ବନ୍ୟାକୁ ନେଇ ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନ୍ସିଂରେ ସମୀକ୍ଷା କଲେ ଅନୁ ଗର୍ଗ

ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଆଜି ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ସମସ୍ତ ଜିଲ୍ଲାପାଳଙ୍କ ସହ ଏକ ଜରୁରୀ ଭିଡିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିଛନ୍ତି । ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଉଥିବାରୁ ଏବଂ ଏହା ବିପଦ ସଙ୍କେତ ଆଡକୁ ଗତି କରୁଥିବାରୁ ସମ୍ପୃକ୍ତ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।ସୂଚନା ଅନୁଯାୟୀ, ରାଜ୍ୟର ୬ଟି ଜିଲ୍ଲାରେ ବନ୍ୟା ଯୋଗୁଁ ୪ ଜଣଙ୍କ ମୃତ୍ୟୁ […]

ରାହୁଲଙ୍କ ‘ଇଡିଅଟ୍‌’ ଶବ୍ଦକୁ ନେଇ ଲୋକସଭାରେ ହୋହଲ୍ଲା

ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ଆଲୋଚନା ଚାଲିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗୃହକୁ ସମ୍ବୋଧିତ କରୁଛନ୍ତି। ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରଶ୍ନପତ୍ର ଲିକ୍ ସମ୍ପର୍କିତ ସାର୍ବଜନୀନ ପରୀକ୍ଷା (ଅସାଧୁ ଉପାୟ ନିବାରଣ) ସଂଶୋଧନ ବିଲ୍, ୨୦୨୬ ଉପରେ କହିବା ସମୟରେ ‘ଇଡିଅଟ୍’ ଶବ୍ଦ ବ୍ୟବହାରକୁ ନେଇ ପ୍ରବଳ ହୋହଲ୍ଲା ହୋଇଥିଲା। ତାଙ୍କ ଭାଷଣ ସମୟରେ, ରାହୁଲ ଗାନ୍ଧୀ କହିଥିଲେ, ‘ତିନି ପ୍ରକାରର ଲୋକ ଅଛନ୍ତି… ଛାତ୍ର, […]

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, 4 ଜଣଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ

ଓଡ଼ିଶା ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକରେ ତ୍ରୁଟି ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତର ସମ୍ମୁଖୀନ ହେଉଥିବା 4 ଜଣଙ୍କୁ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି । ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (SCERT)ରେ ସହକାରୀ ନିର୍ଦ୍ଦେଶକ ଓ ସଂଯୋଜକ ଭାବେ କାର୍ଯ୍ୟ କରୁଥିବା ଦିଲ୍ଲୀପ କୁମାର ସାହୁ, ପ୍ରଲିପ୍ତା ମିଶ୍ର, ଭାରତୀ ଟୁଡ଼ୁ ଓ ଘରୋଇ ପ୍ରକାଶନୀ ସଂସ୍ଥାର ଅନୁପମ ଘୋଷଙ୍କୁ ଆସନ୍ତା ଅଗଷ୍ଟ 3 […]

ବନ୍ୟା ସ୍ଥିତି ନେଇ CDMOଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟ ବିଭାଗ

ରାଜ୍ୟରେ ବନ୍ୟା ସ୍ଥିତି ନେଇ ଆକ୍ସନରେ ସରକାର ।ସମସ୍ତ ସିଡିଏମଓ ମାନଙ୍କୁ ଅଲର୍ଟ ରହିବାକୁ ନିର୍ଦେଶ ଜାରି କରିଛି ସ୍ବାସ୍ଥ୍ୟ ବିଭାଗ । ଗର୍ଭବତୀ ମହିଳାଙ୍କୁ ସ୍ଥାନାନ୍ତର କରାଯିବ । ପାଣି ଘେରରେ ଥିବା ଲୋକଙ୍କ ପାଖରେ ସ୍ବାସ୍ଥ୍ୟ ସେବା ପହଞ୍ଚାଯିବ। ସାପ କାମୁଡ଼ା ପାଇଁ ପର୍ଯ୍ୟାପ୍ତ ପରିମାଣର ଆଣ୍ଟି ସ୍ନେକ୍ ଭେନମ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଡାକ୍ତର ଟିମକୁ ଅଲର୍ଟ କରାଯିବା ସହ ବନ୍ୟା ପ୍ରଭାବିତ ଅଞ୍ଚଳରେ ମୁତୟନ କରାଯିବ। କୋଭିଡକୁ ସତର୍କତାକୁ ମଧ୍ୟ […]

