ଆଜି ସରୁଛି RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ।

ଆଜି ସରୁଛି RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ। କୋଭିଡ୍ ମହାମାରୀ ସହ ଦୀର୍ଘ ୬ ବର୍ଷ କାଳ ସଫଳତାର ସହ ଦାୟିତ୍ୱ ତୁଲାଇଛନ୍ତି। ଉର୍ଜିତ ପଟେଲଙ୍କ ଅଚାନକ ଇସ୍ତଫା ପରେ ୨୦୧୮ ଡିସେମ୍ବର ୧୨ ତାରିଖରେ ସେ ଦାୟିତ୍ୱ ଗ୍ରହଣ କରିଥିଲେ।ଆରବିଆଇରେ ଶକ୍ତିକାନ୍ତ ଦାସଙ୍କ ନିଯୁକ୍ତି ବି ବିବାଦରୁ ଅଛୁଆଁ ନଥିଲା । ତାଙ୍କ ପୂର୍ବରୁ ଉର୍ଜିତ୍ ପଟେଲ, ଆରବିଆଇ ଏବଂ ସରକାରଙ୍କ ମଧ୍ୟରେ ବଢୁଥିବା ବ୍ୟକ୍ତିଗତ କାରଣକୁ ଦର୍ଶାଇ ଇସ୍ତଫା ଦେଇଥିଲେ । ଦାସଙ୍କ […]

ସଞ୍ଜୟ ମାଲହୋତ୍ରା RBIର ପରବର୍ତ୍ତୀ ଗଭର୍ଣ୍ଣର

ରାଜସ୍ବ ସଚିବ ସଞ୍ଜୟ ମାଲହୋତ୍ରା ଭାରତର ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ନୂତନ ଗଭର୍ନର ହେବାକୁ ଯାଉଛନ୍ତି। ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ୧୦ ଡିସେମ୍ବରରେ ଶେଷ ହେଉଛି। ତାଙ୍କ ସ୍ଥାନରେ ସଞ୍ଜୟଙ୍କୁ ନିଯୁକ୍ତି ଦିଆଯାଇଛି। ସଞ୍ଜୟ ମାଲହୋତ୍ରା ବର୍ତ୍ତମାନ ଅର୍ଥ ମନ୍ତ୍ରଣାଳୟରେ ସଚିବ (ରାଜସ୍ୱ) ଭାବେ କାମ କାର୍ଯ୍ୟରତ ଅଛନ୍ତି । ସଞ୍ଜୟ ମାଲହୋତ୍ରା ୧୯୯୦ ବ୍ୟାଚ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ରାଜସ୍ଥାନ କ୍ୟାଡରର ଅଧିକାରୀ। ସେ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି, କାନପୁରରୁ କମ୍ପ୍ୟୁଟର […]

ମ୍ୟାପକୁ ଫଲୋ କରି ଘନ ଜଙ୍ଗଲ ଭିତରେ ପଶିଗଲେ ପୁରା ପରିବାର ।

ବିହାରରୁ ଗୋଆ ଅଭିମୁଖେ ଯାତ୍ରା କରୁଥିବା ଏକ ପରିବାର ଗୁଗଲ୍‌ ମ୍ୟାପ୍‌ ଉପରେ ନିର୍ଭର କରି ଏକ ଘଞ୍ଚ ଜଙ୍ଗଲ ଭିତରକୁ ପଶି ଯାଇଥିବା ମାମଲା ସାମ୍ନାକୁ ଆସିଛି । ସୂଚନା ମୁତାବକ, ବିହାରର ଏକ ପରିବାର ବିହାରରୁ ଗୋଆ ଯାଉଥିଲେ । ହେଲେ ଗୁଗଲ ମ୍ୟାପର ଭୁଲ୍‌ ନେଭିଗେସନ୍‌ ହେତୁ କର୍ଣ୍ଣାଟକ ର ବେଲାଗାଭି ଜିଲ୍ଲାର ଖାନପୁର ଅଞ୍ଚଳର ଜଙ୍ଗଲରେ ସେମାନଙ୍କୁ ରାତି କଟାଇବାକୁ ପଡ଼ିଥିଲା ।ଯେତେବେଳେ ସେମାନେ ମ୍ୟାପର ବ୍ୟବହାର କରିଥିଲେ ସେମାନଙ୍କୁ ଶିରୋଲି […]

