ଅପରାଧ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପIPS ଓ OPS ସ୍ତରରେ ବଡ଼ଧରଣର ଅଦଳବଦଳ। କାହାକୁ ମିଳିଲା କେଉଁ ଦାୟିତ୍ୱ… ଦେଖନ୍ତୁ ପୂରା ତାଲିକା…
ମାଟି ତଳୁ ବାହାରିଛି ପ୍ରାୟ ୨ ହଜାର ବର୍ଷ ତଳର ଏକ ସମୃଦ୍ଧ ଓ ବିକଶିତ ସହର । ରେଢ଼ାଖୋଲ ଉପଖଣ୍ଡ ପୁରୁଣାଗଡ଼ରେ ପ୍ରତ୍ନତାତ୍ତ୍ୱିକ ଉତଖନନରୁ ମିଳିଛି ପ୍ରାଚୀନ ସଭ୍ୟତାର ଏକ ଗୁପ୍ତ ଇତିହାସ ।ଏଠାରୁ କେବଳ ମାଟିପାତ୍ର କିମ୍ବା ଅଳଙ୍କାର ନୁହେଁ, ବରଂ ତାମ୍ର ଯୁଗର ପଥର କୁରାଢ଼ି ସହ ପ୍ରାୟ ୫୦ ହଜାର ବର୍ଷ ତଳର ଐତିହାସିକ ଯୁଗର ଅସ୍ତ୍ରଶସ୍ତ୍ର ମଧ୍ୟ ଠାବ କରାଯାଇଛି । ଯାହା ଏହି ଅଞ୍ଚଳରେ ଏକଦା ଏକ ବଡ଼ […]
ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା। ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।ଆଠଗଡ଼ ନିର୍ବାଚନ ମଣ୍ଡଳୀର ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଶୁକ୍ରବାର ତିଗିରିଆ ପଞ୍ଚାୟତ ସମିତି ବୈଠକରେ ଯୋଗଦେବାକୁ ଯାଉଥିବା ସମୟରେ ତିଗିରିଆ ବ୍ଲକ ଠାରେ ବିଜେପି ପ୍ରାୟୋଜିତ କିଛି ଦୁର୍ବୃତ୍ତ ତାଙ୍କୁ ହିଂସାତ୍ମକ ଭାବେ ଅଟକାଇବା ସହ ଧମକଚମକ ଦେଇଥିଲେ ଏବଂ ଶାରୀରିକ ଭାବେ […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚତୁର୍ଥ ଶନିବାର ଛୁଟି ଦିନରେ ଖାରବେଳ ଭବନରେ ଅଫିସ୍ କାମ କରିଛନ୍ତି । ଏହା ସହିତ ଉଚ୍ଚ ପଦାଧିକାରୀ ମାନଙ୍କ ସହିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି । ରାଜ୍ୟ ସରକାର ଦୁଇ ବର୍ଷ ପୂରଣ କରିବାକୁ ଯାଉଥିବା ବେଳେ ସରକାରଙ୍କ ପ୍ରତିଶ୍ରୁତି ପାଳନ, ଯୋଜନାର କ୍ରିୟାନ୍ଵୟନ, ଶିଳ୍ପାୟନ ପ୍ରକ୍ରିୟା, ନିଯୁକ୍ତି ସୁଯୋଗ ଏବଂ ଭବିଷ୍ୟତ କାର୍ଯ୍ୟପନ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। ଆଇନ୍ ଶୃଙ୍ଖଳା ପରିସ୍ଥିତିରେ ଉନ୍ନତି ଆଣିବା ପାଇଁ […]
ଟ୍ରାକ୍ଟରରେ ପଡିଲା ହାତକଡ଼ି। ଜବତ ଟ୍ରାକ୍ଟରକୁ ମାଫିଆଙ୍କ କବଳରୁ ବଞ୍ଚାଇବା ପାଇଁ ଫାଣ୍ଡି ଆଗରେ ଜବତ ଗାଡିକୁ ରଖି ପକାଗଲା ହାତକଡ଼ି। ଅନ୍ୟକେହି ନୁହେଁ ଖୋଦ ପୋଲିସ ପକାଇଲା ହାତକଡ଼ି। ଏଭଳି ଘଟଣା ସାମ୍ନାକୁ ଆସିଛି ଉଦଳା ଥାନା କୁଶଳଦା ଫାଣ୍ଡିରୁ। ସୂଚନା ଅନୁସାରେ, ଜବତ ଟ୍ରାକ୍ଟରକୁ ମାଫିଆଙ୍କ କବଳରୁ ବଞ୍ଚାଇବା ପାଇଁ ଫାଣ୍ଡି ଆଗରେ ଜବତ ଗାଡିକୁ ରଖି ସେଥିରେ ପୁଲିସ ପକାଇଲା ହାତକଡ଼ି। ଏଗ୍ରିକଲଚର ପାଇଁ ସରକାରୀ ସ୍ତରରେ ଦିଆଯାଉଥିବା ସୁବିଧାରେ କିଣା ଯାଇଥିବା […]
