ରାଜ୍ୟରେ କାଳବୈଶାଖୀ ଆଲର୍ଟ। ୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା

କାଳବୈଶାଖୀ ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ପାଗ ମେଘୁଆ ରହୁଛି । କିଛି ସ୍ଥାନରେ କାଁ ଭାଁ ବର୍ଷା ବି ହେଉଛି । ଗତ ୩ ଦିନ ହେବ ରାଜ୍ୟରେ ଦିନ ତାପମାତ୍ରା ଅପେକ୍ଷାକୃତ କମ୍ ଅଛି । ଆଗକୁ ତାତି ଆହୁରି କମିପାରେ । ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବର୍ଷା ସମୟରେ ୩୦ରୁ ୪୦ […]

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’:

ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର ନୟାଗଡ଼,(ଓଡ଼ିଶା ଦର୍ପଣ):ନାଟ୍ୟଧାରା ପକ୍ଷରୁ ଆୟୋଜିତ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟାରେ ‘ପ୍ରତିଭା’ ନାଟ୍ୟ ପରିଷଦ, ଭୁବନେଶ୍ୱର ପକ୍ଷରୁ ମଞ୍ଚସ୍ଥ ହୋଇଥିଲା ସାମାଜିକ ନାଟକ ‘ଏକ ନାୟକର ମୃତ୍ୟୁ’। ସ୍ୱର୍ଗତଃ ନାରାୟଣ ଚନ୍ଦ୍ର ରାୟମହାପାତ୍ରଙ୍କ ଦ୍ୱାରା ରଚିତ ଏହି ନାଟକକୁ ପରିକଳ୍ପନା ଓ ନିର୍ଦ୍ଦେଶନା ଦେଇଥିଲେ ଦୀପ୍ତି ରଞ୍ଜନ ଦାଶ। ନାଟକଟି ସମାଜର ଜ୍ୱଳନ୍ତ ସମସ୍ୟା, ବେକାରୀ ଏବଂ ପ୍ରଶାସନିକ ଦୁର୍ନୀତିର ଏକ ନଗ୍ନ ଚିତ୍ରକୁ […]

ଭୁବନେଶ୍ୱରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ: ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି । ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ସ୍ୱାଗତ କରିଛନ୍ତି । ରାଜନାଥ ସିଂ ଭୁବନେଶ୍ୱରରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ଦଳୀୟ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ବୈଠକରେ ସେ ଦଳୀୟ ନେତା ଓ କର୍ମୀଙ୍କ ସହ ଆଗାମୀ ରଣନୀତି ଏବଂ ସାଂଗଠନିକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିବେ ।

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ପୋଷ୍ୟ ସନ୍ତାନ ଗ୍ରହଣକାରୀ ମା’ଙ୍କୁ ମିଳିବ ୧୨ ସପ୍ତାହର ଛୁଟି

ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ଙ୍କ ପାଇଁ ବଡ଼ ଆଶ୍ୱସ୍ତି । ସବୁ ପୋଷ୍ୟ ସନ୍ତାନ ଗ୍ରହଣକାରୀ ମା’ଙ୍କୁ ମିଳିବ ମାତୃତ୍ୱକାଳୀନ ଛୁଟି । ସୁପ୍ରିମକୋର୍ଟ କହିଛନ୍ତି ଯେ ତିନି ମାସରୁ ଅଧିକ ବୟସର ଶିଶୁ ଗ୍ରହଣ କରୁଥିବା ଜଣେ ମହିଳାଙ୍କୁ ମ୍ୟାଟରନିଟି ଲିଭ୍ ମନା କରାଯାଇପାରିବ ନାହିଁ। ଏହା ବ୍ୟତୀତ, ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ପିତୃତ୍ୱ ଛୁଟି ପାଇଁ ଏକ ନୀତି ପ୍ରସ୍ତୁତ କରିବା ବିଷୟରେ ବିଚାର କରିବାକୁ ଅନୁରୋଧ […]

ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କଲା ଟିଏମସି, ଏଥର ନନ୍ଦିଗ୍ରାମରୁ ଲଢ଼ିବେନି ମମତା

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ଚର୍ଚ୍ଚା ଲାଗିରହିଛି । ଏପ୍ରିଲ ୨୩ ଏବଂ ଏପ୍ରିଲ୍‌ ୨୯ରେ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ । ମେ’ ୪ରେ ଫଳାଫଳ ପ୍ରକାଶ ପାଇବ । ଏହା ପୂର୍ବରୁ ଦଳ ନିଜ ନିଜର ପ୍ରାର୍ଥୀଙ୍କ ତାଲିକା ଜାରି କରୁଛନ୍ତି ।ତେବେ ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ ମମତା […]

ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ମୋକିମ୍‌ଙ୍କ ଆହ୍ଵାନ

ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍‌ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି। ତେବେ ମଉକା ଦେଖି ଚୌକା ମାରିଛନ୍ତି ମହମ୍ମଦ ମୋକିମ୍। ନିଲମ୍ବିତ ବିଧାୟକମାନଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଦେଲେ ଆହ୍ଵାନ। ଝିଅ ସୋଫିଆ ଫିର୍ଦ୍ଦୋସ୍ ଙ୍କ କ୍ରସ୍ ଭୋଟିଂ ନେଇ ମଧ୍ୟ […]

ଏଲପିଜି ପାଇଁ ଇ- କେୱାଇସି ସ୍ପଷ୍ଟୀକରଣ ରଖିଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରାଳୟ

ଏଲପିଜି ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ସ୍ପଷ୍ଟୀକରଣ । ସ୍ପଷ୍ଟୀକରଣ ରଖିଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରାଳୟ । କେବଳ ଅନଧିକୃତ ଏଲପିଜି ବ୍ୟବହାରକାରୀଙ୍କ ପାଇଁ ଇ- କେୱାଇସି ବ୍ୟବସ୍ଥା । ସମସ୍ତ ଏଲପିଜି ଉପଭୋକ୍ତାଙ୍କ ପାଇଁ ଇ- କେୱାଇସି କରିବା ନାହିଁ । ଯେଉଁ ଏଲପିଜି ଉପଭୋକ୍ତା ଇ- କେୱାଇସି କରି ନାହାନ୍ତି ସେମାନେ କରିବେ । ଯଦି ପିଏମୟୁୱାଇ ଉପଭୋକ୍ତା ନୁହଁନ୍ତି, ପୂର୍ବରୁ ଇ- କେୱାଇସି କରିଛନ୍ତି, ଦରକାର ନାହିଁ । PMUY ଉପଭୋକ୍ତା ପ୍ରତି ବର୍ଷ […]

ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।ଦେବଦୂତ ଭଳି ମେଡିକାଲ କର୍ମଚାରୀ ମାନେ ତୁରନ୍ତ ଉଦ୍ଧାର କାର୍ଯ୍ୟ କରିଥିଲେ। ୧୧ଜଣ ହସ୍ପିଟାଲ କର୍ମଚାରୀ ମାନେ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଘଟଣା ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ସରକାର ଦେଇଛନ୍ତି। ଏଥିସହ ଇଣ୍ଟର ଡିପାର୍ଟମେଣ୍ଟ ଫ୍ୟାକ୍ଟ ଫାଇଣ୍ଡିଙ୍ଗ କମିଟି ଗଠନ କରାଯାଇଛି।ମନ୍ତ୍ରୀ କହିଛନ୍ତି ଯେ, ଏହି ଘଟଣା ପାଇଁ […]

