କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ସୋମବାର ମଧ୍ୟପ୍ରଦେଶର ମହୁଠାରେ ‘ଜୟ ବାପୁ, ଜୟ ଭୀମ, ଜୟ ସମ୍ବିଧାନ’ ରାଲିକୁ ସମ୍ବୋଧିତ କରିଥିଲେ।ଏହି ସମୟରେ ମଲ୍ଲିକାର୍ଜୁନ ଖଡଗେ ବିଜେପି ନେତାଙ୍କୁ ସିଧା ସଳଖ ଟାର୍ଗେଟ କରି କହିଛନ୍ତି ଯେ ଗଙ୍ଗାରେ ଗାଧୋଇବା ଦ୍ୱାରା ଗରିବୀ ଦୂର ହେବ ନାହିଁ।କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ପରିବାର ସହ କୁମ୍ଭ ସ୍ନାନ ପାଇଁ ପ୍ରୟାଗରାଜରେ ପହଞ୍ଚିଥିବା ବେଳେ ତାଙ୍କର ଏଭଳି କଟାକ୍ଷ ଆସିଛି। ସେପଟେ ଖଡଗେଙ୍କ ବୟାନକୁ ନେଇ […]
ଭାରତ ଓ ଚୀନ୍ ପୁଣି ଥରେ କୈଳାଶ ମାନସରୋବର ଯାତ୍ରା ଆରମ୍ଭ କରିବାକୁ ସୋମବାର ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁସାରେ ଉଭୟପକ୍ଷ ସମ୍ପର୍କକୁ ‘ସ୍ଥିର ଓ ସ୍ଥାୟୀ’ କରିବା ପାଇଁ କିଛି ଜନ କେନ୍ଦ୍ରିକ ପଦକ୍ଷେପ ନେବାକୁ ମଧ୍ୟ ସହମତ ହୋଇଛନ୍ତି। ଏନେଇ ଭାରତ ସରକାରଙ୍କ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଦ୍ଵାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ, ଦୁଇ ଦେଶ ୨୦୨୫ ଗ୍ରୀଷ୍ମ ମାସ ଆଡକୁ […]
ବାଂଲାଦେଶକୁ ମିଳୁଥିବା ସମସ୍ତ ପ୍ରକାରର ଆମେରିକୀୟ ସହାୟତାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବନ୍ଦ କରିଦେଇଥିବା ନେଇ ୟୁଏସଏଆଇଡି ଟ ଏକ ଚିଠି ଲେଖି ସୂଚନା ଦେଇଛି। ଏହା ବାଂଲାଦେଶର ୟୁନୁସ ସରକାରଙ୍କ ପାଇଁ ଏକ ବଡ଼ ଝଟକା ଭଳି।ଆମେରିକୀୟ ଏଜେନ୍ସି ୟୁଏସଏଆଇଡି ବାଂଲାଦେଶରେ ଚୁକ୍ତି, କାର୍ୟ୍ୟାଦେଶ, ଅନୁଦାନ, ସମବାୟ ଚୁକ୍ତି, ଅନ୍ୟାନ୍ୟ ସହାୟତା କିମ୍ବା କ୍ରୟ ଉପକରଣ ଅଧୀନରେ କୌଣସି କାର୍ୟ୍ୟକୁ ତୁରନ୍ତ ବନ୍ଦ କିମ୍ବା ସ୍ଥଗିତ ରଖିବାକୁ ଘୋଷଣା କରିଛି । ଶେଖ୍ ହସିନା କ୍ଷମତାରୁ […]
