ପରକୀୟା ପ୍ରୀତି ପାଇଁ ରାଜଧାନୀରେ ଗଡ଼ିଲା ମୁଣ୍ଡ। ଗାଡ଼କଣ ଶ୍ରୀ ସାଇ ବିହାରରେ ବର୍ବର ହତ୍ୟାକାଣ୍ଡ। ସ୍ତ୍ରୀ ସହ ପରକୀୟା ସମ୍ପର୍କ ଥିବା ବ୍ୟକ୍ତିଙ୍କୁ କଟୁରୀରେ ହାଣିଦେଲା ସ୍ଵାମୀ। ଚନ୍ଦ୍ରଶେଖର ପୁର ଥାନା ଅଞ୍ଚଳରେ କେଳୁଚରଣ ପାର୍କ କଡ଼ରେ ଘଟିଛି ଘଟଣା । ନୀଳକଣ୍ଠ ମହାନ୍ତି ନାମକ ହତ୍ୟାକାରୀକୁ କାବୁ କଲା ପୋଲିସ୍ ।ଘଟଣାସ୍ଥଳରେ ଜୋନ୫ ଏସିପି ସହ ମଞ୍ଚେଶ୍ୱର ଥାନା ଅଧିକାରୀ ପହଞ୍ଚି ସିସିଟିଭି ଯାଞ୍ଚ କରିଛନ୍ତି। ସୂଚନା ଅନୁସାରେ ଆପାର୍ଟମେଣ୍ଟରରେ ପୂର୍ବତନ ସଭାପତି ସୁଶିଲ […]
ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ଇଣ୍ଟିଗ୍ରେଟେଡ଼ ଟିଚର ଏଜୁକେସନ ପ୍ରୋଗ୍ରାମ୍ (Integrated Teacher Education Programme -ITEP) ପାଠ୍ୟକ୍ରମରେ ଆଡ଼ମିଶନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ଶନିବାର ଅପରାହ୍ନ ୨ଟାରୁ ସାମ୍ସ ପୋର୍ଟାଲରେ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ। ଏହି ଆଦେଦନ ପ୍ରକ୍ରିୟା ଜୁଲାଇ ୫ ପର୍ଯ୍ୟନ୍ତ ଚାଲିବ। ଜୁଲାଇ ୧୦ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ। ନ୍ୟାଶନାଲ ଟେଷ୍ଟିଙ୍ଗ ଏଜେନ୍ସି (ଏନଟିଏ) ଦ୍ୱାରା […]
ନିଟ୍ ୟୁଜି-୨୦୨୬ ପୁନଃପରୀକ୍ଷା ରବିବାର ଜୁନ୍ ୨୧ରେ ଅନୁଷ୍ଠିତ ହେବ । ଦେଶର ୨୨ ଲକ୍ଷ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ । ପରୀକ୍ଷା ପୂର୍ବରୁ ଏନଟିଏ ପରୀକ୍ଷା କେନ୍ଦ୍ର ସୂଚୀ ପ୍ରକାଶ କରିଥିଲା । ଆଉ ନାଗପୁର ବାସିନ୍ଦା ଅବ୍ଦୁଲା ମହମ୍ମଦଙ୍କ ସହିତ ହୋଇଥିବା ଘଟଣା ପୁଣିଥରେ ଏନଟିଏ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।ଏନଟିଏ ପରୀକ୍ଷା ପୂର୍ବରୁ ନୂତନ ଆଡମିଟ୍ କାର୍ଡ ଜାରି କରିଥିଲା । ନାଗପୁରର ଛାତ୍ର ଅବଦୁଲ୍ଲା ଜଣେ ଛାତ୍ରଙ୍କୁ ଦୁବାଇର […]
ଆଜି ଦେଶର ପ୍ରଥମ ନାଗରିକ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶୁଭ ଜନ୍ମଦିନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 1958 ମସିହା ଜୁନ 20 ତାରିଖରେ ମୟୂରଭଞ୍ଜ ଜିଲ୍ଲାର ଉପରବେଢ଼ା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ଆଜିର ମହାମହିମ ନିଜ ଜନ୍ମମାଟିରେ ଜନ୍ମଦିନ ପାଳନ କରିଛନ୍ତି।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାରା ଦେଶରୁ ଛୁଟୁଛି ଶୁଭେଚ୍ଛା ଏବଂ ଶୁଭକାମନା ବାର୍ତ୍ତା। ଏହି ଅବସରରେ ଦେଶର ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ଓଡ଼ିଶାର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଏଁ […]