ବିଦ୍ୟୁତ ଚାହିଦା ବଢ଼ିବାରୁ ଓପିଟିସିଏଲର କଡ଼ା ପଦକ୍ଷେପ। ଓପିଟିସିଏଲ୍ କର୍ମଚାରୀଙ୍କ ସମସ୍ତ ଛୁଟି ବାତିଲ କରାଯାଇଛି। ରାଜ୍ୟରେ ବଢ଼ୁଥିବା ବିଦ୍ୟୁତ ଚାହିଦା ଓ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେସନ ଲିମିଟେଡ୍ କଡ଼ା ପ୍ରଶାସନିକ ପଦକ୍ଷେପ ନେଇଛି। ସଂସ୍ଥା ପକ୍ଷରୁ ଜାରି ହୋଇଥିବା ଏକ ସର୍କୁଲାର ଅନୁସାରେ, ପରବର୍ତ୍ତୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ କୌଣସି କର୍ମଚାରୀ ପୂର୍ବ ଅନୁମତି ବିନା ମୁଖ୍ୟାଳୟ ଛାଡ଼ି ପାରିବେ ନାହିଁ। ଏଥିସହ ସମସ୍ତ ପ୍ରକାର ଅନୁମୋଦିତ ଛୁଟିକୁ […]
ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା ଫ୍ଲିଟର ଅଂଶ ଥିବା ଏହି ହେଲିକପ୍ଟରରେ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲ, ଜଣେ ମେଜର ଏବଂ ଜଣେ ମେଜର ଜେନେରାଲ ଥିଲେ।ଏହି ଦୁର୍ଘଟଣା ଗତ ମେ ୨୦ ତାରିଖରେ ଘଟିଥିଲା, ଯାହାକୁ ଆଜି ସକାଳେ (ମଇ ୨୩) ଅଧିକାରୀମାନେ ନିଶ୍ଚିତ କରିଛନ୍ତି।ଟାଇମ୍ସ ଅଫ୍ ଇଣ୍ଡିଆର ରିପୋର୍ଟ ଅନୁସାରେ, ସେନାର ଜଣେ ଅଧିକାରୀ […]
ଆମ୍ ଆଦମୀ ପାର୍ଟି ଛାଡ଼ି ବିଜେପିରେ ଯୋଗ ଦେଇଥିବା ରାଜ୍ୟସଭା ସାଂସଦ ରାଘବ ଚଢ଼ାଙ୍କୁ ବିଜେପି ଏକ ବଡ଼ ଦାୟିତ୍ୱ ଦେଇଛି । ତାଙ୍କ ରାଜ୍ୟସଭାର ଯାଚିକା ସମିତିର ଚେୟାରମ୍ୟାନ ଭାବେ ବିଜେପି ନିଯୁକ୍ତ କରିଛି । ରାଘବ ଚଢ଼ାଙ୍କୁ ଏହି ପଦ ମିଳିବା ପରେ ଏହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି । ତେବେ ଏହି ପ୍ୟାନେଲକୁ ପୁନର୍ଗଠିତ କରାଯାଇଥିବାବେଳେ ଏଥିରେ ରହିଛନ୍ତି ୧୦ ସଦସ୍ୟ । ଯାହାର ଅଧ୍ୟକ୍ଷ ଭାବେ ଚଢ଼ାଙ୍କୁ […]
