ନବମ ଶ୍ରେଣୀ ଛାତ୍ରୀର ଜୀବନ ବଞ୍ଚାଇ ଦେଲା ମୃତ କୁକୁର !

ମଲା କୁକୁର ଦେଲା ନୂଆ ଜୀବନ ଦାନ… ଆତ୍ମହତ୍ୟା ଉଦ୍ୟମ କରି ନଦୀକୁ ଡେଇଁ ପଡିଲେ ଛାତ୍ରୀ । ଗଜପତି ଜିଲ୍ଲାରେ ବିଦ୍ୟାଳୟରୁ ଫେରୁଥିବା ସମୟରେ ଜଣେ ନବମ ଶ୍ରେଣୀ ଛାତ୍ରୀ କୌଣସି କାରଣରୁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଛାତ୍ରୀ ଜଣକ ନିଜ ୟୁନିଫର୍ମ ଓ ସ୍କୁଲ ବ୍ୟାଗ୍ ସହ ମହେନ୍ଦ୍ରତନୟା ନଦୀ ବ୍ରିଜ ଉପରୁ ଡେଇଁ ପଡିଥିଲେ । କିନ୍ତୁ ସୌଭାଗ୍ୟ ବଶତଃ ବ୍ରିଜରୁ ତଳେ ପଡ଼ିବା ସମୟରେ ଏକ କୁକୁରର ମୃତଦେହ ଭର୍ତ୍ତି […]

୧୦୦ ଟଙ୍କାର ଗହମ ଚୋରି ପାଇଁ ୪୫ ବର୍ଷ ପରେ ଧରା ପଡିଲା ଚୋର

ମଧ୍ୟପ୍ରଦେଶର ଖରଗୋନ ଜିଲ୍ଲାର ଜଣେ ୬୫ ବର୍ଷୀୟ ବ୍ୟକ୍ତି ଫେରାର ହେବାର ୪୫ ବର୍ଷ ପରେ ଏକ ଚୋରି ଅଭିଯୋଗରେ ଗିରଫ ହୋଇଛନ୍ତି । ମାମଲା ୧୯୮୦ ମସିହାର । ବାଲକାୱଡ଼ା ଥାନା ଅଧୀନସ୍ଥ ବଲଖଡ଼ ଗାଁ ନିକଟସ୍ଥ ବାଲସମୁନ୍ଦ କାକଡ଼ ଅଞ୍ଚଳରେ ସଲିମଙ୍କ ସମେତ ୭ ଜଣ ଯୁବକ ଦିନେ ରାତିରେ କ୍ଷେତରେ ପଶି ମାତ୍ର ୧୦୦ ଟଙ୍କା ମୂଲ୍ୟର ଗହମ ଚୋରି କରିଥିବା ଅଭିଯୋଗ ହୋଇଥିଲା । ସେତେବେଳେ ୧ କ୍ୱିଣ୍ଟାଲ ଭଲ ଗୁଣବତ୍ତା […]

ଅନୁସୂଚିତ ଜାତିର ଯୁବତୀଙ୍କ ନିଯୁକ୍ତି ପରେ ୮୧ ଦିନ ଧରି ବନ୍ଦ ଅଙ୍ଗନବାଡି

ଆଜିର ଡିଜିଟାଲ ଯୁଗରେ ବଞ୍ଚିଛି ଜାତିପ୍ରଥା । ଜାତିପ୍ରଥାର ଏଭଳି କୁତ୍ସିତ ପରମ୍ପରା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ । ଅନୁସୂଚିତ ଜାତିର ଯୁବତୀଙ୍କ ନିଯୁକ୍ତି ପରେ ଅଙ୍ଗନବାଡ଼ିକୁ ଶିଶୁଙ୍କୁ ପଢିବାକୁ ଛାଡୁ ନାହାନ୍ତି ଗ୍ରାମବାସୀ । ଏପରିକି ସହାୟିକାଙ୍କ ହାତରୁ ପ୍ରସୂତି ଏବଂ ଶିଶୁଙ୍କ ପାଇଁ ଆସୁଥିବା ଖାଦ୍ୟ ମଧ୍ୟ ଗ୍ରହଣ କରୁନାହାନ୍ତି । ପରମ୍ପରା ଓ ଜାତିପ୍ରଥାକୁ ନେଇ ୮୧ ଦିନ ହେଲା ଅଙ୍ଗନବାଡି କେନ୍ଦ୍ରରେ ତାଲା ଝୁଲୁଛି । ଏନେଇ ଅଙ୍ଗନବାଡି […]

ଚନ୍ଦ୍ରଯାନ-୪: ଲ୍ୟାଣ୍ଡିଂ ପାଇଁ ସ୍ଥାନ ଚିହ୍ନଟ କଲା ଇସ୍ରୋ

ଚନ୍ଦ୍ରଯାନ-୪ ମିଶନ ପାଇଁ ଚନ୍ଦ୍ର ପୃଷ୍ଠରେ ସୁରକ୍ଷିତ ଅବତରଣ ସ୍ଥଳୀ ପାଇଛି ଇସ୍ରୋ । ଚନ୍ଦ୍ରର ଦକ୍ଷିଣ ମେରୁ ନିକଟରେ ଅବତରଣ କରିବ ଚନ୍ଦ୍ରଯାନ-୪ । ଚନ୍ଦ୍ରଯାନ-୨ ଅର୍ବିଟର୍‌ରେ ମିଳିଥିବା ଫଟୋ ଆଧାରରେ ବୈଜ୍ଞାନିକମାନେ ମନ୍ସ ମାଉଣ୍ଟେନ୍ (ଏମ୍‌ଏମ୍-୪) କ୍ଷେତ୍ରକୁ ଅବତରଣ ପାଇଁ ଉପଯୁକ୍ତ ବୋଲି କହିଛନ୍ତି । ତେବେ ଚନ୍ଦ୍ରରୁ ମାଟି ଏବଂ ପଥର ସଂଗ୍ରହ କରି ପୃଥିବୀକୁ ଆଣିବାକୁ ଲକ୍ଷ୍ୟ। ୨୦୨୮ ମସିହାରେ ଚନ୍ଦ୍ରଯାନ-୪ ଲଞ୍ଚ କରିବାକୁ ଲକ୍ଷ୍ୟ ରହିଛି ଇସ୍ରୋ ।କେନ୍ଦ୍ର ସରକାର […]

ପୁଅ ବୋହୂଙ୍କ ନିର୍ଯାତନା ଅସହ୍ୟ ହେବାରୁ ସୁବର୍ଣ୍ଣ ଦେଇଙ୍କୁ ସମର୍ପଣ, ବୃଦ୍ଧାଶ୍ରମରେ ପୁନଃ ଥଇଥାନ

ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ, ଅଞ୍ଜଳି ମଛଖଣ୍ଡ ଙ୍କ ନିର୍ଦେଶରେ ଅଧିକାର ମିତ୍ର ,ପ୍ରଫୁଲ୍ଲ କୁମାର ବେହେରାଙ୍କ ତତ୍ୱlବଧାନରେ ପ୍ରତାପ ପ୍ରସାଦ ନିବାସୀ ସୁବର୍ଣ୍ଣ ଦେଇଙ୍କୁ ଲେଖନପୁର ସ୍ଥିତ ‘ସମର୍ପଣ ‘ ବୃଦ୍ଧାଶ୍ରମରେ ପୁନଃ ଥଇଥାନ କରାଯାଇଛି l ସୁବର୍ଣ୍ଣ ଦେଇଙ୍କ ସ୍ଵାମୀଙ୍କ ଦେହାନ୍ତ ପରେ ତାଙ୍କର ଦୁଇ ପୁଅ, ବୋହୂ ତାଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଥିଲା l ଏଥିରେ ସେ ଅତିଷ୍ଠ ହୋଇ ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ଦ୍ବାରସ୍ଥ […]