ମୟୁରଭଞ୍ଜ ପାହାଡପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପାହାଡପୁର ହେଲିପାଡରେ ଓହ୍ଲାଇଲେ ପ୍ରଧାନମନ୍ତ୍ରୀ। ଏମଆଇ-୧୭ ହେଲିକପ୍ଟର ଯୋଗେ ପାହାଡପୁରରେ ପହଞ୍ଚିଛନ୍ତି। ପୂର୍ବରୁ ପାହାଡପୁରରେ ପହଞ୍ଚି ସାରିଛନ୍ତି ରାଷ୍ଟ୍ରପତି। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦ ମଧ୍ୟ ଉପସ୍ଥିତ ରହିଛନ୍ତି। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୬୮ତମ ଜନ୍ମଦିନ ଅବସରରେ ମୟୂରଭଞ୍ଜରେ ସୃଷ୍ଟି ହୋଇଛି ଏକ ଐତିହାସିକ ମୁହୂର୍ତ୍ତ । ଜନ୍ମମାଟିରେ ଜନ୍ମଦିନ, ଆଉ ଜନ୍ମଦିନରେ ପ୍ରଧାନମନ୍ତ୍ରୀଙ୍କ ସାଥ୍ । ନିଜ ଜନ୍ମଭୂମିରେ ଜନ୍ମଦିନ ପାଳନ କରୁଥିବା […]
ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ । ଆଉ ଏହି ଜନ୍ମଦିନକୁ ନିଜ ଜନ୍ମମାଟିରେ ପାଳନ କରୁଛନ୍ତି ଦେଶର ପ୍ରଥମ ନାଗରିକ । ମୟୂରଭଞ୍ଜର ପାହାଡ଼ପୁର ଗାଁରେ ଏବେ ଉତ୍ସବର ମାହୋଲ । ରାଷ୍ଟ୍ରପତିଙ୍କ ଆଗମନକୁ ନେଇ ଦେଖିବାକୁ ମିଳିଛି ଖୁସିର ଲହରୀ । ଆଉ ଏହାରି ଭିତରେ ମହାମହିମଙ୍କ ପରିଧାନ କରିବାକୁ ଥିବା ସ୍ୱତନ୍ତ୍ର ପାଟ ଶାଢ଼ିକୁ ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଛି। ଜନ୍ମଦିନ ଅବସରରେ ସେ ଗୋଲାପୀ ଓ ନୀଳ ରଙ୍ଗର ସୁନ୍ଦର […]
ଭାରତକୁ ଅନ୍ତର୍ଜାତୀୟ ମଞ୍ଚରେ ବଡ ସଫଳତା ।ପ୍ରଥମ ଥର ପାଇଁ ଭାରତକୁ ମନି ଲଣ୍ଡରିଂ ଏବଂ ଟେରର ଫାଇନାନସିଂ ବିରୋଧରେ ଲଢିବା ଦିଗରେ ସଫଳକା ମିଳିଛି । ୧୯୯୪ ବ୍ୟାଚର ଆଇଏଏସ ଅଧିକାରୀ ତଥା ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟର ସଚିବ ବିବେକ ଅଗ୍ରଓ୍ୱାଲଙ୍କୁ ଫାଇନାନ୍ସିଆଲ ଆକ୍ସନ୍ ଟାସ୍କ ଫୋର୍ସ ବା ଏଫଏଟିଏଫର ଉପାଧ୍ୟକ୍ଷ ପଦ ଦିଆଯାଇଛି ।ପ୍ରଥମ ଥର ପାଇଁ ଭାରତକୁ ଏଫଏଟିଏଫ ଭଳି ବୈଶ୍ୱିକ ସଂସ୍ଥାରେ ଉପାଧ୍ୟକ୍ଷ ପଦ ମିଳିଛି । ତାଙ୍କୁ ସଂସ୍ଥାର […]
ଆଜି ଉତ୍ତର ଓଡ଼ିଶାର ଅନେକ ସ୍ଥାନ ଏବଂ ଦକ୍ଷିଣ ଉପକୂଳର କିଛି ଜାଗାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତା ୨ ଦିନ ଭିତରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ କମିପାରେ ।ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ସିଇସି ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ବର୍ତ୍ତମାନ […]
ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ। ଜନ୍ମମାଟିରେ ଜନ୍ମଦିନ ପାଳନ କରିବେ ରାଷ୍ଟ୍ରପତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରାଇରଙ୍ଗପୁର ଗସ୍ତରେ ଆସିବେ। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଉପସ୍ଥିତ ରହିବେ। ପୂର୍ବାହ୍ନ ୧୧ଟା୧୫ ସମୟରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ପାହାଡ଼ପୁର ଗ୍ରାମ ପରିଦର୍ଶନ କରିବେ। ଏହା ପରେ ଉଭୟ ପବିତ୍ର ସାନ୍ତାଳୀ ଜାହେରା ଏବଂ ହୋ ଜାହେରା, ଦକ୍ଷତା କେନ୍ଦ୍ର ଏବଂ ପାହାଡ଼ପୁର ସ୍କୁଲରେ ପ୍ରାର୍ଥନା କରିବେ। ଅପରାହ୍ନ ୧ଟାରେ ରାଷ୍ଟ୍ରପତି […]
ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଆଉ ପ୍ରଧାନମନ୍ତ୍ରୀ । ଏହା ଓଡ଼ିଶା ପାଇଁ ଏକ ସ୍ମରଣୀୟ ଦିନ ବୋଲି କହିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । କାଲି ଓଡିଶା ପାଇଁ ଏକ ସ୍ମରଣୀୟ ଦିନ ହେବ । ଗୋଟେ ମଞ୍ଚରେ ଉପସ୍ଥିତ ରହିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ । ଓଡିଶା ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ଉପସ୍ଥିତ ରହିବେ । ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବେ ରେକର୍ଡ କରିବା ପରେ ଓଡିଶା ଆସୁଛନ୍ତି ମୋଦୀ […]
ତ୍ରୁଟି ପୂର୍ଣ୍ଣ ବହିକୁ ନେଇ ସରକାର ଅପବାଦ ମୁଣ୍ଡାଇବା ପରେ ଆରମ୍ଭ ହୋଇଛି ତନାଘନା। କେଉଁ ସ୍ତରରେ ଓ କେମିତି ହେଲା ତ୍ରୁଟି? ଏଥିପାଇଁ ଦାୟୀ କିଏ? ଅଧିକାରୀଙ୍କୁ ଡାକି ଆଲୋଚନା କରିବା ସହ ବିସ୍ତୃତ ତଥ୍ୟ ସଂଗ୍ରହ କରିଛନ୍ତି ଉନ୍ନୟନ କମିସନର। ମୁଖ୍ୟମନ୍ତ୍ରୀଙ୍କ ରିପୋର୍ଟ ଆଧାରରେ ହେବ କାର୍ଯ୍ୟାନୁଷ୍ଠାନ। ପ୍ରକାଶନ ଦାୟିତ୍ବରେ ଥିବା ସମସ୍ତ ଅଧିକାରୀ ତଦନ୍ତର ସମ୍ମୁଖୀନ ହେବେ। ଉଚ୍ଚସ୍ତରୀୟ କମିଟି ୭ ଦିନ ମଧ୍ୟରେ ତଦନ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେବ।ସେପଟେ SCERT […]
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୫,୮୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୩,୭୦୦ ଟଙ୍କା ଛୁଇଁଛି ।ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୫,୮୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ୧,୩୩,୭୦୦ ଟଙ୍କାକୁ ପହଞ୍ଚିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୦,୦୦୦ ଟଙ୍କା ହୋଇଛି ।ବିଶେଷଜ୍ଞମାନେ କହିଛନ୍ତି ଯେ ଆମେରିକା-ଇରାନ ଶାନ୍ତି ଚୁକ୍ତିର […]
