ମହାକୁମ୍ଭ: ଟେଲିଗ୍ରାମରେ ବିକ୍ରି ହେଉଛି ମହିଳାଙ୍କ ସ୍ନାନର ଭିଡିଓ

ମହାକୁମ୍ଭ ପାଇଁ ଲକ୍ଷ ଲକ୍ଷ ଭକ୍ତ ସଙ୍ଗମ ନଗରୀ ପ୍ରୟାଗରାଜରରେ ପହଞ୍ଚୁଛନ୍ତି। ଏପର୍ଯ୍ୟନ୍ତ ୫୫ କୋଟିରୁ ଅଧିକ ଶ୍ରଦ୍ଧାଳୁ ଏଠାରେ ପବିତ୍ର ବୁଡ଼ ପକାଇ ସାରିଛନ୍ତି। ସେହି ସମୟରେ, କିଛି ଲୋକ ଅଛନ୍ତି ଯେଉଁମାନେ ମହାକୁମ୍ଭର ଛବିକୁ ଖରାପ କରିବାକୁ ଚେଷ୍ଟା କରୁଛନ୍ତି। ପ୍ରତିଦିନ ଦେଶବିଦେଶରୁ ଲୋକ ବୁଡ଼ ପକାଇବା ପାଇଁ ସଙ୍ଗମ ତଟକୁ ଆସୁଛନ୍ତି ଏବଂ ସମସ୍ତଙ୍କ ହାତରେ ମୋବାଇଲ୍ ଫୋନ୍ ରହୁଛି । ଏଭଳି ସ୍ଥିତିରେ କିଏ କାହାର ଫଟୋ ଉଠାଉଛି , ଭିଡିଓ […]

ବର୍ଷକୁ ଦୁଇଥର CBSE ବୋର୍ଡ ପରୀକ୍ଷା, ଶୀଘ୍ର ପ୍ରକାଶ ପାଇବ ଡ୍ରାଫ୍ଟ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ପରୀକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ହେଉଛି । CBSE ନିଷ୍ପତ୍ତି ନେଇଛି ଯେ 2026 ରୁ ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର କରାଯିବ ।ଏହାର ଡ୍ରାଫ୍ଟ ଖୁବ୍ ଶୀଘ୍ର ପ୍ରକାଶିତ ହେବ, ଯାହା ଉପରେ ଲୋକଙ୍କଠାରୁ ପରାମର୍ଶ ଲୋଡାଯିବ।କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ୨୦୨୬-୨୭ ଶିକ୍ଷାବର୍ଷରୁ ବିଦେଶୀ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ୱସ୍ତରୀୟ ପାଠ୍ୟକ୍ରମ ପ୍ରଚଳନ କରିବ। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର […]

ଦାୟିତ୍ୱ ନେଲେ ଦେଶର ନବ ନିଯୁକ୍ତ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଗୁପ୍ତା ।

ଦାୟିତ୍ୱ ନେଲେ ନୂଆ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୨୦୨୯ ଜାନୁଆରୀ ୨୬ରେ ଜ୍ଞାନେଶଙ୍କ କାର୍ଯ୍ୟକାଳ ସରିବ। ମଙ୍ଗଳବାର ସିଇସି ପଦରୁ ରାଜୀବ କୁମାର ଅବସର ନେବା ପରେ ବୁଧବାର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର କାର୍ଯ୍ୟଭାର ସମ୍ଭାଳିଛନ୍ତି।୨୦୨୯ ଜାନୁଆରୀ ୨୯ରେ ତାଙ୍କର କାର୍ଯ୍ୟକାଳ ଶେଷ ହେବ । ତେବେ ଦାୟିତ୍ନ ନେବା ପରେ ସେ ରଖିଛନ୍ତି ତାଙ୍କର ପ୍ରଥମ ପ୍ରତିକ୍ରିୟା । ସେ କହିଛନ୍ତି ରାଷ୍ଟ୍ର ନିର୍ମାଣରେ ମତଦାନ ପ୍ରଥମ ପଦକ୍ଷେପ । […]