ଜିଲ୍ଲା ଓ ଜିଲ୍ଲା ବାହାରେ ଚାଲିଥିଲା ବେନାମୀ କାରବାରଟ୍ରକ ସହ ୨ ପିକ୍ ଅପ୍‌ ଜବତ

ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ଼ ଜିଲ୍ଲାର ଗୁଟଖା ମାଫିଆ କମଳ ସାହୁ ଉପରେ ପୁଲିସ ପ୍ରଭାବ ବେଶ ଭାରି ହୋଇଛି । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀଙ୍କ ନିର୍ଦ୍ଦେଶରେ ଚାଲିଥିବା ଗୁଟଖା ଚଢ଼ାଉରେ ପୁଲିସକୁ ଆଜି ଏକ ବଡ଼ ସଫଳତା ମିଳିଛି । ଜେଲରେ ରହିଥିବା ଅଭିଯୁକ୍ତ କମଳ ସାହୁର ୩ଟି ଗୁଟଖା ବୋଝେଇ ଗାଡ଼ିକୁ ପୁଲିସ ଜବତ କରିଛି । ନୟାଗଡ଼ ସଦରଥାନା ପୁଲିସ ଖବର ପାଇ ଖୁଣ୍ଟୁବନ୍ଧ ଗ୍ରାମ ନାରାୟଣୀ ମନ୍ଦିର ନିକଟରୁ ଦୁଇଟି […]

ଫେବୃୟାରୀ ମାସ ସାରା ଚାଲିବ କୃମିନାଶ ଓ ଭିଟାମିନ-ଏ ଅଭିଯାନ

ଶିଶୁ ପୁଷ୍ଟିସାରକୁ ସୁଦୃଢ଼ କରିବା, ରକ୍ତହୀନତା ନିରାକରଣ କରିବା ଏବଂ ଅନ୍ତନଳୀର କୃମି ସଂକ୍ରମଣକୁ ରୋକିବା ପାଇଁ ଫେବୃୟାରୀ ୧୦ରେ କୃମିନାଶକ ଦିବସ ପାଳନ କରାଯିବ। ଏହା ସହିତ ଫେବୃଆରୀ ମାସ ସାରା ରାଜ୍ୟରେ ଭିଟାମିନ୍ ଏ ସପ୍ଲିମେଣ୍ଟେସନ୍ (VAS) କାର୍ଯ୍ୟକ୍ରମ ଚାଲିବ I ସେହିପରି ଲିମ୍ଫାଟିକ ଫାଇଲେରିଆସିସ୍- ସମୂହ ଔଷଧ ସେବନ (ଏଲ୍ଏଫ୍ -ଏମଡିଏ) କାର୍ଯ୍ୟକ୍ରମ କିଛି ଜିଲ୍ଲାରେ କାର୍ଯ୍ୟକାରୀ କରାଯିବ ବୋଲି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।୩୦ ଜିଲ୍ଲାରେ […]

ପାକିସ୍ତାନକୁ ଝଟକା। ସିନ୍ଧୁ ନଦୀଜଳ ଚୁକ୍ତି ବାତିଲ କରିବା ପରେ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ପାକିସ୍ତାନକୁ ଝଟକା। ସିନ୍ଧୁ ନଦୀଜଳ ଚୁକ୍ତି ବାତିଲ କରିବା ପରେ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ। ଜମ୍ମୁକାଶ୍ମୀରର ଚେନାବ ନଦୀରେ ଏକ ବୃହତ୍‌ ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ ପ୍ରକ୍ରିୟା ଆରମ୍ଭ କଲା ଭାରତ। ଏଥିପାଇଁ ୫,୧୨୯ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ପ୍ରକଳ୍ପ ନିର୍ମାଣ ଲାଗି ଜାତୀୟ ଜଳବିଦ୍ୟୁତ ଶକ୍ତି ନିଗମ (ଏନ୍‌ଏଚ୍‌ପିସି) ଲିମିଟେଡ ପକ୍ଷରୁ ଗତ ୫ ତାରିଖରେ ବିଭିନ୍ନ କମ୍ପାନିଙ୍କୁ ଆମନ୍ତ୍ରଣ କରାଯାଇଛି । ଜମ୍ମୁ-କାଶ୍ମୀରର ରାମବନ ଓ ଉଧମପୁର ଜିଲ୍ଲାରେ ଚେନାବ […]

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ପାଳି ଅଭିଯୋଗ ଶୁଣାଣି

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ବର ୟୁନିଟ୍-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଆଜି ଥିଲା ୧୭ତମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀଙ୍କ ସହିତ ୫ ଜଣ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଭଦ୍ରକର ବ୍ରଜକିଶୋର ବନ୍ଧାଙ୍କୁ ୧ ଲକ୍ଷ ଟଙ୍କା ଏବଂ ଯାଜପୁରର କାର୍ତ୍ତିକ ସିଙ୍କୁ ୧.୫୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ମଞ୍ଜୁର କରାଯାଇଛି। ପାଟଣାଗଡ଼ରୁ ଆସିଥିବା କିଡନୀ ଓ […]