ଯୋଗ୍ୟତା ଅଷ୍ଟମ ଥାଇ ମିଳୁଛି ଡାକ୍ତରୀ ଡିଗ୍ରୀ, ପୋଲିସ ହାତରେ ଗୁୁଜରାଟର ଫେକ୍ ଡାକ୍ତରୀ ଗ୍ୟାଙ୍ଗ

୭୦ ହଜାର ଟଙ୍କା ନେଉଥିଲେ, ଡାକ୍ତରୀ ଡିଗ୍ରୀ ଦେଉଥିଲେ। ଅଷ୍ଟମ ଶ୍ରେଣୀ ପାସ୍ କରିଥିବା ଲୋକେ ମଧ୍ୟ ଏହି ସାର୍ଟିଫିକେଟ କିଣି ପାଲଟି ଥିଲେ ଡାକ୍ତର । । ଏଭଳି ଏକ ରାକେଟକୁ ଧରିବାରେ ସଫଳ ହୋଇଛି ଗୁଜରାଟର ସୁରଟ ପୁଲିସ। ଏହି ଗ୍ୟାଙ୍ଗର ମୁଖ୍ୟଙ୍କ ସହିତ ଟଙ୍କା ଦେଇ ଡାକ୍ତରୀ ଡିଗ୍ରୀ କିଣିଥିବା ୧୪ ନକଲି ଡାକ୍ତରଙ୍କୁ ଗିରଫ କରିଛି ପୁଲିସ। ଏହି ଗ୍ୟାଙ୍ଗର ଡାଟାବେସ୍‌ରେ ୧୨୦୦ଟି ନକଲି ଡାକ୍ତରୀ ଡିଗ୍ରୀ ଥିବା ଜଣାପଡ଼ିଛି।ବୋର୍ଡ ଅଫ […]

ESAର ପ୍ରୋବା-୩ର ଲଞ୍ଚ କଲା ଇସ୍ରୋ

ବିଶ୍ବ ଦେଖିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥାର ଦକ୍ଷତା । ଅପରାହ୍ନ ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁଲଞ୍ଚ ହେଲା ୟୁରୋପୀୟ ସ୍ପେସ ଏଜେନ୍ସିର ପ୍ରୋବା-୩ ସାଟେଲାଇଟ । ତ୍ରୁଟି ଯୋଗୁଁ ଗତକାଲି ଉତକ୍ଷେପଣ ସ୍ଥଗିତ ରଖାଯାଇଥିବା ବେଳେ ଆଜି ୪ଟା ୪ ରେ ଏହାକୁ ଉତକ୍ଷେପଣ କରାଯାଇଛି । ପ୍ରୋବା- ୩ ହେଉଛି ୟୁରୋପୀୟ ମହାକାଶ ସଂସ୍ଥା ESAର ସୋଲାର ମିଶନ ବା ସୌର ମିଶନ। ଯାହା ସୂର୍ଯ୍ୟଙ୍କ ରହସ୍ୟ ଜାଣିବାରେ ବୈଜ୍ଞାନିକଙ୍କୁ ସାହାଯ୍ୟ […]

୫ ବର୍ଷରେ ପ୍ରଥମ, ଏଟିଏମ୍‌କୁ ଖାଇଲା ୟୁପିଆଇ

ଏଟିଏମ୍‌କୁ ଖାଇଗଲାଣି ୟୁନିଫାଏଡ୍‌ ପେମେଣ୍ଟ୍‌ସ ଇଣ୍ଟର୍‌ଫେସ୍‌ (ୟୁପିଆଇ) । ସାମାନ୍ୟ ଜିନିଷଟିଏ କିଣିବାକୁ ଗଲେ ଲୋକେ ଫୋନ୍‌ପେ’, ଗୁଗୁଲ୍‌ ପେ’, ପେଟିଏମ୍‌ ଏବଂ ଆମାଜନ୍‌ ପେ’ ଆଦି ୟୁଜ୍ କରୁଥିବା ଦେଖିବାକୁ ମିଳୁଛି । ଚା’ ପିଇ ୧୦ ଟଙ୍କାର ପେମେଣ୍ଟ ବି ୟୁପିଆଇ ଜରିଆରେ କରୁଛନ୍ତି ଲୋକେ । ଫୋନ୍‌ରେ ପେମେଣ୍ଟ ହୋଇଯାଉଛି । ଖାସକଥା ହେଉଛି ଯେ ମେଟ୍ରୋ, ସହର ଏବଂ ମହାନଗର ତଥା ଗ୍ରାମାଞ୍ଚଳରେ ଏଟିଏମ୍ ସଂଖ୍ୟାରେ ହ୍ରାସ ଘଟିଛି।ସେପ୍ଟେମ୍ବର ୨୦୨୪ ଶେଷରେ […]