ଜ୍ଞାନେଶ କୁମାର ହେଲେ ମୁଖ୍ୟ ନିର୍ବାଚନ କମିସନର

ରାଜୀବ କୁମାରଙ୍କ କାର୍ଯ୍ୟକାଳ ଆସନ୍ତା ୧୮ ତାରିଖରେ ଶେଷ ହେଉଥିବା ‌ବେଳେ ଆଜି ଜ୍ଞାନେଶ କୁମାରଙ୍କୁ ୨୬ତମ ମୁଖ୍ୟ ନିର୍ବାଚନ କମିସନର ଭାବେ ନିଯୁକ୍ତି ଦିଆଯାଇଛି।ଜ୍ଞାନେଶ ଏବେ ନିର୍ବାଚନ ଆୟୁକ୍ତ ଥିବାବେଳେ ତାଙ୍କୁ ସିଇସି ଭାବେ ପଦୋନ୍ନତି ଦିଆଯାଇଛି। ସେହିପରି ୧୯୮୯ ବ୍ୟାଚ୍ ହରିୟାଣା କ୍ୟାଡର ଆଇଏଏସ୍ ବିବେକ ଯୋଶୀଙ୍କୁ ନିର୍ବାଚନ ଆୟୁକ୍ତ ଭାବେ ନିଯୁକ୍ତି ଦିଆଯାଇଛି। କେରଳ କ୍ୟାଡର୍‌ର ଏହି ପୂର୍ବତନ ଆଇଏଏସ୍‌ ଅଫିସରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ […]

ଋଷିଆ ବିୟର ବୋତଲରେ ଗାନ୍ଧୀଙ୍କ ଫଟୋ ଓ ଦସ୍ତଖତ ।

ଋଷିଆରେ ମହାତ୍ମା ଗାନ୍ଧୀଙ୍କୁ ଅପମାନ । ଋଷିଆରେ ଏକ କେନ୍‌ ବିୟରରେ ମହାତ୍ମା ଗାନ୍ଧୀଙ୍କ ଫଟୋ ରହିଥିଲା । ଯାହାର ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି । ଯାହାକୁ ନେଇ ଲୋକମାନେ ଋଷ ନିକଟରେ ଏହି ପ୍ରସଙ୍ଗ ଉଠାଇବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ନିକଟରେ ନିବେଦନ କରିଛନ୍ତି। ତେବେ ଏହି ଫଟୋ ଭାଇରାଲ ହେବା ପରେ ବିବାଦ ଦେଖାଦେଇଛି। ଏହି କମ୍ପାନୀ ବିୟରର ନାମ ମଧ୍ୟ ମହାତ୍ମା ଗାନ୍ଧୀଙ୍କ ନାମରେ ରଖିଛି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ […]

ଯୌତୁକ ମିଳିଲାନି ବୋଲି ନିଜ ବୋହୂକୁ ଏଚଆଇଭି ଇଞ୍ଜେକସନ ଦେବାକୁ ପଛାଇଲେନି ଶ୍ୱଶୁରଘର ଲୋକ।

ଏକ ଏକ୍ସୟୁଭି କାର୍‌ ଏବଂ ୨୫ ଲକ୍ଷ ଟଙ୍କା ଯୌତୁକ ଦାବି କରି ଶାଶୁଘର ଲୋକେ ଝିଅକୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ। ଏପରି କି ଦାବି ପୂରଣ ନ ହେବାରୁ ସେମାନେ ଝିଅକୁ ଏଚ୍‌ଆଇଭି ସଂକ୍ରମିତ ଛୁଞ୍ଚିରେ ଇଞ୍ଜେକ୍‌ଶନ ଦେଇଦେଲେ। ଝିଅ ଏବେ ଏଚ୍‌ଆଇଭି ପଜିଟିଭ ସଂକ୍ରମିତ ବୋଲି ସଙ୍ଗିନ ଅଭିଯୋଗ ଆଣିଛନ୍ତି ଜଣେ ବାପା।ୟୁପିର ସାହାରନପୁର ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି।ଏନେଇ ସାହାରନପୁର ଏସପି କହିଛନ୍ତି, “ପିଡିତା ସାହାରନପୁରର ବାସିନ୍ଦା। ଘଟଣାରେ […]

