ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ-ଯୁଗ୍ମ ସଚିବ ସୁଜାତା ଶର୍ମା

ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ ଭାରତରେ ଗ୍ୟାସ୍ ଅଭାବ ବ୍ୟାପକ ଚିନ୍ତାର କାରଣ ହୋଇଛି। ତଥାପି ପରିସ୍ଥିତି ଦ୍ରୁତ ଗତିରେ ସୁଧୁରୁଛି। ନିବାର ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।ସେ କହିଛନ୍ତି ଯେ, ୨୯ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ ହୋଇଛି। ଦେଶରେ ଗ୍ୟାସ୍ ଅଭାବ ନାହିଁ ଏବଂ ପର୍ଯ୍ୟାପ୍ତ ପରିମାଣର ସଂରକ୍ଷଣ ରହିଛି। ତଥାପି ଲୋକମାନେ ଏବେ […]

ସରିଲା ନବୀନ ନିବାସରେ ବୈଠକ, ସାମିଲ ହେଲେ ୩୮ ବିଜେଡି ବିଧାୟକ

ଘୋଡା ବେପାର ଆରୋପ କୁ ନେଇ ରାଜ୍ୟ ରାଜନୀତିରେ ଝଡ । କିଏ ବିଧାୟକମାନଙ୍କୁ ନେଇ ହୋଟେଲରେ ରଖିଲେଣି ତ ଆଉ କିଏ ଘନଘନ ବୈଠକ ଡାକି ବିଧାୟକ ମାନଙ୍କୁ ଖାଇବା ପିଇବା ଦେଇ ଆପ୍ୟାୟିତ କରିବାରେ ମାତିଲେଣି । ତେବେ ନବୀନଙ୍କ ଅଧ୍ୟକ୍ଷତାରେ ବୈଠକରେ ସାମିଲ ହୋଇଛନ୍ତି ୩୮ ବିଜେଡି ବିଧାୟକ । ବୈଠକ ସରିବା ପରେ ପ୍ରତିକ୍ରିୟା ରଖିଲେ ବିଜେଡି ବିଧାୟକ କଳିକେଶ ନାରାୟଣ ସିଂହ ଦେଓ ଏବଂ ମୋନାହର ରାନ୍ଧରି । ନବୀନ […]

ରାଷ୍ଟ୍ରୀୟ ଲୋକଅଦାଲତରେ ୪୦,୧୧୨ ଟି ମାମଲା ଫଇସଲା ହୋଇ ସେଟେଲମେଣ୍ଟ ବାବଦକୁ ୪୭,୮୮,୬୯୭ ଟଙ୍କା ଆଦାୟ ହୋଇଅଛି

ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତ ରେ ଦୀର୍ଘ ଦିନ ଧରି ପଡିରହିଥିବା ୧୭୮ ଟି ମାମଲାର ଫଇସଲା ହୋଇ, ସମୁଦାୟ ଟ. ୪୫,୪୨,୬୮୧/-(ପଇଞ୍ଚାଲିସ ଲକ୍ଷ ବୟାଳିସ ହଜାର ଛଅ ସହ ଏକାସୀ ଟଙ୍କା) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି […]

ଆସନ୍ତାକାଲି ଦିଲ୍ଲୀରୁ ଭୁବନେଶ୍ୱର ଫେରିବେ ମନ୍ତ୍ରୀ ସୁରେଶ ପୂଜାରୀ

ଆସନ୍ତାକାଲି ଦିଲ୍ଲୀରୁ ଭୁବନେଶ୍ୱର ଫେରିବେ ମନ୍ତ୍ରୀ ସୁରେଶ ପୂଜାରୀ । ସନ୍ଧ୍ୟା ସାଢେ ୮ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଯାଇଥିଲେ ମନ୍ତ୍ରୀ ସୁରେଶ ପୂଜାରୀ ।ସୂଚନାଯୋଗ୍ୟ ଯେ, ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗତ ୩ ତାରିଖ ସନ୍ଧ୍ୟାରେ ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିଥିଲେ । ଫଳରେ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ତାଙ୍କୁ ପ୍ରଥମେ […]

ଭୁବନେଶ୍ୱର-କଟକ ମଧ୍ୟରେ ନମୋ ଭାରତ ଟ୍ରେନ୍ ଚଳାଇବାକୁ ଯୋଜନା

ଭୁବନେଶ୍ୱର-କଟକ ମଧ୍ୟରେ ଯାତାୟାତ ଲାଗି କେନ୍ଦ୍ର ସରକାର ନମୋ ଭାରତ ନାମକ ବିକଳ୍ପ ଦ୍ରୁତ ରେଳ ବ୍ୟବସ୍ଥା ଉପରେ ବିଚାର କରୁଛନ୍ତି।ଟ୍ୱିନସିଟିରେ ସାଧାରଣ ପରିବହନ ସେବାକୁ ମଜଭୁତ କରିବା ପାଇଁ କେନ୍ଦ୍ର ସରକାର ନମୋ ଭାରତ ରାପିଡେକ୍ସ ଟ୍ରେନ୍ ଚଳାଇବାକୁ ଯୋଜନା କରୁଛନ୍ତି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗତକାଲି ରାଜ୍ୟସଭାରେ ଏହି ସୂଚନା ଦେଇଛନ୍ତି।ଭୁବନେଶ୍ୱର କଟକ ମଧ୍ୟରେ ସରକାର ଏକ ନୂତନ ରେଳ ଲାଇନର ମଧ୍ୟ ଯୋଜନା କରୁଛନ୍ତି ଯେଉଁଠାରେ ନମୋ ଭାରତ ଟ୍ରେନ୍ ବାରମ୍ବାର ଚାଲିପାରିବ। […]

ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ: ହଠାତ୍ ଖସିଲା ଅଣ୍ଡା ଦର

ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଜାରି ରହିଛି । ଏହା କେବେ ଶେଷ ହେବ ତାହାର କୌଣସି ନିଶ୍ଚିତତା ନାହିଁ ।ଯୁଦ୍ଧକୁ ନେଇ ସୃଷ୍ଟି ହୋଇଥିବା ଉତ୍ତେଜନା ଉପସାଗରୀୟ ଦେଶଗୁଡ଼ିକୁ ଭାରତର ଅଣ୍ଡା ରପ୍ତାନିକୁ ବନ୍ଦ କରିଦେଇଛି, ଯାହା ଫଳରେ ମୂଲ୍ୟରେ ଯଥେଷ୍ଟ ହ୍ରାସ ଘଟିଛି ।ଜାତୀୟ ଅଣ୍ଡା ସମନ୍ୱୟ କମିଟି (NECC) ଅନୁଯାୟୀ, ଗତ କିଛି ସପ୍ତାହ ମଧ୍ୟରେ ସମଗ୍ର କର୍ଣ୍ଣାଟକରେ ଅଣ୍ଡା ମୂଲ୍ୟରେ ତୀବ୍ର ହ୍ରାସ ଘଟିଛି । ମାତ୍ର ଗୋଟିଏ […]

ରାଜ୍ୟସଭା ନିର୍ବାଚନକୁ ନେଇ ନବୀନ- ଜୟନାରାୟଣ ମୁହାଁମୁହିଁ

ଦିନକ ପରେ ରାଜ୍ୟସଭା ନିର୍ବାଚନ। ଆରୋପ-ପ୍ରତ୍ୟାରୋପରେ ଉଠୁଛି ପଡୁଛି ରାଜ୍ୟ ରାଜନୀତି। ସମୟ ଯେତିକି ଗଡ଼ୁଛି ନେତାଙ୍କ ଛାତିକି ସେତିକି ଧଡ଼ଧଡ଼ ହେଉଛି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହେଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ଉପସ୍ଥିତ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦଳୀୟ ବିଧାୟକ। ପ୍ରଥମେ ଏସଆଇଆର ପ୍ରସଙ୍ଗରେ ଚାଲିଛି ବୈଠକ । ରାଜ୍ୟ ବିଜେପି ପଦାଧିକାରୀ ଓ ବିଧାୟକମାନେ ଉପସ୍ଥିତ ରହିଛନ୍ତି […]

ପୁଣି କମିଲା ସୁନା ଓ ରୁପା ଦାମ୍

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୧,୨୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୭,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୯,୬୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୬,୩୫୦ ଟଙ୍କାକୁ ପହଞ୍ଚିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୯,୬୬୦ ଓ ୧,୪୬,୩୫୦ ଟଙ୍କା ରହିଛି । ଅନ୍ୟପଟେ […]

