ରାଜ୍ୟରେ ଆଗାମୀ ଦିନର ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କ ପାଇଁ ବିଭାଗ ପକ୍ଷରୁ ଏସଓପି ଜାରି କରାଯାଇଛି।ଉଚ୍ଚ ଶିକ୍ଷା ବିଭାଗ ଜାରି କରିଥିବା ଏସ୍ଓପି ଅନୁସାରେ, ଆଗାମୀ ଦିନରେ ହେବାକୁ ଥିବା ପରୀକ୍ଷାକୁ ସକାଳ କରାଯାଉ । ଏଥିପାଇଁ ସମସ୍ତ ପରୀକ୍ଷା ହଲ୍ରେ ବ୍ୟାପକ ପାଣିର ବ୍ୟବସ୍ଥା କରାଯିବା ସହିତ ORS ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ପରିସରରେ ପାନୀୟ ଜଳ […]
ରାଜ୍ୟସଭା ରାଜନୀତି ନେଇ ରାଜ୍ୟ ଉଠୁଛି ପଡୁଛି । ବିଜେଡି-ବିଜେପି-କଂଗ୍ରେସ ଟଣାଓଟରା । ବୟାନ ବି ଜବରଦସ୍ତ । ୪ସେଟ ଫର୍ମ କିଣିଲା ବିଜେପି । ମୁଖ୍ୟ ସଚେତକ ସରୋଜ ପ୍ରଧାନ ଓ ୪ ବିଧାୟକ ଯାଇ ଫର୍ମ କିଣିଲେ । ବିଜେପି ୧୬ ସେଟ ଫର୍ମ କିଣିବାକୁ ନେଇ ବଢିଲା ଚର୍ଚ୍ଚା । ପୂର୍ବରୁ ବିଜେଡି ରାଜ୍ୟସଭା ନିର୍ବାଚନ ପାଇଁ ୬ ସେଟ ଫର୍ମ ନେଇଥିଲା । ବିଧାନସଭା ସମ୍ମିଳନୀ କକ୍ଷରୁ ୬ ସେଟ ଫର୍ମ […]
ଦିନକ ପରେ ଫଗୁ ଓ ଫଗୁଣର ପର୍ବ ହୋଲି। ଏହାକୁ ଧୁମ୍ଧାମ୍ରେ ପାଳନ ପାଇଁ ଚାରିଆଡେ ପ୍ରସ୍ତୁତି ଚାଲିଛି। ସବୁ ଦୋଳ ମେଲଣ ପଡ଼ିଆ ଏବଂ ସାହି ବସ୍ତିରେ ଆଧ୍ୟାତ୍ମିକ ପରିବେଶ। ସାହି, ବସ୍ତି ଓ କଲୋନୀରେ ଠାକୁର ବିମାନରେ ଘର ଘର ବୁଲୁଥିବା ବେଳେ ବଜାରରେ ରଙ୍ଗର ପସରା ଦେଖିବାକୁ ମିଳୁଛି। ରାଜଧାନୀର ବିଭିନ୍ନ ରାସ୍ତାକଡ଼, ଗଳିକନ୍ଦିରେ ରଙ୍ଗ ପସରା ଦୋକାନ ଖୋଲିଛି। ଶାନ୍ତି ଶୃଙ୍ଖଳାର ସହ ହୋଲି ପାଳନ ନେଇ ପୋଲିସର ପ୍ରସ୍ତୁତି ସରିଛି […]
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ଭୁବନେଶ୍ୱର- ଦୁବାଇ ବିମାନ ବାତିଲ । ଏନେଇ ସୂଚନା ଦେଲେ ଭୁବନେଶ୍ୱର ବିମାନ ବନ୍ଦର ନିର୍ଦ୍ଦେଶକ । ଆଜି ଦୁବାଇକୁ ବିମାନ ଯିବାର ସିଡ୍ୟୁଲ ଥିଲା କିନ୍ତୁ ଗତକାଲି ଏହାକୁ କ୍ୟାନସେଲ କରାଯାଇଛି । ଏୟାର ସ୍ପେସ ନ ଥିବାରୁ ମଧ୍ୟ ପୂର୍ବ ଅଞ୍ଚଳ ପାଇଁ ବିମାନ ସେବା ବନ୍ଦ ଅଛି । ଦୁବାଇ, ଧାବି, ମାସର୍କର ପାଇଁ ଏୟାର ସ୍ପେସ ନାହିଁ । ଓ୍ବେଷ୍ଟ ବାଉଣ୍ଡ ଫ୍ଲାଇଟ୍ ପ୍ରଭାବିତ ହୋଇଛି । […]