ଦୈନନ୍ଦିନ କେତେ ଟଙ୍କାର ଖାଦ୍ୟ ଖାଆନ୍ତି ପ୍ରଧାନମନ୍ତ୍ରୀ ମୋଦି

ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ ଜାଣିବାକୁ ଲୋକେ ସବୁବେଳେ ଆଗ୍ରହୀ ଥାନ୍ତି। ସେ କ’ଣ ଖାଆନ୍ତି, କ’ଣ ପିନ୍ଧନ୍ତି, ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ କିଏ ପରିଚାଳନା କରନ୍ତି? ଲୋକମାନେ ଏସବୁ ବିଷୟରେ ଜାଣିବାକୁ ବହୁତ ଚାହାଁନ୍ତି। ମୋଦିଙ୍କ ଦୈନିକ ଭୋଜନକୁ ନେଇ ପୂର୍ବରୁ ଅନେକ ଆରୋପ ଲଗାଇଛନ୍ତି କଂଗ୍ରେସ ଦଳର ନେତା । କିନ୍ତୁ ଏହାକୁ ପ୍ରମାଣ କରିପାରିନାହିଁ କଂଗ୍ରେସ । ବାସ୍ତବରେ ପ୍ରଧାନମନ୍ତ୍ରୀ ମୋଦି କେବଳ ଶାକାହାରୀ ଖାଦ୍ଯ ଖାଇଥାଆନ୍ତି । ସେ […]

ମଦ ପିଇବାରେ ଏହି ରାଜ୍ୟର ମହିଳା ସବୁଠୁ ଆଗରେ

ଦେଶରେ ମଦ୍ୟପାନକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଏକ ସର୍ଭେ କରାଯାଇଛି, ଯେଉଁଥିରେ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି।ଏହି ରିପୋର୍ଟରେ ଖୁଲାସା ହୋଇଛି ଯେ, କେଉଁ ରାଜ୍ୟରେ ପୁରୁଷ ଏବଂ ମହିଳାମାନେ ଅଧିକ ମଦ ପିଉଛନ୍ତି। ସର୍ଭେ ମୁତାବକ ଭାରତର ଉତ୍ତର-ପୂର୍ବ ରାଜ୍ୟ ତାଲିକାରେ ମଦ ପିଉଥିବା ଲୋକ ସଂଖ୍ୟା ଅଧିକ ରହିଛି। ସର୍ବେକ୍ଷଣ ଅନୁଯାୟୀ, ଉତ୍ତର ପୂର୍ବର ମହିଳାମାନେ ଅଧିକ ମଦ ପିଉଛନ୍ତି।ଦେଶର ଆସାମ […]

ଆଜିଠାରୁ ସିବିଏସ୍‌ଇ ଦଶମ ଓ ଦ୍ବାଦଶ ପରୀକ୍ଷା।

ଆଜିଠୁ ଆରମ୍ଭ ହେଉଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା । ସକାଳ ସାଢ଼େ ୧୦ଟାରୁ ଏକ୍ସଜାମ୍ ଆରମ୍ଭ ହେବ । ଦଶମ ପରୀକ୍ଷା ମାର୍ଚ୍ଚ ୧୮ ତାରିଖ ଯାଏ ଏବଂ ଦ୍ୱାଦଶ ପରୀକ୍ଷା ଆସନ୍ତା ଏପ୍ରିଲ ୪ ଯାଏ ଚାଲିବ । ଆଜି ପ୍ରଥମ ଦିନରେ ଦଶମ ଶ୍ରେଣୀର ଇଂରାଜୀ ପରୀକ୍ଷା ରହିଛି । ୨୦ ତାରିଖରେ ବିଜ୍ଞାନ, ୨୫ରେ ସୋସିଆଲ ସାଇନ୍ସ, ମାର୍ଚ୍ଚ ୧୦ରେ ଗଣିତ, ୧୩ ତାରିଖରେ […]

୧୫୦୦ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ, ଲାଭ ମିଳିଛି ୩ ଲକ୍ଷ କୋଟି: ଯୋଗୀ ଆଦିତ୍ୟ ନାଥ