ଚୀନ୍‌ର ହ୍ୟୁମାନଏଡ୍ ରୋବଟ୍ ଉପରେ ଆମେରିକାର କଡ଼ା କଟକଣା

ଆମେରିକା ଓ ଚୀନ୍‌ ମଧ୍ୟରେ ପ୍ରଯୁକ୍ତି ଯୁଦ୍ଧ ଆଉ ଏକ ପଦକ୍ଷେପ ଆଗକୁ ବଢ଼ିଛି । ଜାତୀୟ ସୁରକ୍ଷା ଓ ସାଇବର ବିପଦକୁ ଦୃଷ୍ଟିରେ ରଖି ଆମେରିକା ସରକାର ଚୀନ୍‌ରେ ନିର୍ମିତ ନୂତନ ହ୍ୟୁମାନଏଡ୍ ରୋବଟ୍, ରୋବଟ୍ ଡଗ୍ ଏବଂ କିଛି ନେଟୱର୍କ-ସଂଯୁକ୍ତ ପାୱାର ଇନଭର୍ଟର ଉପରେ କଡ଼ା କଟକଣା ଲାଗୁ କରିଛି ।ଆମେରିକା କହିଛି ଯେ ଏହି ପଦକ୍ଷେପ ଜାତୀୟ ସୁରକ୍ଷାକୁ ସୁରକ୍ଷା ଦେବା, AI (କୃତ୍ରିମ ବୁଦ୍ଧିମତ୍ତା) ସହିତ ଜଡିତ ବିପଦକୁ ହ୍ରାସ କରିବା […]

ଅଗଷ୍ଟ ୧ରେ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ଅଗଷ୍ଟ ୧ ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ।କୁମ୍ଭୀର ପ୍ରଜନନ ପାଇଁ ୩ ମାସ ବନ୍ଦ ରହିଥିଲା ଭିତରକନିକା । ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକ ମାନେ ଭିତରକନିକା ପରିଭ୍ରମଣ କରିବା ସହ ରାତ୍ରି ଯାପନ କରିପାରିବେ ବୋଲି ରାଜନଗର ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକର କହିଛନ୍ତି ।ପ୍ରତିବର୍ଷ ମଇ ୧ ତାରିଖଠାରୁ ଜୁଲାଇ ୩୧ ତାରିଖ ଦୀର୍ଘ ୩ ମାସ ଧରି ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ ପ୍ରକ୍ରିୟା ଜାରି ରହିଥାଏ । ଜୁନ ପ୍ରଥମ […]

ଓଡ଼ିଶାରେ ଭୀଷଣ ବର୍ଷା, ବାଲେଶ୍ୱରରେ ସର୍ବାଧିକ ବୃଷ୍ଟିପାତ

ବୁଧବାର ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ଭୀଷଣ ବର୍ଷା ପାଇଁ ୪ ଜିଲ୍ଲାକୁ ଆଜି ସକାଳ ସାଢ଼େ ୮ଟା ଯାଏଁ ରେଡ୍ ୱା୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର […]

ଆଜି ୫ ଘଣ୍ଟା ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି

ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବାପରେ ମହାପ୍ରଭୁଙ୍କ ଏହି ଗୁପ୍ତ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ମହାପ୍ରଭୁଙ୍କର […]

ଆଜି ଅନ୍ତର୍ଜାତୀୟ ‘ବ୍ୟାଘ୍ର ଦିବସ

ଆଜି ହେଉଛି ଆନ୍ତର୍ଜାତିକ ବ୍ୟାଘ୍ର ଦିବସ (International Tiger Day) । ପ୍ରତିବର୍ଷ ଜୁଲାଇ ୨୯ ତାରିଖକୁ ବିଶ୍ୱବ୍ୟାପୀ ଏହି ଦିନ ଭାବେ ପାଳନ କରାଯାଏ ।ଏହି ଦିନଟିକୁ ପାଳନ କରିବାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ବାଘଙ୍କ ସୁରକ୍ଷା, ସେମାନଙ୍କ ବାସସ୍ଥାନ ସଂରକ୍ଷଣ ଏବଂ ସେମାନଙ୍କ ସଂଖ୍ୟା ହ୍ରାସ ପାଉଥିବା ନେଇ ବିଶ୍ୱବାସୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ।ସାରା ବିଶ୍ବରେ ଦିନକୁ ଦିନ ବାଘଙ୍କ ସଂଖ୍ୟା ହ୍ରାସ ପାଉଛି । ବିଶ୍ୱର ବାଘ ସଂଖ୍ୟାର ୭୦ […]

