ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନୀତିଶ କୁମାର

ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି ରାଜ୍ୟ ସଭା ସଦସ୍ୟ ଭାବରେ ଶପଥ ଗ୍ରହଣ କରିଛନ୍ତି । ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ସେ ସଂସଦ ଭବନରେ ଜେ.ପି. ନଡ୍ଡାଙ୍କୁ ଭେଟିଥିଲେ। ଶପଥ ନେବା ପରେ ଚାରିଟି ଗୃହର ସଦସ୍ୟ ତାଲିକାରେ ହେଲେ ସାମିଲ । ଅର୍ଥାତ ବିଧାନସଭା, ବିଧାନପରିଷଦ, ଲୋକସଭା ଏବଂ ରାଜ୍ୟସଭା ସଦସ୍ୟ ତାଲିକାରେ […]

ଦିଲ୍ଲୀ ଗସ୍ତରେ ବିରୋଧୀ ଦଳ ନେତା । ଅସୁସ୍ଥ ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କୁ ଭେଟିବେ

ପୁର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଦିଲ୍ଲୀ ଗସ୍ତ । ଦିଲ୍ଲୀରେ ଅସୁସ୍ଥ ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କୁ ଭେଟିବେ । ଏ ନେଇ ସୂଚନା ଦେଇଛନ୍ତି ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର ।ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏହା ତାଙ୍କର ବ୍ୟକ୍ତିଗତ ଗସ୍ତ ସେ କେତେ ଦିନ ଦିଲ୍ଲୀରେ ରହିବେ, ସେ ସମ୍ପର୍କରେ କୌଣସି […]

ଆଜିଠୁ ଟୋଲ୍ ପ୍ଲାଜାରେ ଦେଇପାରିବେନି ନଗଦ ଟଙ୍କା

ଆଜିଠୁ ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI) ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି । ଏହି ନୂତନ ନିୟମ ଅନୁଯାୟୀ, ଟୋଲ୍ ପ୍ଲାଜାରେ ନଗଦ ଦେୟ ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ ଏବଂ ଟୋଲ୍ ଏବେ କେବଳ ଡିଜିଟାଲ୍ ମୋଡ୍ ମାଧ୍ୟମରେ ଦେବାକୁ ପଡିବ ।ଡିଜିଟାଲ୍ ପେମେଣ୍ଟ ଦ୍ୱାରା ଟୋଲ୍ ଆଦାୟ ପ୍ରକ୍ରିୟା ଦ୍ରୁତ ଏବଂ ସ୍ୱଚ୍ଛ ହେବ ବୋଲି ଆଶା କରାଯାଉଛି। ଏହା ବ୍ୟତୀତ, ଯଦି […]

ମେଟ୍ରୋ ପ୍ରକଳ୍ପ ବାତିଲ୍ ହୋଇନି:ନଗର ଉନ୍ନୟନ ମନ୍ତ୍ରୀ

ରାଜ୍ୟରେ ମେଟ୍ରୋ ପ୍ରକଳ୍ପକୁ ନେଇ ବଡ ବୟାନ ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି, ମେଟ୍ରୋ ପ୍ରକଳ୍ପ ବାତିଲ୍ ହୋଇନି। ପ୍ରକଳ୍ପକୁ ସାମୟିକ ଭାବେ ସ୍ଥଗିତ ରହିଛି। ଆଜି ନ ହେଲେ କାଲି ମେଟ୍ରୋର ଆବଶ୍ୟକତା ରହିଥିବା ମନ୍ତ୍ରୀ କହିଛନ୍ତି । ଏଥିପାଇଁ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ଗଠନ କରାଯାଇଛି । କେଉଁ ଉପାୟରେ ମେଟ୍ରୋ ପ୍ରକଳ୍ପ ହେବେ ସେନେଇ ଅନୁଧ୍ୟାନ କରାଯାଉଛି । ଏବେ ଯାହା ହେବ କେନ୍ଦ୍ର […]

ସଡ଼କ ଦୁର୍ଘଟଣା ଆହତଙ୍କ ପାଇଁ ‘PM-RAHAT’ ଯୋଜନା କାର୍ଯ୍ୟକାରୀ

ସଡ଼କ ଦୁର୍ଘଟଣାରେ ଶିକାର ହେଉଥିବା ବ୍ୟକ୍ତିଙ୍କୁ ତୁରନ୍ତ ଏବଂ ମାଗଣା ଚିକିତ୍ସା ଯୋଗାଇଦେବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ‘ପ୍ରଧାନମନ୍ତ୍ରୀ ରାହତ’ ଯୋଜନା କାର୍ଯ୍ୟକାରୀ କରାଯାଉଛି । ଏହି ଯୋଜନାର ସଫଳ ରୂପାୟନ ପାଇଁ ଓଡ଼ିଶା ପୁଲିସ୍ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଏବଂ ଡିସିପି ମାନଙ୍କୁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରାଯାଇଛି । ଏହି ଯୋଜନା ଅଧୀନରେ ଦୁର୍ଘଟଣାର ଶିକାର ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସର୍ବାଧିକ ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କ୍ୟାସଲେସ୍ […]

ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି ଗୋଟିଏ ଜିଲାରେ ମଧ୍ୟ ୬ ବର୍ଷରୁ ଅଧିକ ସମୟ ରହିପାରିବେ ନାହିଁ ।ସରକାରଙ୍କ ବଦଳି ନୀତି ଉଲ୍ଲଂଘନ କରି ସେମାନଙ୍କ ପୋଷ୍ଟିଂରେ ଅଧିକ ସମୟ ରହିଆସିଥିବା ପୋଲିସ ଅଧିକାରୀମାନେ ଏବେ ଯାଞ୍ଚର ଅଧୀନରେ ଅଛନ୍ତି। ଓଡ଼ିଶା ପୋଲିସ ମୁଖ୍ୟାଳୟ ଭୁବନେଶ୍ୱର ଏବଂ କଟକର ସମସ୍ତ ଜିଲ୍ଲା ପୋଲିସ ଅଧୀକ୍ଷକ (ଏସପି) […]

ନାବାଳିକାଙ୍କୁ ଏକୁଟିଆ ଦେଖି ଦୁଷ୍କର୍ମ କଲା ଅଟୋ ଡ୍ରାଇଭର

କନ୍ଧମାଳ ଜିଲ୍ଲା କ.ନୂଆଗାଁ ଥାନା ଅଂଚଳରେ ଚାଞ୍ଚଲ୍ୟ । ନାବାଳିକାଙ୍କୁ ଏକୁଟିଆ ଦେଖି ଦୁଷ୍କର୍ମ କଲା ଅଟୋ ଡ୍ରାଇଭର । ନାବାଳିକାଙ୍କୁ ଦୁଷ୍କର୍ମ ପରେ ଅଟୋ ଛାଡି ଜଙ୍ଗଲକୁ ଦୌଡ଼ି ପଳାଇଥିଲା । ଦୁଷ୍କର୍ମକାରୀକୁ ଗିରଫ କରିବା ସହ ଅଟୋକୁ ଜବତ କରିଛି କ.ନୂଆଗାଁ ପୋଲିସ । ନାବାଳିକା ଜଣକ ଏକୁଟିଆ ଗାଧେଇବାକୁ ଯାଉଥିବା ସମୟରେ ସେହି ରାସ୍ତା ଦେଇ ଯାଉଥିଲା ଅଟୋ ଡ୍ରାଇଭର । ନାବାଳିକାଙ୍କୁ ଏକୁଟିଆ ପାଇ ଅଟୋ ରଖି ନିଜେ ଗାଧୋଇବା ବାହାନାରେ […]

ରତ୍ନଭଣ୍ଡାରର ଦ୍ବିତୀୟ ପର୍ଯ୍ୟାୟ ଗଣତି, ଭିତର କାଠ ନିକଟରୁ ଦର୍ଶନ ବନ୍ଦ

ରତ୍ନଭଣ୍ଡାର ଦ୍ବିତୀୟ ପର୍ଯ୍ୟାୟ ଗଣତି। ଆଜି ହେଉଛି ଗଣତିର ତୃତୀୟ ଦିନ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଉପସ୍ଥିତିରେ ଗଣତି କରାଯାଉଛି। ୮ ତାରିଖରୁ ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ଗଣତି, ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୧୨ ତରିଖ ଗଣତି ବନ୍ଦ ରହିବ । ଏହାପରେ ପୁଣି ୧୩ ତାରିଖ ଓ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଗଣତି ଚାଲିବ।ଆଜି ସକାଳ ଧୂପ ପରେ […]

ଆସନ୍ତାକାଲି ଠାରୁ ବଢ଼ିବ ଦିନର ତାପମାତ୍ରା

ଆଜି ବି ରାଜ୍ୟର କେତେକ ସ୍ଥାନରେ ଦେଖିବାକୁ ମିଳିବ କାଳବୈଶାଖିର ପ୍ରଭାବ । ୧୧ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତାକାଲି ଠାରୁ ବଢ଼ିବ ଦିନର ତାପମାତ୍ରା । ୪୦ ଡିଗ୍ରି ଡେଇଁବ ପାରଦ ।୧୨ ରୁ ୧୪ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଗୁଳୁଗୁଳି ଅନୁଭୂତ ହେବ। କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବ ।୧୧ରୁ ଉପକୂଳ ଓଡ଼ିଶା ଗରମ, ଗୁଳୁଗୁଳିରେ ଘାଣ୍ଟି […]