ପ୍ରଚଣ୍ଡ ତାତି ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ତାତିରୁ ସତର୍କ ରହିବା ପାଇଁ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପରାମର୍ଶ । ଆସନ୍ତା ଜୁନ ୨ତାରିଖ ପର୍ଯ୍ୟନ୍ତ ରହିବ ଗ୍ରୀଷ୍ମପ୍ରବାହ । ରାଜ୍ୟରେ ଗ୍ରୀଷ୍ମପ୍ରବାହକୁ ନେଇ ସତର୍କତା ଗାଇଡ ଲାଇନ ଜାରି କରାଯାଇଥିବା କହିଛନ୍ତି ମନ୍ତ୍ରୀ । କୌଣସି କାମ ନଥିଲେ ଘରୁ ବହାରନ୍ତୁ ନାହିଁ । ଯଦି କୌଣସି କାର୍ଯ୍ୟରେ ଘରୁ ବାହାରିଛନ୍ତି, ତେବେ ସାଙ୍ଗରେ ପାଣି ବୋତଲ, ଛତା, ଜୋତା ନେଇ […]
ଶେଷରେ ପୂର୍ବତନ ମିସ ୱାଲର୍ଡ ଐଶ୍ୱର୍ଯ୍ୟା ରାୟଙ୍କ କାନ୍ସ ୨୦୨୬ ଲୁକର ଫଟୋ ଆସିଛି। ଐଶ୍ ରେଡ କାର୍ପେଟରେ ଗୋଲାପୀ ଗାଉନ ଲୁକ ସହିତ ସମସ୍ତଙ୍କ ହୃଦୟ ଜିତିଛନ୍ତି।କେବଳ ପୋଷାକ ନୁହେଁ, ବରଂ ତାଙ୍କର ସାଜସଜ୍ଜା ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଥିଲା। ଐଶ୍ୱର୍ଯ୍ୟା ତାଙ୍କ ବ୍ଲୁ ଗାଉନ୍ ସହିତ ଉଜ୍ଜ୍ୱଳ ଡାଇମଣ୍ଡ ଜୁଲରି ବା ହୀରା ଅଳଙ୍କାର ପିନ୍ଧିଥିଲେ। ତାଙ୍କ କାନରେ ଥିବା ବଡ଼ ହୀରା ଝୁମୁକା ଏବଂ ହାତରେ ଥିବା ଚମତ୍କାର ମୁଦି ତାଙ୍କ ରାଜକୀୟ […]
ଆସନ୍ତା କାଲିଠୁ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ସ୍ଥଗିତ । ଜୁନ୍ ମାସରେ ପୁଣି ଗଣତିମଣତି ଆରମ୍ଭ ପାଇଁ ସ୍ଥିର କରାଯାଇଛି । ଏନେଇ ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ ଅରବିନ୍ଦ ପାଢୀଙ୍କ ସୂଚନା । ବର୍ତ୍ତମାନର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ, ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଏବଂ ମହାପ୍ରଭୁଙ୍କ ଆଗାମୀ ପର୍ବପର୍ବାଣୀ, ବିଶେଷକରି ସ୍ନାନ ପୂର୍ଣ୍ଣିମା ଓ ଘୋଷଯାତ୍ରାକୁ ଦୃଷ୍ଟିରେ ରଖି, ପରବର୍ତ୍ତୀ ପର୍ଯ୍ୟାୟ ପାଇଁ ଯୋଜନା ପ୍ରସ୍ତୁତ କରାଯାଉଛି । ଆସନ୍ତା ସପ୍ତାହରୁ ଛତିଶା ନିଯୋଗ ଓ […]
ଚଳିତ ବର୍ଷ ଅଲିଭରିଡଲେ କଇଁଛଙ୍କ ସାମୂହିକ ଅଣ୍ଡାଦାନ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଛି । ଗଣଅଣ୍ଡାଦାନ ବିଲକୁଲ ହୋଇପାରି ନାହିଁ ଏବର୍ଷ । ଅଣ୍ଡା ନଦେଇ ଫେରିଛନ୍ତି କଇଁଛ । ଏପ୍ରିଲ ଯାଇ ମେ’ ସରିବାକୁ ବସିଲାଣି । ଦୀର୍ଘ ଅଢ଼େଇ ମାସ ଧରି କୂଳରୁ ୫୦୦ ମିଟର ଯାଏ ଲକ୍ଷାଧିକ କଇଁଛ ଠୁଳ ହୋଇଥିଲେ ସତ । ହେଲେ ଅଣ୍ଡାଦାନ କରିନଥିଲେ । ଏବେ ୨ ସପ୍ତାହ ହେବ କଇଁଛଙ୍କୁ ଦେଖିବାକୁ ମିଳୁନି । ଏହିଭଳି ସମସ୍ୟା […]
