ତାମିଲନାଡୁ ଗ୍ୟାସ୍ ଲିକ୍‌ ଘଟଣା, ଚେନ୍ନାଇରେ ପହଁଚିଲେ ଓଡିଶା ସରକାରଙ୍କ ଟିମ

ଚେନ୍ନାଇରେ ପହଁଚିଲେ ଓଡିଶା ଟିମ୍ । ଚେନ୍ନାଇରେ ଘଟିଥିବା ଗ୍ୟାସ ଲିକ୍ ଘଟଣା ପରିପ୍ରେକ୍ଷୀରେ ଓଡ଼ିଶା ସରକାରଙ୍କ ଟିମ୍ ଚେନ୍ନାଇରେ ପହଞ୍ଚିଥିବା ସୂଚନା ମିଳିଛି। ଟିମର ନେତୃତ୍ୱ ନେଉଛନ୍ତି ଶ୍ରମ ଓ ଇଏସଆଇ ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀ ରାଜେଶ ଅଗ୍ରୱାଲା । ସଚିବଙ୍କ ସୂଚନା ଅନୁଯାୟୀ, ‘‘ଜଣେ ମୃତ ଓଡ଼ିଆ ଶ୍ରମିକଙ୍କ ମୃତଦେହ ଗତକାଲି ରାତିରେ ଚେନ୍ନାଇକୁ ଅଣାଯାଇଥିବାବେଳେ ଆଜି ବ୍ୟବଚ୍ଛେଦ କରାଯିବ। ଏହି ପ୍ରକ୍ରିୟାକୁ ସୂଚାରୁ ରୂପେ ସମ୍ପନ୍ନ କରିବା ପାଇଁ ଟିମ୍‌ର ସଦସ୍ୟ […]

ସମ୍ବଲପୁରରେ ଛୁଆ ଚୋର ଭାବି ପ୍ରଚଣ୍ଡ ମାଡ଼, ଉଦ୍ଧାର କଲା ପୋଲିସ

ସମ୍ବଲପୁର ସହରରେ ଗୋଟିଏ ଦିନରେ ଦୁଇଟି ଭିଡ଼ ହିଂସାକୁ ନେଇ ଆଲୋଡ଼ନ ସୃଷ୍ଟି ହୋଇଛି। ବଡ଼ବଜାରରେ ପିଲାଚୋର ସନ୍ଦେହରେ କେରଳର ପ୍ରବାସୀ ଶ୍ରମିକ ବିଷ୍ଣୁ କୈସ (୩୧)ଙ୍କୁ ଘେରିଯାଇ କିଛି ଲୋକ ଆକ୍ରମଣ କରିଥିଲେ। ତେବେ ପୁଲିସ ଘଟଣାସ୍ଥଳରେ ପହଞ୍ଚିଯିବାରୁ ଏହି ଅଣଓଡ଼ିଆ ଯୁବକ ଲୋକଙ୍କ ଆକ୍ରୋଶରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପଚରା ଉଚରା ପରେ ବ୍ୟକ୍ତିଙ୍କ ପରିଚୟ ମିଳିଛି ବୋଲି ପୋଲିସ ସୂଚନା ଦେଇଛି l ବ୍ୟକ୍ତି ଜଣକ କେରଳି ଭାଷାରେ କଥା ହେଉଛନ୍ତି |ସେ ହୁଏତ […]

ସାରା ରାଜ୍ୟରେ ବଦଳିଲା ପାଗର ମିଜାଜ , ଟୁଇନ୍ ସିଟି ଭୁବନେଶ୍ୱର ଓ କଟକରେ ସକାଳୁ ଲାଗି ରହିଛି ମୌସୁମୀ ବର୍ଷା 