ଆଧ୍ୟାତ୍ମ ଜୀବନର ଆଧାର ପାଲଟିଗଲେ ଦୁଃଖଭରା ଜୀବନ ବି ଶାନ୍ତିର ସାଗରରେ ବୁଡ଼ ପକାଏ । ମନରୁ ଭୟ ,ଡ଼ରର ମାୟାକୁ କାଢି ଫୋପାଡି ନିଡ଼ରର ରାସ୍ତାରେ ଚାଲିବା ଶିଖାଏ ଆଧ୍ୟାତ୍ମିକତା । ଏମିତି କିଛି କଥାକୁ ସଫଳ ଓ ସତ କରି ଦେଖାଇଛନ୍ତି ଜଣେ ବୃଦ୍ଧା । ଯିଏକି ମହାକୁମ୍ଭରେ ପହଞ୍ଚିବା ସହିତ ସ୍ନାନ କରି ବୁଡ ପକାଇଛନ୍ତି । ଏଥିପାଇଁ ନିଜକୁ ଭାଗଶାଳୀ ଅନୁଭବ କରିଛନ୍ତି ।ବୃଦ୍ଧାଙ୍କୁ ଯେତେବେଳେ ପ୍ରଶ୍ନ ପଚାରା ଯାଇଥିଲା କି […]
କାର୍ଯ୍ୟସ୍ଥଳରେ ହ୍ୟାଣ୍ଡସେକ୍ ପାଇଁ ବାଧ୍ୟ କରିବା ଯୌନ ନିର୍ୟ୍ୟାତନା । ଏକ ମାମଲାର ଶୁଣାଣି କରି ଏହା କହିଛନ୍ତି ଚେନ୍ନାଇ ହାଇକୋର୍ଟ । ମହିଳା କର୍ମଚାରୀଙ୍କୁ କରମର୍ଦ୍ଦନ ପାଇଁ ବାଧ୍ୟ କରିବା ଏବଂ ଯେକୌଣସି ଅପ୍ରିୟ ବ୍ୟବହାର ଯୌନ ନିର୍ୟ୍ୟାତନା ବୋଲି ମାଡ୍ରାସ୍ ହାଇକୋର୍ଟ କହିଛନ୍ତି । ଯଦି ଦେଖିବା ହ୍ୟାଣ୍ଡସେକ୍ କରିବା ଏକ ସାଧାରଣ କଥା। ଛୋଟ ଛୁଆଙ୍କଠୁ ଆରମ୍ଭ କରି ବୟସ୍କ ଲୋକ ପର୍ଯ୍ୟନ୍ତ ନିଜ ବନ୍ଧୁ କିମ୍ୱା ପରିଜନଙ୍କ ସହ ଦେଖାହେଲେ ସାଧାରଣତଃ […]
ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓ ନିଜର ବଜେଟ୍ ଫୋନ୍ ଜିଓ ଭାରତରେ ଏକ ନୂତନ ମାଗଣା ସେବା ଆରମ୍ଭ କରିଛି। ଜିଓସାଉଣ୍ଡପେ (JioSoundPay) ଗଣତନ୍ତ୍ର ଦିବସରେ ସେବା ଆରମ୍ଭ କରିବ । ଜିଓ ସାଉଣ୍ଡ ପେ’ରୁ ବିନା କୌଣସି ସାଉଣ୍ଡ ବକ୍ସରେ ୟୁପିଆଇ ପେମେଣ୍ଟ ଆଲର୍ଟ ମିଳିବ। ଭାରତର ଯେକୌଣସି ମୋବାଇଲ୍ ଫୋନରେ ଏହା ଏହିଭଳି ପ୍ରଥମ ବୈଶିଷ୍ଟ୍ୟ ବା ଫିଚର ହେବ। ଦେଶର ପାଞ୍ଚ କୋଟିରୁ ଅଧିକ କ୍ଷୁଦ୍ର ଉଦ୍ୟୋଗୀ ଏବଂ କ୍ଷୁଦ୍ର ବ୍ୟବସାୟୀମାନେ ଏଥିରୁ […]