ଆଜି ପବିତ୍ର ଗୁରୁ ପୂର୍ଣ୍ଣିମା , ଜାଣନ୍ତୁ ଏହାର ମହତ୍ତ୍ଵ 

ଭାରତୀୟ ସଂସ୍କୃତିରେ ଗୁରୁଙ୍କ ସ୍ଥାନ ସର୍ବୋଚ୍ଚ । ଯିଏ ଅଜ୍ଞାନର ଅନ୍ଧକାରରୁ ଜ୍ଞାନର ଆଲୋକ ଦେଖାନ୍ତି, ସେହି ହେଉଛନ୍ତି ଗୁରୁ । ଆଜି ପବିତ୍ର ଗୁରୁ ପୂର୍ଣ୍ଣିମା । ଏହି ଦିନ ଗୁରୁଙ୍କ ପ୍ରତି କୃତଜ୍ଞତା ପ୍ରକାଶ ସହ ଭଗବାନ ବିଷ୍ଣୁ, ମା’ ଲକ୍ଷ୍ମୀ ଏବଂ ମହର୍ଷି ବେଦବ୍ୟାସଙ୍କ ପୂଜା କରିବାର ବିଶେଷ ମହତ୍ତ୍ୱ ରହିଛି।ଏହାକୁ ବ୍ୟାସ ପୂର୍ଣ୍ଣିମା ମଧ୍ୟ କୁହାଯାଏ, କାରଣ ଏହି ଦିନ ମହର୍ଷି ବେଦବ୍ୟାସଙ୍କ ଜନ୍ମଦିନ ବୋଲି ବିଶ୍ୱାସ କରାଯାଏ । ବେଦବ୍ୟାସ […]

‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’ : ନିତିନ ଗଡ଼କରୀ

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ ଏବେ ଏହି ‘ଡିପଫେକ୍’ ଷଡ଼ଯନ୍ତ୍ରର ଶିକାର ହୋଇଛନ୍ତି ବୋଲି ଏବେ ଅଭିଯୋଗ କରିଛନ୍ତି । ଏହାକୁ ନେଇ ସେ ଏକ ବଡ଼ ପଦକ୍ଷେପ ନେଇଛନ୍ତି । ନିଜର ସମ୍ମାନ ରକ୍ଷା ପାଇଁ ସେ ସୋସିଆଲ ମିଡିଆ ମାଫିଆଙ୍କ ବିରୋଧରେ ଆରମ୍ଭ କରିଛନ୍ତି ଏକ ବଡ଼ ଆଇନଗତ ଲଢ଼େଇ ।ସେ ଅଭିଯୋଗ କରିଛନ୍ତି ଯେ AI-ଉତ୍ପନ୍ନ ଡିପଫେକ ଏବଂ ହେରଫେର କରାଯାଇଥିବା ଅନଲାଇନ ବିଷୟବସ୍ତୁ ତାଙ୍କୁ ଏବଂ […]

ବୁଧବାର ‘ମହାପ୍ରଭୁ ଜଗନ୍ନାଥ’ ଫିଲ୍ମ ରିଲିଜ୍ ଉପରେ ଶୁଣାଣି

ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ଏବେବି ଲାଗି ରହିଛି ବିବାଦ। ଫିଲ୍ମରେ ପ୍ରଭୁଙ୍କ ଜଗନ୍ନାଥଙ୍କ ଗାଥାକୁ ଭୁଲ୍ ଭାବରେ ଚିତ୍ରଣ କରାଯାଇଥିବା ଅଭିଯୋଗ ହୋଇଥିବା ବେଳେ, ଏହାର ରିଲିଜ ଉପରେ ପ୍ରତିବନ୍ଧକ ଲଗାଇଛି। ତେବେ ଚଳଚ୍ଚିତ୍ର ମହାପ୍ରଭୁ ଜଗନ୍ନାଥଙ୍କ ମୁକ୍ତିଲାଭ ଉପରେ ରୋକ ଲଗାଇବା ପାଇଁ ଓଡ଼ିଶା ସରକାର ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଏହା ରାଜ୍ୟରେ ଆଇନ ଶୃଙ୍ଖଳା ସମସ୍ୟା ସୃଷ୍ଟି କରିପାରେ ବୋଲି ଯୁକ୍ତି କରାଯାଉଛି। ଯେତେବେଳେ କି କେନ୍ଦ୍ରୀୟ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ […]