ସରିଲା ମହାକୁମ୍ଭ ମେଳା,ସ୍ବାମୀଙ୍କୁ ଡିଜିଟାଲ୍ ସ୍ନାନ କରାଇଲେ ପତ୍ନୀ

ପ୍ରୟାଗରାଜର ସଙ୍ଗମ କୂଳରେ ମହାକୁମ୍ଭମେଳା ଶେଷ ହୋଇଛି ଏବଂ ଲୋକମାନେ ଏଠାରେ ନିରନ୍ତର ପବିତ୍ର ବୁଡ଼ ପକାଇଛନ୍ତି । କିନ୍ତୁ କିଛି ଲୋକ ଅଛନ୍ତି ଯେଉଁମାନେ ଏପର୍ଯ୍ୟନ୍ତ କୁମ୍ଭ ଯାଇପାରି ନାହାଁନ୍ତି ।ସେହିପରି ଜଣେ ପତ୍ନୀ ମହାକୁମ୍ଭକୁ ସ୍ନାନ କରିବାକୁ ଆସି ତାଙ୍କ ସ୍ୱାମୀଙ୍କୁ ମଧ୍ଯ ଡିଜିଟାଲ ସ୍ନାନ କରାଇ ଦେଇଛନ୍ତି। ଯାହାର ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି। ଭାଇରାଲ ଭିଡିଓରେ ଆପଣ ଦେଖିପାରିବେ ଯେ ଜଣେ ମହିଳା ସଙ୍ଗମର ପବିତ୍ର ଜଳ […]

ଖୋଲିବ କେଦାରନାଥ ଧାମ? ସାମ୍ନାକୁ ଆସିଲା ତାରିଖ

ଉତ୍ତରାଖଣ୍ଡରେ ଅବସ୍ଥିତ କେଦାରନାଥ ଧାମର ଦ୍ୱାର କେବେ ଖୋଲିବ ସେ ନେଇ ତାରିଖ ଘୋଷଣା କରାଯାଇଛି । ଆସନ୍ତା ମେ ୨ ତାରିଖରେ ଖୋଲିବ କବାଟ । ସକାଳ ୭ ଟା ବେଳେ କେଦାରନାଥଙ୍କ ଦ୍ବାର ଖୋଲାଯିବ ।ପରମ୍ପରା ଅନୁସାରେ ପ୍ରତି ବର୍ଷ ଶୀତ ଋତୁ ଆରମ୍ଭ ହେବା ମାତ୍ରେ କେଦାରନାଥ ଧାମର ଦ୍ୱାର ବନ୍ଦ କରାଯାଏ । ଏହା ପରେ ବାବା କେଦାରନାଥଙ୍କ ପାଲକି ତାଙ୍କର ଶୀତକାଳୀନ ଆସନ ଓଁକାରେଶ୍ୱର ମନ୍ଦିର ଉଖିମଠରେ ପରମ୍ପରା ଅନୁସାରେ […]

ଆମେରିକାର ନାଗରିକତ୍ଵ ପାଇଁ ଟ୍ରମ୍ପ ଦେବେ ବଡ଼ ଅଫର

ଦେଶକୁ ଆର୍ଥିକ ସ୍ତରରେ ଅଧିକ ମଜଭୂତ କରିବାକୁ ଓ ଦେଶରେ ବିଦେଶୀ ନିବେଶକ ବଢ଼ାଇବାକୁ ନୂଆ ଉପାୟ ଆପଣାଇଛନ୍ତି ଡୋନାଲ୍ଡ ଟ୍ରମ୍ପ । ଡୋନାଲ୍ଡ ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ହୋଇଛନ୍ତି।ଆମେରିକାର ନାଗରିକତା ହାସଲ କରିବା ଲାଗି ଅନେକ ବିଦେଶୀଙ୍କ ସ୍ବପ୍ନ ରହିଥାଏ। ଯଦି ଆପଣଙ୍କ ନିକଟରେ ପ୍ରଚୁର ଅର୍ଥ ଅଛି, ତେବେ ଏହି ସ୍ବପ୍ନ ସହଜରେ ପୂରଣ ହୋଇପାରିବ। ଏଥିପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଅଫର ଘୋଷଣା କରିବାକୁ ଯାଉଛନ୍ତି। […]