ଗତ ୫ମାସ ତଳେ ଓଟିଏସ୍ ସ୍କିମ୍ ଲାଗୁ କରିଥିଲେ ରାଜ୍ୟ ସରକାର | ଇତିମଧ୍ୟରେ ମାତ୍ର ୧୦% ଜରିମାନା ଅର୍ଥ ଆଦାୟ ହୋଇଛି । ପରିବହନ ବିଭାଗ ପକ୍ଷରୁ ଗତ ସେପ୍ଟେମ୍ବର ୧୭ରେ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ୧୭ଟି ଏମ୍ଭି ଆକ୍ଟରେ କଟାଯାଇଥିବା ଚାଲାଣ କ୍ଷେତ୍ରରେ ୫୦% ଜରିମାନା ଛାଡ଼୍ କରାଯିବ ବୋଲି କୁହାଯାଇଥିଲା । ପରେ ଆଉ ୭ଟି ଏମ୍ଭି ଆକ୍ଟକୁ ସାମିଲ୍ କରାଯାଇଥିଲା । ବସ୍ ମାଲିକମାନଙ୍କ ଦାବି ପରେ […]
ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ବଢିଲା ସୁନା ଏବଂ ରୂପାର ଦର। ୩ ପ୍ରତିଶତ ଲେଖାଏଁ ସୁନା ଏବଂ ରୂପା ଦର ବୃଦ୍ଧି ଘଟିଛି। ୨୪ କ୍ୟାରେଟ୍ ସୁନା ପାଖାପାଖି ୫ ହଜାର ଟଙ୍କା ବଢିଛି। ୧୦ ଗ୍ରାମ୍ ସୁନାର ଦର ୧ ଲକ୍ଷ ୭୦ ହଜାର ୩୦୯ ଟଙ୍କା ରହିଛି। ସେହିପରି ରୂପା ଦର ମଧ୍ୟ ବୃଦ୍ଧି ଘଟିଛି। କେଜି ୩ ଲକ୍ଷ ୨୫ ହଜାର ୧୦୦ ଟଙ୍କା ରହିଛି। ଆଜି ରାଜଧାନୀ ଭୁବନେଶ୍ଵରରେ ୨୪କ୍ୟାରେଟ ସୁନା […]
ସମ୍ବଲପୁର ଜିଲ୍ଲା ଦୌରାଜଜ୍ କୋର୍ଟକୁ ପୁଣି ଥରେ ବୋମା ଧମକ ମିଳିଛି। ବୋମା ଧମକ ମିଳିବା ପରେ ଘଟଣାସ୍ଥଳରେ ପୁଲିସ୍ ଏବଂ ବମ୍ ସ୍କ୍ଵାଡ୍ ପହଞ୍ଚି ଯାଞକରୁଛି। ଛି। କିଏ ଧମକ ଦେଇଛି ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ।ଖବର ଅନୁଯାୟୀ,ରବିବାର ବିଳମ୍ବିତ ରାତିରେ ସମ୍ବଲପୁର କୋର୍ଟକୁ ଆସିଥିଲା ବୋମାର ଧମକ । ପୂର୍ବରୁ ମଧ୍ୟ ସମ୍ବଲପୁର କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଆସିଥିଲା ଧମକ । ଆଉ ଏବେ ପୁଣି ଥରେ ସେହିଭଳି ଭାବରେ ଆସିଛି ଧମକ […]
ଆଜି ଶ୍ରୀମନ୍ଦିରରେ ଅଗ୍ନି ଉତ୍ସବ ତଥା ମେଣ୍ଢା ପୋଡ଼ି ନୀତି ହେବ । ସନ୍ଧ୍ୟାରେ ଦୋଳୋତ୍ସବର ବିଶେଷ ପର୍ବ ମେଣ୍ଢାପୋଡ଼ି ନୀତି ହେବ । ଠାକୁରେ ଦୋଳବେଦିକୁ ବିଜେ ହେବା ପରେ ଏହି ବିଶେଷ ନୀତି ପାଳନ ହେବ । ମଧ୍ୟାହ୍ନ ଧୂପ ଶେଷ ପରେ ଠାକୁରଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ ଓ ଶ୍ରୀଦେବୀ ଦୋଳବେଦିସ୍ଥିତ ଅଗ୍ନି ଉତ୍ସବ ଗୃହକୁ ବିଜେ ହେବେ । ଅଗ୍ନି ସଂଯୋଗ ପରେ ଅଗ୍ନି ଗୃହକୁ ପ୍ରଦକ୍ଷଣ କରିବେ ଠାକୁର […]
