ଯାତ୍ରା ପଥରେ ୯୦ ବର୍ଷ ଅତିକ୍ରାନ୍ତ କରିଛି ଓଡ଼ିଆ ସିନେମା । ୧୯୩୬ ଏପ୍ରିଲ୍ ୨୮ରେ ପ୍ରଥମ ଓଡ଼ିଆ ସିନେମା ‘ସୀତା ବିବାହ’ର ମୁକ୍ତିଲାଭ ଦିନ ହିସାବରେ ସମଗ୍ର ଓଲିଉଡ୍ ଆଜି ଓଡ଼ିଆ ଚଳଚ୍ଚିତ୍ର ଦିବସ ପାଳୁଛି ।ସରକାର ୨୦୧୯ ମାର୍ଚ୍ଚ ୨ରେ ‘ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ନୀତି-୨୦୧୯’ ଆଣିଥିଲେ । ନୀତିଟି କାର୍ଯ୍ୟକାରୀ ହେବା ଆଗରୁ ୨୦୨୨ ମାର୍ଚ୍ଚ ୩୧ରେ ତା’ର ଅବଧି ସରିଗଲା । ସେ ବିଷୟରେ ବି କାହାରି ଚିନ୍ତା ନାହିଁ । […]
ମଧୁବାବୁଙ୍କ ଜନ୍ମ ୧୮୪୮ ମସିହା ଏପ୍ରିଲ ଅଠେଇଶ ତାରିଖରେ ସତ୍ୟଭାମାପୁରର ମର୍ଯ୍ୟାଦାପୂର୍ଣ୍ଣ ଚଉଧୁରୀ ସୁଦର୍ଶନ ଦାସ ଓ ସତୀ କୃଷ୍ଣା ଦେଇଙ୍କ ବଂଶର ରଘୁନାଥ ଓ ପାର୍ବତୀ ଦେବୀଙ୍କ ତୃତୀୟ ସନ୍ତାନ ତଥା ପ୍ରଥମ ପୁତ୍ର ଭାବେ। ଗାଁ ଅବଧାନଙ୍କ ଚାଟଶାଳୀରୁ ମହାସିଂପୁର ମିଡିଲ ସ୍କୁଲ, ସେଠାରୁ କଟକ ଉଚ୍ଚ ଇଂରାଜୀ ବିଦ୍ୟାଳୟ , ତାହା ପୁଣି ସାଆନ୍ତ ମାଆଙ୍କ ପାଇଁ, ବଡବାପା ଚଉଧୁରୀ ଲୋକନାଥ ଦାସଙ୍କ ପ୍ରାଥମିକ ଅନିଚ୍ଛା ସତ୍ତ୍ବେ। ଜାତକର ଶ୍ରଦ୍ଧା ନାମ ଗୋବିନ୍ଦ […]
କେନ୍ଦୁଝର ପାଟଣାରେ ଚାଞ୍ଚଲ୍ୟ । ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ । ଜଣେ ବୃଦ୍ଧ ନିଜ ମୃତ ଭଉଣୀଙ୍କ ଜମା ଟଙ୍କା ପାଇବା ପାଇଁ ମଶାଣିରୁ ଶବ ଖୋଳି ଆଣି ବ୍ୟାଙ୍କ ସମ୍ମୁଖରେ ରଖିବା ଘଟଣା ଘଟିଛି ପାଟଣା ବ୍ଲକ ମଲ୍ଲିପୋଷୀ ସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାରେ ।ଖବରମୁତାବକ, ଡିଆନାଳି ଗାଁର ଜିତୁ ମୁଣ୍ଡା ଦୁଇ ଦିନ ପୂର୍ବରୁ ନିଜ ଭଉଣୀଙ୍କ ଜମା ଟଙ୍କା ପାଇଁ ବ୍ୟାଙ୍କ ଯାଇଥିଲେ। କିନ୍ତୁ […]
ଚନ୍ଦକା ଜଙ୍ଗଲର ପ୍ରିୟ ଦନ୍ତା ହାତୀ ରାମୁ ପୁଣି ଥରେ ଠିଆ ହୋଇଛି। ତେବେ ଏଥର ଜୀବନ୍ତ ନୁହେଁ, ବରଂ ନିଜର ବିଶାଳକାୟ କଙ୍କାଳ ମାଧ୍ୟମରେ ସେ ପର୍ଯ୍ୟଟକଙ୍କୁ ନିଜର ରାଜକୀୟ ଉପସ୍ଥିତିର ଅନୁଭବ ଦେବ। ଗୋଡ଼ିବାରି ନେଚର କ୍ୟାମ୍ପରେ ଦୀର୍ଘ ୫ ମାସର ପରିଶ୍ରମ ପରେ ପ୍ରାୟ ୨୫୦ରୁ ଅଧିକ ହାଡ଼କୁ ସଂଯୋଗ କରାଯାଇ ରାମୁର ଏହି ବିଶାଳ ଢାଞ୍ଚା ପ୍ରସ୍ତୁତ କରାଯାଇଛି। ମେରୁଦଣ୍ଡରୁ ଲାଞ୍ଜ ପର୍ଯ୍ୟନ୍ତ ଷ୍ଟିଲ ରଡ୍ ଦିଆଯାଇଥିବା ବେଳେ ବକ୍ସ ସେକ୍ସନ […]
ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ଏକ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ସ୍ୱାକ୍ଷର କରିଛନ୍ତି। ଏହା ଅଧୀନରେ, ନ୍ୟୁଜିଲ୍ୟାଣ୍ଡକୁ ରପ୍ତାନି କରୁଥିବା ୧୦୦% ଭାରତୀୟଙ୍କୁ ଶୁଳ୍କ ଛାଡ଼ ମିଳିବ। ଏହି ସମୟରେ, ନ୍ୟୁଜିଲ୍ୟାଣ୍ଡରୁ ଭାରତକୁ ଆସୁଥିବା ୯୫% ସାମଗ୍ରୀ ଉପରେ ଶୁଳ୍କ ଛାଡ଼ କିମ୍ବା ହ୍ରାସ କରାଯାଇଛି।ଦୁଇ ଦେଶ ମଧ୍ୟରେ ଆଲୋଚନା ୨୦୧୦ରୁ ଆରମ୍ଭ ହୋଇଥିଲା କିନ୍ତୁ ନଅ ପର୍ଯ୍ୟାୟ ପରେ ୨୦୧୫ ରେ ବନ୍ଦ ହୋଇଯାଇଥିଲା। ମାର୍ଚ୍ଚ ୨୦୨୫ ରେ ଏହାକୁ ପୁଣିଥରେ ଆରମ୍ଭ କରାଯାଇଛି ଓ […]
ଖୁବ୍ ଶୀଘ୍ର ପ୍ରକାଶ ପାଇବ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏନେଇ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ପରୀକ୍ଷା ପରିଚାଳନା ଠିକ୍ ଢଙ୍ଗରେ ହୋଇଥିଲା । ତ୍ରୁଟି ବିହୀନ ପରୀକ୍ଷା ପରିଚାଳନା ପରେ ଖୁବଶୀଘ୍ର ପିଲାଙ୍କ ରେଜଲ୍ଟ ବାହାରିବ । ଯଥା ସମୟରେ ପ୍ରକାଶ ପାଇବ ରେଜଲ୍ଟ । ଚଳିତ ବର୍ଷ ରାଜ୍ୟର ୫ ଲକ୍ଷ ୬୦ ହଜାର ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା […]
ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ୍ । ଆଇନ୍ରେ ଶ୍ରୀମନ୍ଦିର ଭଳି ରହିବ ବ୍ୟବସ୍ଥା । ଆଜି ଲୋକସେବା ଭବନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଛନ୍ତି କମିଟି ଅଧ୍ୟକ୍ଷ ଜଷ୍ଟିସ ଦୁର୍ଗା ପ୍ରସନ୍ନ ଚୌଧୁରୀ।ଜାନୁଆରୀ 2026ରେ ପ୍ରଥମ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି । ଶ୍ରୀମନ୍ଦିର ଭଳି ଆଇନ ବ୍ୟବସ୍ଥା ମଧ୍ୟ ରହିବ । ଯଦି ନୀତି କାନ୍ତିରେ ତ୍ରୁଟି ବିଚ୍ୟୁତି ଦେଖା ଯାଏ ଆକ୍ସନ ନିଆଯାଇ […]
SCB ମେଡିକାଲରୁ କୁଆଡେ ଗଲେ ୧୪ ନବଜାତ ଶିଶୁ। ମାନସିକ ଅନଗ୍ରସର ମହିଳାଙ୍କ ୧୪ ଜଣ ନବଜାତ ଶିଶୁଙ୍କ ମିଳୁନି ପତ୍ତା। ଅଭିଯୋଗ ପରେ ଆରମ୍ଭ ହୋଇଛି ତନାଘନା। ତେବେ ସନ୍ତାନ ପ୍ରସବ କରିଥିବା ଅସହାୟ ତଥା ମାନସିକ ଅନଗ୍ରସର ମହିଳାଙ୍କ ପିଲାଙ୍କୁ ଚୋରି କରାଯାଇଥିବା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା । ଏସ୍ ସିବି ଅଧୀକ୍ଷକଙ୍କୁ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆର୍ ଡିସି । ତଦନ୍ତ ପରେ ଅଭିଯୁକ୍ତଙ୍କ ବିରୋଧରେ […]