ସଂକଟରେ ମଧ୍ୟପ୍ରାଚ୍ୟ ଅସ୍ତ୍ରବିରତି! ଲେବାନନ ସହ ସିଧାସଳଖ ଆଲୋଚନା ପାଇଁ ସବୁଜ ସଙ୍କେତ ଦେଲା ଇସ୍ରାଏଲ

ଆମେରିକା, ଇସ୍ରାଏଲ ଓ ଇରାନ ମଧ୍ୟରେ ହୋଇଥିବା ଦୁଇ ସପ୍ତାହର ଅସ୍ଥାୟୀ ଅସ୍ତ୍ରବିରତି ବର୍ତ୍ତମାନ ସଂକଟ ମଧ୍ୟ ଦେଇ ଗତି କରୁଛି। ଇରାନ କହିଛି ଯେ ଏହି ଅସ୍ତ୍ରବିରତିରେ ଇରାନ ସହିତ ଲେବାନନ୍ ଏବଂ ସମସ୍ତ ପ୍ରତିରୋଧ ଶକ୍ତି ସାମିଲ ଅଛନ୍ତି। ଆଉ ଏପରିସ୍ଥିତିରେ ଇସ୍ରାଏଲ୍ ଯଦି ଲେବାନନ୍ ଉପରେ ଆକ୍ରମଣ ଜାରି ରଖେ, ତେବେ ଏହାର ଭୟଙ୍କର ପରିଣାମ ଭୋଗିବାକୁ ପଡ଼ିବ ବୋଲି ଇରାନ ଚେତାବନୀ ଦେଇଛି। ଇରାନ ପାର୍ଲାମେଣ୍ଟ ବାଚସ୍ପତି ମହମ୍ମଦ ବାଘେର ଘାଲିବାଫ୍ […]

ମେଟ୍ରୋ ରେଳ ପ୍ରକଳ୍ପ ବନ୍ଦ ନେଇ ଅପରାଜିତାଙ୍କ ଚିନ୍ତା, ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଭୁବନେଶ୍ୱରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପକୁ ବନ୍ଦ କରିବା ପାଇଁ ରାଜ୍ୟ କ୍ୟାବିନେଟ୍ ନିଷ୍ପତ୍ତି ନେଇଥିଲା। ଏନେଇ ଗଭୀର ଚିନ୍ତା ପ୍ରକଟ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏହି ନିଷ୍ପତ୍ତିର ପୁନର୍ବିଚାର କରିବାକୁ ଅନୁରୋଧ କରି ସେ ଏକ ଚିଠି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲେଖିଛନ୍ତି। ସାଂସଦ କହିଛନ୍ତି ଯେ ଭୁବନେଶ୍ୱରର ଦ୍ରୁତ ଜନସଂଖ୍ୟା ବୃଦ୍ଧି ଓ ଟ୍ରାଫିକ ସମସ୍ୟାକୁ ଦେଖିଲେ ମେଟ୍ରୋ ଏକ ଜରୁରୀ ଆବଶ୍ୟକତା । ପ୍ରକଳ୍ପ ବନ୍ଦ ହେବା […]

LPG ଗ୍ୟାସ କଳାବଜାରୀ: ରାଜ୍ୟବ୍ୟାପୀ ଚଢ଼ାଉ ଜୋରଦାର

ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ୱାଭାବିକ ରହିଛି । ମାତ୍ର ବିଭିନ୍ନ କାରଣ ଦର୍ଶାଇ କିଛି କଳାବଜାରୀ ଓ ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ପ୍ରତିହତ କରିବା ପାଇଁ ଯୋଗାଣ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି ଟିମ ଗୁଡିକ ଦୈନିକ ଭିତ୍ତିରେ ବିଭାଗୀୟ ଅଧିକାରୀଙ୍କୁ ତଥ୍ୟ ପ୍ରଦାନ କରୁଛନ୍ତି। ପ୍ରତ୍ୟେକ ଜିଲ୍ଲାର ଯୋଗାଣ ଅଧିକାରୀ ମାନେ ସମ୍ପୃକ୍ତ ଜିଲ୍ଲାପାଳ […]