ଖୁବଶୀଘ୍ର ମୁକ୍ତ ହେବେ ସୋନମ ୱାଙ୍ଗଚୁକ୍, କେନ୍ଦ୍ର ସରକାର ହଟାଇଲେ NSA କଟକଣା

ସୋନମ ଓ୍ୱାଙ୍ଗଚୁକଙ୍କୁ ଆଶ୍ୱସ୍ତି । ଲଦ୍ଦାଖରେ ଅଶାନ୍ତି ରୋକିବାକୁ ସରକାରଙ୍କ ବଡ ଉଦ୍ୟମ । କଟକଣା ହଟାଇଲା କେନ୍ଦ୍ର ଗୃହ ମନ୍ତ୍ରାଳୟ । ଅର୍ଥାତ ଗୃହ ମନ୍ତ୍ରାଳୟ ରାଷ୍ଟ୍ରୀୟ ସୁରକ୍ଷା ଅଧିନିୟମ ବା ଏନଏସଏ ଅନୁସାରେ ଲଦ୍ଦାଖର ସାମାଜିକ କାର୍ଯ୍ୟକର୍ତ୍ତା ସୋନମଙ୍କ ଉପରେ ଲଗାଇଥିବା ସମସ୍ତ କଟକଣାକୁ ହଟାଇ ଦେଇଛି ।ସାମ୍ବିଧାନିକ ସୁରକ୍ଷା ଏବଂ ଲଦାଖକୁ ରାଜ୍ୟ ମାନ୍ୟତା ଦାବି କରି ହିଂସାକୁ ଉସୁକାଇବା ଏବଂ ଉତ୍ତେଜନାପୂର୍ଣ୍ଣ ଭାଷଣ ଦେବା ଅଭିଯୋଗରେ ସେପ୍ଟେମ୍ବର ୨୦୨୫ ରେ ଲେହରେ […]

ରାଜ୍ୟସଭା ନିର୍ବାଚନ: ବିଜେଡିର ମକ ପୋଲିଂ

ରାଜ୍ୟସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ । ଏନେଇ ବିଜେଡି ବିଧାୟକ ସାରଦା ଜେନା ସୂଚନା ଦେଇଛନ୍ତି । ବିଜେଡି ବିଧାୟକମାନେ ଯୋଗ ଦେଇ ନିର୍ବାଚନ ପ୍ରକ୍ରିୟା ବାବଦରେ ବୁଝିବେ । ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କ ବୈଠକ ରହିଛି । ସନ୍ଧ୍ୟା ୫ଟା ୩୦ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଦେବେ । ରାଜ୍ୟସଭା ନିର୍ବାଚନ ପରିଚାଳନା ଉପରେ ନବୀନ ପଟ୍ଟନାୟକ ଗୁରୁତ୍ୱର ସହ ନେଇଛନ୍ତି ।ଗତକାଲି ନବୀନ ପଟ୍ଟନାୟକ […]

୪ ବର୍ଷ ଧରି ମିଳିଥିଲା ବିବାହ ପ୍ରତିଶ୍ରୁତି, ଶେଷରେ ଭିଡିଓ କରି ଆତ୍ମହତ୍ୟା କଲେ ଯୁବତୀ

ଉତ୍ତର ପ୍ରଦେଶର ଆଗ୍ରା ଜିଲ୍ଲା ତାଜଗଞ୍ଜ ଥାନା ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି । ତାଜଗଞ୍ଜ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି ।ଭାଇରାଲ ଭିଡିଓରେ ମୃତ ଯୁବତୀ ଜଣକ ଅଭିଯୁକ୍ତ କନଷ୍ଟେବଳ ଜେବି ଗୌତମଙ୍କ ବିରୁଦ୍ଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ଯୁବତୀଙ୍କ କହିବା ଅନୁଯାୟୀ, ଗୌତମ ତାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଗତ ଚାରି ବର୍ଷ ଧରି ସ୍ତ୍ରୀ ଭାବରେ ରଖି ଆସୁଥିଲେ। ମାତ୍ର ବିବାହ ପାଇଁ ଚାପ ପକାଇବା […]

୧୬ରେ ବିଧାନସଭା ବୈଠକ ବନ୍ଦ

ରାଜ୍ୟସଭା ନିର୍ବାଚନ ଲାଗି ଚଳିତ ମାସ ୧୬ ପୂର୍ବାହ୍ଣ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଥିବାରୁ ଏହିଦିନ ବିଧାନସଭା ବୈଠକ ହେବନାହିଁ। ଶୁକ୍ରବାର ଗୃହରେ ଗୃହୀତ କାର୍ଯ୍ୟ ପରାମର୍ଶଦାତା କମିଟିଙ୍କ ରିପୋର୍ଟ ଅନୁଯାୟୀ ଏହା ସ୍ଥିରିକୃତ ହୋଇଛି। ମାର୍ଚ୍ଚ ୧୬ ବୈଠକରେ ଆଲୋଚନା ହେବାକୁ ଥିବା ପ୍ରଶ୍ନଗୁଡିକର ଉତ୍ତର ୧୭ ତାରିଖ (ମଙ୍ଗଳବାର) ଗୃହରେ ଉପସ୍ଥାପିତ ହେବ ବୋଲି ଧରି ନିଆଯିବ।ଏହା ସହିତ, ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ସହିତ […]