ରାୟଗଡ ଜିଲ୍ଲା ର ଆମ୍ବଦଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଦୀର୍ଘ 6 ମାସ ଧରି ଅନିୟମିତତା ଏବଂ ବେଆଇନ କାର୍ଯ୍ୟକଳାପ ! ସର୍ବଦା ଖବର କାଗଜ ରେ ପ୍ରକାଶିତ ହୋଇ ଆସୁଥିଲା l ବିଦ୍ୟାଳୟ ପ୍ରଧାନ ଶିକ୍ଷକ କଲା ବାମନ ମୂର୍ତ୍ତି ଙ୍କ ଦ୍ୱାରା ବିଦ୍ୟାଳୟ ର ଛାତ୍ର ଙ୍କୁ ଶିକ୍ଷା ଦିବସ ମଧ୍ୟ ରେ ବିଦ୍ୟାଳୟ ! ତଥା ଅଭିଭାବକ ଙ୍କୁ ଦୁର୍ବ୍ୟବହାର କରିବା ! ବିଦ୍ୟାଳୟ ମଧ୍ୟ ରେ ସରସ୍ୱତି ଙ୍କ ମୂର୍ତ୍ତି […]
ଗୁରୁବାର ଭାରତୀୟ ସେନାର Su-30 MKI ଲଢ଼ୁଆ ବିମାନ ନିଖୋଜ ହୋଇଯାଇଥିଲା । ଯାହାପରେ ସନ୍ଧାନକାର୍ଯ୍ୟ ଆରମ୍ଭ କରିଦେଇଥିଲା । ତେବେ ବିମାନଟି କ୍ରାଶ୍ କରିଯାଇଥିବା ସୂଚନା ମିଳିଛି । ଏନେଇ ଏକ୍ସ ଯୋଗେ ବାୟୁସେନା ପକ୍ଷରୁ ଅପଡେଟ୍ ଦିଆଯାଇଛି ।ସୁଖୋଇ-୩୦ ବିମାନ ଦୁର୍ଘଟଣାରେ ସ୍କ୍ୱାଡ୍ରନ୍ ଲିଡର ଅନୁଜ ଏବଂ ଫ୍ଲାଇଟ୍ ଲେଫ୍ଟନାଣ୍ଟ ପୂର୍ବେଶ ଦୁରାଗକରଙ୍କ ମୃତ୍ୟୁ ହୋଇଛି । ଭାରତୀୟ ବାୟୁସେନା ସ୍କ୍ୱାଡ୍ରନ୍ ଲିଡର ଅନୁଜ ଏବଂ ଫ୍ଲାଇଟ୍ ଲେଫ୍ଟନାଣ୍ଟ ପୂର୍ବେଶ ଦୁରାଗକରଙ୍କ ମୃତ୍ୟୁରେ ଗଭୀର […]
ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାପମାତ୍ରା ବୃଦ୍ଧି ପାଇବା ସହିତ ସକାଳେ କୁହୁଡ଼ି ଓ ଦିନରେ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ପାରଦ ୩୯ ଡିଗ୍ରୀ ଟପିଥିଲା।ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ୮ ତାରିଖ ରବିବାର ବେଳକୁ ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, […]
ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଲାଗିଛି । ଅମିତ ଶାହଙ୍କ ସ୍ଵାଗତ ସହ ଉଦ୍ଘାଟିତ ଓ ଶିଳାନ୍ୟାସ ସମ୍ପର୍କିତ ବଡ଼ ବଡ଼ ହୋର୍ଡିଂ । ଗୃହମନ୍ତ୍ରୀ ଅମିତ ଶାହ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । କଟକ, ଭୁବନେଶ୍ଵର ଓ ଅନ୍ୟ ସ୍ଥାନରେ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ।ଏହା ସହିତ ଏହାର ଅସ୍ଥାୟୀ କ୍ୟାମ୍ପସକୁ ମଧ୍ୟ ଉଦଘାଟନ କରିବେ । […]
ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ l ଆଜି ଅପରାହ୍ଣରେ ନୀଳ ଚକ୍ର ଉପରେ ଏକ ଚିଲ ବସିଥିବାର ଦୃଶ୍ୟ ଦେଖିବାକୁ ମିଳିଛି l ପତିତପାବନ ବାନା ଉପରେ କିଛି ସମୟ ଧରି ବସିଥିଲା ଚିଲ । ଏନେଇ ବିଭିନ୍ନ ମହଲରେ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ସେହିପରି ଗତ କିଛି ମାସ ତଳେ ପୁରୀ ଶ୍ରୀମନ୍ଦିରରେ ଦେଖିବାକୁ ମିଳିଥିଲା ଏହିଭଳି ଦୃଶ୍ୟ । ଏହି ଦୃଶ୍ୟ ଦେଖି ଭକ୍ତମାନେ କିଛି ସମୟ ପାଇଁ ଚିଲଟିକୁ […]
ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ଭୁବନେଶ୍ୱରସ୍ଥିତ ଲାଇଫ୍ (LYFE) ହୋଟେଲରେ ‘ଗୋ-ହୋମଷ୍ଟେ’ (Go-Homestay) ପୋର୍ଟାଲର ଶୁଭାରମ୍ଭ କରି ଓଡ଼ିଶାରେ ସମୁଦାୟ-ନେତୃତ୍ୱାଧୀନ ପର୍ଯ୍ୟଟନକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି।ଅଂଶୀଦାରମାନଙ୍କୁ ସଚେତନ କରିବା ଏବଂ ‘ଓଡ଼ିଶା ହୋମଷ୍ଟେ ସ୍କିମ୍ ୨୦୨୫’ କୁ କାର୍ଯ୍ୟକାରୀ କରିବା ଲକ୍ଷ୍ୟରେ ଆୟୋଜିତ ‘ଓଡ଼ିଶା ହୋମଷ୍ଟେ କର୍ମଶାଳା’ ସହିତ ଏହି ଶୁଭାରମ୍ଭ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଅଭିଜ୍ଞ ହୋମଷ୍ଟେ ମାଲିକମାନଙ୍କ ସହ ପ୍ୟାନେଲ୍ ଆଲୋଚନା ମଧ୍ୟ କରାଯାଇଥିଲା, ଯେଉଁଥିରେ […]
ନୂତନ ଅପରାଧିକ ଆଇନରେ ଐତିହାସିକ ସଂଶୋଧନ ଓ ନୂତନ ନ୍ୟାୟ ବ୍ୟବସ୍ଥା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ୟୁନିଟ–III ସ୍ଥିତ ପ୍ରଦର୍ଶନୀ ପଡିଆ, ଭୁବନେଶ୍ୱରଠାରେ “ନ୍ୟାୟ ସଂହିତା ପ୍ରଦର୍ଶନୀ” ଆୟୋଜନ କରାଯାଉଛି। ଆସନ୍ତା ୬ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହି ପ୍ରଦର୍ଶନୀକୁ ଉଦଘାଟନ କରିବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ । ଏହି ପ୍ରଦର୍ଶନୀ ଜନସାଧାରଣଙ୍କ ପାଇଁ ୭ରୁ ୧୦ […]
ଭାରତ ସରକାରଙ୍କ ପକ୍ଷରୁ, ବୈଦେଶିକ ସଚିବ ବିକ୍ରମ ମିଶ୍ର ଗୁରୁବାର (ମାର୍ଚ୍ଚ ୫, ୨୦୨୬) ନୂଆଦିଲ୍ଲୀସ୍ଥିତ ଇରାନ ଦୂତାବାସରେ ଏକ ଶୋକ ପୁସ୍ତକରେ ସ୍ବାକ୍ଷର କରିଥିଲେ ଏବଂ ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।୨୮ ଫେବ୍ରୁଆରୀ ୨୦୨୬ରେ ଇସ୍ରାଏଲ ଓ ଆମେରିକା ମିଳିତ ଭାବ ଇରାନ ଉପରେ ବଡ଼ ସ୍ତରରେ ଆକ୍ରମଣ କରିଥିଲେ, ଏଥିରେ ଇରାନର ସୁପ୍ରିମ ଲିଡର ଆୟତୁଲ୍ଲା ଅଲୀ ଖାମେନିଙ୍କ ମୃତ୍ୟୁ ହୋଇଥିଲା।