ଏହି ରାଜ୍ୟରେ ନିଷେଧ ହେଲା ଗୋମାଂସ

ଆସାମ ସରକାର ବୁଧବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ନିଜେ ଏହା ଘୋଷଣା କରିଛନ୍ତି। ରାଜ୍ୟର କୌଣସି ହୋଟେଲ, ରେଷ୍ଟୁରାଣ୍ଟ ଏବଂ ସାର୍ବଜନୀନ ସ୍ଥାନରେ ଗୋମାଂସ ପରସାଯାଇ ପାରିବ ନାହିଁ।ସରକାରଙ୍କ ଏହି ନିଷ୍ପତ୍ତି ପରେ ଆସାମ ମନ୍ତ୍ରୀ ପୀୟୁଷ ହଜାରିକା ଏକ ପୋଷ୍ଟ କରି ରାଜ୍ୟ କଂଗ୍ରେସକୁ ଆହ୍ବାନ କରିବା ସହିତ ଗୋମାଂସ ପ୍ରତିବନ୍ଧକକୁ ସ୍ଵାଗତ କର ନଚେତ ପାକିସ୍ତାନ ଚାଲିଯାଅ ବୋଲି କହିଛନ୍ତି। […]

ବର୍ଷ ଆରମ୍ଭରୁ ଗ୍ରାହକଙ୍କୁ ଲାଗିବ ଝଟ୍‌କା, କୋଲ୍ଡ ଡ୍ରିଙ୍କସ୍, ସିଗାରେଟ୍-ତମାଖୁ ଉପରେ..

ନୂଆ ବର୍ଷରୁ ଗ୍ରାହକଙ୍କୁ ଲାଗିପାରେ ଝଟ୍‌କା । ଡିସେମ୍ବର ୨୧ରେ ରାଜସ୍ଥାନର ଜୈସଲମେରରେ ଜିଏସଟି କାଉନସିଲର ୫୫ତମ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ମହଙ୍ଗା ହୋଇପାରେ ସିଗାରେଟ୍ ଏବଂ ତମାଖୁ । ଏପରିକି ଜିଏସ୍ଟି ହାରରେ ବୃଦ୍ଧି ହେବା ବି ଆଶଙ୍କା । ନ୍ୟୁଜ୍ ଏଜେନ୍ସି ପିଟିଆଇ ମୁତାବକ, ତମାଖୁ ସାମଗ୍ରୀ ଏବଂ ସିଗାରେଟ୍ ଉପରେ ଜିଏସଟି ଦରକୁ ବଢ଼ାଇ ୩୫ ପ୍ରତିଶତ କରାଯାଇପାରେ । ବର୍ତ୍ତମାନ ଏହି ଉତ୍ପାଦଗୁଡ଼ିକ ଉପରେ ସରକାର ୨୮ ପ୍ରତିଶତ […]

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫିଡନାବିସ

ମୁଖ୍ୟମନ୍ତ୍ରୀ ପଦ ଦୌଡ଼କୁ ନେଇ ସମସ୍ତ ସନ୍ଦେହ ଓ ଅଶାନ୍ତି ପରେ ଭାଜପା ଶେଷରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। ଏହି ନାମ ମହାରାଷ୍ଟ୍ର ଭାଜପାର ସୁପରଷ୍ଟାର ନେତା ଦେବେନ୍ଦ୍ର ଫଡନାଭିସଙ୍କ ବ୍ୟତୀତ ଅନ୍ୟ କେହି ନୁହେଁ। ମହାୟୁତି ବୈଠକରେ ଏକନାଥ ସିନ୍ଦେ ଏବଂ ଅଜିତ ପାୱାରଙ୍କୁ ମହାରାଷ୍ଟ୍ରର ଡେପୁଟି ସିଏମ୍ କରିବାକୁ ସହମତି ପ୍ରକାଶ ପାଇଛି । ଏହି ନିଷ୍ପତ୍ତି ପରେ ବର୍ତ୍ତମାନ ଦେବେନ୍ଦ୍ର ଫଡନବୀସ ମହାରାଷ୍ଟ୍ରର ରାଜ୍ୟପାଳଙ୍କୁ ଭେଟି ତାଙ୍କ ସମର୍ଥକ ତଥା […]