ଦୀର୍ଘ ଦେଢ଼ ମାସ ଧରି ଚାଲିଛି ମହାକୁମ୍ଭ ମେଳା। ଏହି ମହାକୁମ୍ଭରେ ଦେଶର କୋଣ ଅନୁକୋଣରୁ ଲୋକ ଆସି ସଙ୍ଗମରେ ବୁଡ଼ ପକାଉଛନ୍ତି। ହେଲେ ସବୁଠୁ ବଡ଼ କଥା ହେଉଛି କି , ଏହି ମହାକୁମ୍ଭ ପାଇଁ ୟୁପି ସରକାର କୋଟି କୋଟି ଟଙ୍କାର ଲାଭ ପାଇଛନ୍ତି। ମହାକୁମ୍ଭ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି କୁମ୍ଭ ଆୟୋଜନରେ ୧୫୦୦ କୋଟି ଟଙ୍କା ବ୍ୟୟ ହୋଇଛି ଓ […]

ଭାରତକୁ ଆମେରିକା ଦେବ ଅତ୍ୟାଧୁନିକ ଏଫ-୩୫ ଯୁଦ୍ଧ ବିମାନ

ଆମେରିକା ଭାରତକୁ ଏହାର ସବୁଠାରୁ ଅତ୍ୟାଧୁନିକ ଯୁଦ୍ଧ ବିମାନ ଏଫ-୩୫ ଦେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆମେରିକା ଗସ୍ତ ଭାରତ ପାଇଁ ଏଫ-୩୫ ଲଢ଼ୁଆ ବିମାନ ପାଇବାର ପଥ ଖୋଲି ଦେଇଛି।ଏହି ପ୍ରସ୍ତାବ ନୂଆଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ଆଗ୍ରହ ସୃଷ୍ଟି କରିଛି, କାରଣ ଏଫ-୩୫ କୁ ବିଶ୍ୱର ସବୁଠାରୁ ଘାତକ, ଦୃଢ ଏବଂ ସଂଯୁକ୍ତ ଲଢ଼ୁଆ ବିମାନ ଭାବରେ ବିବେଚନା କରାଯାଏ। “ଆମେ ଭାରତକୁ ବହୁ ବିଲିୟନ ଡଲାର ସାମରିକ ବିକ୍ରୟ ବୃଦ୍ଧି କରିବୁ। ଆମେ ଭାରତକୁ ଏଫ-୩୫ […]

27 ବର୍ଷର ରିସର୍ଚ୍ଚ ପରେ ମିଳିଲା ସଫଳତା । ଖୁବ୍ ଶୀଘ୍ର ଉପଲବ୍ଧ ହେବ ଦେଶୀ କ୍ୟାନ୍ସର ଭ୍ୟାକ୍ସିନ ।

ରାଜସ୍ଥାନରେ ପ୍ରଥମ ଥର ପାଇଁ ଦେଶୀ ଉପାୟରେ କ୍ୟାନ୍‌ସର ଟିକା ପ୍ରସ୍ତୁତ କରାଯାଉଛି । ଦୀର୍ଘ ୨୭ ବର୍ଷର ଗବେଷଣା ପରେ ଏହା ସଫଳ ହେବାକୁ ଯାଉଛି । ଯଦି ଟିକା ପ୍ରସ୍ତୁତି ସମ୍ପୂର୍ଣ୍ଣ ସଫଳ ହୁଏ, ତେବେ ଏହାର ମୂଲ୍ୟ ୧୦ ହଜାର ଟଙ୍କା ରହିବ ।ରାଜସ୍ଥାନ ଜୟପୁର ସ୍ଥିତ ମହାତ୍ମାଗାନ୍ଧୀ ମେଡିକାଲ କଲେଜକୁ ଡେଣ୍ଡ୍ରିଟିକ ସେଲ୍ ଟିକା ପ୍ରସ୍ତୁତ କରିବା ପାଇଁ ଡିସିଜିଆର ଅନୁମତି ମିଳିଛି । ଏହି ଟିକା ଦ୍ବାରା 5 ପ୍ରକାର […]