୮୬ ବର୍ଷୀୟ ଅଲି ଖାମେନେଇ […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ୟୁକ୍ରେନ ଏବଂ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧର ଶୀଘ୍ର ଶେଷ ପାଇଁ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି ଯେ ଯେକୌଣସି ବିବାଦର ସମାଧାନ ଯୁଦ୍ଧ ନୁହେଁ, କେବଳ ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ହୋଇପାରିବ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ବିବୃତ୍ତି ଏପରି ଏକ ସମୟରେ ଆସିଛି ଯେତେବେଳେ ଫେବୃଆରୀ ୨୮ରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ପରେ ଇରାନ ସହିତ ଉତ୍ତେଜନା ଯଥେଷ୍ଟ ବୃଦ୍ଧି ପାଇଛି।ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜ ବିଷୟରେ ଉଲ୍ଲେଖ କରି […]
ଗଂଜାମ ଜିଲ୍ଲା ଭଂଜନଗର ଥାନା ଠାରୁ କିଛି ଦୂରରେ ଥିବା କୋର୍ଟ ସମୁଖରେ ଗୁରୁବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ଅତି ନିର୍ମମ ଭାବେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଆଜି ଅପରାହ୍ନ ସାଢେ ୨ଟା ସମୟରେ ଭଞ୍ଜନଗର ଥାନା ଅନ୍ତର୍ଗତ ବୁଦୁଲି ଗ୍ରାମର ରାମନାଥ ସ୍ବାଇଁଙ୍କ ପୁଅ ଅଶୋକ ଏକ କେଶ ମାମଲାର ବାଇଦାରେ ହାଜର ହେବାକୁ କୋର୍ଟକୁ ଆସୁଥିଲେ । ଏହି ସମୟରେ ଥାନା ଅନ୍ତର୍ଗତ ଡିହ ପଢାଳ […]
ଆଜି ନୁହେଁ ଆସନ୍ତାକାଲି ଓଡିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଓଡିଶା ପହଞ୍ଚିବା ପରେ ସିଧା ମୁଣ୍ଡୁଳି ଯାଇ କାର୍ଯ୍ୟକ୍ରମରେ ଯୋଗ ଦେବେ । ପରେ ପରେ ପାରାଦୀପ ଓ ଭୁବନେଶ୍ୱରରେ ମଧ୍ୟ ଶାହ କାର୍ଯ୍ୟକ୍ରମରେ ଯୋଗ ଦେବାର ଅଛି । ଜଟଣୀ ଠାରେ ଜାତୀୟ ଫୋରେନସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଫୋରେନସିକ୍ ବିଜ୍ଞାନ ପରୀକ୍ଷାଗାର, ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବେ । ସେଦିନ ଅପରାହ୍ଣରେ ଭୁବନେଶ୍ୱର ଇଡ଼କୋ ପ୍ରଦର୍ଶନୀ […]
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଗୁରୁବାର ରାଜ୍ୟସଭା ନିର୍ବାଚନ ପାଇଁ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନେକ ବରିଷ୍ଠ ଏନଡିଏ ନେତା ଉପସ୍ଥିତ ଥିଲେ।ଫେବୃଆରୀ ୨୭ରେ ୧୦ମ ଥର ପାଇଁ ନୀତୀଶ କୁମାର ବିହାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିଲେ । ରାଜ୍ୟସଭା ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବାର ତାଙ୍କର ନିଷ୍ପତ୍ତି ସମସ୍ତଙ୍କୁ ଚକିତ କରିଛି । ତେବେ ଖୁବ୍ ଶୀଘ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ପାରନ୍ତି […]
