କ୍ରସ୍‌ ଭୋଟିଂ ପରେ ବର୍ଷିଲେ ନବୀନ

ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେପି ଘୋଡ଼ା ବେପାର କରୁଛି କହିଥିଲି । ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ ରେକର୍ଡ ରହିଛି ।ସେମାନଙ୍କର ବାପାମାନେ ଜେଲ୍‌ରେ ରହିଛନ୍ତି ବୋଲି କହି ଟାର୍ଗେଟ କରିଛନ୍ତି ନବୀନ । ଅନ୍ୟପଟେ ବିଧାୟିକା ଉପାସନାଙ୍କ ଭୋଟ୍‌କୁ ନେଇ ବିରୋଧୀ ଦଳ ନେତାଙ୍କ ନବୀନ ପଟ୍ଟନାୟକଙ୍କ ଅଭିଯୋଗ । […]

ଏସ୍‌ସିବି ଟ୍ରାଜେଡି:ପୁରୁଣା ବିଲଡିଂରେ ଯାଞ୍ଚ ହେବ ଅଗ୍ନି ସୁରକ୍ଷା- ଅଗ୍ନିଶମ ଡିଜି

ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ଅଗ୍ନିଶମ ବିଭାଗ ବିଭିନ୍ନ ମେଡିକାଲରେ ଅଗ୍ନି ନିର୍ବାପକ ବ୍ୟବସ୍ଥାର ଯାଞ୍ଚ କରିଛି ବୋଲି ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ।ଅଗ୍ନିଶମ ବିଭାଗର ମହା ନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି ଯେ,”ରାଜ୍ୟ ସରକାର ନ୍ୟାୟିକ ଯାଞ୍ଚର ଆଦେଶ ଦେଇଛନ୍ତି । ପ୍ରଶାସନିକ ସ୍ତରରେ ପ୍ରତିକ୍ରିୟା ରଖିବା ଠିକ୍ ହେବନି । ଆଗାମୀ ଦିନରେ ବିଚାର କରି ଆମେ ରିପୋର୍ଟ ଦେବୁ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଯେତିକି ଅନୁଷ୍ଠାନର ଯାଞ୍ଚ କରିଥିଲୁ, […]

କିଏ କଲେ କ୍ରସ୍ ଭୋଟିଂ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ରାଜନୀତି ସରଗରମ । ଖାଲି କଂଗ୍ରେସ ନୁହେଁ, ବିଜେଡିରୁ ବି ହୋଇଛି କ୍ରସ ଭୋଟିଂ । ୨୦୧୬ ରାଜ୍ୟସଭା ନିର୍ବଚନରେ ମୋଟ ୧୧ ବିଧାୟକଙ୍କ କ୍ରସ୍ ଭୋଟିଂ ହୋଇଥିବା ଜଣାଯାଇଛି ।ତେବେ ଦିଲ୍ଲୀପ ରାୟ ଏବଂ ଦତ୍ତେଶ୍ବର ହୋତାଙ୍କ ମଧ୍ୟରେ ଚତୁର୍ଥ ଆସନ ପାଇଁ ଲଢ଼େଇ ଚାଳିଥିବାବେଳେ ବିଜେଡି-କଂଗ୍ରେସର ୧୧ ଜଣ ବିଧାୟକ କ୍ରସ ଭୋଟିଂ ହୋଇଛି | କଂଗ୍ରେସର ୩ ଜଣ ବିଧାୟକ କ୍ରସ ଭୋଟିଂ କରିଥିବା […]

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜୁନିଅର କ୍ଲର୍କ

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଜୁନିଅର କ୍ଲର୍କ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର । ବକେୟା ଦରମା ପାଇଁ ବିଲ୍ ପ୍ରସ୍ତୁତ କରିବା ପାଇଁ ୬,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଏହାସହ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଭିଜିଲାନ୍ସ ଦୁଇଟି ସ୍ଥାନରେ ଏକକାଳୀ ଯାଞ୍ଚ କରୁଛି ।

SCB ଅଗ୍ନିକାଣ୍ଡ ଘଟଣା: ସ୍ୱାସ୍ଥ୍ର୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କଣ ଇସ୍ତଫା  ଦେବେ କି ? 

