ବାଲେଶ୍ଵର ପରିବାର ଅଦାଲତ ନିକଟରେ ହାଇଡ୍ରାମା । କୋର୍ଟ ନିକଟରେ ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ଲହୁ ଲୁହାଣ କରିଦେଲା ନିର୍ଦ୍ଦୟ ସ୍ୱାମୀ । ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ ମାଡ଼ ଖାଇ ମେଡିକାଲ ଯାଇଛନ୍ତି ସ୍ତ୍ରୀ। ଅନ୍ୟପକ୍ଷରେ ସ୍ବାମୀଙ୍କୁ ସହଦେବଖୁଣ୍ଟା ଥାନା ପୋଲିସ ଉଠାଇ ନେଇଛି। ସୂଚନାମୁତାବକ ସ୍ୱାମୀ ପ୍ରତାପ ଜେନା ସ୍ତ୍ରୀ ଅନୀମା ଜେନାଙ୍କୁ ଅକଥନୀୟ ଅତ୍ୟାଚାର ଓ ନିର୍ଯାତନା ଦେଉଥିବା ଅଭିଯୋଗରେ ଅନିମା […]
ପପିଲି ବଳଙ୍ଗା ଥାନା କେତକୀପାଟଣା ପଞ୍ଚାୟତ ଦୁବପାଟଣା ଗାଁରେ ଜିଅନ୍ତା ଜଳିଗଲେ ଜଣେ ମହିଳା । କିରୋସିନି ନିଆଁରେ ପୋଡି ହୋଇ ମହିଳା ଜଣକ ଜୀବନ ହାରିଥିବା କୁହାଯାଉଛି । ସୂଚନା ପାଇ ପିପିଲି ଏସଡିପିଓ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରି ପାରିପାର୍ଶ୍ଵିକ ସ୍ଥିତିରୁ ନିଜେ ପୋଡି ହୋଇ ମରିଥିବା କହିଛନ୍ତି । ତେବେ ମହିଳା ଜଣଙ୍କ କେଉଁ କାରଣରୁ ନିଜେ ଜାଳି ହୋଇ ମରିଲେ ତାହାର କାରଣ ଅସ୍ପଷ୍ଟ ରହିଛି । ପାରିବାରିକ ଚାପ, […]
ଟ୍ରଷ୍ଟ ଗଠନ ନେଇ ସ୍ପଷ୍ଟୀକରଣ ରଖିଲେ ବିରୋଧୀଦଳ ନେତା ନବୀନ । ‘ବିଜୁ ବାବୁ ଚାରିଟେବୁଲ କାମ ପାଇଁ ଜଣାଶୁଣା ଥିଲେ’ । ମୋ ଭାଇ ଭଉଣୀ ମୋତେ ଆନନ୍ଦ ଭବନ ଦାନ କରିଛନ୍ତି। ବେକ ଅପରେସନ ପାଇଁ ବମ୍ବେ ଦିଲ୍ଲୀ ଯାଇଥିଲି। ଓକିଲ ଏବଂ ଚଟାର୍ଡ ଆକାଉଣ୍ଟାଣ୍ଟଙ୍କ ସହ ଦେଖାସାକ୍ଷାତ କରିଥିଲି। ତାପରେ ଟ୍ରଷ୍ଟ କରିବା ପାଇଁ ନିଷ୍ପତ୍ତି ନେଇଥିଲି। ଗୁରୁତର ବେକ ଅପରେସନ ପୂର୍ବରୁ ବିଜୁ ବାବୁଙ୍କ ନାଁରେ ଓଡ଼ିଶାବାସୀଙ୍କ ପାଇଁ ଟ୍ରଷ୍ଟ ଖୋଲିବାକୁ […]
ବିଜେବି କଲେଜ ହଷ୍ଟେଲରେ ଛାତ୍ର ଗଣ୍ଡଗୋଳ ଘଟଣାରେ ଗଠନ ହେଲା ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ । ରେସିଡେନ୍ସି କମିଟି ବୈଠକ ସରିବା ପରେ ଏନେଇ ସୂଚନା ଦେଇଛନ୍ତି କଲେଜ କର୍ତ୍ତୃପକ୍ଷ । ଗଠନ ହୋଇଥିବା ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ୨୪ ଘଣ୍ଟା ଭିତରେ କଲେଜ ଅଧ୍ୟକ୍ଷକଙ୍କୁ ରିପୋର୍ଟ ଦେବ । ଗଣ୍ଡଗୋଳରେ ସାମିଲ ଛାତ୍ରଙ୍କ ବିରୋଧରେ ନିଆଯିବ ଆଇନଗତ କାର୍ଯ୍ୟାନୁଷ୍ଠାନ । ଫେରୱାଲ୍ ପାର୍ଟିରେ DJ ବଜାଇବାକୁ ନେଇ ଗଣ୍ଡଗୋଳ ହୋଇଥିଲା । ଏବେ ପରିସ୍ଥିତି ଶାନ୍ତ […]
ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ୬୦% ସିଟ୍ ମିଳିବ ମାଗଣା । ସିଟ୍ ପାଇଁ ଦେବାକୁ ପଡ଼ିବନି ଅଲଗା ଟଙ୍କା। ଅର୍ଥାତ୍ ସିଟ୍ ଚୟନ ପାଇଁ କୌଣସି ଅତିରିକ୍ତ ଶୁଳ୍କ ଦେବାକୁ ପଡ଼ିବ ନାହିଁ । ଏହା ବ୍ୟତୀତ, ଏକାଠି ଟିକେଟ୍ ବୁକ୍ କରୁଥିବା ପରିବାରଗୁଡ଼ିକ ବିମାନରେ ପରସ୍ପର ପାଖରେ ବସିପାରିବେ । ବିମାନ ବିଳମ୍ବ କିମ୍ବା ବାତିଲ ହେଲେ ମଧ୍ୟ ବିମାନ କମ୍ପାନୀଗୁଡ଼ିକୁ ମନଇଚ୍ଛା କାର୍ଯ୍ୟ କରିବାକୁ ଅନୁମତି ଦିଆଯିବ ନାହିଁ […]
ରାଜ୍ୟସଭା ନିର୍ବାଚନରେ ଘୋଡାବେପାରକୁ ନେଇ ତେଜିଛି ରାଜନୀତି । ଏହି ପରିପ୍ରେକ୍ଷୀରେ ବର୍ଷିଛନ୍ତି ବିଜେଡି ବିଧାୟକ ଅଶ୍ୱୀନ ପାତ୍ର ।। କ୍ରସ ଭୋଟିଂ କରିଥିବା ବିଧାୟକଙ୍କ ଉପରେ ଆକ୍ସନ ନିଆଯିବା ଦରକାର । ଦଳର ନୀତି, ଆଦର୍ଶ ରହିଛି । ଏହା ବିରୋଧରେ ଗଲେ ଦଳ ନିମ୍ନଗାମୀ ହୁଏ । ବିଜେଡି ସଭାପତି ଯେଉଁ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ତାହା ସ୍ୱାଗତଯୋଗ୍ୟ । ବହିଷ୍କାର ଦ୍ୱାରା ବିଶୃଙ୍ଖଳା ବଢୁଛି , ତେଣୁ ସେ ଧୀରେ ଧୀରେ ଆକ୍ସନ ନେଉଛନ୍ତି […]
ଏସସିବି ଅଗ୍ନିକାଣ୍ଡକୁ ନେଇ ଉଠୁଛି ପଡ଼ୁଛି ରାଜ୍ୟ ରାଜନୀତି। ଏହି ଘଟଣାକୁ ନେଇ ଗୃହ ମଧ୍ୟ ଭାଗରେ ବିରୋଧୀଙ୍କ ନାରାବାଜି। ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀଙ୍କ ହଲ୍ଲାବୋଲ। ଏସସିବି ନିଆଁ ତାତିରେ ଗୃହ ହୁଲୁସ୍ତୁଲୁ।ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି ଆରମ୍ଭ ହୋଇଥିଲା । ଏହି କାରଣରୁ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢ଼ୀ । ସେହିପରି ଗତକାଲି ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଟକ SCB […]
ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ନୂଆଦିଲ୍ଲୀରେ ଏହି ସେବାର ଶୁଭାରମ୍ଭ କରିଛନ୍ତି। ବଡ଼ କଥା ହେଲା ଏହି ସର୍ଭିସରେ ଡାକ ବିଭାଗରୁ ଆପଣଙ୍କୁ ଲିଖିତ ଗ୍ୟାରେଣ୍ଟି ମିଳିବ। ଯଦି ନିର୍ଦ୍ଧାରିତ ସମୟରେ ଡେଲିଭରି ନହୁଏ, ତେବେ ‘ମନି ବ୍ୟାକ୍ ଗ୍ୟାରେଣ୍ଟି’ ଅନୁସାରେ ଆପଣଙ୍କୁ ପୂରା ଟଙ୍କା ଫେରସ୍ତ ହୋଇଯିବ।ପ୍ରଥମ ପର୍ଯ୍ୟାୟରେ ଦିଲ୍ଲୀ, କୋଲକାତା, ମୁମ୍ବାଇ, ହାଇଦ୍ରାବାଦ୍,ବେଙ୍ଗାଲୁରୁ […]
