ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ‘ଗୋଲ୍ଡ କାର୍ଡ’ ଭିସା କାର୍ଯ୍ୟକ୍ରମ ଔପଚାରିକ ଭାବେ ଆରମ୍ଭ ହେବାକୁ ଯାଉଛି । କିନ୍ତୁ ତା’ ପୂର୍ବରୁ ଏହାକୁ କିଣିବା ପାଇଁ ବିଦେଶୀ ଲୋକଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ଦେଖାଦେଇଛି । ଦିନକରେ ଲୋକେ ୧ ହଜାର ଗୋଲ୍ଡ କାର୍ଡ କିଣିନେଇଛନ୍ତି । ଆମେରିକାର ବାଣିଜ୍ୟ ସଚିବ ହାୱର୍ଡ ଲୁଟ୍ନିକ୍ ଏହି ସୂଚନା ଦେଇଛନ୍ତି । ଡୋନାଲ୍ଡ ଟ୍ରମ୍ପଙ୍କ ଗୋଲ୍ଡ କାର୍ଡ ଯୋଜନା ଏପର୍ଯ୍ୟନ୍ତ ଆନୁଷ୍ଠାନିକ ଭାବରେ ଘୋଷଣା କରାଯାଇ ନାହିଁ […]
ଡେରାଡୁନର ଭାରତୀୟ ସାମରିକ ଏକାଡେମୀ (ଆଇଏମଏ)ରେ ୯୨ ବର୍ଷରେ ପ୍ରଥମଥର ପାଇଁ ଏକ ପରିବର୍ତ୍ତନ ହେବାକୁ ଯାଉଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ବର୍ଷ ଜୁଲାଇ ୨୦୨୫ରେ ମହିଳା ଅଫିସର କ୍ୟାଡେଟମାନଙ୍କୁ ସାମିଲ କରାଯିବ।ଉଲ୍ଲେଖଯୋଗ୍ୟ, ଆଇଏମ୍ଏ ଦେଶର ଏକମାତ୍ର ସୈନ୍ୟ ଏକାଡେମୀ, ଯେଉଁଠି ଆଜି ଯାଏ ମହିଳାଙ୍କୁ ଟ୍ରେନିଂ ଦିଆଯାଉ ନଥିଲା । ୨୦୨୫ ଜୁଲାଇରେ ନ୍ୟାସନାଲ୍ ଡିଫେନ୍ସ ଏକାଡେମୀ ଖଡଗବାସଲାରୁ ମହିଳାଙ୍କ ଅଧିକାରୀଙ୍କ ପ୍ରଥମ ବ୍ୟାଚ୍ ଗ୍ରାଜୁଏଟ୍ ହେବ । ଏହାପରେ ମହିଳା ଅଧିକାରୀଙ୍କୁ ତିନି […]
ବେଙ୍ଗାଲୁରୁରେ ଜଣେ ୩୭ ବର୍ଷୀୟ ରିଅଲ ଇଷ୍ଟେଟ ବ୍ୟବସାୟୀଙ୍କ ହତ୍ୟାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୋଲିସର କହିବା ଅନୁଯାୟୀ, ମୃତକଙ୍କ ସ୍ତ୍ରୀ ଏବଂ ଶାଶୁ ମିଶି ଏହି ଅପରାଧ କରିଛନ୍ତି। ତେବେ ୨୪ଘଣ୍ଟା ଭିତରେ ଉଭୟ ମା ଓ ଝିଅକୁ ଗିରଫ କରିବାପରେ ସେମାନଙ୍କ ବୟାନ ରେକର୍ଡ କରିଛି ପୁଲିସ । ତେବେ ହତ୍ୟା ପଛର କାରଣ ମାନସିକ ଓ ଶାରିରୀକ ନିଯ୍ୟାତନ ବୋଲି ପୁଲିସକୁ କହିଛନ୍ତି ଅଭିଯୁକ୍ତ ମା ଓ ଝିଅ । […]
ଉତ୍ତର ପ୍ରଦେଶର ଔରୈୟା ଜିଲାରେ ବିବାହର ମାତ୍ର ୧୫ ଦିନ ପରେ ଜଣେ ୨୫ ବର୍ଷୀୟ ଯୁବକଙ୍କୁ ତାଙ୍କ ପତ୍ନୀ ଏବଂ ପ୍ରେମିକଙ୍କ ସୁପାରୀ କିଲର ଦ୍ବାରା ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।ପତ୍ନୀ ଜଣଙ୍କ ତାଙ୍କ ପ୍ରେମିକଙ୍କ ସହ ମିଶି, ହତ୍ୟା ପାଇଁ ଦେଇଥିଲେ ସୁପାରୀ । ପୋଲିସ ଏହି ମାମଲାରେ ୩ ଜଣଙ୍କୁ ଗିରଫ କରିଛି । ଖବର ମୁତାବକ, ମାର୍ଚ୍ଚ ୫ ତାରିଖରେ ୨୨ ବର୍ଷୀୟ ପ୍ରଗତି ଯାଦବଙ୍କର ୨୫ ବର୍ଷୀୟ ଦିଲ୍ଲୀପଙ୍କ ସହ […]