ଆଜି ମହାକୁମ୍ଭ ମେଳାର ଅନ୍ତିମ ଦିନ

ଆଜି ମହାଶିବରାତ୍ରି । ପ୍ରୟାଗରାଜରେ ୪୫ ଦିନ ଧରି ଚାଲିଥିବା ମହାକୁମ୍ଭ ମେଳାର ଅନ୍ତିମ ଦିନ । ମହାଶିବରାତ୍ରିର ଶେଷ ସ୍ନାନ ପର୍ବରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କର ଆଗମନକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ବିଶ୍ବାସ ରହିଛି ମହାଶିବରାତ୍ରୀରେ ସଂଗମରେ ସ୍ନାନ କଲେ ହୋଇଥାଏ ମୋକ୍ଷପ୍ରାପ୍ତି। ଅନ୍ତିମ ସ୍ନାନ ଲାଗି ମେଳାରେ ବଢୁଛି ଶ୍ରଦ୍ଧାଳୁଙ୍କ ଭିଡ। ମହାଶିବରାତ୍ରୀରେ ଅନ୍ତିମ ଅମୃତ ସ୍ନାନ ସହ ଶେଷ ହେବ ପୂର୍ଣ୍ଣ ମହାକୁମ୍ଭ । ୧୪୪ […]

ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ।

ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ। ଦିଲ୍ଲୀରେ ୧୯୮୪ରେ ହୋଇଥିବା ଶିଖ୍‌ ବିରୋଧୀ ଦଙ୍ଗା ମାମଲାରେ ସଜ୍ଜନଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ଦିଲ୍ଲୀ ରାଉସ୍ ଆଭେନ୍ୟୁ କୋର୍ଟ। ତେବେ ଦଣ୍ଡାଦେଶ ପୂର୍ବରୁ ସଜ୍ଜନ କୁମାର ଦଣ୍ଡ କୋହଳ କରିବା ପାଇଁ ଅପିଲ୍ କରିଥିଲେ । ସେ ଦଲିଲରେ କହିଥିଲେ ଏହି ମାମଲାରେ ମୋତେ ଫାଶୀ ଦଣ୍ଡାଦେଶ ଶୁଣାଇବାର କୌଣସି ଆଧାର ନାହିଁ । ସେ ଆହୁରି କହିଥିଲେ, ମୁଁ ୮୦ ବର୍ଷର ହୋଇଛି । […]

ପାକିସ୍ତାନରୁ ଆସିଲା ବଡ଼ ଖବର । ଚାମ୍ପିୟନ୍ସ ଟ୍ରଫିକୁ ଆତଙ୍କୀ ଭୟ ।

ପୁଣି ପାକିସ୍ତାନରେ ସୁରକ୍ଷିତ ମ୍ୟାଚ ନେଇ ଆଶଙ୍କା ପ୍ରକାଶ ପାଇଛି । ଆଇସିସି ଚମ୍ପିଆନ୍ସ ଟ୍ରଫିରେ ଆତଙ୍କୀ ହାମଲା ନେଇ ସତର୍କତା ଜାରି କରାଯାଇଛି। ଟିଟିପି, ଆଇଏସ୍‌ଆଇଏସ୍‌ ଉପରେ କଡ଼ା ନଜର ରଖାଯାଇଛି ।ପାକିସ୍ତାନର ଗୁଇନ୍ଦା ବିଭାଗ ସୋମବାର ଦିନ ଏକ ହାଇ ଆଲର୍ଟ ଜାରି କରି ଦେଶର ସୁରକ୍ଷା ବାହିନୀକୁ “ସକ୍ରିୟ ଗୁପ୍ତ ଗୋଷ୍ଠୀ” ଦ୍ୱାରା ୨୦୨୫ ମସିହାର ଆଇଆଇସି ଚମ୍ପିଆନ୍ସ ଟ୍ରଫିରେ ଯୋଗଦେବା ପାଇଁ ବିଦେଶୀ ଅତିଥିମାନଙ୍କୁ ଅପହରଣ କରିବା ପାଇଁ ଏକ ଷଡ଼ଯନ୍ତ୍ର […]