ନନ୍ଦନକାନନ ପ୍ରାଣୀଉଦ୍ୟାନ ପାଇଁ ଖୁସି ଖବର । ପ୍ରାଣୀଉଦ୍ୟାନର ଶାଗୁଣା ପ୍ରଜନନ କେନ୍ଦ୍ରରେ ଏକ ଲମ୍ବା ଥଣ୍ଟିଆ ଶାଗୁଣା ଛୁଆ ଜନ୍ମ ନେଇଛି । ଚଳିତ ମାସ ୧୧ ତାରିଖରେ ଅଣ୍ଡାରୁ ଛୁଆଟି ସଫଳତାର ସହ ଫୁଟି ବାହାରିଥିଲା । କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଅଧିନରେ ୨୦୧୨ରେ ଏହି ଶାଗୁଣା ପ୍ରଜନନ କେନ୍ଦ୍ର ପ୍ରତିଷ୍ଠା କରଯାଇଥିଲା । ଜାନୁଆରୀ ୧୬ ତାରିଖରେ ଶାଗୁଣା ଅଣ୍ଡା ଦେଇଥିଲା । ପରେ ତାହା ମାର୍ଚ୍ଚ ୧୧ରେ ଅଣ୍ଡାରୁ ଛୁଆ ବାହାରିଥିଲା […]
ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଗୁରୁ ଦାୟିତ୍ୱ । ଜନଗଣନା ପୂର୍ବରୁ ଦାୟିତ୍ୱ ଦେଇଦେଲେ କେନ୍ଦ୍ର ସରକାର । ବାଲୁକା କଳା ମଧ୍ୟରେ ଲୋକଙ୍କୁ ସଚେତନ କରିବେ ସୁଦର୍ଶନ। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।ଦେଶରେ ପରବର୍ତ୍ତୀ ଜନଗଣନା ୨୦୨୭ରୁ ଆରମ୍ଭ ହେବ। ଏଥିରେ ଲୋକଙ୍କ ଜାତି ଓ ସାମାଜିକ-ଆର୍ଥିକ ବିବରଣୀକୁ ମଧ୍ୟ ସାମିଲ କରାଯିବ ବୋଲି ସରକାରୀ ସୂତ୍ରରୁ ଜଣାପଡ଼ିଛି। ଜନଗଣନା ୨୦୨୭ ଓ ଜାତି ଜନଗଣନା ଭାରତର ରାଜନୀତିକ […]
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତା ଦେଖା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ। ଏପ୍ରିଲ ୨ ତାରିଖ ସୁଦ୍ଧା ଅର୍ଥାତ ୧୫ଦିନ ମଧ୍ୟରେ ଖାତାଦେଖା ସାରିବାକୁ ନିଷ୍ପତ୍ତି ନିଆଯାଇଛି।ରାଜ୍ୟର ୫୧ ପରୀକ୍ଷା କେନ୍ଦ୍ରରେ ପ୍ରାୟ ୧୫ ହଜାର ଶିକ୍ଷକ ଖାତା ଦେଖିବେ। ଏଥିପାଇଁ ସବୁ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ବୋର୍ଡ କର୍ତ୍ତୃପକ୍ଷ ଚିଠି ଲେଖିଛନ୍ତି।ମୁଖ୍ୟ ପରୀକ୍ଷକ, ଉପ ମୁଖ୍ୟ ପରୀକ୍ଷକ, ସହକାରୀ ନିରୀକ୍ଷକଙ୍କ ସମେତ ନିୟୋଜିତ ଥିବା ପ୍ରତ୍ୟେକ […]
ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଥିବାରୁ ବୁଧବାର ଦିନ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ବୁଧବାର ଚୈତ୍ର କୃଷ୍ଟ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶ୍ରୀଙ୍ଗାର ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଏହି ଗୁପ୍ତ ନୀତି ଚାଲିବ । ଯାହାଫଳରେ ସର୍ବସାଧାରଣ ମନ୍ଦିର ମଧ୍ୟକୁ ପ୍ରବେଶ […]
