ଏଲୋନ ମସ୍କଙ୍କୁ ୨୦୨୫ ନୋବେଲ ଶାନ୍ତି ପୁରସ୍କାର ପାଇଁ ଆନୁଷ୍ଠାନିକ ଭାବରେ ମନୋନୀତ । ୟୁରୋପୀୟ ସଂସଦର ସ୍ଲୋଭେନିଆନ୍ ସଦସ୍ୟ (MEP) ବ୍ରାଙ୍କୋ ଗ୍ରିମ୍ସ ମସ୍କଙ୍କ ନାକୁ ମନୋନୀତ କରିଛନ୍ତି । ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଟେସଲା, ସ୍ପେସଏକ୍ସଏକ୍ସ ଭଳି କମ୍ପାନୀର ମାଲିକ ନାଁକୁ ଚାନ୍ସ ଦିଆଯାଇଛି । ଗ୍ରାଇମ୍ସଙ୍କ ମତରେ, ଏହି ନାମାଙ୍କନ ମସ୍କଙ୍କ ଅଭିବ୍ୟକ୍ତି ସ୍ୱାଧୀନତାକୁ ସମର୍ଥନ କରିବା ଏବଂ ବିଶ୍ୱ ଶାନ୍ତି ପ୍ରତି ତାଙ୍କର ଅବଦାନକୁ ସ୍ୱୀକୃତି ଦେବା ପାଇଁ କରାଯାଇଛି […]
ଶରେ GBS ସିଣ୍ଡ୍ରୋମ ରୋଗର ଆତଙ୍କ ନିରନ୍ତର ବୃଦ୍ଧି ପାଉଛି । ଏହି ରୋଗ ଏବେ ରାଜ୍ୟ ପରେ ରାଜ୍ୟ ବ୍ୟାପିବା ଆରମ୍ଭ କରିଛି । ବଙ୍ଗଳାରେ, ଗତ ଚାରି ଦିନ ମଧ୍ୟରେ ଜଣେ ଶିଶୁ ସମେତ ତିନି ଜଣଙ୍କର ସନ୍ଦେହଜନକ GBS କାରଣରୁ ମୃତ୍ୟୁ ହୋଇଛି । ତେବେ ମୃତ୍ୟୁର କାରଣ ସମ୍ପର୍କରେ ସ୍ୱାସ୍ଥ୍ୟ ବିଭାଗ ଏପର୍ୟ୍ୟନ୍ତ ଆନୁଷ୍ଠାନିକ ଭାବେ ସ୍ପଷ୍ଟ କରିନାହିଁ । ଜାନୁଆରୀ ୨୬ ରେ କୋଲକାତାର ବିସି ରୟ ହସ୍ପିଟାଲରେ ଦେବକୁମାରଙ୍କ […]
କାଲିଠୁ ପାର୍ଲ୍ୟାମେଣ୍ଟ ବଜେଟ ଅଧିବେଶନ । ରାଷ୍ଟ୍ରପତିଙ୍କ ସମ୍ବୋଧନରୁ ଆରମ୍ଭ ହେବ ବଜେଟ ଅଧିବେଶନ । କାଲି ଉଭୟ ଗୃହକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୦୨୫-୨୬ ଆର୍ଥିକ୍ ବର୍ଷ ପାଇଁ ଆସିବ ବ୍ୟୟବରାଦ । ଫେବ୍ରୁଆରୀ ପହିଲାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଆଗତ କରିବେ । ଲଗାତାର ଭାବେ ଏହା ତାଙ୍କର ଅଷ୍ଟମ ବଜେଟ୍ ଅପସ୍ଥାପନ ହେବ । ସଂସଦର ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ […]
ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ଘଟିଥିବା ଦଳାଚକଟାରେ ୩୦ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇଥିବାବେଳେ ୬୦ରୁ ଅଧିକ ଆହତ ହୋଇଛନ୍ତି। ଏହି ଘଟଣା ପରେ କଠୋର ନିୟମ ଆପଣେଇଛି ପ୍ରଶାସନ। ଏବେ ଭିଭିଆଇପି ପାସଗୁଡ଼ିକୁ ବାତିଲ କରାଯାଇଛି ଏବଂ ମେଳାକୁ ଯାଉଥିବା ରାସ୍ତାଗୁଡ଼ିକୁ ଭକ୍ତମାନଙ୍କ ସୁଗମ ଗତି ପାଇଁ ଏକମୁଖୀ କରାଯାଇଛି।ସେହିପରି ମେଳା ପରିସରକୁ ନୋ-ଭେହିକିଲ ଜୋନ ଘୋଷଣା କରାଯାଇଛି । କୌଣସି ପ୍ରକାର ଗାଡି ମେଳା କ୍ଷେତ୍ର ମଧ୍ୟକୁ ପ୍ରବେଶ କରିପାରିବ ନାହିଁ । […]
ଗଦା ଗଦା କପଡ଼ା, ଚପଲ, ବ୍ୟାଗ ଓ ଅନ୍ୟାନ୍ୟ ଜିନିଷ ସବୁ ଛିନଛତ୍ର ହୋଇପଡ଼ି ରହିଛି। ନିଜର ପ୍ରିୟଜନଙ୍କୁ କିଛି ଶ୍ରଦ୍ଧାଳୁ ଖୋଜିବାରେ ଲାଗିଛନ୍ତି। ଦୃଶ୍ୟ ଅତ୍ୟନ୍ତ ହୃଦୟ ବିଦାରକ। ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭ ମେଳାରେ ଏପରି ସ୍ଥିତି ଦେଖିବାକୁ ମିଳିଛି।ଏଥିରେ ଅନେକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ସଂଖ୍ୟା ୩୦ ବୋଲି କୁହାଯାଉଥିଲେ ହେଁ ପ୍ରକୃତ ସଂଖ୍ୟା ଅଧିକ ହୋଇଥିବା ଆଶଙ୍କା କରାଯାଉଛି। ତେବେ ବର୍ତ୍ତମାନ ସଙ୍ଗମ ଅଞ୍ଚଳର ପରିସ୍ଥିତି ସ୍ୱାଭାବିକ ହୋଇଛି, କିନ୍ତୁ […]
ପ୍ରୟାଗରାଜର ମହାକୁମ୍ଭରେ ମୌନୀ ଅମାବାସ୍ୟା ଅବସରରେ କୋଟି କୋଟି ଶ୍ରଦ୍ଧାଳୁ ସ୍ନାନ କରିବାକୁ ପହଞ୍ଚିଛନ୍ତି । ଶ୍ରଦ୍ଧାଳୁଙ୍କ ଭିଡ଼ ଯୋଗୁଁ ଦଳାଚକଟା ହେବା ପରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଦଳାଚକଟା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଏହି ଘଟଣାରେ ଭକ୍ତମାନେ ନିଜ ପରିବାରର ସଦସ୍ୟଙ୍କୁ ହରାଇଛନ୍ତି। ତାଙ୍କ ପ୍ରତି ମୋର ଗଭୀର ସମବେଦନା। ଏହା ସହିତ ମୁଁ ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ […]
ନୂଆ ଇତିହାସ ରଚିଛି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ। ଶ୍ରୀହରିକୋଟାରୁ ୧୦୦ତମ ଉତକ୍ଷେପଣ ସହ ଶତକ ହାସଲ କରିଛି ଇସ୍ରୋ। ଅପଗ୍ରେଡ୍ ହେବ ଭାରତର ନାବିକ ସାଟେଲାଇଟ୍ । ଆଜି ସକାଳ ୬ଟା ୨୩ରେ ନାବିକ୍-ଟୁ ମିଶନ ଲଞ୍ଚ ହୋଇଛି। ଶ୍ରୀହରିକୋଟାରୁ ଜିଏସଏଲଭି ରକେଟ ମାଧ୍ୟମରେ ଏହାକୁ ମହାକାଶକୁ ପଠାଯାଇଛି। ନାଭିକ ହେଉଛି ଭାରତର ରିଜିଓନାଲ ନାଭିଗେସନ ସାଟେଲାଟ୍ ସିଷ୍ଟମ । ଏହା ଆମେରିକାର ଜିପିଏସ୍ ଭଳି କାର୍ଯ୍ୟ କରେ। କାରଗିଲ ଯୁଦ୍ଧ ବେଳେ କାଶ୍ମୀରର […]
ମହାକୁମ୍ଭମେଳାରେ ବଡ଼ ଅଘଟଣ। ସାହିସ୍ନାନ ବେଳେ ଦଳାଚକଟା। ୧୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଆଶଙ୍କା। ମୃତଦେହକୁ ପ୍ରୟାଗରାଜ ମେଡିକାଲ କଲେଜକୁ ନିଆଯାଇଛି। ମୃତକଙ୍କ ସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଉଛି। ସଙ୍ଗମ ସ୍ଥଳରେ ହୋଇଥିବା ଦଳାଚକଟାରେ ଶତାଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଉଛି। ଉତ୍ତର ପ୍ରଦେଶର ପ୍ରୟାଗରାଜ ମହାକୁମ୍ଭରେ ଦଳାଚକଟା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପ୍ରଥମ ବୟାନ ଆସିଛି। ସେ ଗୁଜବରେ ଧ୍ୟାନ ନଦେବାକୁ ଲୋକଙ୍କୁ ନିବେଦନ କରିଛନ୍ତି। […]
କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ସୋମବାର ମଧ୍ୟପ୍ରଦେଶର ମହୁଠାରେ ‘ଜୟ ବାପୁ, ଜୟ ଭୀମ, ଜୟ ସମ୍ବିଧାନ’ ରାଲିକୁ ସମ୍ବୋଧିତ କରିଥିଲେ।ଏହି ସମୟରେ ମଲ୍ଲିକାର୍ଜୁନ ଖଡଗେ ବିଜେପି ନେତାଙ୍କୁ ସିଧା ସଳଖ ଟାର୍ଗେଟ କରି କହିଛନ୍ତି ଯେ ଗଙ୍ଗାରେ ଗାଧୋଇବା ଦ୍ୱାରା ଗରିବୀ ଦୂର ହେବ ନାହିଁ।କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ପରିବାର ସହ କୁମ୍ଭ ସ୍ନାନ ପାଇଁ ପ୍ରୟାଗରାଜରେ ପହଞ୍ଚିଥିବା ବେଳେ ତାଙ୍କର ଏଭଳି କଟାକ୍ଷ ଆସିଛି। ସେପଟେ ଖଡଗେଙ୍କ ବୟାନକୁ ନେଇ […]
ଭାରତ ଓ ଚୀନ୍ ପୁଣି ଥରେ କୈଳାଶ ମାନସରୋବର ଯାତ୍ରା ଆରମ୍ଭ କରିବାକୁ ସୋମବାର ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁସାରେ ଉଭୟପକ୍ଷ ସମ୍ପର୍କକୁ ‘ସ୍ଥିର ଓ ସ୍ଥାୟୀ’ କରିବା ପାଇଁ କିଛି ଜନ କେନ୍ଦ୍ରିକ ପଦକ୍ଷେପ ନେବାକୁ ମଧ୍ୟ ସହମତ ହୋଇଛନ୍ତି। ଏନେଇ ଭାରତ ସରକାରଙ୍କ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଦ୍ଵାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ, ଦୁଇ ଦେଶ ୨୦୨୫ ଗ୍ରୀଷ୍ମ ମାସ ଆଡକୁ […]
ବାଂଲାଦେଶକୁ ମିଳୁଥିବା ସମସ୍ତ ପ୍ରକାରର ଆମେରିକୀୟ ସହାୟତାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବନ୍ଦ କରିଦେଇଥିବା ନେଇ ୟୁଏସଏଆଇଡି ଟ ଏକ ଚିଠି ଲେଖି ସୂଚନା ଦେଇଛି। ଏହା ବାଂଲାଦେଶର ୟୁନୁସ ସରକାରଙ୍କ ପାଇଁ ଏକ ବଡ଼ ଝଟକା ଭଳି।ଆମେରିକୀୟ ଏଜେନ୍ସି ୟୁଏସଏଆଇଡି ବାଂଲାଦେଶରେ ଚୁକ୍ତି, କାର୍ୟ୍ୟାଦେଶ, ଅନୁଦାନ, ସମବାୟ ଚୁକ୍ତି, ଅନ୍ୟାନ୍ୟ ସହାୟତା କିମ୍ବା କ୍ରୟ ଉପକରଣ ଅଧୀନରେ କୌଣସି କାର୍ୟ୍ୟକୁ ତୁରନ୍ତ ବନ୍ଦ କିମ୍ବା ସ୍ଥଗିତ ରଖିବାକୁ ଘୋଷଣା କରିଛି । ଶେଖ୍ ହସିନା କ୍ଷମତାରୁ […]
ଆଧ୍ୟାତ୍ମ ଜୀବନର ଆଧାର ପାଲଟିଗଲେ ଦୁଃଖଭରା ଜୀବନ ବି ଶାନ୍ତିର ସାଗରରେ ବୁଡ଼ ପକାଏ । ମନରୁ ଭୟ ,ଡ଼ରର ମାୟାକୁ କାଢି ଫୋପାଡି ନିଡ଼ରର ରାସ୍ତାରେ ଚାଲିବା ଶିଖାଏ ଆଧ୍ୟାତ୍ମିକତା । ଏମିତି କିଛି କଥାକୁ ସଫଳ ଓ ସତ କରି ଦେଖାଇଛନ୍ତି ଜଣେ ବୃଦ୍ଧା । ଯିଏକି ମହାକୁମ୍ଭରେ ପହଞ୍ଚିବା ସହିତ ସ୍ନାନ କରି ବୁଡ ପକାଇଛନ୍ତି । ଏଥିପାଇଁ ନିଜକୁ ଭାଗଶାଳୀ ଅନୁଭବ କରିଛନ୍ତି ।ବୃଦ୍ଧାଙ୍କୁ ଯେତେବେଳେ ପ୍ରଶ୍ନ ପଚାରା ଯାଇଥିଲା କି […]