ଯେଉଁ ବିଧାୟକ ଦଳ ବିରୋଧୀ କାମ କରିଛନ୍ତି ତାଙ୍କର ଆବଶ୍ୟକତା ନାହିଁ । ଏପରି କହିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବିଜେଡି ପକ୍ଷରୁ ମୁଖ୍ୟ ସଚେତକ ଭାବେ ମୁଁ ବାଚସ୍ପତିଙ୍କୁ ଲେଖିଛି । ଯେଉଁ ୮ ବିଧାୟକ ଦଳ ବିରୋଧୀ କାମ କରିଛନ୍ତି, ସେମାନଙ୍କର ଆବଶ୍ୟକ ନାହିଁ । ତୁରନ୍ତ ସଭ୍ୟ ପଦରୁ ବିଦା ହୁଅନ୍ତୁ, ନହେଲେ ନିଜ ଆଡୁ ପଦ ଛାଡନ୍ତୁ । ଯଦି ସେମାନେ ଲୋକପ୍ରିୟ, ଉପନିର୍ବାଚନକୁ ଆସନ୍ତୁ […]
ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରିଥିବା ୮ ନିଲମ୍ବିତ ବିଜେଡି ବିଧାୟକଙ୍କ ହେବ କି ସଭ୍ୟପଦ ରଦ୍ଦ ? ଏମିତି ଏକ ଚର୍ଚ୍ଚା ଲାଗି ରହିଥିବାବେଳେ ବାଚସ୍ପତିଙ୍କୁ ଭେଟିବେ ବିଜେଡିର ସମସ୍ତ ବିଧାୟକ ।ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଗତ ଜାନୁଆରୀ ୧୫ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ ଏବଂ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବନ କରିଥିଲେ।ସେହିପରି ରାଜ୍ୟସଭା ନିର୍ବାଚନରେ ଦଳୀୟ ନିଷ୍ପତ୍ତିର ଅବମାନନା ଏବଂ କ୍ରସ୍ଭୋଟିଂ କରିବା […]
ରାଜ୍ୟରେ ଅସହ୍ୟ ଗରମ ଏବଂ ପ୍ରଚଣ୍ଡ ଖରା ଅନୁଭୂତ ହେଉଛି। ଯାହାକୁ ଦୃଷ୍ଟିରେ ରଖି ସରକାର ସ୍କୁଲ ଛୁଟିକୁ ନେଇ ବଡ଼ ଅପଡେଟ ଦେଇଛନ୍ତି । ଏପ୍ରିଲ ୨୭ରୁ ଜୁନ ୧୭ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ରାଜ୍ୟର ସମସ୍ତ ଅଙ୍ଗନବାଡି ଠାରୁ ଆରମ୍ଭ କରି ଯୁକ୍ତ ଦୁଇ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ କଲେଜ ବନ୍ଦ ରହିବ ।ଏହି ସମୟରେ କୌଣସି ଶିକ୍ଷାନୁଷ୍ଠାନ […]
କେନ୍ଦୁଝର ଚମ୍ପୁଆ ରେଞ୍ଜ ମଙ୍ଗଳପୁର ଗାଁରେ ହାତୀଟି ରାସ୍ତା ଅତିକ୍ରମ କରୁଥିବା ବେଳେ କାନପୁର କେନାଲରେ ଖସି ପଡ଼ିଥିଲା। କିଛି ସମୟର ସଂଘର୍ଷ ପରେ ହାତୀ ନିଜେ ଉଠି ପୁଣି ହାତୀପଲ ସହ ଚାଲିଯାଇଥିବା ଜଣାପଡ଼ିଛି। ବଡ଼ବିଲ ରେଞ୍ଜର ମୁର୍ଗା ଜଙ୍ଗଲରେ ଥିବା ୨୬ ଟିକିଆ ହାତୀପଲ ମଧ୍ୟରୁ ୧୦ ଟି ହାତୀ ଝାଡ଼ଖଣ୍ଡକୁ ଚାଲିଯାଇଥିବା ବେଳେ ୧୬ ଟି ହାତୀ ଚମ୍ପୁଆ ରେଞ୍ଜକୁ ପଶି ଆସିଥିଲେ। ଏହି ୧୬ଟିକିଆ ହାତୀପଲ ମିରିଗିସିଙ୍ଗା ଜଙ୍ଗଲରେ ରହି ସନ୍ଧ୍ୟାରେ […]