ମହାକୁମ୍ଭରେ ବୁଡ଼ ପକାଇବାକୁ ଡାକି ପତ୍ନୀଙ୍କୁ ହତ୍ୟା

ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭକୁ ନିଇତି କୋଟି କୋଟି ଶ୍ରଦ୍ଧାଳୁ ଯାଉଛନ୍ତି । ଧର୍ମ, ଆସ୍ଥା ଓ ବିଶ୍ବାସର ବୁଡ଼ ପକାଇବାକୁ ଶ୍ରଦ୍ଧାଳୁଙ୍କ ମନରେ ପ୍ରବଳ ଉତ୍କଣ୍ଠା । ହେଲେ କୁମ୍ଭରୁ ଯେଉଁ ଘଟଣା ସାମ୍ନାକୁ ଆସିଛି ତାହାକୁ ନେଇ ପୁରା ଦେଶରେ ଚର୍ଚ୍ଚା । ଦିଲ୍ଲୀର ତ୍ରିଲୋକପୁରୀ ବାସିନ୍ଦା ଅଶୋକ କୁମାର ନାମକ ଏହି ବ୍ୟକ୍ତି ଦୁଇ ସାବାଳକ ପୁତ୍ର ସନ୍ତାନର ଜନକ ହୋଇଥିବା ସତ୍ତ୍ବେ ଅନ୍ୟ ମହିଳାଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ। ତେବେ ପରକୀୟା […]

ଶକ୍ତିକାନ୍ତ ଦାସ ହେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ।

Shaktikanta Dasଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ। ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରମୁଖ ସଚିବ-୨ ହେଲେ ଶକ୍ତିକାନ୍ତ। ଏନେଇ କେନ୍ଦ୍ର କ୍ୟାବିନେଟ ଆପଏଣ୍ଟମେଣ୍ଟ କମିଟି ପକ୍ଷରୁ ମଞ୍ଜୁରୀ ମିଳିଛି।୧୯୮୦ ବ୍ୟାଚ୍‌ର ତାମିଲନାଡୁ କ୍ୟାଡର ଆଇଏଏସ୍ ଶକ୍ତିକାନ୍ତ ଦାସ ହେବେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ । ମୋଦି ସରକାରଙ୍କ ନୋଟବନ୍ଦୀ ନିଷ୍ପତ୍ତିରେ ତାଙ୍କର ମହତ୍ଵପୂର୍ଣ୍ଣ ଭୂମିକା ଥିଲା।୬ ବର୍ଷ ଧରି ଆରବିଆଇର ଗଭର୍ଣ୍ଣର ଥିଲେ । ଶକ୍ତିକାନ୍ତ ଦାସଙ୍କ ଉପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭରଷା ରହିଛି । ଶକ୍ତିକାନ୍ତ ଅନେକ କ୍ଷେତ୍ରରେ […]

ଚାଲିଥିଲା ଅଷ୍ଟ୍ରେଲିଆ-ଇଂଲଣ୍ଡ ମ୍ୟାଚ, ବାଜିଲା ଭାରତର ଜାତୀୟ ସଙ୍ଗୀତ

ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଚାଲିଛି ଦମଦାର ମ୍ୟାଚ । ଏହି କ୍ରମରେ ଆଜି ଇଂଲଣ୍ଡ-ଅଷ୍ଟ୍ରେଲିଆ ମ୍ୟାଚ ବି ଜାରି ରହିଛି । ଲାହୋରର ଗଦ୍ଦାଫି ଷ୍ଟାଡିୟମରେ ଏହି ମ୍ୟାଚ ଚାଲିଛି । ଏହି ମ୍ୟାଚ ଆରମ୍ଭରେ, ଯେତେବେଳେ ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆର ଖେଳାଳିମାନେ ଜାତୀୟ ସଙ୍ଗୀତ ପାଇଁ ମଇଦାନରେ ଠିଆ ହୋଇଥିଲେ, ସେତେବେଳେ ଏକ ଚମତ୍କାର ଘଟଣା ଘଟିଥିଲା ଯାହା ଷ୍ଟାଡିୟମରେ ଉପସ୍ଥିତ ଦର୍ଶକଙ୍କୁ ତାଜୁବ କରିଦେଇଥିଲା। ଅଷ୍ଟ୍ରେଲିଆର ଜାତୀୟ ସଙ୍ଗୀତ ପରିବର୍ତ୍ତେ, ଆୟୋଜକମାନେ ଭାରତର ଜାତୀୟ […]

କେନ୍ଦ୍ରମନ୍ତ୍ରୀଙ୍କୁ କ୍ଷମା ମାଗିଲା ଏୟାରଇଣ୍ଡିଆ

କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନଙ୍କୁ ଚିରା ସିଟରେ ବସି କଲେ ବିମାନ ଯାତ୍ରା । ଏୟାର ଇଣ୍ଡିଆ ବିମାନର ଚିରା ସିଟରେ ବସି କେନ୍ଦ୍ର ମନ୍ତ୍ରୀ ଯାତ୍ରା କରିଥିବା ନେଇ ଏକ୍ସରେ ପୋଷ୍ଟ କରିଛନ୍ତି । ଶିବରାଜ ନିରାଶ ହୋଇ ଏୟାର ଇଣ୍ଡିଆ ବିମାନରେ ବସିବା ବହୁତ ଯନ୍ତ୍ରଣାଦାୟକ ଥିଲା ବୋଲି କହିଛନ୍ତି ।ବିମାନରେ ତାଙ୍କୁ ସିଟ୍ ନମ୍ବର ୮ସି ଆବଣ୍ଟନ କରାଯାଇଥିଲା, ତେବେ କେନ୍ଦ୍ରମନ୍ତ୍ରୀ ସିଟ ପାଖକୁ ଯିବା ସମୟରେ ଏହା ଭାଙ୍ଗିଯାଇଥିବା […]

ମହାକୁମ୍ଭ: ମହିଳାଙ୍କ ଅଶ୍ଳୀଳ ଭିଡିଓ କରି ଅନଲାଇନରେ ବିକ୍ରି କରୁଥିବା ୩ ଜଣ ଗିରଫ

ପ୍ରୟାଗରାଜରେ ଅନୁଷ୍ଠିତ ହେଉଥିବା ମହାକୁମ୍ଭ-୨୦୨୫ରେ ସ୍ନାନ କରିଥିବା ମହିଳାଙ୍କ ଅଶ୍ଳୀଳ ଭିଡିଓ କରି ଅନଲାଇନରେ ବିକ୍ରି କରୁଥିବା ୩ ଜଣଙ୍କୁ ଅହମଦାବାଦ କ୍ରାଇମବ୍ରାଞ୍ଚ ପୋଲିସ ଗିରଫ କରିଛି। ଏହି ଘଟଣାରେ ଆହୁରି ଅନେକ ଲୋକଙ୍କ ସମ୍ପୃକ୍ତି ଆଶଙ୍କା କରାଯାଉଛି। ଏଣୁ ମାମଲାର ତଦନ୍ତ ଜାରି ରହିଛି। ପୋଲିସ ଅନୁସାରେ ଅଭିଯୁକ୍ତମାନେ କୁମ୍ଭ ସ୍ନାନ କାଳରେ ମହିଳାଙ୍କ ଭିଡିଓ ରେକର୍ଡ କରି ସେଗୁଡିକୁ ୟୁଟ୍ୟୁବ୍ ଓ ଟେଲିଗ୍ରାମ ଭଳି ପ୍ଲାଟଫର୍ମକୁ ବିକୁଥିଲେ। ସୂଚନାମୁତାବକ ମହାକୁମ୍ଭ ପାଇଁ ଲକ୍ଷ ଲକ୍ଷ […]

କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ।

କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା କାରଣରୁ ଗୁରୁବାର ସଂଧ୍ୟାରେ ତାଙ୍କୁ ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ଠିକ୍‌ ଅଛି। ଡାକ୍ତରଙ୍କ ଏକ ଟିମ୍‌ ତାଙ୍କ ଉପରେ ନଜର ରଖିଛନ୍ତି ଏବଂ ଶୁକ୍ରବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇପାରେ।ଏହା ପୂର୍ବରୁ ୨୦୨୪ ସେପ୍ଟେମ୍ବରରେ ବି ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । […]