ରୋହିଙ୍ଗ୍ୟା ଶରଣାର୍ଥୀ ଓ ବାଂଲାଦେଶ ନାଗରିକଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଆଣ୍ଡାମାନ ସାଗରରେ ବୁଡ଼ି ଯାଇଛି | ଅତି କମରେ ୯ ଜଣଙ୍କୁ ଉଦ୍ଧାର କରାଯାଇଛି। ଯେତେବେଳେ ଅନ୍ୟ ୨୫୦ରୁ ଅଧିକ ଲୋକଙ୍କ ପତ୍ତା ଏପର୍ଯ୍ୟନ୍ତ ମିଳିପାରିନାହିଁ।ବାଂଲାଦେଶୀ ଗଣମାଧ୍ୟମ “ଦି ଡେଲି ଷ୍ଟାର”ର ଏକ ରିପୋର୍ଟ ଅନୁଯାୟୀ, ଡଙ୍ଗାଟି ରୋହିଙ୍ଗ୍ୟା ଏବଂ ବାଂଲାଦେଶୀ ନାଗରିକଙ୍କ ସମେତ ପ୍ରାୟ ୨୫୦-୨୮୦ ଲୋକଙ୍କୁ ନେଇଯାଉଥିଲା। ସମୁଦ୍ରରେ କିଛି ଦିନ ବିତାଇବା ପରେ ଡଙ୍ଗାଟି ବୁଡ଼ିଯାଇଥିବା ଜଣାପଡ଼ିଛି। ନିକଟରେ ପାଟ୍ରୋଲିଂ […]
ତାତିରେ ଫୁଟିବ ଅଧା ଓଡ଼ିଶା। ଅସହ୍ୟ ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନ ଅସ୍ତବ୍ୟସ୍ତ କରୁଥିବା ବେଳେ ୧୬ ରୁ ୨୦ ଯାଏଁ ତାତିରୁ ନାହିଁ ତ୍ରାହି । ୫ ଦିନ ଧରି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପାଇଁ ଚେତାବନୀ ଜାରି । ୪୫ ଡିଗ୍ରି ଛୁଇଁପାରେ ରାଜ୍ୟର ତାପମାତ୍ରା ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।ଆଜି ଟିଟିଲାଗଡ଼ରେ ୪୪ ଡିଗ୍ରୀ ଛୁଇଁପାରେ। ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ, ଭବାନୀପାଟଣା, ବରଗଡ଼, ଝାରସୁଗୁଡ଼ା ଭଳି ଜିଲ୍ଲାରେ […]
ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ସନ୍ଧ୍ୟା ୬ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ […]
ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଲାଗିଛି ସତ, କିନ୍ତୁ କେହି କାହାକୁ ମାନିବାକୁ ନାରାଜ । ଏଥିପାଇଁ ପୂରା ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଜାରି ରହିଛି। ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ମଧ୍ୟରେ ଏହି ଟେଲିଫୋନ କଥାବାର୍ତ୍ତା 40 ମିନିଟ ଧରି ଚାଲିଥିଲା। ଇରାନ ସହିତ ବିବାଦ ମଧ୍ୟରେ, ଏହା ଦ୍ୱିତୀୟ ଥର ପାଇଁ ଟ୍ରମ୍ପ […]
ଜାତୀୟ ରାଜପଥରେ ଓଭରଲୋଡ୍ ଗାଡି ଉପରେ ଫି ଆଦାୟକୁ ସୁସଂଗଠିତ କରିବା ପାଇଁ କେନ୍ଦ୍ର ସରକାର ନୂଆ ନିୟମ ଜାରି କରିଛନ୍ତି।ମନ୍ତ୍ରଣାଳୟ ମଙ୍ଗଳବାର ଜାରି କରିଥିବା ବିଜ୍ଞପ୍ତି ଅନୁସାରେ, ସଂଶୋଧିତ ନିୟମ ୧୫ ଏପ୍ରିଲ୍ ୨୦୨୬ ରୁ ଲାଗୁ ହେବ। ଏହି ସଂଶୋଧନ ନିର୍ଦ୍ଧାରିତ ଭାର ସୀମାକୁ ପାଳନ କରାଇବା, ସଡକ ସୁରକ୍ଷା ବୃଦ୍ଧି କରିବା ସହ ରାଜପଥ ଢାଞ୍ଚାକୁ ସୁରକ୍ଷିତ ରଖିବାକୁ ଉଦ୍ଦିଷ୍ଟ । ନୂଆ ଫି ଗଠନ ଅନୁଯାୟୀ, ଯେଉଁ ଗାଡି ଅଧିକ ଭାର […]
