ଇଣ୍ଡୋନେସିଆର ଦକ୍ଷିଣ ସୁଲାୱେସି ପ୍ରଦେଶରେ ରହୁଥିବା ଜଣେ ମହିଳାଙ୍କୁ ଏକ ଅଜଗର ଗିଳି ଦେବାରୁ ତାଙ୍କର ଜୀବନ ଯାଇଛି। ସିିରିଆଟି ନାମକ ଜଣେ ମହିଳା ନିଜ ଅସୁସ୍ଥ ପିଲା ପାଇଁ ଔଷଧ ଆଣିବାକୁ ଯାଉଥିଲେ। ତେବେ ସେ ଦୀର୍ଘସମୟ ଧରି ନ ଫେରିବାରୁ ତାଙ୍କ ସ୍ବାମୀ ଆଡିଆନ୍ସା ଓ ଅନ୍ୟ ସମ୍ପର୍କୀୟ ବିଭିନ୍ନ ଆଡେ ଖୋଜାଖୋଜି କରିଥିଲେ। ସିରିଆଟିଙ୍କ ଚପଲ ଘର ଠାରୁ ପ୍ରାୟ ୫୦୦ ମିଟର ଦୂରରେ ପଡ଼ିଥିବା ନେଇ ଆଡିଆନ୍ସା ଦେଖିବାକୁ ପାଇଥିଲେ। ଚପଲ […]
ମୁମ୍ବାଇର ମଲାଦରେ ଆଇସକ୍ରିମରେ କଟା ଆଙ୍ଗୁଳି ତା’ପରେ ବିଛା ବାହାରିବା ଘଟଣାର ଏପର୍ଯ୍ୟନ୍ତ ସମାଧାନ ହୋଇନାହିଁ। ଏହି କ୍ରମରେ ଦେଖିବାକୁ ଗଲେ ଏପରି ଏକ ଘଟଣା ଗୁଜୁରାଟର ଜାମନଗରରୁ ସାମ୍ନାକୁ ଆସିଛି।ଜାମନଗର ସହର ଅନ୍ତର୍ଗତ ପୁଷ୍କରଧାମ ଅଞ୍ଚଳରେ ରହୁଥିବା ଜସ୍ମିତ ପଟେଲ ନାମକ ଜଣେ ବ୍ୟକ୍ତି କିଣିଥିବା ଏକ ଆଳୁ ଚିପ୍ସ ପ୍ୟାକେଟ୍ରୁ ମଲା ବେଙ୍ଗ ବାହାରିବା ଚର୍ଚ୍ଚାର ବିଷୟ ପାଲଟିଛି। ଜସ୍ମିତ ମଙ୍ଗଳବାର ରାତିରେ ଦୋକାନରୁ ଏକ ଆଳୁ ଚିପ୍ସ ପ୍ୟାକେଟ୍ କିଣିଥିଲେ। ମଙ୍ଗଳବାର ରାତିରେ […]
ଅନଲାଇନ୍ ସପିଂ ଆପ୍ ଆମାଜନରୁ କିଛି କିଣୁଛନ୍ତି ତେବେ ସାବଧାନ ରୁହନ୍ତୁ। ବିଶେଷକରି ପ୍ୟାକେଟ୍ ଖୋଲିବା ସମୟରେ, ନଚେତ୍ ଆପଣଙ୍କ ଜୀବନ ବିପଦରେ ପଡିପାରେ । ବର୍ତ୍ତମାନ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ବେଙ୍ଗାଲୁରୁରେ ଏମିତି ଏକ ଘଟଣା ଘଟିଛି, ଯାହାକୁ ନେଇ ଯେକେହି ବି ଭୟଭୀତ ହୋଇପଡ଼ିବେ। କାରଣ ଏଠାକାର ତାନଭୀ ନାମ୍ନୀ ଜଣେ ମହିଳା ଅନଲାଇନ ଶପିଂ ସାଇଟ୍ ଆମାଜନରୁ ଏକ ଏକ୍ସବକ୍ସ କଣ୍ଟ୍ରୋଲର (ଅନଲାଇନ ଗେମିଂ ଉତ୍ପାଦ) ଅର୍ଡର କରିଥିଲେ। […]