ୱାକଫ୍ ସଂଶୋଧନ ବିଲ୍ ଉପରେ ଥିବା ଜେପିସି ବୈଠକରେ ହଙ୍ଗାମା। ଏହି ଉତ୍ତେଜନାକୁ ଦୃଷ୍ଟିରେ ରଖି ମାର୍ଶାଲମାନଙ୍କୁ ଡକାଯାଇଥିଲା କିନ୍ତୁ ବିରୋଧ ଥମିନଥିଲା। ଏଥିପାଇଁ ଅସବୁଦ୍ଦିନ ଓୱେସି ଏବଂ କଲ୍ୟାଣ ବାନାର୍ଜୀଙ୍କ ସମେତ ୧୦ ଜଣ ବିରୋଧୀ ସାଂସଦଙ୍କୁ ଜେପିସି ସଦସ୍ୟତାରୁ ଦିନକ ପାଇଁ ନିଲମ୍ବିତ କରାଯାଇଛି। ବିରୋଧୀ ସାଂସଦମାନେ ଅଭିଯୋଗ କରିଛନ୍ତି ଯେ ଜେପିସିରେ ସେମାନଙ୍କ ମତାମତକୁ ଶୁଣାଯାଉନାହିଁ। ବିଜେପି ସାଂସଦ ନିଶିକାନ୍ତ ଦୁବେ ଜେପିସିରେ ବିରୋଧୀ ଦଳର ସାଂସଦମାନଙ୍କୁ ନିଲମ୍ବିତ କରିବାକୁ ପ୍ରସ୍ତାବ ଆଣିଥିଲେ। […]
ଦିନ ମଜୁରୀଆଙ୍କ ଆୟ ୧୬ ହଜାର। ହେଲେ ତାଙ୍କ ଉପରେ ଜିଏସଟି ବିଭାଗ ଲଗାଇଛି ୧କୋଟି ୯୬ଲକ୍ଷ ଟଙ୍କାର ଟ୍ୟାକ୍ସ। ଯାହାକି ଦୁଇ କୋଟି ଟ୍ୟାକ୍ସ ସହ ସମାନ କହିଲେ ଅତ୍ୟୁକ୍ତି ହେବ ନାହିଁ। ଗୃହ ବିଭାଗରେ ଅଭିଯୋଗ କରିବା ପରେ ପୂରା ମାମଲା ଜଣା ପଡିଛି ।ଗୁଜୁରାଟର ପାଟନ ଜିଲ୍ଲାର ସୁନୀଲ ନାମକ ଏକ ବ୍ୟକ୍ତି ଦିନ ମଜୁରିଆ ଭାବେ କାମ କରି ପରିବାର ପ୍ରତିପୋଷଣ କରନ୍ତି । ମାସକୁ ରୋଜଗାର କରନ୍ତି ୧୬ହଜାର ଟଙ୍କା […]
କେନ୍ଦ୍ର ସରକାର ଓଲା ଏବଂ ଉବରକୁ ନୋଟିସ ପଠାଇ ସେମାନଙ୍କ ଜବାବ ମାଗିଛନ୍ତି । କେନ୍ଦ୍ର ପଚାରିଛି ଯେ ବିଭିନ୍ନ ଫୋନ୍ ବ୍ୟବହାରକାରୀଙ୍କ ପାଇଁ ଭିନ୍ନ ଭିନ୍ନ ଭଡ଼ା କାହିଁକି ଦେଖାଯାଉଛି? କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ ଏକ୍ସ’ରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି । ମୂଲ୍ୟରେ ଏମିତି ପାର୍ଥକ୍ୟ କାହିଁକି? ବାସ୍ତବରେ, ଏହା ଜଣାପଡିଛି ଯେ ଯେତେବେଳେ ଆଣ୍ଡ୍ରଏଡ୍ ଏବଂ ଆଇଫୋନରେ ଏକ ସ୍ଥାନରୁ ଓଲା-ଉବର ଟ୍ୟାକ୍ସି ବୁକ୍ ହୁଏ, ଆଣ୍ଡ୍ରଏଡ୍ ଫୋନର ମୂଲ୍ୟ ବହୁତ […]