ଓଡ଼ିଶାର ସବୁଠାରୁ ବଡ଼ ସରକାରୀ ଡାକ୍ତରଖାନା କଟକ ଏସସିବି ମେଡିକାଲ୍ ର ଟ୍ରମା କେୟାର ସେଣ୍ଟରରେ ଗତ ରାତି ପ୍ରାୟ ଦୁଇଟା ବେଳେ ଭୟଙ୍କର ଅଗ୍ନିକାଣ୍ଡ ଘଟିଲା । ଏଥିରେ ୧୦ ଜଣ ରୋଗୀ ଜଳିଗଲେ । ୧୩ ଜଣଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଅଛି । ଅନେକଙ୍କ ବଞ୍ଚିବା ଆଶା କ୍ଷୀଣ । ଏହି ଭୟଙ୍କର ଦୁର୍ଘଟଣା ବେଳେ ଟ୍ରମା କେୟାରରେ ଅଧାରୁ କମ୍ କର୍ମଚାରୀ ଡ୍ୟୁଟିରେ ଥିଲେ । ମେଡିକାଲ୍ ପ୍ରଶାସନ ଗଭୀର ନିଦ୍ରାରୁ […]

କଟକ ଏସସିବି ଅଗ୍ନିକାଣ୍ଡ ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

କଟକ ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡରେ ଯାଇଛି ୧୦ ଜଣଙ୍କ ଜୀବନ । ଅଗ୍ନିକାଣ୍ଡରେ ଅନେକ ଗୁରୁତର ହୋଇଥିବା ସୂଚନା ରହିଛି । ତେବେ ସେମାନଙ୍କର ଚିକିତ୍ସା ଜାରି ରହିଛି । ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି ।କଟକ ଏସସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ମୋହନ ମାଝୀଙ୍କ ସହ କଥା ହେଲେ ନରେନ୍ଦ୍ର ମୋଦି ।ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତ […]

ସମ୍ପର୍କୀୟ ଦର୍ଶାଇ ବାହାର ଲୋକଙ୍କୁ ମାଗଣା ଟିକେଟ୍ ବିକିଦେଲେ ଏୟାର ଇଣ୍ଡିଆର ଶତାଧିକ କର୍ମଚାରୀ

ଏୟାର ଇଣ୍ଡିଆରେ ଏକ ବଡ଼ ଧରଣର ଜାଲିଆତି ସାମ୍ନାକୁ ଆସିଛି, ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଏୟାରଲାଇନ୍‌ର ହିଁ କର୍ମଚାରୀ ଫ୍ରି ଟିକେଟ୍ ପିଲିସିର ବ୍ୟାପକ ଦୂରୁପଯୋଗ କରିଥିବା ପର୍ଦ୍ଦାଫାସ୍ ହୋଇଛି । କମ୍ପାନୀର ଶତାଧିକ କର୍ମଚାରୀ ବାହାର ଲୋକଙ୍କୁ ନିଜର ସମ୍ପର୍କୀୟ ସଜାଇ ବର୍ଷକୁ ମିଳୁଥିବା ମାଗଣା ବିମାନ ଟିକେଟ୍କୁ ବିକ୍ରି କରିଦେଇଛନ୍ତି । ଟାଟା ଗ୍ରୁପ୍ ନିୟନ୍ତ୍ରଣରେ ଥିବା ଏୟାର ଇଣ୍ଡିଆ ଏହି ଘଟଣାର ତଦନ୍ତ କରିବା ପରେ ଏବେ […]