SCB ଅଗ୍ନିକାଣ୍ଡ ଘଟଣା:ସ୍ବାସ୍ଥ୍ୟ ବିଭାଗରୁ ଅର୍ଥ ଲୁଟିବା ଚିନ୍ତାରେ ସରକାର ରହିଛନ୍ତି

SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇଥିଲେ। ତେଣୁ ଆଜିର ଏହି ଘଟଣା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ନବୀନ ଦାବି କରିଛନ୍ତି।ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି ଯେ, ସ୍ବାସ୍ଥ୍ୟ ବିଭାଗରୁ ଅର୍ଥ ଲୁଟିବା […]

ବିଜେଡିର ପ୍ରେସ୍‌ମିଟ୍‌ ; ବିକ୍ରି ହୋଇଗଲେ ଆମ ବିଧାୟକ

ରାଜ୍ୟସଭା ନିର୍ବାଚନକୁ ନେଇ ବିଜେଡିର ପ୍ରେସ୍‌ମିଟ୍‌ । କହିଲେ , ଟଙ୍କା ନେଇ କ୍ରସ୍‌ ଭୋଟିଂ କରିଛନ୍ତି ବିଜେଡିର କିଛି ବିଧାୟକ । ଚାଲିଥିଲା ଘୋଡ଼ା ବେପାର । ନିର୍ବାଚନ ମଣ୍ଡଳିରେ ସେଭଳି ନେତାଙ୍କୁ ଘୋର ବିରୋଧ କରିବାକୁ ବିଜେଡିର ଅପିଲ୍ । ଲୋକ ଲଜ୍ଜାରୁ ବଞ୍ଚିବା ପାଇଁ ବିଜୁ ଲିଗାସୀ କଥା ଉଠାଉଛନ୍ତି ।। କିନ୍ତୁ ବାସ୍ତବ କଥା ହେଉଛି ସେମାନେ ବିଜେପିଠାରୁ ବହୁତ ଟଙ୍କାରେ ବିକ୍ରି ହୋଇଛନ୍ତି । ଲୋକମାନଙ୍କୁ ଭ୍ରମିତ କରିବା ପାଇଁ […]

ଏସ୍‌ସିବି ତାତି:ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ବିଧାନସଭା ବଜେଟ୍ ଅଧିବେଶନ ଦ୍ବିତୀୟ ପର୍ଯ୍ୟାୟର ଆଜି ହେଉଛି ଷଷ୍ଠ ଦିନ । ଆଜି ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ। ଏସସିବି ଅଗ୍ନିକାଣ୍ଡ ପ୍ରସଙ୍ଗ ଉଠାଇବା ସହ ସ୍ଵାସ୍ଥ୍ୟମନ୍ତ୍ରୀ ଙ୍କ ଇସ୍ତଫା ଦାବି କରାଯାଇଥିଲା। ପ୍ରବଳ ହଟ୍ଟଗୋଳ ଯୋଗୁଁ ବାଚସ୍ପତି ଗୃହକୁ ଅପରାହ୍ନ୪ ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି।ରବିବାର ବିଳମ୍ବିତ ରାତିରେ କଟକ ବଡ଼ ମେଡିକାଲରେ ଅଗ୍ନିକାଣ୍ଡ ଘଟିଥିଲା। ଯେଉଁଥିରେ ୧୩ ଜଣ ଲୋକଙ୍କର ମୃତ୍ୟୁ ହୋଇଯାଇଛି। ଏହି […]

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ

କଂଗ୍ରେସର ବଡ କାର୍ଯ୍ୟାନୁଷ୍ଠାନ। କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ । କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍‌ ଭୋଟିଂ କରିଥିଲେ। ଏବେ କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି। ଆଇନ(ସିଡ୍ୟୁଲ-୧୦) ଅନୁଯାୟୀ, ସମ୍ପୃକ୍ତ ତିନିଜଣଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।ଦଳୀୟ ଶୃଙ୍ଖଳା ଭଙ୍ଗ କରିଥିବାରୁ ପ୍ରଦେଶ କଂଗ୍ରେସ କମିଟି ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ୩ ନିଲମ୍ବିତ ବିଧାୟକଙ୍କ […]