ସାରା ରାଜ୍ୟରେ ବଦଳିଛି ପାଗର ମିଜାଜ । ମେଘୁଆ ଆକାଶ ସାଙ୍ଗକୁ ଝିପିଝିପି ବର୍ଷାରେ ଭିଜୁଛି ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା ।ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି ।  ଆସନ୍ତାକାଲି ଓଡ଼ିଶାର ଆଉ କିଛି ଅଞ୍ଚଳକୁ ଛୁଇଁବ ମୌସୁମୀ ।  ଓଡ଼ିଶାରେ ମୌସୁମୀ ପହଞ୍ଚି ସାରଥିଲେ ବି ଏପର୍ଯ୍ୟନ୍ତ ସବୁ ଅଞ୍ଚଳକୁ ଛୁଇଁ ନାହିଁ ।  ଆସନ୍ତାକାଲି ଆଡ଼କୁ ମହରାଷ୍ଟ୍ର, ତେଲେଙ୍ଗାନା, ଓଡ଼ିଶା, ଝାଡ଼ଖଣ୍ଡ, ବିହାରର ଏବଂ ଛତିଶଗଡ଼ର ଆଉ କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର […]

ଅଲ ଓଡ଼ିଶା ଇ .ପି .ଏଫ୍ ପେନସନରସ ଆସୋସିଏସନ୍ ଆନୁକୁଲ୍ୟରେ, ବନ

ଅଦ୍ୟ 21_6_2026 ଦିନ,ରାୟଗଡ ଜିଲ୍ଲା, ଅଲ ଓଡ଼ିଶା ଇ .ପି .ଏଫ୍ ପେନସନରସ ଆସୋସିଏସନ୍ ଆନୁକୁଲ୍ୟରେ, ବନ ଉନ୍ନୟନ ନିଗମ ର ଅନେକ ଅବସର ପ୍ରାପ୍ତ କର୍ମଚାରୀ ସମେତ ଅନ୍ୟ ସଂସ୍ଥା ର ପେନସନ ଭୋଗୀ ଙ୍କୁ ନେଇ ଏକ ସଭା ରାୟଗଡ,ଗାୟତ୍ରୀ ମନ୍ଦିର ହଲରେ ଅନୁଷ୍ଠିତ ହେଇଯାଇଛି,ଶ୍ରୀ ପ୍ରଶାନ୍ତ ପଟ୍ଟନାୟକ ସଭା ଦାୟିତ୍ୱ ତୁଲାଇଥିଲେ।ଆଲୋଚନାରେ ସୁପ୍ରିମ କୋର୍ଟ ର ଆଦେଶ ସତ୍ତ୍ୱେ ବର୍ଦ୍ଧିତ ପେନସନ ଦୀର୍ଘ 3 ବର୍ଷଧରି ମୁନିଗୁଡା ଡିଭିଜନର କୌଣସି କର୍ମଚାରୀଙ୍କୁ,ବର୍ଦ୍ଧିତ ପେନସନ […]

ବଙ୍ଗଳାରେ ଏବେ ନୂଆ ସତେଜତା , ଗୌରବ ଫେରୁଛି : ପ୍ରଧାନମନ୍ତ୍ରୀ

ପଶ୍ଚିମବଙ୍ଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ବଙ୍ଗଳାର ବାୟୁମଣ୍ଡଳରେ ଏବେ ଏକ ନୂତନ ସତେଜତା ଦେଖାଯାଇଛି । ଭୂମିର ପ୍ରତ୍ୟେକ କୋଣରୁ ଏକ ନୂତନ ସୁଗନ୍ଧି ଉଠୁଛି । ଏହା ଅନୁଭବ କରୁଛି ଯେପରି ବଙ୍ଗଳା ତାର ଶିକୁଳିରୁ ମୁକ୍ତ ହୋଇଛି ଏବଂ ଏହାର ଗୌରବର ପୁନରୁଦ୍ଧାର ଆରମ୍ଭ ହୋଇଛି। ଆଜିର କାର୍ଯ୍ୟକ୍ରମ ଏହି ସତ୍ୟର ସାକ୍ଷ୍ୟ ଦିଏ ଯେ ଆମର ବଙ୍ଗଳା ଏକ ନୂତନ […]

ବାଲୁକା କଳା ମାଧ୍ୟମରେ ରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ ଅବସରରେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ସ୍ୱତନ୍ତ୍ର ବାଲୁକା କଳା । ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି, ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ତଥା ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ସୁଦର୍ଶନ ପଟ୍ଟନାୟକ ।ଏହି ବାଲୁକା କଳାରେ “ଜୟ ଜଗନ୍ନାଥ” ଏବଂ “ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା, ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୀ” ବୋଲି ବାର୍ତ୍ତାକୁ ମଧ୍ୟ ସ୍ଥାନ ଦେଇଥିଲେ ।ଏହି ୬ […]