ଏୟାର ଇଣ୍ଡିଆର ବେଙ୍ଗାଲୁରୁ ସାନ ଫ୍ରାନ୍ସିସ୍କୋ ବିମାନରେ ବଡ ତ୍ରୁଟି ସାମ୍ନାକୁ ଆସିଛି। ଏହି ବିମାନର ଯାତ୍ରୀଙ୍କ ଖାଦ୍ୟରେ ଏକ ବଡ ବ୍ଲେଡ ମିଳିଥିଲା। ଏହି ଘଟଣା ଜୁନ ୯ରେ ଘଟିଥିଲା ଏହି ଘଟଣା ସାମ୍ନାକୁ ଆସିବା ପରେ ଏୟାର ଇଣ୍ଡିଆ ନିଜର ଭୁଲକୁ ସ୍ବୀକାର କରିଛି।ସୂଚନାନୁସାରେ, ମାଥର୍ସ ପାଲ ନାମକ ଜଣେ ଯାତ୍ରୀ ଏହି ଏୟାର ଇଣ୍ଡିଆ ବିମାନରେ ଫ୍ରାଏ ପଟାଟୋ ଏବଂ ଡିମିରି ଫଳର ଚାଟ୍ ଅର୍ଡର କରିଥିଲେ। ଯାତ୍ରୀ ଖାଦ୍ୟ ଖାଉଥିଲେ ହଠାତ୍ […]
ହରିୟାଣାରେ ନୂଆ ମଦ ନୀତି ବୁଧବାରଠାରୁ କାର୍ଯ୍ୟକାରୀ ହୋଇଛି । ନୂଆ ନୀତି ଲାଗୁ ହେବା ଫଳରେ ରାଜ୍ୟରେ ମଦ ବିକ୍ରେତାଙ୍କ ପାଇଁ ଏକ ଖରାପ ଖବର ଆସିଛି। କାରଣ ରାଜ୍ୟରେ ମଦ ମହଙ୍ଗା ହୋଇଛି। ଏହାବ୍ୟତୀତ ବିୟର ମଧ୍ୟ ମହଙ୍ଗା ହୋଇଛି। ନିକଟରେ କ୍ୟାବିନେଟ ବୈଠକରେ ହରିୟାଣା ସରକାର ନୂଆ ମଦ ନୀତିକୁ ଅନୁମୋଦନ କରିଥିଲେ। ଲୋକସଭା ନିର୍ବାଚନ ସମୟରେ ସରକାର ନିର୍ବାଚନ ଆୟୋଗଙ୍କ ଅନୁମୋଦନ ନେଇଥିଲେ ଏବଂ ବର୍ତ୍ତମାନ ଏହା ରାଜ୍ୟରେ କାର୍ଯ୍ୟକାରୀ ହୋଇଛି। […]
ଖରାଦିନେ ଆଇସକ୍ରିମ ସଭିଁଙ୍କୁ ପସନ୍ଦ। ତେବେ ମୁମ୍ବାଇର ମଲାଡ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା କହିଛନ୍ତି, ସେ ଏକ ଆଇସ୍କ୍ରିମ୍ ଭିତରୁ ମଣିଷର କଟା ଆଙ୍ଗୁଳି ପାଇଛନ୍ତି। ମହିଳା ଜଣକ ଏହାର ଫଟୋ ସୋସିଆଲ ମିଡିଆରେ ଶେୟାର କରି ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ଅନ୍ଲାଇନ୍ରେ ଆଇସ୍କ୍ରିମ୍ ଅର୍ଡର କରିଥିଲେ। ଏହାକୁ ଖାଇବା ବେଳେ ଏଥିରୁ ମଣିଷର ଆଙ୍ଗୁଳି ବାହାରିଥିଲା। ମହିଳା କୋନରୁ ଅଧିକରୁ ଅଧିକ ଆଇସକ୍ରିମ ଖାଇ […]
ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ରଚିଲେ ଇତିହାସ । ତୃତୀୟ ଥର ପାଇଁ ଅନ୍ତରୀକ୍ଷକୁ ଉଡ଼ାଣ ଭରିଲେ ସୁନୀତା ୱିଲିୟମ୍ସ । ଫ୍ଲୋରିଡାର କାନଭେରାଲ ସ୍ପେସ ଫୋର୍ସ ଷ୍ଟେସନରୁ ମହାକାଶଚାରୀ ବଚ୍ ୱିଲମୋରଙ୍କ ସହ ମିଶି ଉଡାଣ ଭରିଛନ୍ତି ସୁନୀତା ।ଫ୍ଲୋରିଡାର କେପ କାନଭେରାଲ ସ୍ପେସ୍ ଫୋର୍ସ ଷ୍ଟେସନରୁ ୟୁନାଇଟେଡ୍ ଲଞ୍ଚ ଆଲାଏନ୍ସ ଆଟଲାସ୍ ଭି ରକେଟ୍ ଏବଂ ବୋଇଙ୍ଗ ଷ୍ଟାରଲିନର୍ ମହାକାଶ ଯାନରେ ନିର୍ଦ୍ଧାରିତ ସମୟ ଅନୁସାରେ ଉଭୟ ମହାକାଶକୁ ଯାତ୍ରା କରିଛନ୍ତି। ନାସା ରିପୋର୍ଟ ଅନୁସାରେ, […]
ଆଜି ହେଉଛି ବିଶ୍ୱ ପରିବେଶ ଦିବସ। ପରିବେଶକୁ ସୁରକ୍ଷିତ ରଖିବା ପାଇଁ ଏହି ଦିନ ପାଳନ କରାଯାଉଛି। ପରିବେଶକୁ ପ୍ରଦୂଷଣରୁ କିପରି ରୋକାଯାଇ ପାରିବ ସେନେଇ ସଚେତନତା ସୃଷ୍ଟି କରାଯାଉଛି। ଚଳିତ ବର୍ଷର ଥିମ୍ ‘ଭୂମି ପୁନରୁଦ୍ଧାର କର, ପୃଥିବୀକୁ ପୁନର୍ଜୀବିତ କର’ ରଖାଯାଇଛି। ତେବେ ଦିଲ୍ଲୀର ବୁଦ୍ଧ ଜୟନ୍ତୀ ପାର୍କରେ ଶ୍ରୀ ମୋଦୀ ଏକ ଅଶ୍ୱତ୍ଥ ଗଛ ଲଗାଇଛନ୍ତି। ଆମ ପୃଥିବୀକୁ ଉନ୍ନତ କରିବାରେ ଯୋଗଦାନ କରିବା ପାଇଁ ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ସେ […]
ତାଜ ଏକ୍ସପ୍ରେସ ଟ୍ରେନର ୪ଟି ବଗିରେ ଭୟଙ୍କର ନିଆଁ ଲାଗିଥିଲା। ତୋଗଲକାବାଦ-ଓଖଲା ମଧ୍ୟରେ ତାଜ ଏକ୍ସପ୍ରେସରେ ଅଘଟଣ ଘଟିଥିଲା। ଏହି ଅଗ୍ନିକାଣ୍ଡରେ କୌଣସି ଯାତ୍ରୀଙ୍କ କ୍ଷତି ହୋଇନଥିବା ଜଣାପଡ଼ିଥିବାବଳେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି।ଉତ୍ତର ରେଳବାଇର ମୁଖ୍ୟ ଲୋକ ସମ୍ପର୍କ ଅଧିକାରୀ ଦୀପକ କୁମାର କହିଛନ୍ତି ଯେ ନୂଆଦିଲ୍ଲୀ ଷ୍ଟେସନରୁ ୧୨୨୮୦ ତାଜ ଏକ୍ସପ୍ରେସ ବାହାରିଥିଲା। ଟ୍ରେନ୍ ଟି ଓଖଲା ଓ ତୁଗଲକାବାଦ ମଧ୍ୟରେ ଥିବା ବେଳେ ଦୁଇଟି ବଗିରେ ନିଆଁ ଲାଗିଯାଇଥିଲା। କୋଚରୁ […]