ରାୟଗଡ଼, ତା. ୧୪.୦୪.୨୦୨୬: ରାୟଗଡ଼ ଜିଲ୍ଲାର ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଆଜି ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗୋଣ୍ଡ ଦାୟିତ୍ୱ ଗ୍ରହଣ କରିଛନ୍ତି। ସ୍ଥାନୀୟ ଜିଲ୍ଲାପାଳଙ୍କ ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସଭାରେ ସେ ଅନୁଷ୍ଠାନିକ ଭାବେ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପ୍ରଶାସନର ସମସ୍ତ ଅଧିକାରୀଙ୍କ ଉପସ୍ଥିତିରେ ମାନ୍ୟବର ମନ୍ତ୍ରୀଙ୍କୁ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।ସଭାକୁ ସମ୍ବୋଧିତ କରି ମାନ୍ୟବର ମନ୍ତ୍ରୀ […]
ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଇନଭେଣ୍ଟରୀ ଆଜିଠାରୁ ଆରମ୍ଭ ହେବ। ଓଡିଆ ନବବର୍ଷରେ ମହାପ୍ରଭୁଙ୍କ ନୂଆ ରତ୍ନ ପଲଙ୍କ ବ୍ୟବହାର ହେବ। ନୂଆ ରତ୍ନ ପଲଙ୍କ ସଂସ୍କାର କରାଯିବା ପରେ ଆଜି ଏହା ବ୍ୟବହାର କରାଯିବ।ଶ୍ରୀମନ୍ଦିର ନୀଳାଦ୍ରି ମ୍ୟୁଜିୟମରେ ରହିବ ପୁରୁଣା ରତ୍ନ ପଲଙ୍କ ।ତିନୋଟି ନୂତନ ରତ୍ନ ପଲଙ୍କ ତିଆରି କରାଯାଇଛି । ଏଥିରେ ରୁପା ଆଚ୍ଛାଦିତ କରାଯାଇଛି। ତେବେ ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ଅନୁଯାୟୀ ପୁରୁଣା ରତ୍ନ ପଲଙ୍କ ନୀଳାଦ୍ରି ମ୍ୟୁଜିୟମରେ ରଖାଯିବ […]
ଆଜି ମହାବିଷୁବ ସଂକ୍ରାନ୍ତି । ଆଜିଠାରୁ ପ୍ରଚଳିତ ହେଲା ନୂଆ ପଞ୍ଜିକା । ପଞ୍ଜିକା ଅନୁସାରେ ୨୦୨୬-୨୭ ମସିହାରେ ମୋଟ ୪ଟି ସୂର୍ଯ୍ୟ ପରାଗ ଏବଂ ଚନ୍ଦ୍ର ଗ୍ରହଣ ହେବ। ଏ ବର୍ଷ ଗୋଟିଏ ପୂର୍ଣ୍ଣଗ୍ରାସ ସୂର୍ଯ୍ୟୋପରାଗ, କଙ୍କଣାକୃତି ସୂର୍ଯ୍ୟୋପରାଗ, ଆଶିଂକ ଚନ୍ଦ୍ରଗ୍ରହଣ ଏବଂ ଉପଛାୟା ଜନିତ ଚନ୍ଦ୍ରଗ୍ରହଣ ହେବ। ତେବେ ଅଗଷ୍ଟ ୧୨ ତାରିଖରେ ପୂର୍ଣ୍ଣଗ୍ରାସ ସୂର୍ଯ୍ୟୋପରାଗ ହେବ । ଏହା ଭାରତ ତଥା ଓଡ଼ିଶାରେ ଦୃଶ୍ୟ ହେବ ନାହିଁ । ଏହି ସୂର୍ଯ୍ୟୋପରାଗ ଉତ୍ତର […]
୮୫୦କୁ ବୃଦ୍ଧି ପାଇବ ଲୋକସଭା ଆସନ । ଲୋକସଭାରେ ବଡ଼ ପରିବର୍ତ୍ତନ । ୫୪୩ ରୁ ୮୫୦ ହେବେ ସାଂସଦ ! ନୂତନ ସୀମା ନିର୍ଦ୍ଧାରଣ ସହ ଦୀର୍ଘଦିନ ଧରି ଆଲୋଚନା ହେଉଥିବା ମହିଳା ସଂରକ୍ଷଣ ଆଇନକୁ କାର୍ଯ୍ୟକାରୀ କରିବା ପାଇଁ ସବୁଜ ସଂକେତ ଦେବ।ଆସୁଛି ୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍ । ଭାରତୀୟ ସଂସଦୀୟ ଇତିହାସରେ ଏକ ବଡ଼ ପରିବର୍ତ୍ତନ ପାଇଁ କେନ୍ଦ୍ର ସରକାର ଅଣ୍ଟା ଭିଡ଼ିଛନ୍ତି । ଦେଶର ବଢ଼ୁଥିବା ଜନସଂଖ୍ୟାକୁ ଦୃଷ୍ଟିରେ ରଖି […]
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ପଞ୍ଜିକରଣ ଅବଧି ବୃଦ୍ଧି ନେଇ ସଙ୍କେତ ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅପ୍ରେଲ ୧ ରୁ ୩୦ ନୂଆ ହିତାଧିକାରୀମାନେ ନୂଆ କରି ଆପ୍ଲିକେସନ ଦେବେ। ଆବେଦନକାରୀଙ୍କ ସଂଖ୍ୟା ବହୁତ କମ ଅଛି କିନ୍ତୁ ସମୟ ପର୍ଯ୍ୟାପ୍ତ ଅଛି।ଯେଉଁମାନଙ୍କୁ ନୂଆ କରି ୨୧ ବର୍ଷ ହେଉଛି, ସେମାନେ ଆବେଦନ କରିବେ। ଟେକ୍ନିକାଲ ଅସୁବିଧା ଯଦି କେଉଁଠି ହେଉଛି, ତାହେଲେ ଆମେ ଆଉ ୫ ଦିନ ସମୟ ଅବଧି ବଢା଼ଇବୁ ବୋଲି […]
ଦୀର୍ଘ ୨୦ ବର୍ଷ ଧରି ବିହାର ଚାଲିଥିବା ନୀତିଶ ଯୁଗର ସମାପ୍ତ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ କ୍ୟାବିନେଟ୍ ଭଙ୍ଗ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ନୀତିଶ କୁମାର ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଏହି ନିଷ୍ପତ୍ତି କେବଳ ବିହାରରେ ନୁହେଁ ବରଂ ଦେଶର ସମଗ୍ର ରାଜନୈତିକ ଦୃଶ୍ୟପଟରେ ଝଡ଼ ସୃଷ୍ଟି କରିଛି, କାରଣ ନୀତିଶ କୁମାର ଦଶନ୍ଧି ଧରି ରାଜ୍ୟ କ୍ଷମତାର କେନ୍ଦ୍ରବିନ୍ଦୁ ହୋଇ ରହିଛନ୍ତି। ବିହାର ରାଜନୈତିକ […]
ଛାତ୍ରୀଙ୍କ ଅଭିଯୋଗ ପରେ ହଟିଲେ ବିଭାଗୀୟ ମୁଖ୍ୟ । ଫକୀରମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଅଧ୍ୟାପକଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ଛାତ୍ରୀ । ସମସ୍ତ ସ୍ଥିତି ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କ ଦ୍ୱାରା ଯାଞ୍ଚ ହୋଇଥିବାବେଳେ ଅଭିଯୋଗ ଆଧାରରେ ମହାବିଦ୍ୟାଳୟ ପକ୍ଷରୁ ଓଡ଼ିଆ ବିଭାଗର ଏଚ୍ଓଡିଙ୍କୁ ପଦରୁ ବହିଷ୍କାର କରାଯାଇଛି । ।୨୦୨୫ ଜୁଲାଇ ୧୨ରେ ଏଫ୍ଏମ୍ ଛାତ୍ରୀ ସୌମ୍ୟାଶ୍ରୀ ଘଟଣା ମନରୁ ନ ଲିଭୁଣୁ ପୁନର୍ବାର ଏଭଳି ଘଟଣା ସମସ୍ତଙ୍କ ଚକିତ କରିଛି ।ଛାତ୍ରୀଙ୍କ ଅଭିଯୋଗ କ୍ରମେ […]
