ନୂଆଦିଲ୍ଲୀ,(ଓଡିଶା ଦର୍ପଣ): NEET PG ପରୀକ୍ଷାକୁ ନେଇ କେନ୍ଦ୍ର ସରକାର ଏକ ବଡ ଘୋଷଣା କରିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, NEET PG ୨୦୨୨ର ପରୀକ୍ଷା ସ୍ଥଗିତ ରଖାଯାଇଛି। ପରୀକ୍ଷାକୁ ୬ ରୁ ୮ ସପ୍ତାହ ସ୍ଥଗିତ ରଖାଯାଇଥିବା କୁହାଯାଇଛି। ଏହି ପରୀକ୍ଷା ମାର୍ଚ୍ଚ 12 ତାରିଖରେ ଅନୁଷ୍ଠିତ ହେବାର ଥିଲା। ଅନେକ ଛାତ୍ର ସୁପ୍ରିମକୋର୍ଟରେ ଏକ ଆବେଦନ କରିଥିଲେ ଯେ, ବର୍ତ୍ତମାନ ପର୍ଯ୍ୟନ୍ତ NEET ପରୀକ୍ଷାକୁ ସ୍ଥଗିତ ରଖାଯାଉ। ଜଷ୍ଟିସ୍ ଡି.ଇ […]
ନୂଆଦିଲ୍ଲୀ:(ଓଡିଶା ଦର୍ପଣ) ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ଚେୟାରମ୍ୟାନ୍ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଆଦାନୀ ଗ୍ରୁପର ଚେୟାରମ୍ୟାନ୍ ଗୌତମ ଆଦାନୀ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ହୋଇପାରିଛନ୍ତି। କେବଳ ଏତିକି ନୁହେଁ, ଗୌତମ ଆଦାନୀ ମଧ୍ୟ ଦୁନିଆର ଦଶମ ଧନୀ ବ୍ୟକ୍ତି ହୋଇପାରିଛନ୍ତି। ଫୋର୍ବସ୍ ରିଅଲ୍ ଟାଇମ୍ ବିଲିୟନେୟାର ଇଣ୍ଡେକ୍ସ ଅନୁଯାୟୀ, ଗୌତମ ଆଦାନୀଙ୍କ ସମ୍ପତ୍ତି ମୂଲ୍ୟ ୯୦.୧ ବିଲିୟନ ଡଲାର ଥିବାବେଳେ ମୁକେଶ ଅମ୍ବାନୀଙ୍କ ସମ୍ପତ୍ତି ମୂଲ୍ୟ ୮୯.୪ ବିଲିୟନ ଡ଼ଲାର ଅଟେ। ଗୌତମ ଆଦାନୀ କେବଳ ମୁକେଶ […]
