ଇରାନ୍ ଉପରେ ଆହୁରି ଜୋରଦାର ହେବ ଆକ୍ରମଣ । ଆକାଶ ମାର୍ଗରୁ ଇରାନର ସବୁ ଯୁଦ୍ଧ କ୍ଷେପଣାସ୍ତ୍ର ଉପରେ ଆକ୍ରମଣ ହେବ ବୋଲି କହିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ପାଖାପାଖି ୪୭ ବର୍ଷ ହେବ ଇରାନ ଆତଙ୍କବାଦ ମାଧ୍ୟମରେ ଆମେରିକାର ନାଗରିକଙ୍କୁ ହତ୍ୟା କରିଛି। ହଜାର ହଜାର ଆମେରିକୀଙ୍କ ରକ୍ତରେ ଖେଳିଛି ଇରାନ୍ । ଏବେ ସମୟ ଆସିଛି ତାର ସବୁ ଦୋଷକୁ ନେଇ ଦଣ୍ଡ ଦିଆଯିବ । ଅନ୍ୟପଟେ ହର୍ମୁଜ ପ୍ରଣାଳୀ ବନ୍ଦ […]
ଚନ୍ଦ୍ରଗ୍ରହଣ ପାଇଁ ପୁରୀ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀ ଜୀଉଙ୍କ ସୁନା ବେଶ ଅନୁଷ୍ଠିତ ସହ ଦୋଳ ବେଦୀ ଠାରେ ସ୍ୱତନ୍ତ୍ର ଦୋଳ ନୀତି ହେବ । ଚଳିତ ବର୍ଷ ଦିନ ବଦଳରେ ରାତିରେ ମହାପ୍ରଭୁଙ୍କ ସୁନା ବେଶ ଦର୍ଶନ କରିବେ ଭକ୍ତ ଶ୍ରଦ୍ଧାଳୁ । ସନ୍ଧ୍ୟା ୬ଟା ୩୦ ରେ ଗ୍ରହଣ ଭୋଗ ହୋଇ ୭ଟାରେ ମଇଲମ କରାଯିବ । ରାତି […]
ମାର୍ଚ୍ଚ ଆରମ୍ଭରୁ ରେକର୍ଡ ଭାଙ୍ଗିଲା ତାତି। ହୋଲିରେ ତାତି ଦେଖାଇବ ତାଉ, ଆହୁରି ବଢ଼ିବ ଖରା। ଏବେଠୁ ଡରେଇଲାଣି ଖରା ।ମଙ୍ଗଳବାର ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ୩୫ ଡିଗ୍ରୀରୁ ୩୮ ଡିଗ୍ରୀ ରହିବ। ୪ ତାରିଖ ବା ହୋଲିରେ ଝାରସୁଗୁଡ଼ାରେ ୩୯ ଡିଗ୍ରୀ ଛୁଇଁ ଯାଇପାରେ। ପାଣିପାଗ ବିଭାଗ ଏହି ଆକଳନ କରିଛି। ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମଲହରି ଅବଧି ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।ମାର୍ଚ୍ଚରୁ ମେ […]
ଆଜି ପବିତ୍ର ଦୋଳ ପୂର୍ଣ୍ଣମୀ । ଦୋଳ ବେଦୀକୁ ବିମାନରେ ବିଜେ ହୋଇଛନ୍ତି ମହାପ୍ରଭୁ । ଫଗୁ ଦଶମୀରୁ ଦୋଳଯାତ୍ରା ଆରମ୍ଭ ହୋଇଥାଏ । ଫାଲ୍ଗୁନ ଶୁକ୍ଳପକ୍ଷ ଦଶମୀରୁ ଓଡ଼ିଶାରେ ଦୋଳ ପାର୍ବଣ ଆରମ୍ଭ ହୋଇଥାଏ। ବିଭିନ୍ନ ସଂକୀର୍ତ୍ତନ ମଣ୍ଡଳୀ ପକ୍ଷରୁ ଦୋଳଗୋବିନ୍ଦଙ୍କୁ ବିମାନରେ ବସାଇ ଘରକୁ ଘର ବୁଲାଯାଏ। ଠାକୁର ସମସ୍ତଙ୍କ ଘରେ ଭୋଗ ଖାଆନ୍ତି।ଲୀଳା ପୁରୁଷୋତ୍ତମ ଭଗବାନ ଶ୍ରୀକୃଷ୍ଣଙ୍କ ଲୀଳା ମାଧୁର୍ଯ୍ୟକୁ ନେଇ ପାଳିତ ହୋଇଆସୁଥିବା ମହୋତ୍ସବଗୁଡ଼ିକ ମଧ୍ୟରେ ‘ଦୋଳଯାତ୍ରା ଓ ହୋଲି’ ଏକ […]