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ ଉପସ୍ଥାପନ କରିଥିଲେ। , ସେ ଅନେକ ନିୟମରେ ପରିବର୍ତ୍ତନ ସହିତ ମଧ୍ୟବିତ୍ତ ବର୍ଗଙ୍କୁ ଆୟକରରେ ବଡ଼ ରିହାତି ଘୋଷଣା କରିଥିଲେ। ଏବେ ଏହି ନିୟମଗୁଡ଼ିକ ଆମର ଆର୍ଥିକ ବର୍ଷ ଆରମ୍ଭ ସହିତ ଅର୍ଥାତ ୧ ଏପ୍ରିଲ, ୨୦୨୫ ରୁ କାର୍ଯ୍ୟକାରୀ ହେଉଛି। କେନ୍ଦ୍ର ସରକାର ବଜେଟରେ ଘୋଷଣା କରିଥିଲେ ଯେ ବରିଷ୍ଠ ନାଗରିକଙ୍କ ପାଇଁ ଟିଡିଏସ କାଟକୁ ଦ୍ୱିଗୁଣିତ କରାଯାଇଛି। […]
କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର, ଜିଓ ବର୍ତ୍ତମାନର ଏବଂ ନୂତନ ଗ୍ରାହକଙ୍କ ପାଇଁ ଏକ ସ୍ୱତନ୍ତ୍ର ଅଫର ଆଣିଛି। ୨୯୯ ଟଙ୍କା କିମ୍ବା ତା’ଠାରୁ ଅଧିକ ମୂଲ୍ୟର ପ୍ଲାନ୍ ସହିତ ନୂତନ ଜିଓ ସିମ୍ ସଂଯୋଗ ନେଇ କିମ୍ବା ଅତି କମରେ ୨୯୯ ଟଙ୍କା ମୂଲ୍ୟର ପ୍ଲାନ୍ ରିଚାର୍ଜ କରି ଜିଓ ଗ୍ରାହକମାନେ ଜିଓହଟଷ୍ଟାରରେ ମାଗଣାରେ ଆଇପିଏଲ କ୍ରିକେଟ୍ ସିଜିନ୍ ଉପଭୋଗ କରିପାରିବେ।ଏହି ଅସୀମିତ କ୍ରିକେଟ୍ ଅଫରରେ ଗ୍ରାହକ ଟିଭି କିମ୍ବା ମୋବାଇଲରେ ୯୦ ଦିନର […]
ଏଣିକି ଏଟିଏମରୁ ବାହାରିବ ସୁନା ଓ ରୂପା । ତିରୁମାଲା ତିରୁପତି ଦେବସ୍ଥାନମ୍ସ ତିରୁମାଲା ମନ୍ଦିରରେ ବିଶ୍ୱର ପ୍ରଥମ ସୁନା ଏବଂ ରୂପା ପେଣ୍ଡାଣ୍ଟ ଏଟିଏମ୍ ସ୍ଥାପନ ହେବ। ଏହି ଏଟିଏମ୍ ମେସିନ୍ ସାହାର୍ଯ୍ୟରେ ଶ୍ରଦ୍ଧାଳୁ ମାନେ ନିଜେ ନିଜେ ଭଗବାନ ଭେଙ୍କଟେଶ୍ୱର ଏବଂ ଦେବୀ ଲକ୍ଷ୍ମୀଙ୍କ ପ୍ରତିଛବି ଥିବା ପେଣ୍ଡେଣ୍ଟ କ୍ରୟ କରି ପାରିବେ। ଏହି ଏଟିଏମ୍ ମେସିନ୍ରୁ ୨ ଗ୍ରାମ,୫ ଗ୍ରାମ ଏବଂ ୧୦ ଗ୍ରାମର ସୁନା ରୂପା ପେଣ୍ଡେଣ୍ଟ ବାହାରିବ । ଏହା […]
ଦୁନିଆର ସବୁଠୁ ଅଧିକ ୨୦ଟି ପ୍ରଦୂଷିତ ସହର ମଧ୍ୟରେ ଭାରତ ୧୩ଟି ସହର ସ୍ଥାନ ପାଇଛି । ତେବେ ବିଶେଷଜ୍ଞଙ୍କ ମତରେ ଏଣିକି ଭାରତକୁ ୫ଟି ଦିଗ ଉପରେ ବିଶେଷ ଧ୍ୟାନ ଦେବାକୁ ହେବ । ବାୟୁକୁ ନିର୍ମଳ ରଖିବା ପାଇଁ ଯଥାସମ୍ଭବ ଚେଷ୍ଟା , ପବ୍ଲିକ ଟ୍ରାନପୋର୍ଟ ବଢ଼ାନ୍ତୁ,ନିର୍ମାଣ କାମରେ କମ ପ୍ରଦୂଷଣ କରାଯାଉ , ଏଲପିଜି ବ୍ୟବହାର ବଢ଼ାଯାଉ,ଲୋକଙ୍କ ମଧ୍ୟରେ ସଚେତନତା। କିନ୍ତୁ ସବୁଠୁ ରୋଚକ କଥା ହେଉଛି, ପ୍ରଥମ ଥର ପାଇଁ ଦିଲ୍ଲୀ […]
ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶର ମହିଳାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସାରା ବିଶ୍ୱରେ ଆଜି ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଉଛି । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ମହିଳାମାନଙ୍କୁ ସେମାନଙ୍କ ଶକ୍ତି ପାଇଁ ଅଭିନନ୍ଦନ ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ପୋଷ୍ଟ କରି କହିଛନ୍ତି, ମହିଳା ଦିବସରେ ଆମେ ନାରୀ ଶକ୍ତିକୁ ପ୍ରଣାମ କରୁଛୁ! ଆମ ସରକାର ସବୁବେଳେ ମହିଳାମାନଙ୍କୁ ସଶକ୍ତ କରିବା ପାଇଁ […]
ଟିମ୍ ଇଣ୍ଡିଆର ପୂର୍ବତନ ଓପନର ବିରେନ୍ଦ୍ର ସେହ୍ବାଗ ବର୍ତ୍ତମାନ ସମସ୍ୟା ଘେରରେ । ସେହ୍ବାଗଙ୍କ ସାନ ଭାଇ ବିନୋଦ ସେହ୍ବାଗଙ୍କୁ ଚଣ୍ଡିଗଡ଼ର ମନୀମାଜରା ଥାନା ପୋଲିସ ଗିରଫ କରିଛି । ବିନୋଦ ସେହୱାଗଙ୍କ ଚେକ୍ ବାଉନ୍ସ ମାମଲାରେ କୋର୍ଟରେ ହାଜର ନ ହେବା କାରଣରୁ ତାଙ୍କୁ ପଳାତକ ଘୋଷଣା କରାଯାଇଛି।ବିରେନ୍ଦ୍ର ସେହୱାଗଙ୍କ ଭାଇ ବିନୋଦ ସେହୱାଗଙ୍କ ବିରୋଧରେ ୭ କୋଟି ଟଙ୍କାର ଚେକ୍ ବାଉନ୍ସର ମାମଲା କୋର୍ଟରେ ଚାଲୁଥିଲା। ତାଙ୍କୁ ଏହି ମାମଲାରେ କୋର୍ଟରେ ହାଜର ହେବାକୁ […]
“ଯଦି ମହିଳା ସିନ୍ଦୁର ଓ ମଙ୍ଗଳସୂତ୍ର ନ ପିନ୍ଧିବେ ତେବେ ସ୍ବାମୀମାନେ କାହିଁକି ସ୍ତ୍ରୀଙ୍କ ପ୍ରତି ଆଗ୍ରହ ଦେଖାଇବେ”, ଏପରି ଏକ ବୟାନ ଦେଇ ଏବେ ଚର୍ଚ୍ଚାରେ ମହାରାଷ୍ଟ୍ର ପୁନେ ଜିଲ୍ଲା କୋର୍ଟ । ବାସ୍ତବରେ ଏକ ଛାଡପତ୍ର ମାମଲାର ଶୁଣାଣିବେଳେ ଏପରି ଏକ ଅଜବ ବୟାନ ଦେଇଛନ୍ତି କୋର୍ଟ । ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିବାରେ ଲାଗିଛି।ପୁଣେର ଓକିଲ ଅଙ୍କୁର ଆର ଜାହାଗିରଦାରଙ୍କ ଦ୍ୱାରା ଶେୟାର କରାଯାଇଥିବା ଏକ ଲିଙ୍କଡଇନ ପୋଷ୍ଟରେ କୁହାଯାଇଛି […]
ଆଉ ୮-୯ ଘଣ୍ଟା ନୁହେଁ, ୩୬ ମିନିଟରେ ହେବ କେଦାରନାଥ ଯାତ୍ରା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ କେଦାରନାଥ ରୋପ୍ ୱେ ଏବଂ ହେମକୁଣ୍ଡ ସାହିବ ରୋପ୍ ୱେ ପ୍ରୋଜେକ୍ଟକୁ ମଞ୍ଜୁରୀ ମିଳିଛି । ହେମକୁଣ୍ଡ ସାହିବ ରୋପ ୱେ ନିର୍ମାଣ ପାଇଁ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଗୋବିନ୍ଦଘାଟରୁ ହେମକୁଣ୍ଡ ସାହିବ ଯାଏ ୧୨.୪ କିମି ରୋପୱେ ନିର୍ମାଣ କରାଯିବ।ଏଥିପାଇଁ ୨୭୩୦କୋଟି ଟଙ୍କା ଖର୍ଚ୍ଚ ହେବ।ବାବା କେଦାରନାଥଙ୍କ କଠିନ ଯାତ୍ରା ପାଇଁ […]