ପଞ୍ଜାବ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଫା କଲେ ଫାଇଖାନା ଓ ମାଜିଲେ ଅଇଣ୍ଠା ବାସନ

ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀଙ୍କ ଗଜବ ଦଣ୍ଡ । ସିଖ୍ ସମାଜର ‘ସୁପ୍ରିମ ଅଦାଲତ’ ଅକାଳ ତଖତ୍ ସାହେବଙ୍କ ଆଦେଶ । ଧାର୍ମିକ ଅପବିତ୍ରୀକରଣ ମାମଲାରେ ବଢିଛି ଅଡୁଆ । ସିଖ ଗୁରୁଦ୍ୱାରରେ ସେବା କରିବେ, ପ୍ରହରା ଦେବେ । ବାସନ ମାଜିବେ, କିର୍ତ୍ତନ ଶୁଣିବେ । ଆଉ ସେହି ଦଣ୍ଡବିଧାନ ଆଧାରରେ ଆରମ୍ଭ ହୋଇଛି ଡେଡଲାଇନ୍ । ଡିସେମ୍ୱର ୩ରୁ ଗୁରୁଦ୍ୱାର ଯାଇ କରିଛନ୍ତି ସେବା । ସୂଚନାମୁତାବକ ପଞ୍ଜାବରେ ଶିରୋମଣି ଅକାଳୀ ଦଳ ସରକାରରେ ଥିବା ସମୟରେ […]

୩୪ ବର୍ଷ ବୟସରେ ଜୀବନ ହାରିଲେ ବିଜେପି ନେତ୍ରୀ

ଗୁଜରାଟର ସୁରଟରେ ଜଣେ ବିଜେପି ନେତ୍ରୀ ଆତ୍ମହତ୍ୟା କରିଛନ୍ତି। ଦୀପିକା ପଟେଲ ସୁରଟର ୱାର୍ଡର ନମ୍ବର ୩୦ରେ ବିଜେପି ମହିଳା ମୋର୍ଚ୍ଚା ପାଇଁ କାମ କରୁଥିଲେ। ଦୀପିକାଙ୍କ ସ୍ୱାମୀ ଜଣେ ଚାଷୀ। ତାଙ୍କର ୩ ଜଣ ଛୋଟ ପିଲା ମଧ୍ୟ ରହିଛନ୍ତି। ପୁଲିସ୍‌ ଏନେଇ ଏକ ମାମଲା ରୁଜୁ କରିଛି ଓ କେଉଁ ପରିସ୍ଥିତିରେ ଦୀପିକା ଜୀବନ ହାରିଲେ, ତା’ର ଯାଞ୍ଚ ଆରମ୍ଭ କରିଛି।ପୋଲିସ୍‌ ଅଧିକାରୀ କହିଛନ୍ତି, “ଦୀପିକା ରବିବାର ତାଙ୍କ ଘରେ ଆତ୍ମହତ୍ୟା କରିଥିଲେ। ସ୍ଥାନୀୟ […]

ଚାକିରିର ଥିଲା ପ୍ରଥମ ଦିନ, ଦୁର୍ଘଟଣାରେ ଆଖି ବୁଜିଲେ ଆଇପିଏସ୍‌ ଅଧିକାରୀ

କର୍ଣ୍ଣାଟକର ହାସନ ଜିଲ୍ଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଜଣେ ଆଇପିଏସ ଅଧିକାରୀ ଚାକିରି ପାଇବା ପରେ ପ୍ରଥମଦିନ ଡିୟୁଟିରେ ଯୋଗ ଦେବାକୁ ଯାଉଥି‌ବା ବେଳେ ସଡ଼କ ଦୁର୍ଘଟଣାର ଶିକାର ହେବାରୁ ତାଙ୍କର ମୃତ୍ୟୁ ହୋଇଯାଇଛି। ରବିବାର ସନ୍ଧ୍ୟା ସମୟରେ ଏହି ଦୁର୍ଘଟଣା ଘଟିଥିଲା । ହାସନ ଅଞ୍ଚଳର କିଟ୍ଟାନେ ନିକଟରେ ପୁଲିସ ଗାଡିର ଟାୟାର ଫାଟିବା ପରେ ଚାଳକ ଗାଡି ଉପରୁ ନିୟନ୍ତ୍ରଣ ହରାଇବା ପରେ ଗାଡିଟି ରାସ୍ତାକଡରେ ଏକ ଘର ଓ ଗଛ […]