ମଧ୍ୟପ୍ରାଚ୍ୟ ସଙ୍କଟ ଯୋଗୁଁ ଫସିଥିବା ଭାରତୀୟଙ୍କ ପାଇଁ ଖୁସି ଖବର। ଜେଦ୍ଦାହରୁ ରିଲିଫ୍ ବିମାନ ଚଳାଚଳ ଯୋଜନା କରିଛି ଇଣ୍ଡିଗୋ। ସେହିଭଳି ମସ୍କଟ୍ ରୁ ସେବା ପୁନର୍ବାର ଆରମ୍ଭ କରିଛି ଏୟାର ଇଣ୍ଡିଆ ଏକ୍ସପ୍ରେସ। ସୋମବାର ଭାରତ ସରକାର କହିଛନ୍ତି ଯେ, ମଧ୍ୟପ୍ରାଚ୍ୟରେ ଫସି ରହିଥିବା ଯାତ୍ରୀମାନଙ୍କୁ ଭାରତ ଫେରାଇ ଆଣିବା ପାଇଁ ଇଣ୍ଡିଗୋ ମାର୍ଚ୍ଚ ୩ରେ ଜେଦ୍ଦାହରୁ ୧୦ଟି ସ୍ୱତନ୍ତ୍ର ରିଲିଫ୍ ବିମାନ ପରିଚାଳନା କରିବ। ଅନ୍ୟପଟେ ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ […]
ରାଜ୍ୟରେ ହ୍ୟୁମାନ ପାପିଲୋମା ଭାଇରସ୍ (ଏଚ୍ପିଭି) ଟିକାକରଣ କାର୍ଯ୍ୟକ୍ରମ ଜୋରଦାର କରାଯିବ । ଯେଉଁମାନେ ଟିକା ନେବାକୁ ଚାହିଁବେ ସେମାନେ ଅଧାର କାର୍ଡ ସହିତ ବୟସ ପ୍ରମାଣପତ୍ର ନେଇ ୟୁୱିନ୍ ପୋର୍ଟାଲରେ ପଞ୍ଜୀକରଣ କରିବେ । ଏହାପରେ ଟିକା ନେଇପାରିବେ । ୧୪ରୁ ୧୫ ବର୍ଷର କିଶୋରୀ ବା ସେମାନଙ୍କ ଅଭିଭାବକ ନିଜ ମୋବାଇଲ୍ରେ ୟୁୱିନ୍ ପୋର୍ଟାଲକୁ ଯାଇ ସେଠାରେ ଆଧାରକାର୍ଡ ଓ ବୟସ ପ୍ରମାଣପତ୍ର ଅପଲୋଡ୍ କରିଲା ପରେ ଏକ ଓଟିପି ଆସିବ । ପଞ୍ଜୀକରଣ […]
ଗତ 28 ତାରିଖରେ ଶ୍ରୀମନ୍ଦିରରେ ନୀତି ବିଳମ୍ବ ପ୍ରସଙ୍ଗ । ମହାପ୍ରସାଦ ରନ୍ଧା ବନ୍ଦ ଚେତାବନୀ ଦେଲା ସୁଆରମହାସୁଆର ନିଯୋଗ । କ୍ଷତିପୂରଣ ସହ ନୀତି ବିଳମ୍ବରେ ସମ୍ପୃକ୍ତ ସେବକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପାଇଁ ଅଡି ବସିଲା ନିଯୋଗ । ଭିତରକାଠ ଦର୍ଶନ ବିବାଦକୁ ନେଇ ଗତ 28 ତାରିଖରେ ବିଳମ୍ବ ହୋଇଥିଲା ନୀତି ।ଡେରିରେ ବାହାରିଥିଲା ମହାପ୍ରସାଦ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଦେଲା ସୁଆରମହାସୁଆର ନିଯୋଗ । ଦୃଢ କାର୍ଯ୍ୟାନୁଷ୍ଠାନ ସହ […]
ରାୟଗଡ ତା: ୦୨.୦୩.୨୦୨୬- ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ,ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକ,ରାୟଗଡ଼ ବନଖଣ୍ଡ ଅଧିକାରୀ ସଚିନ ଆନା ସାହେବ ଓହଲେ,ଉପଜିଲ୍ଲାପାଳ ରାୟଗଡ଼ ରମେଶ କୁମାର ଜେନା, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ […]
