ନ୍ୟୁଜିଲାଣ୍ଡର ୧୭୦ ବର୍ଷ ଇତିହାସରେ ସବୁଠୁ କନିଷ୍ଠ ସାଂସଦ । ନାଁ ତାଙ୍କର ହାନା ରାୱହିତ ମୈପି-କ୍ଲାର୍କ, ବୟସ ୨୧ ।ସେ ସଂସଦରେ ନାଚି ନାଚି ଜନସାଧାରଣଙ୍କ ଦାବି ଉପସ୍ଥାପନ କରିଛନ୍ତି। ଭାରତରେ ନୁହେଁ ସେ ହେଉଛନ୍ତି ନ୍ୟୁଜିଲାଣ୍ଡର ସର୍ବ କନିଷ୍ଠ ଏମପି ହାନା ରହିତି ମାଇପି କର୍ଲାକେ। ନ୍ୟୁଜିଲାଣ୍ଡ ସଂସଦରେ ତାଙ୍କର ଦମଦାର ଭାଷଣ ସାଙ୍ଗକୁ ଦାବି ଉପସ୍ଥାପନ କରିବାର ପ୍ରଭାବଶାଳୀ ନୃତ୍ୟ ସାରା ବିଶ୍ୱକୁ ଚକିତ କରିଛି। କୁହାଯାଉଛି ଯେ ହାନା ୨୦୨୩ ଡିସେମ୍ବରରେ […]
ବର୍ଷ ଆରମ୍ଭରୁ ଇତିହାସ ରଚିଛି ଭାରତୀୟ ମହାକାଶ ସଂସ୍ଥା ଇସ୍ରୋ। ଭାରତର ଆଦିତ୍ୟ ଉପଗ୍ରହ ଏଲ୍-୧ ପଏଣ୍ଟର ହେଲୋ କକ୍ଷପଥରେ ପ୍ରବେଶ କରିଛି। ଏବେ ଆଦିତ୍ୟ ପୃଥିବୀଠାରୁ ୧୫ ଲକ୍ଷ କିମି ଦୂରରେ ରହିଛି । ୨ ସେପ୍ଟେମ୍ବର ୨୦୨୩ରେ ଆରମ୍ଭ ହୋଇଥିବା ଆଦିତ୍ୟର ଯାତ୍ରା ଶେଷ ହୋଇଛି । ୪ ଶହ କୋଟି ଟଙ୍କା ଖର୍ଚ୍ଚରେ ଭାରତର ଏହି ମିଶନ ସାରା ଦୁନିଆର ସାଟେଲାଇଟକୁ ସୂର୍ଯ୍ୟଝଡ଼ରୁ ସୁରକ୍ଷା ଦେବ । L1 ପଏଣ୍ଟରେ ପହଞ୍ଚିବା ପରେ […]
ହୁତି ଜଳଦସ୍ୟୁଙ୍କ କବଳରୁ ଉଦ୍ଧାର ହେଲେ ୧୫ ଭାରତୀୟ ନାଗରିକ। ଭାରତୀୟ ନୌସେନା ସୋମାଲିଆ ତଟରେ ପହଞ୍ଚି ଅପହରଣକାରୀଙ୍କ କବଳରୁ ଭାରତୀୟ ନାଗରିକଙ୍କୁ ଉଦ୍ଧାର କରିଛି ବୋଲି ସେନା ପକ୍ଷରୁ ସୂଚନା ଦିଆଯାଇଛି। କେବଳ ଭାରତୀୟ ନୁହଁନ୍ତି ଜାହାଜରେ ଥିବା ସମସ୍ତ ୨୧ ଜଣଙ୍କୁ ଉଦ୍ଧାର କରାଯାଇଛି। ଏଥିସହ ଜଳଦସ୍ୟୁମାନେ ଜାହାଜକୁ ଛାଡ଼ି ପଳାୟନ କରିଥିବା ନୌସେନା କହିଛି।ସୂଚନା ଥାଉକି ‘ଏମ୍ଭି ଲିଲା ନୋରଫୋକ୍’ ନାମକ ଲାଇବେରିଆ ପତାକା ଥିବା ଏକ ମାଲବାହୀ ଜାହାଜକୁ ଅପହରଣ କରି […]
ହିଟ୍ ଆଣ୍ଡ ରନ୍ ମାମଲାର ଦଣ୍ଡବିଧାନ ବ୍ୟବସ୍ଥାକୁ ବିରୋଧ କରି ଆଜିଠାରୁ ସର୍ବଭାରତୀୟ ସ୍ତରରେ ଡ୍ରାଇଭରଙ୍କ ପକ୍ଷରୁ ଷ୍ଟିଅରିଂ ଛାଡ ଆନ୍ଦୋଳନ ଆରମ୍ଭ ହୋଇଛି। ଓଡ଼ିଶା ଡ୍ରାଇଭର୍ ମହାସଂଘ ପକ୍ଷରୁ ଆଇନ୍ ପ୍ରତ୍ୟାହାର ଏବଂ ପୁରୁଣା ଦାବିକୁ ନେଇ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଷ୍ଟିଅରିଂ ଛାଡ଼ ଆନ୍ଦୋଳନକୁ ଓହ୍ଲାଇଛନ୍ତି।ବସ, ଟ୍ରକ୍ ଓ ଅନ୍ୟ ପରିବହନ ସେବାରେ ନିୟୋଜିତ ରାଜ୍ୟର ୨ଲକ୍ଷରୁ ଅଧିକ ଡ୍ରାଇଭର ଷ୍ଟିଅରିଂ ଛାଡିବେ । ଆନ୍ଦୋଳନରେ ସାମିଲ ହେବେ । ଏହା ଦ୍ୱରା ଦୈନିକ […]
ଦକ୍ଷିଣରେ ମଜବୁତ୍ ହେଉଛି କଂଗ୍ରେସ । ହାତ ଧରିଲେ ଓ୍ବାଇଏସ୍ ସର୍ମିଳା । ସର୍ବ ପୂରାତନ ପାର୍ଟିରେ ସାମିଲ ହେଲେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଭଉଣୀ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକା ଅର୍ଜୁନ ଖଡ଼ଗେ, ରାହୁଲ ଏବଂ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇଛନ୍ତି ।ଶର୍ମିଳା କଂଗ୍ରେସରେ ଯୋଗଦେବା ଫଳରେ ଆନ୍ଧ୍ରପ୍ରଦେଶରେ ଦଳକୁ ମଜଭୁତ କରିବ। ସୂଚନାଯୋଗ୍ୟ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ ଜଗନମୋହନ ରେଡ୍ଡୀଙ୍କ ଭଉଣୀ ଶର୍ମିଲା ବୁଧବାର ରାତିରେ ଦିଲ୍ଲୀରେ ପହଞ୍ଚିଥିଲେ ଓ ଗୁରୁବାର […]
ରକ୍ତ ବିକ୍ରୟ ପାଇଁ ନୁହେଁ, ଅର୍ଥାତ ବର୍ତ୍ତମାନ ଦେଶରେ ରକ୍ତ ଆଉ ବିକ୍ରି ହେବ ନାହିଁ। ରକ୍ତ ଅଭାବରୁ କେହି ମରିବେ ନାହିଁ। ବର୍ତ୍ତମାନ ଡାକ୍ତରଖାନା ଏବଂ ବେସରକାରୀ ବ୍ଲଡ ବ୍ୟାଙ୍କଗୁଡିକ ରକ୍ତ ପାଇଁ ବିପୁଳ ପରିମାଣର ଚାର୍ଜ ଆଦାୟ କରିପାରିବେ ନାହିଁ, କାରଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଯାହା ଅନ୍ତର୍ଗତ ବ୍ଲଡ ବ୍ୟାଙ୍କ କିମ୍ବା ଡାକ୍ତରଖାନା କେବଳ ରକ୍ତଦାନ ପାଇଁ ପ୍ରକ୍ରିୟାକରଣ ଶୁଳ୍କ ଆଦାୟ କରାଯାଇ ପାରିବ। ଏହା […]
ଦିଲ୍ଲୀ ମଦ ନୀତି ଘୋଟାଲା ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଅଡୁଆ ବଢିବାରେ ଲାଗିଛି। ତାଙ୍କୁ ବାରମ୍ବାର ଇଡି ସମନ କରୁଛି। କିନ୍ତୁ କେଜ୍ରିୱାଲ କହିଛନ୍ତି, ସିବିଆଇ ମୋତେ ୮ ମାସ ପୂର୍ବରୁ ଡକାଇଥିଲା, ମୁଁ ଯାଇଥିଲି। କିନ୍ତୁ ଇଡି ଡାକିବା ବେଆଇନ ଅଟେ। ପଚରାଉଚୁରାର ବାହାନାରେ ସେମାନେ ମୋତେ ଗିରଫ କରିବାକୁ ଚାହୁଁଛନ୍ତି। ଯେଉଁମାନେ ଭାଜପା ସହ ସହମତ ନୁହଁନ୍ତି ସେମାନଙ୍କୁ ଜେଲକୁ ପଠାଯାଏ। ଆଗକୁ ଲୋକସଭା ନିର୍ବାଚନ ଥିବାରୁ ଏଭଳି କରାଯାଉଛି । ଯେଇଁ […]
ଇସ୍ତଫା ଦେବେ ନାହିଁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ରାଞ୍ଚିରେ ମୁଖ୍ୟମନ୍ତ୍ରୀ ଆବାସରେ ହୋଇଥିବା ବିଧାୟକ ଦଳ ବୈଠକରେ ହୋଇଛି ଏହି ନିଷ୍ପତ୍ତି। କଂଗ୍ରେସ ବିଧାୟକ ପ୍ରଦୀପ ଯାଦବ, ୪୩ ବିଧାୟକଙ୍କ ନେଇ ହୋଇଥିବା ବୈଠକରେ ନିଆଯାଇଥିବା ନିଷ୍ପତ୍ତି ବିଷୟରେ ସୂଚନା ଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବୈଠକରେ ସବୁ ବିଧାୟକ ହେମନ୍ତ ସୋରେନ ମୁଖ୍ୟମନ୍ତ୍ରୀ ରହିବା ନେଇ ସମର୍ଥନ ଦେଇଛନ୍ତି । ଏହା ସହ ଇଡିର ପଦକ୍ଷେପ ଉପରେ ମଧ୍ୟ ନଜର ରଖାଯିବ […]
ମଦ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ତୃତୀୟ ନୋଟିସ ପଠାଇଛି। ତେବେ ଇଡିର ତୃତୀୟ ନୋଟିସ ପରେ ମଧ୍ୟ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ବାଲ ହାଜର ହେବାକୁ ଗଲେ ନାହିଁ । ଏହାସହ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେନ୍ଦ୍ରୀୟ ଏଜେନ୍ସିଙ୍କୁ ଚିଠି ଲେଖିଛନ୍ତି । ସେ ଲେଖିଛନ୍ତି, ‘ଇଡି ତଦନ୍ତରେ ସହଯୋଗ କରିବା ପାଇଁ ପ୍ରସ୍ତୁତ ଅଛି କିନ୍ତୁ ଏଜେନ୍ସିର ନୋଟିସ ବେଆଇନ ଅଟେ’। ଅନ୍ୟପଟେ ସିଏମ୍ଙ୍କ ବାସଭବନ ବାହାରେ ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି […]
ସଡକ ଦୁର୍ଘଟଣାରେ ଚାଳକଙ୍କ ବେପରୁଆ ବାହନ ଚାଳନା ପାଇଁ ମୃତ୍ୟୁ ମାମଲାରେ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମନା କେବଳ ଏକ ଗୁଜବ। ଏପରି ମାମଲାରେ ସରକାରଙ୍କ ଦ୍ୱାରା ଯେଉଁ ନୂଆ ସେକ୍ସନ ଯୋଡା ଯାଇଛି ସେଥିରେ କୌଣସିଠାରେ ୧୦ ଲକ୍ଷ ଟଙ୍କାର ଉଲ୍ଲେଖ ମଧ୍ୟ ନାହିଁ ବୋଲି କୁହାଯାଇଛି । ତେବେ ଦେଶରେ ସଡ଼ ଦୁର୍ଘଟଣାର ବଢୁଥିବା ମାମଲାକୁ ନଜରରେ ରଖି ସୁପ୍ରିମକୋର୍ଟ ଏକ ମୋକଦ୍ଦମାର ଶୁଣାଣି କାଳରେ ଏହି ଅବଜରଭେସନ ଦେଇଥିଲେ ଯେ ଯେଉଁବାହନ ଚାଳକମାନେ […]
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ତଦନ୍ତ ପରିସରକୁ ଆସିବା ପରଠାରୁ ରାଜନୈତିକ ହଲଚଲ ବଢ଼ିବାରେ ଲାଗିଛି। ଏବେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍ଏମ୍)ର ଜଣେ ବିଧାୟକ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି। ହେମନ୍ତ ସୋରେନ ତାଙ୍କ ପତ୍ନୀ କଳ୍ପନା ସୋରେନଙ୍କୁ ମୁଖ୍ୟମନ୍ତ୍ରୀ କରିପାରନ୍ତି ବୋଲି ବିଜେପି ଦାବିକରୁଛି। ହେମନ୍ତ ସୋରେନ ଏପର୍ଯ୍ୟନ୍ତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ଙ୍କ ୭ଟି ନୋଟିସ୍ ଟାଳି ସାରିଲେଣି। ଏଣୁ କୌଣସି ମୁହୂର୍ତ୍ତରେ ତାଙ୍କୁ ଗିରଫ କରାଯିବା ଆଶଙ୍କାରେ […]
ଗ୍ୟାଙ୍ଗଷ୍ଟର ଗୋଲ୍ଡି ବରାରକୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର। ବେଆଇନ କାର୍ଯ୍ୟକଳାପ ପ୍ରତିରୋଧ ଆଇନ୍ ଅନୁସାରେ, ଖଲିସ୍ତାନୀ ସଂଗଠନ ବାବର ଖାଲ୍ସା ଇଣ୍ଟରନ୍ୟାସ୍ନାଲ ସହ ଜଡ଼ିତ ଗୋଲ୍ଡି ବରାରକୁ ଆତଙ୍କବାଦୀ ଘୋଷଣା କରାଯାଇଛି। ଏନେଇ କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ଜାରି ବିଜ୍ଞପ୍ତିରେ କୁହାଯାଇଛି, ବ୍ରାରଙ୍କ ପଛରେ ବହୁ ବିଦେଶୀ ଆତଙ୍କବାଦୀ ସଂଗଠନର ସମର୍ଥନ ରହିଛି। ୨୦୨୨ରେ ପଞ୍ଜାବୀ ଗାୟକ ସିଦ୍ଧୁ ମୁସଓ୍ବୋଲା ହତ୍ୟାକାଣ୍ଡର ସେ ମାଷ୍ଟରମାଇଣ୍ଡ ଥିବା ପୋଲିସ କହିଥିଲା।ଗୋଲ୍ଡି ବ୍ରାର […]