ଦେଶରେ ଲୋକସଭା ନିର୍ବାଚନ ଶେଷ ହେବା ପରେ ଫଳାଫଳ ନଆସୁଣୁ ଗ୍ରାହକଙ୍କ ଉପରେ ମହଙ୍ଗା ମାଡ ପଡିଛି। ଦୁଇ ଟଙ୍କା ବୃଦ୍ଧି ହୋଇଛି ଅମୁଲ କ୍ଷୀର ଦର। ନିର୍ବାଚନର ଫଳାଫଳର ଗୋଟିଏ ଦିନ ପୂର୍ବରୁ ଦେଶର ପ୍ରମୁଖ କମ୍ପାନୀ ଅମୁଲ ଆଜିଠୁ ଦର ବୃଦ୍ଧି ନେଇ ଘୋଷଣା କରିଛି। ଅମୁଲ ନିଜର ଗୋଲ୍ଡ ବ୍ରାଣ୍ଡ ସମେତ ଅନ୍ୟ ସମସ୍ତ ଭେରାଇଟି ବ୍ରାଣ୍ଡ କ୍ଷୀରର ଲିଟର ପ୍ରତି ମୂଲ୍ୟରେ ଦୁଇ ଟଙ୍କା ବୃଦ୍ଧି ନେଇ ଘୋଷଣା କରିଥିବା ବେଳେ […]
ପୁଣି ବିମାନରେ ବୋମା ଧମକ। ଇଣ୍ଡିଗୋ ବିମାନରେ ବୋମା ଥିବା ଧମକ ମିଳିଛି। ଆଜି ସକାଳୁ ଚେନ୍ନାଇରୁ ମୁମ୍ବାଇ ଅଭିମୁଖେ ଏକ ଇଣ୍ଡିଗୋ ବିମାନ ଉଡାଣ ଭରିଥିଲା। ଫ୍ଲାଇଟ୍ ର କ୍ରୁ ମେମ୍ବରଙ୍କୁ ହଠାତ୍ ଏକ ଧମକପୂର୍ଣ୍ଣ ଚିଠି ମିଳିଥିଲା। ଏବଂ ସେଥିରେ ଲେଖାଥିଲା ଡୁ ନଟ୍ ଲ୍ୟାଣ୍ଡ ବମ୍ବେ , ୟୁ ଲ୍ୟାଣ୍ଡ ବମ୍ ବ୍ଲାଷ୍ଟ । ବିମାନ 6E 5314 ସକାଳ ପ୍ରାୟ ୭ଟାରେ ଚେନ୍ନାଇରୁ ଉଡ଼ିଗଲା। ଏହା ମୁମ୍ବାଇ ବିମାନବନ୍ଦରରେ ସକାଳ ପ୍ରାୟ […]
ଦେଶରେ ଭୂତଳ ଜଳ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଜଳ ଅପଚୟ ରୋକିବାକୁ କଠୋର ପଦକ୍ଷେପ ନେବା ପାଇଁ ଦିଲ୍ଲୀ ସରକାର ଘୋଷଣା କରିଛନ୍ତି। ଦିଲ୍ଲୀ ଜଳ ବୋର୍ଡ ବୁଧବାର ଘୋଷଣା କରି କହିଛି ଯେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମୟରେ ଯିଏ ପାଣି ନଷ୍ଟ କରୁଥିବାର ଧରାପଡ଼ିବେ ସେମାନଙ୍କର ୨୦୦୦ ଟଙ୍କା ଚାଲାଣ କଟାଯିବ। ଜଳ ଅପଚୟ କରୁଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରିବା ପାଇଁ ୨୦୦ଟି ଦଳ ନିୟୋଜିତ କରିବାକୁ ଦିଲ୍ଲୀ ଜଳ […]
