ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ମନମୋହନ ସାମଲ । ସେପରି ବିଜେପିର ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ସୁଜିତ କୁମାର । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ନାମାଙ୍କନ ଭରିଛନ୍ତି । ସ୍ୱାଧୀନ ପ୍ରାର୍ଥୀ ଭାବେ ଦିଲ୍ଲୀପ ରାୟ ମଧ୍ୟ ନାମାଙ୍କନ ଭରିଛନ୍ତି । କିଛି ସମୟ ପୂର୍ବରୁ ବିଜେଡିରୁ ତୃତୀୟ ପ୍ରାର୍ଥୀ ବାବେ ସଂତୃପ୍ତ ମିଶ୍ର ଏବଂ କମନ କ୍ୟାଣ୍ଡିଡେଟ ଭାବେ ଡାକ୍ତର ଦତ୍ତେଶ୍ୱର ହୋତା ନାମାଙ୍କ ଦାଖଲ କରିସାରିଛନ୍ତି ।
ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ । ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ଉପ ସଭାପତି ଡଃ ନିହାର ରଞ୍ଜନ ମହାନ୍ତିଙ୍କ ସମେତ ୮ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର ହୋଇଛି ।କୌଣସି ଅଭିଯୁକ୍ତଙ୍କୁ ବୋର୍ଡର କନଫିଡେନସିଆଲ କାମରେ ନିଯୁକ୍ତ ନକରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ଅଭିଯୁକ୍ତ ମାନେ ତଦନ୍ତରେ ସହଯୋଗ କରିବା ଏବଂ ଅଦଲତଙ୍କ ବିନା ଅନୁମତିରେ ଅଭିଯୁକ୍ତ ମାନେ ବିଦେଶ […]
ରାୟଗଡା ଥେରୁବାଲି ସ୍ଥିତ ଇମ୍ଫା କାରଖାନା ନିଜର ସୁରକ୍ଷା ଦାୟିତ୍ୱବୋଧ ଏବଂ କାର୍ଯ୍ୟକ୍ଷମ ଦକ୍ଷତାର ଏକ ଦୃଢ଼ ପ୍ରଦର୍ଶନ ସ୍ୱରୂପ, ଇମ୍ଫା ଥେରୁବାଲି ପକ୍ଷରୁ ଆନୁଷ୍ଠାନିକ ଭାବେ ୫୫ତମ ଜାତୀୟ ସୁରକ୍ଷା ସପ୍ତାହ ଉଦ୍ଘାଟିତ ହୋଇଯାଇଛି। ୟୁନିଟ୍ ମୁଖ୍ୟ ତଥା ଇ.ଆଇ.ସି ଶ୍ରୀ ଜି.ଭି. ରାକେଶଙ୍କ ରଣନୈତିକ ମାର୍ଗଦର୍ଶନରେ ଆୟୋଜିତ ଏହି କାର୍ଯ୍ୟକ୍ରମ କାରଖାନା ର “ସୁରକ୍ଷା ସର୍ବାଗ୍ରେ” ସଂସ୍କୃତି ଏବଂ କର୍ମଚାରୀଙ୍କ କଲ୍ୟାଣ ପ୍ରତି ଥିବା ଅତୁଟ ପ୍ରତିବଦ୍ଧତାକୁ ପୁନଃ ପ୍ରତିପାଦିତ କରିଛି। ଏହି ସମାରୋହରେ […]
ରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ବିଶ୍ୱ ଶକ୍ତି ବଜାରରେ ତୀବ୍ର ପରିବର୍ତ୍ତନ ଘଟୁଛି। ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ତୈଳ ଯୋଗାଣ ପଥ ମଧ୍ୟରୁ ଗୋଟିଏ, ହର୍ମୁଜ ପ୍ରଣାଳୀ ଦେଇ ତୈଳ ଟ୍ୟାଙ୍କରଗୁଡ଼ିକର ଗତିବିଧି ବୃଦ୍ଧି ପାଇଥିବାରୁ, ସୁରକ୍ଷା ବିପଦ ବୃଦ୍ଧି ପାଇବା ସହିତ ଯଥେଷ୍ଟ ହ୍ରାସ ପାଇଛି। ଏହା ଭାରତ ସମେତ ଅନେକ ଦେଶରେ ତୈଳ ସଙ୍କଟର ଆଶଙ୍କା ସୃଷ୍ଟି କରିଛି।ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଯୁଦ୍ଧ ଓ ହରମୁଜ୍ ପ୍ରଣାଳୀ ଅବରୋଧ ଆନ୍ତର୍ଜାତୀୟ ଅଶୋଧିତ […]