ରାୟଗଡ଼ା ଭିଡ଼ ହିଂସାକୁ ବିଜେଡିର କଡ଼ା ନିନ୍ଦା

ରାୟଗଡ଼ା ଭିଡ଼ ହିଂସାକୁ ବିଜେଡିର କଡ଼ା ନିନ୍ଦା। ପ୍ରେସମିଟ୍ ରେ ବର୍ଷିଲା ବିରୋଧୀ ଦଳ। ।ଶଙ୍ଖ ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟସଭା ସାଂସଦ ଶ୍ରୀମତୀ ସୁଲତା ଦେଓ ଓ ବରିଷ୍ଠ ସାଧାରଣ ସମ୍ପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟରେ ପ୍ରତିଦିନ ଘଟୁଥିବା ଅମାନବୀୟ ଘଟଣା ଓ ରାଜ୍ୟ ସରକାରଙ୍କ ଦାୟିତ୍ୱହୀନତାକୁ ନେଇ ସମାଲୋଚନା କରିଥିଲେ ।ଶ୍ରୀମତୀ ସୁଲତା ଦେଓ କହିଛନ୍ତି, ଆଜି ରାଜ୍ୟ ସରକାର ଦୁଇ ବର୍ଷ ପୂର୍ତ୍ତି ପାଇଁ ବିଭିନ୍ନ ଉତ୍ସବ ପାଳନ, ଯୋଜନାର […]

ମହାରାଷ୍ଟ୍ରରେ ହନୁମାନ ମନ୍ଦିରର ଛାତ ଭୁଷୁଡି ପଡିବାରୁ ୭ ମୃତ

ମହାରାଷ୍ଟ୍ର ପରଭଣୀ ଜିଲ୍ଲାର ମାନବତ ତହସିଲ ସ୍ଥିତ ପ୍ରସିଦ୍ଧ ଯଶୱାଡି ମାରୁତି ମନ୍ଦିର ପରସରରେ ବଡ଼ ଅଘଟଣ । ମନ୍ଦିର ସାମ୍ନାରେ ତିଆରି ହୋଇଥିବା ସଭା ମଣ୍ଡପ ଭୁଶୁଡ଼ି ପଡିବାରୁ ଅନେକ ଶ୍ରଦ୍ଧାଳୁ ଚାପି ହୋଇଥିବା ଆଶଙ୍କା କରାଯାଉଛି । ୩୦ରୁ ୪୦ ଜଣ ଶ୍ରଦ୍ଧାଳୁ ଚାପିହୋଇଥିବା ଆଶଙ୍କା କରାଯାଉଛି । ଦୁର୍ଘଟଣାରେ ବର୍ତ୍ତମାନ ୭ ଜଣଙ୍କର ମୃତ୍ୟୁ ହୋଇଛି |ଘଟଣା ପରେ ମନ୍ଦିର ପରିସରରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ସ୍ତାନୀୟ ପ୍ରଶାସନ ଏବଂ ଗାଁ […]

କୃଷକଙ୍କ ପାଇଁ ଖୁସି ଖବର ! ଆଜି ଆସିବ ପିଏମ୍‌ କିଷାନର ୨୩ କିସ୍ତି

ଆଜି (ଶନିବାର, ୨୦ ଜୁନ) ପଶ୍ଚିମବଙ୍ଗର ହୁଗୁଳି ଜିଲା ଅନ୍ତର୍ଗତ ତାରକେଶ୍ୱରଠାରୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତି ଜାରି କରିବେ ପ୍ରଧାନମନ୍ତ୍ରୀ । ଡିବିଟି (Direct Benefit Transfer) ମାଧ୍ୟମରେ ଦେଶର ୯.୪୪ କୋଟିରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ୧୮,୮୮୦ କୋଟି ଟଙ୍କା ପଠାଯିବ। ଏହି କିସ୍ତି ଅନୁଯାୟୀ ପ୍ରତ୍ୟେକ ଚାଷୀଙ୍କ ଖାତାକୁ ୨,୦୦୦ ଟଙ୍କା ଲେଖାଏ ପ୍ରଦାନ କରାଯିବ।କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ସୂଚନା ଅନୁଯାୟୀ, […]

ଓଡ଼ିଶାର ବିକାଶ ହେଲେ ଭାରତ ବିକଶିତ ହେବ- ପ୍ରଧାନମନ୍ତ୍ରୀ

ଓଡିଶା ଦ୍ରୁତ ଗତିରେ ବିକାଶ ହେଉଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଗରିବ କଲ୍ୟାଣ ଯୋଜନାରେ ସାଧାରଣ ଲୋକଙ୍କ ଜୀବନ ବଦଳୁଛି । ଓଡିଶା ଅର୍ଥ ବ୍ୟବସ୍ଥା ମଜଭୂତ ହେଲେ ଭାରତ ମଜଭୂତ ହେବ । ଓଡ଼ିଶା ଗସ୍ତରେ ଆସି ରାଇରଙ୍ଗପୁରରେ ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଆହୁରି କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶା ଆଜି ପ୍ରଗତିର ଦ୍ବାର ହୋଇଛି। ଓଡ଼ିଶାରେ ଖଣିଜ ଶକ୍ତି, କୃଷି ଓ ଯୁବ ପ୍ରତିଭା […]

ରାଷ୍ଟ୍ରପତିଙ୍କ ଜନ୍ମମାଟିରେ ୪୭,୬୦୦ କୋଟିର କୋଟିର ମେଗା ଭେଟି ଦେଲେ ପ୍ରଧାନମନ୍ତ୍ରୀ

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ୪୭ ହଜାର ୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍ ଘାଟନ । ଓଡ଼ିଶାର ଭିତ୍ତିଭୂମି, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଜନଜାତି କଲ୍ୟାଣକୁ ଏକ ନୂଆ ଦିଗ ଦେବା ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମିଳିତ ଭାବେ ୪୭ହଜାର ୬ଶହ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ରାଷ୍ଟ୍ରପତି କହିଛନ୍ତି ଯେ  ପ୍ରଧାନମନ୍ତ୍ରୀ ମୋର ଛୋଟ ଗାଁକୁ […]

ରାଜଧାନୀରେ ପରକୀୟା ପ୍ରୀତି ପାଇଁ ବର୍ବର ହତ୍ୟାକାଣ୍ଡ

ପରକୀୟା ପ୍ରୀତି ପାଇଁ ରାଜଧାନୀରେ ଗଡ଼ିଲା ମୁଣ୍ଡ। ଗାଡ଼କଣ ଶ୍ରୀ ସାଇ ବିହାରରେ ବର୍ବର ହତ୍ୟାକାଣ୍ଡ। ସ୍ତ୍ରୀ ସହ ପରକୀୟା ସମ୍ପର୍କ ଥିବା ବ୍ୟକ୍ତିଙ୍କୁ କଟୁରୀରେ ହାଣିଦେଲା ସ୍ଵାମୀ। ଚନ୍ଦ୍ରଶେଖର ପୁର ଥାନା ଅଞ୍ଚଳରେ କେଳୁଚରଣ ପାର୍କ କଡ଼ରେ ଘଟିଛି ଘଟଣା । ନୀଳକଣ୍ଠ ମହାନ୍ତି ନାମକ ହତ୍ୟାକାରୀକୁ କାବୁ କଲା ପୋଲିସ୍ ।ଘଟଣାସ୍ଥଳରେ ଜୋନ୫ ଏସିପି ସହ ମଞ୍ଚେଶ୍ୱର ଥାନା ଅଧିକାରୀ ପହଞ୍ଚି ସିସିଟିଭି ଯାଞ୍ଚ କରିଛନ୍ତି। ସୂଚନା ଅନୁସାରେ ଆପାର୍ଟମେଣ୍ଟରରେ ପୂର୍ବତନ ସଭାପତି ସୁଶିଲ […]