ଇରାନ ଉପରେ ଆମେରିକା ଓ ଇସ୍ରାଏଲର ଆକ୍ରମଣ ଜାରି ରହିଛି । ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖେମିନିଙ୍କ ମୃତ୍ୟୁ ପରେ, ଆମେରିକା ଏବେ ସାମରିକ ଘାଟିଗୁଡ଼ିକୁ ଟାର୍ଗେଟ କରୁଛି। ଏକ ବଡ଼ ଆକ୍ରମଣରେ, ଆମେରିକୀୟ ସେନା ଇରାନର ଇସଲାମିକ୍ ରିଭଲ୍ୟୁସନରୀ ଗାର୍ଡ କର୍ପସ(ଆଇ୍ଆର୍ଜିସି)ର ମୁଖ୍ୟାଳୟକୁ ଧ୍ୱଂସ କରିଥିବା ଦାବି କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ କହିଛି, ଗତ ୪୭ ବର୍ଷ ମଧ୍ୟରେ ୧,୦୦୦ ରୁ ଅଧିକ ଆମେରିକୀୟଙ୍କ ମୃତ୍ୟୁ ପାଇଁ ଆଇ୍ଆର୍ଜିସି ଦାୟୀ। ଏହା […]
ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମଲହରି ଅବଧି ଅଧିକ ରହିବ । ବିଶେଷକରି ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ (ହିଟ୍ ଓ୍ବେଭ୍) ଲାଗି ରହିବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । ବର୍ତ୍ତମାନ ଇରାନ-ଇସ୍ରାଏଲ ଯୁଦ୍ଧ ଚାଲିଛି । ତେଣୁ ସେଠାରେ ବ୍ୟବହାର ହେଉଥିବା ମିସାଇଲ ଓ ଅସ୍ତ୍ରର ବ୍ୟବହାର ପାଣିପାଗ ଉପରେ ପ୍ରଭାବ ପକାଇବ । ଏପିରିକି ସ୍ୱାଭାବିକ ଠାରୁ ଅଧିକ ଗରମ ଅନୁଭୂତ ହେବ। ପ୍ରାୟତଃ […]
ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବାବେଳେ ଏବେ ଦଳର ବିଧାୟକଙ୍କ ଭୋଟ୍ ଉପରେ ନଜର ରଖାଯାଇଛି। କ୍ରସ୍ ଭୋଟିଂ ରୋକିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଅଘୋଷିତ ହ୍ବିପ୍ ଜାରି କରିଥିବା କୁହାଯାଉଛି। ଦଳର ବିଧାୟକମାନଙ୍କୁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବର ନ ଛାଡ଼ିବାକୁ ନିର୍ଦେଶ ଦିଆଯାଇଛି। ବିଜେଡି ପ୍ରଥମ ପ୍ରାର୍ଥୀ ଭାବେ ଡ. ସଂତୃପ୍ତ ମିଶ୍ର ଓ ଦ୍ୱିତୀୟ ପ୍ରାର୍ଥୀ ୟୁରୋଲଜିଷ୍ଟ ପ୍ରଫେସର ଡାକ୍ତର ଦତ୍ତେଶ୍ୱର ହୋତା ରହିଛନ୍ତି। ତେବେ ବିଜେଡିରୁ […]
ରାୟଗଡ଼ା ତା ୨୮/୦୨ (ନୀପ୍ର) ରାୟଗଡ଼ା ଜିଲ୍ଲା ସଦର ବ୍ଲକ ପେଣ୍ଟା ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ଓ ଗଣିତ ପଦର୍ଶନି ମେଳା ଉଦ୍ଘାଟିତ ହୋଇଯାଇଛି। ପେଣ୍ଟା ସରକାରି ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମନୋଜ କୁମାର ଗୌଡଙ୍କ ଅଧ୍ୟକ୍ଷତାରେ ପଦର୍ଶନି ମେଳାଟି ଅନୁଷ୍ଠିତ ହୋଇ ଯାଇଅଛି। ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ବିଜ୍ଞାନ ଭିତ୍ତିକ ବିଭିନ୍ନ ପ୍ରକଳ୍ପ ପଦର୍ଶିତ କରିଥିଲେ । ଏହି ପ୍ରତିଯୋଗିତାରେ ସେ ମୋଟ ୪୦ […]