ପଦ୍ମପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

ପଦ୍ମପୁର/ରାୟଗଡ:- ତା.୦୯-୦୨-୨୦୨୬ରିଖ ଦିନ ପଦ୍ମପୁର ବ୍ଲକ ସଦଭାବନା ସଭାଗୃହ ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିର ରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଜିଲ୍ଲା ବନଖଣ୍ଡ ଅଧିକାରୀ ସଚିନ ଆନା ସାହେବ ଓହୋଲ, ଅତିରିକ୍ତ ଆରକ୍ଷୀ ଅଧିକାରୀ ଗୋସେନର ବରାଳ, ଜିଲ୍ଲା […]

୧୦୦ କୋଟି ସ୍ମାର୍ଟଫୋନ୍ ଉପରେ ସାଇବର ଆଟାକ୍ ବିପଦ

ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଥିବା ଲୋକଙ୍କ ପାଇଁ ବଡ କଥା | ଗୁଗୁଲ୍ ନିଶ୍ଚିତ କରିଛି ଯେ ୪୦% ରୁ ଅଧିକ ଅର୍ଥାତ ୧୦୦ କୋଟି ଆଣ୍ଡ୍ରଏଡ୍ ଫୋନ୍ ଏବେ ମାଲୱେର୍ ଏବଂ ସ୍ପାଏୱାୟାର ଆକ୍ରମଣର ଶିକାର ହୋଇପାରନ୍ତି । ଆଣ୍ଡ୍ରଏଡ୍ ୧୨ କିମ୍ବା ପୁରୁଣା ଭର୍ସନ ଚଲାଉଥିବା ଆଣ୍ଡ୍ରଏଡ୍ ଫୋନ୍ଗୁଡ଼ିକ ଆଉ ସୁକ୍ୟୁରିଟି ଅପଡେଟ୍ ପାଉନାହାଁନ୍ତି, ତେଣୁ ଏପରି ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଥିବା ଲୋକମାନେ ବିପଦରେ ଅଛନ୍ତି । ରିପୋର୍ଟ ଅନୁଯାୟୀ, ୨୦୨୧ କିମ୍ବା […]

ଅର୍ଡର କଲେ ସିଟ୍‌ରେ ପାଖରେ ମିଳିବ ଖାଦ୍ୟ। ଆଇଆରସିଟିସି ଆରମ୍ଭ କରିଛି ଇ-ପ୍ୟାଣ୍ଟ୍ରି

ଆଇଆରସିଟିସି ଆରମ୍ଭ କରିଛି ଇ-ପ୍ୟାଣ୍ଟ୍ରି। ଏବେ ଟ୍ରେନ୍ ଯାତ୍ରା ପୂର୍ବରୁ ଅନଲାଇନ୍ ରେ କରିପାରିବେ ଖାଦ୍ୟପେୟ ବୁକିଂ। ଆପଣଙ୍କ ସିଟ୍ ପାଖରେ ପହଞ୍ଚିଯିବ ଗରମା ଗରମ ଖାଦ୍ୟ। ପୂର୍ବରୁ ଏହି ସୁବିଧା କେବଳ ପ୍ରିମିୟମ୍ ଟ୍ରେନ୍ ରେ ଥିଲା। ଏହି ସୁବିଧା ଏବେ ୨୫ ମେଲ୍ ଏକ୍ସପ୍ରେସ୍ ଟ୍ରେନ୍ ରେ ମିଳିବ। ଏହାଦ୍ଵାରା ରେଳ ଯାତ୍ରୀଙ୍କ ଯାତ୍ରା ଆହୁରି ସୁଖଦ ଏବଂ ଆରାମଦାୟକ ହେବ। ଯାତ୍ରୀଙ୍କ ଫିଡବ୍ୟାକ୍ ଏବଂ ଆବଶ୍ୟକତାକୁ ଦେଖି ପରବର୍ତ୍ତୀ ସମୟରେ ଏହି ସର୍ଭିସ୍ […]