ଇରାନ ଉପରେ ଇସ୍ରାଏଲ ଓ ଆମେରିକାର ଆକ୍ରମଣ ପରେ ୟୁଏଇର ପରିସ୍ଥିତି ସଙ୍କଟ ଜନକ ରହିଛି। ଅନେକ ସ୍ଥାନରେ ଆକାଶ ମାର୍ଗ ବନ୍ଦ ଏବଂ ବିମାନ ବାତିଲ ହେବା ଯୋଗୁ ବଲିଉଡ ତଥା ଆନ୍ତର୍ଜାତୀୟ ସେଲିବ୍ରିଟିଙ୍କ ସମେତ ଶହ ଶହ ଯାତ୍ରୀ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର ତଥା ଜାୟଦ ଅନ୍ତର୍ଜାତୀୟ ବିମାନବନ୍ଦରରେ ଫସି ରହିଛନ୍ତି। ଯୁଦ୍ଧ ଭିତରେ ଦୁବାଇରେ ଫସିଛନ୍ତି ଗାୟକ ଅଭିଜିତ ଭଟ୍ଟାଚାର୍ଯ୍ୟଙ୍କ ପୁଅ ଜୟ ଭଟ୍ଟାଚାର୍ଯ୍ୟ। ଜୟ ଦୁବାଇରେ ଫସି ରହିଥିବା ନେଇ ଗଭୀର […]
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲ । ବିଜେଡି ପ୍ରାର୍ଥୀ ସହ ସଂତୃପ୍ତ ମିଶ୍ର ଭରିଲେ ନାମାଙ୍କନ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓ ପିସିସି ସଭାପତି ଭକ୍ତ ଦାସ ଏକାଠି ବସିଛନ୍ତି ।କକ୍ଷରେ କଂଗ୍ରେସ ବିଧାୟକ ଦଳ ନେତା କାଡାମ ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଅଛନ୍ତି । ବିଜେଡିର ମଧ୍ୟ କିଛି ବିଧାୟକ ନାମାଙ୍କନ ଭରିବା କକ୍ଷରେ ଉପସ୍ଥିତ ଅଛନ୍ତି ।ରାଜ୍ୟସଭା ୪ ଆସନ ପାଇଁ ଉଭୟ ଶାସକ ଦଳ ଓ ବିରୋଧୀ […]
ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। ତାଙ୍କର ହୃଦ୍ରୋଗ ସମସ୍ୟା ଥିବାରୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଡାକ୍ତରମାନେ ତାଙ୍କର ଆଞ୍ଜିଓଗ୍ରାଫି କରିଥିବାବେଳେ ଅନ୍ୟ ଚିକିତ୍ସା ବି କରିଥିଲେ।ହୃଦରୋଗ ସମସ୍ୟା ପାଇଁ ସେ ଗତ ମଙ୍ଗଳବାର ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ । ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଗୁରୁବାର ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ମନ୍ତ୍ରୀଙ୍କ ଅସୁସ୍ଥତା ଖବର ପାଇ ବିଭିନ୍ନ ମହଲରେ ଚିନ୍ତା ପ୍ରକଟ କରାଯିବା ସହ ତାଙ୍କର […]
