ତି, ମୁଁ ମହାମଣ୍ଡଳେଶ୍ଵର ପଦରୁ ଇସ୍ତଫା ଦେଉଛି। ଦୁଇ ଆଖଡ଼ା ମଧ୍ୟରେ ମୋତେ ନେଇ ଯେଉଁ ବିବାଦ ଚାଲିଛି ସେଥିରେ ନେଇ ମୁଁ ମର୍ମାହତ। ମୁଁ ଜଣେ ସାଧ୍ଵୀ ଥିଲି ଏବଂ ଆଗକୁ ରହିବି ମଧ୍ୟ।ମୋତେ ମହାମଣ୍ଡଳେଶ୍ୱରର ସମ୍ମାନ ଦିଆଯାଇଥିଲା। ହେଲେ କିଛି ଲୋକଙ୍କ ପାଇଁ ଏହା […]

ସମ୍ପତି ଲୋଭରେ ଜେଜେବାପାଙ୍କୁ ୭୦ଥର ଛୁରି ଭୁଷିଲା ନାତି ।

ପାରିବାରିକ ସମ୍ପତ୍ତି ବିବାଦକୁ ନେଇ ଆନ୍ଧ୍ରପ୍ରଦେଶର ୮୬ ବର୍ଷୀୟ ଶିଳ୍ପପତି ଭେଲମତି ଚନ୍ଦ୍ରଶେଖର ଜନାର୍ଦ୍ଦନ ରାଓଙ୍କୁ ତାଙ୍କ ନାତି କୀର୍ତ୍ତି ତେଜା ୭୦ ଥର ଛୁରି ଭୁସି ଅତ୍ୟନ୍ତ ବୀଭତ୍ସ ଭାବେ ହତ୍ୟା କରିଛନ୍ତି । ଅଭିଯୁକ୍ତଙ୍କ ନାଁ କେ. କୀର୍ତ୍ତି ତେଜା (୨୮) ।ମୃତକ ‘ଭେଲଜାନ୍’ ନାମକ ଗ୍ରୁପର ସିଏମଡି ଥିଲେ । ପୋଲିସ ଶନିବାର ଅଭିଯୁକ୍ତଙ୍କୁ ଗିରଫ କରିବା ପରେ ଘଟଣା ସାମ୍‌ନାକୁ ଆସିଛି । ସମ୍ପତ୍ତିକୁ ନେଇ ଝଗଡ଼ା ପରେ ଆମେରିକା ଫେରନ୍ତା […]

ତିରୁପତି ମନ୍ଦିରର ପ୍ରସାଦ ଲଡୁ ବିବାଦରେ ୪ ଜଣ ଗିରଫ

ତିରୁପତି ମନ୍ଦିରର ପ୍ରସାଦ ଲଡୁ ପାଇଁ ବ୍ୟବହାର ହେଉଥିବା ଘିଅରେ ମିଶୁଛି ପଶୁ ଚର୍ବି ଓ ମାଛ ତେଲ ମାମଲାରେ ୪ ଜଣ ଗିରଫ ହୋଇଛନ୍ତି । ଏମାନେ ହେଲେ ଭୋଳା ବାବା ଡାଏରୀର ପୂର୍ବ ନିର୍ଦ୍ଦେଶକ ବିପିନ ଜୈନ ଏବଂ ପୋମିଲ ଜୈନ, ବୈଷ୍ଣବ ଡାଏରୀର ଅପୂର୍ବ ଚାୱଡା ଏବଂ ଏଆର ଡେରୀର ରାଜୁ ରାଜଶେଖରନଙ୍କ ବୋଲି ଜଣାପଡିଛି । ଏସଆଇଟି ଏମାନଙ୍କୁ ଗିରଫ କରିଛି ।ତେବେ ତିରୁପତି ମନ୍ଦିରର ପ୍ରସାଦ ଲଡୁ ପାଇଁ ବ୍ୟବହାର […]

ଦିନ ୧୧ଟାରୁ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ସମ୍ୱୋଧନ କରିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୫’ କାର୍ଯ୍ୟକ୍ରମ ସକାଳ ୧୧ଟାରେ ଆରମ୍ଭ ହୋଇଛି। ଏହା ପରୀକ୍ଷା ପେ ଚର୍ଚ୍ଚାର ଅଷ୍ଟମ ସଂସ୍କରଣ। ପ୍ରଧାନମନ୍ତ୍ରୀଙ୍କ ଏହି ଆଲୋଚନା କାର୍ଯ୍ୟକ୍ରମ ଶିକ୍ଷା ବିଭାଗ ଦ୍ୱାରା ସ୍କୁଲଗୁଡ଼ିକରେ ସିଧା ପ୍ରସାରଣ କରାଯାଇଛି। କେବେ କେବେ ନିଜ ସହ ମଧ୍ୟ କଥା ହେବା ଉଚିତ୍ । ଯେଉଁଠି କେହି ପହଞ୍ଚିନଥିବେ ସେଠି ପିଲାମାନଙ୍କୁ ପହଞ୍ଚି, ନେତୃତ୍ବ ନେବାକୁ ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହିତ ଉତ୍ତମ ସ୍ବାସ୍ଥ୍ୟ ପାଇଁ […]

ମହାକୁମ୍ଭ ମେଳାରେ ବୁଡ଼ ପକାଇଲେ ରାଷ୍ଟ୍ରପତି ।

ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଲେ ମହାମହିମ। ପ୍ରୟାଗରାଜର ମହାକୁମ୍ଭରେ ସକାଳୁ ସକାଳୁ ବୁଡ଼ ପକାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ପ୍ରଥମ ମହିଳା ରାଷ୍ଟ୍ରପତି ଭାବରେ ପ୍ରୟାଗରାଜର ତ୍ରିବେଣୀ ସଙ୍ଗମରେ ବୁଡ଼ ଦେଇଛନ୍ତି।ଦ୍ରୌପଦୀ ମୁର୍ମୁଙ୍କ ଗସ୍ତକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଉତ୍ତରପ୍ରଦେଶ ମୁ୍ଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଷ୍ଟ୍ରପତିଙ୍କ ସହ ଉପସ୍ଥିତ ରହିଛନ୍ତି । ଦେଶର ପ୍ରଥମ ରାଷ୍ଟ୍ରପତି ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ପରେପ୍ରଥମ ଥର ପାଇଁ ଦ୍ରୌପଦୀ ମୁର୍ମୁ କୁମ୍ଭମେଳାରେ […]

ନିର୍ବାଚନରେ ହାରିଲେ କେଜରିୱାଲ, ସିଲ୍ ହେଲା ଦିଲ୍ଲୀ ସଚିବାଳୟ

ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି, ଦିଲ୍ଲୀରେ ଏକଜିଟ୍ ପୋଲ୍ ଏକଜାଟ୍ ପୋଲରେ ପରିଣତ ହୋଇଛି । ନୂଆଦିଲ୍ଲୀ ଆସନରୁ ହାରିଛନ୍ତି ଅରବିନ୍ଦ କେଜ୍ରିଓ୍ୱାଲ, ଆଉ ଜିତିଛନ୍ତି ବିଜେପି ପ୍ରାର୍ଥୀ ପରଭେଶ ବର୍ମା । ଚଳିତ ବିଧାନସଭା ନିର୍ବାଚନରେ ଗେରୁଆ ଦଳକୁ ସ୍ପଷ୍ଟ ବହୁମତ ମିଳିବା ନିଶ୍ଚିତ ହୋଇଛି। ତେବେ ଦିଲ୍ଲୀ ନିର୍ବାଚନ ଫଳାଫଳ ଆସିବା ପରେ ଦିଲ୍ଲୀ ସଚିବାଳୟରେ ଦୌଡଧାପଡ଼ ସ୍ଥିତି ଦେଖାଦେଇଛି । ଆମ୍ ଆଦମୀ ପାର୍ଟିର ନେତା ସଚିବାଳୟରେ ନଜର ଆସିଛନ୍ତି । […]

ଦିଲ୍ଲୀ ନିର୍ବାଚନରେ ହାରିଲେ ଅରବିନ୍ଦ କେଜ୍ରିୱାଲ ।

ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି(ଆପ୍)କୁ ଶକ୍ତ ଝଟକା ଲାଗିଛି। ଗୋଟିଏ ପଟେ ବିଜେପି ବିପୁଳ ବିଜୟ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଥିବାବେଳେ ଅନ୍ୟପଟେ ଆପ୍‌ର ଟାଣୁଆ ନେତାମାନଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ତେବେ ଦିଲ୍ଳୀ ସିଟ୍‌ ରୁ ପରାଜୟ ବରଣ କରିଛନ୍ତି ଅରବିନ୍ଦ କେଜ୍ରିୱାଲ । ଏହି ସିଟ୍‌ ରୁ ବିଜେପି ପ୍ରାର୍ଥି ପରବେଶ ବର୍ମା ବିଜୟ ଲାଭ କରିଛନ୍ତି । ଶେଷରେ ବାଜି ମାରିଲା ବିଜେପି । ସେହିପରି କାଲକାଜୀ ସିଟ୍‌ […]

Odisha Darpan Digital