ସ୍ତ୍ରୀକୁ ବୀଭତ୍ସ ହତ୍ୟା କଲା ସ୍ୱାମୀ । ସ୍ତ୍ରୀକୁ ହତ୍ୟା ପରେ ଖଣ୍ଡ ଖଣ୍ଡ କରି କାଟିଲା ସ୍ବାମୀ । ପ୍ରମାଣ ଲୁଚାଇବାକୁ ଶରୀରର କଟା ଖଣ୍ଡକୁ ପ୍ରେସର କୁକରରେ ସିଝାଇଲା । ଏଭଳି ଲୋମହର୍ଷଣକାରୀ ଘଟଣା ହାଇଦ୍ରାବାଦ ସହରରେ ଦେଖିବାକୁ ମିଳିଛି । ଅଭିଯୁକ୍ତଶରୀରର ଅଂଶଗୁଡ଼ିକୁ ରାନ୍ଧି ମୀରପେଟ ହ୍ରଦରେ ଫିଙ୍ଗି ଦେଇଥିଲେ। କୁହାଯାଉଛି ଯେ, ସେ ଏସବୁ କରିଥିଲେ କାରଣ ମୃତଦେହକୁ ନଷ୍ଟ କରିବା ସହଜ ହେବ ଏବଂ କେହି ତାଙ୍କୁ ସନ୍ଦେହ କରିବେ […]
ସନ୍ତା ଫେବୃୟାରୀ ମାସରେ ଦିଲ୍ଲୀରେ ନିର୍ବାଚନ । ଏଥିପାଇଁ ୪ ଦିନ ପାଇଁ ଡ୍ରାଏ ଡେ ରହିବ । ଦିଲ୍ଲୀ ସରକାର ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବା ପର୍ଯ୍ୟନ୍ତ ଫେବୃୟାରୀ ୩ ରୁ ୫ ଏବଂ ଫେବୃଆରୀ ୮ ପର୍ଯ୍ୟନ୍ତ ସହରର ମଦ ଦୋକାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ନିର୍ବାଚନ ସମୟରେ ଭୋଟରମାନଙ୍କୁ ପ୍ରଭାବିତ ହେବାରୁ ରୋକିବା ଏବଂ ଆଦର୍ଶ ଆଚରଣ ସଂହିତା ଲାଗୁ କରିବା ପାଇଁ ଏହି ପଦକ୍ଷେପ ନିଆଯାଇଛିା ଏହା ବ୍ୟତୀତ […]
ଆଦାନୀ ଗ୍ରୁପ୍ ଚେୟାରମ୍ୟାନ୍ ଗୌତମ ଆଦାନୀ ତାଙ୍କ ପରିବାର ସହିତ ପବିତ୍ର ପ୍ରୟାଗରାଜ ମହା କୁମ୍ବ ମେଲାରେ ପହଞ୍ଚିଥିଲେ । ଏହି ସମୟରେ ସେ ଆଧ୍ୟାତ୍ମିକ ବାତାବରଣରେ ନିଜକୁ ବାନ୍ଧି ତ୍ରିବେଣୀ ସଙ୍ଗମ ପରିଦର୍ଶନ କରିଥିଲେ। ସଙ୍ଗମରେ ପହଞ୍ଚିବା ପରେ ସେ ରୀତିନୀତି ହିସାବରେ ଗଙ୍ଗା, ଯମୁନା ଏବଂ ସରସ୍ୱତୀଙ୍କ ପବିତ୍ର ମିଳନ ସ୍ଥଳରେ ଆରତୀ କରିଥିଲେ ଏବଂ ମାତା ଗଙ୍ଗାଙ୍କ ଆଶୀର୍ବାଦ ନେଇଥିଲେ।ଆଜି ଆଦାନୀ ପ୍ରଥମେ ମହାକୁମ୍ଭ ମେଳା ଅଞ୍ଚଳରେ ଇସ୍କନ ର ସେବା ଶିବୀର […]