ଗତ ୨୪ ଘଣ୍ଟା ଧରି ବିହାର ମୁଖ୍ୟମନ୍ତ୍ରୀ ନୀତଶ କୁମାରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଜାରି ରହିଛି । କୁହାଯାଉଥିଲା ଯେ ସେ ତାଙ୍କ ପଦରୁ ଇସ୍ତଫା ଦେବେ ଓ ରାଜ୍ୟସଭା ଯିବେ । ଏହି କଳ୍ପନାଜଳ୍ପନାରେ ପୂର୍ଣ୍ଣଛେଦ ପକାଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଏକ ବିବୃତ୍ତି ଏବେ ପ୍ରକାଶ ପାଇଛି ।ସେ ସୋସିଆଲ ମିଡିଆରେ କହିଛନ୍ତି, ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ନିରନ୍ତର ଭାବରେ ଲୋକଙ୍କର ବିଶ୍ୱାସ ଏବଂ ସମର୍ଥନ ବଜାୟ ରଖିଛି। ସେହି […]
ହୋଲିରେ ଭୁବନେଶ୍ବରରେ ଜମିଲା ଆମିଷ ବେପାର । ହୋଲିରେ ରାଜଧାନୀବାସୀ ଖାଇଲେ ୮ କୋଟିର ଆମିଷ ।ସୂଚନାମୁତାବକ ହୋଲିରେ ୬୦ ଟନ୍ରୁ ଅଧିକ ଖାସି ମାଂସ ବିକ୍ରି ହୋଇଛି। ଖାସି ମାଂସ କେଜି ପିଛା ୮୫୦ରୁ ୯ଶହ ଟଙ୍କାରେ ବିକ୍ରି ହୋଇଥିବାବେଳେ ମୋଟ୍ ୩ କୋଟି ୨ ଲକ୍ଷ ୪୦ ହଜାର ଟଙ୍କାର ଖାସି ମାଂସ ବିକ୍ରି କରାଯାଇଛଇ। ସେହିପରି ୩ କୋଟି ୩୬ ଲକ୍ଷ ୬୫ ହଜାର ଟଙ୍କାର ଚିକେନ୍ ମଧ୍ୟ ବିକ୍ରି ହୋଇଛି। ମାଛ […]
ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ(Birth Anniversary of Biju Patnaik)ଙ୍କର ଜନ୍ମ ଜୟନ୍ତୀ । ବିଜୁ ବାବୁ ୧୯୧୬, ମାର୍ଚ୍ଚ ୫ ରେ କଟକରେ ଜନ୍ମ ଗ୍ରହଣ କରିଥିଲେ । । ୧୯୧୬ ମାର୍ଚ୍ଚ ୫ରୁ ୧୯୯୭ ଏପ୍ରିଲ୍ ୧୭ ତାରିଖ । ଦୀର୍ଘ ୮୧ ବର୍ଷର ଜୀବନ କାଳ ମଧ୍ୟରେ ଓଡିଶାକୁ ଦେଇଥିଲେ ନୂଆ ରୂପ। ତାଙ୍କର ପ୍ରତିଟି ମୁହୂର୍ତ୍ତ ଥିଲା କର୍ମମୟ। ପାଇଲଟ୍, ସଫଳ ଶିଳ୍ପପତି, ବିଚକ୍ଷଣ ରାଜନୀତିଜ୍ଞ, ଦୂରଦ୍ରଷ୍ଟା, ସ୍ବାଭିମାନୀ, […]
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ।ଯେଉଁଥି ଲାଗି ବଡ଼ଦେଉଳରେ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ଗୁରୁବାର ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ପ୍ରାୟ ସଂଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବଡ଼ଠାକୁରଙ୍କ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । ଯେଉଁଥିଲାଗି ପ୍ରାୟ ୪ ଘଣ୍ଟାରୁ ଅଧିକ ସମୟ ବନ୍ଦ […]
ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ ଯିବେ।ରାଜ୍ୟସଭା ୪ ଆସନ ପାଇଁ ଉଭୟ ଶାସକ ଦଳ ଓ ବିରୋଧୀ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିଛନ୍ତି । ଚତୁର୍ଥ ଆସନ ପାଇଁ ବି ଦୁଇ ଜଣଙ୍କ ନାଁ ସ୍ପଷ୍ଟ ହୋଇ ସାରିଛି ।ବିଜେପିରୁ ମନମୋହନ ସାମଲ, ସୁଜିତ୍ କୁମାର ବିଜେଡିରୁ ସଂତୃପ୍ତ ମିଶ୍ର , କମନ କ୍ୟାଣ୍ଡିଡେଟ୍ ଦତ୍ତେଶ୍ବର […]