ସରିଲା ମାଟ୍ରିକ ପରୀକ୍ଷା । ଆସନ୍ତା ୧୯ରୁ ଆରମ୍ଭ ହେବ ଖାତାଦେଖା । ଆଜି ଅନ୍ତିମ ଦିନରେ ଗଣିତ ପରୀକ୍ଷା ସୁରୁଖୁରୁରେ ସରିଛି। ଶେଷ ପର୍ଯ୍ୟନ୍ତ କୌଣସି ବି ସେଣ୍ଟରରେ କପି ଧରାପଡ଼ିବା କିମ୍ବା ପ୍ରଶ୍ନପତ୍ର ଭାଇରାଲ ଭଳି ପରିସ୍ଥିତି ଉପୁଜିନାହିଁ । ସାରା ରାଜ୍ୟରେ ୩୦୮୨ଟି କେନ୍ଦ୍ରରେ ମୋଟ ୫ ଲକ୍ଷ ୬୧ ହଜାର ୯୭୯ ଜଣ ଛାତ୍ରଛାତ୍ରୀ ଚଳିତ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ସମସ୍ତ ପରୀକ୍ଷା କେନ୍ଦ୍ରରେ ଲାଗିଥିଲା ସିସିଟିଭି । କମାଣ୍ଡ […]
ମାର୍ଚ୍ଚ ୫ ତାରିଖରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ । ରାଜ୍ୟବ୍ୟାପୀ ୧୧୦ତମ ବିଜୁ ଜୟନ୍ତୀ ଧୁମଧାମରେ ପାଳନ କରିବ ବିଜେଡି । ସବୁ ନେତା, ନିର୍ବାଚିତ ପ୍ରତିନିଧି, ଛାମୁଆ ସଂଗଠନ, ସେଲ ଯାଏଁ ଅବଗତ କରାଯାଇଛି ବୋଲି କହିଛି ବିଜେଡି । ଜିଲ୍ଲା, ନିର୍ବାଚନ ମଣ୍ଡଳୀସ୍ତରରେ ବି ପାଳିତ ହେବ ବିଜୁ ଜୟନ୍ତୀ । କାର୍ଯ୍ୟକ୍ରମରେ ସାମିଲ ହେବେ ପୁଅ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମୃଦ୍ଧ ଓଡିଶା […]
ମଧ୍ୟପ୍ରାଚ୍ୟରେ ବଢୁଥିବା ଆକ୍ରମଣକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ସାମ୍ନାକୁ ଆସିଛି । ମୋଦି କହିଛନ୍ତି,ବିଶ୍ବରେ ଚାଲିଥିବା ବିଭିନ୍ନ ବିବାଦ ନେଇ ଭାରତର ଚିନ୍ତାଧାରା ସମ୍ପୂଣ ସ୍ପଷ୍ଟ। ଆମେ ଶାନ୍ତି ବଜାୟ ରଖିବାକୁ ସମର୍ଥନ କରିଆସିଛୁ। ପଶ୍ଚିମ ଏସିଆର ବର୍ତ୍ତମାନର ସ୍ଥିତି ଆମ ପାଇଁ ଗଭୀର ଚିନ୍ତାର ବିଷୟ। ଆଲୋଚନା ମାଧ୍ୟମରେ ଏହି ସମସ୍ୟାର ସମାଧାନ ହେବା ଆବଶ୍ୟକ। ଏହି ଅଞ୍ଚଳରେ ଥିବା ସମସ୍ତ ଭାରତୀୟଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଆମେ ସମସ୍ତ ଦେଶ […]
ଚାଇନାରୁ ହାର୍ଡୱେୟାର.. ବଂଲାଦେଶ ରୁ ସପ୍ଟୱେୟାର.. ଭାରତରୁ ସିମ.. ଓଡିଶାରୁ ଅପରେଟ |ଚନ୍ଦ୍ରଶେଖରପୁରର ଏକ ହଷ୍ଟେଲରୁ ଠାବ ହୋଇଛି ସିମ୍ ବକ୍ସ । ୧୨ଟି ସିମ୍ ବକ୍ସ ଜବତ କରିବା ସହ ୨ଜଣ କେରଳ ଯୁବକଙ୍କୁ ଅଟକ ରଖାଯାଇଛି । ଆସାମର ସିମ ଆଣି ଚଳାଉଥିଲେ ଯୁବକ । ଡିସିପି ଭୁବନେଶ୍ୱରଙ୍କ ନେତୃତ୍ୱରେ ଚଢାଉବେଳେ ବାଙ୍ଗଲାଦେଶରୁ ଏହି ସିମ୍ ବକ୍ସ ଆସିଥିବା ସୂଚନୂ ରହିଛି । ଓଡ଼ିଶାରେ ଫେକ ପରିଚୟ ପତ୍ର ଦେଇ ହଷ୍ଟେଲ ରେ ରୁମ […]