ଆଜି ଜାତୀୟ ଟିକାକରଣ ଦିବସ ୨୦୨୬

ଆଜି ସମଗ୍ର ଦେଶରେ ‘ଜାତୀୟ ଟିକାକରଣ ଦିବସ’ ପାଳନ କରାଯାଉଛି । ପ୍ରତିବର୍ଷ ମାର୍ଚ୍ଚ ୧୬ ତାରିଖରେ ଟିକାକରଣର ଗୁରୁତ୍ୱ ଏବଂ ଜନସ୍ୱାସ୍ଥ୍ୟ ରକ୍ଷାରେ ଏହାର ଭୂମିକା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଏହି ଦିବସଟି ପାଳିତ ହୋଇଥାଏ ।ସମୟ ଥିଲା ଯେତେବେଳେ ପୋଲିଓ ଏବଂ ବସନ୍ତ ଭଳି ଅନେକ ରୋଗ ପ୍ରବଳ ଭାବରେ ବ୍ୟାପିଗଲା ଏବଂ ଟୀକାକରଣ ହେବା ପର୍ଯ୍ୟନ୍ତ ବହୁ ଜୀବନହାନୀ ଘଟିଥିଲା । ଟୀକାକରଣ ଆମକୁ ରୋଗର ବିପଦ ବିନା ଏକ […]

ରାଜ୍ୟସଭା ରେସ୍ : କାହାକୁ ଭୋଟ ଦେଲେ ସନାତନ?

ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ ଗଣତି କରାଯିବ। ବିଧାୟକଙ୍କ ହାତରେ ମନମୋହନ ସାମଲ, ସୁଜିତ କୁମାର, ସଂତୃପ୍ତ ମିଶ୍ର, ଡାକ୍ତର ଦତ୍ତେଶ୍ୱର ହୋତା ଓ ଦିଲ୍ଲୀପ ରାୟଙ୍କ ଭାଗ୍ୟ ।ତେବେ ପ୍ରଥମେ ଭୋଟ ଦେଇଛନ୍ତି  ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଜଣଙ୍କ ପରେ ଜଣେ ଭୋଟ ଦେବାରେ ବ୍ୟସ୍ତ ।ଏହି ଅବସରରେ ଭୋଟ ଦେଇଥିଲେ ସନାତନ […]

କଟକ ବଡ଼ ମେଡିକାଲରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ ୧୦ ମୃତକଙ୍କ ମିଳିଲା ପରିଚୟ

କଟକ ବଡ଼ ମେଡିକାଲରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ ଯାଇଛି ୧୦ ଜୀବନ। ଏ ଘଟଣାକୁ ଗମ୍ଭୀରତାର ସହ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେମିତି ଅଗ୍ନିକାଣ୍ଡ ଘଟିଲା ? ନିଆଁ ଲାଗିବା ପରେ କେମିତି ଏତେ ସଂଖ୍ୟାରେ ଜୀବନ ଗଲା ତାକୁ ନେଇ ମୁଖ୍ୟମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି। ଏ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। […]

୨୨ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଆଗାମୀ ପାଞ୍ଚ ଦିନ ଯାଏ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିବ । ଦିନର ତାପମାତ୍ରା ୩ରୁ ୫ ଡିଗ୍ରୀ କମ ରହିବ । ୨୨ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।ଆଜି ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ଝାରସୁଗୁଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ […]

ଆଜି ରାଜ୍ୟ ସଭା ଭୋଟ, ୪ ଆସନ ପାଇଁ ହେବ ମତଦାନ

ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ଆଜି ଭୋଟ ହେବ। ଏପ୍ରିଲ ୨ ତାରିଖରେ ରାଜ୍ୟ ସଭାରୁ ସୁଜିତ୍‌ କୁମାର, ମମତା ମହନ୍ତ, ମୁଜିବୁଲ୍ଲା ଖାନ(ମୁନା) ଏବଂ ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଶେଷ ହେବ। । ତେବେ ଆଜି ସକାଳ ୯ଟାରୁ ଭୋଟିଂ ଆରମ୍ଭ ହୋଇ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଚାଲିବ। ଅପହରାହ୍ଣ ୫ଟାରେ ଗଣତି ହେବ। ମୈଦାନରେ ବିଜେପିର ଦୁଇ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ କୁମାର। ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର। […]