ଖୋର୍ଦ୍ଧା ଜଟଣୀର ପ୍ରଭାତ କୁମାର ପୃଷ୍ଟି…ଏବେ ସେ ଜଣେ ଜଣାଶୁଣା ଜାତୀୟ ଓ ଆନ୍ତର୍ଜାତୀୟ କାଇଟ ପ୍ଲେୟାର ଭାବେ ଖ୍ୟାତି ଅର୍ଜନ କରିଛନ୍ତି। ଓଡ଼ିଶାରେ ଏହାର ଅଧିକ ପ୍ରଚାର ପ୍ରସାର ପାଇଁ ସେ ଉଦ୍ୟମ ଜାରି ରଖିଛନ୍ତି । ଅନ୍ୟମାନଙ୍କୁ ଶିଖାଉଛନ୍ତି ଗୁଡି ଉଡାଇବାର କୌଶଳ ।ଗୁଡି ଉଡାଇବାରେ ଅନେକ ଖ୍ୟାତି ଅର୍ଜନ କରିଛନ୍ତି ପ୍ରଭାତ । ପ୍ରଭାତ ୨୦ରୁ ଅଧିକ ଅନ୍ତର୍ଜାତୀୟ କାଇଟ ଗେମରେ ଭାଗ ନେଇଛନ୍ତି । ଗତ ୨୦୨୫ ଅଗଷ୍ଟରେ ଶ୍ରୀଲଙ୍କାର କଲମ୍ବୋ […]
ବିଜୟ ଥାଲାପତିଙ୍କ ଫିଲ୍ମ ଜନ ନାୟଗନକୁ UA ସାର୍ଟିଫିକେଟ ଦେଲା ମାଡ୍ରାସ ହାଇକୋର୍ଟ । ବିଜୟଙ୍କ ଫିଲ୍ମ ଆଜି ରିଲିଜ ହେବାକୁ ରହିଥିଲା, କିନ୍ତୁ ଫିଲ୍ମର ରିଲିଜ ଉପରେ ରୋକ୍ ଲଗାଯାଇଥିଲା । ଏହାପରେ ଫିଲ୍ମ ସେଣ୍ଟ୍ରାଲ ବୋର୍ଡ ଅଫ ଫିଲ୍ମ ସାର୍ଟିଫିକେସନ(CBFC) ତରଫରୁ କ୍ଲିଏରାନ୍ସ ସାର୍ଟିଫିକେଟ ମିଳିନଥିଲା । ମାଡ୍ରାସ ହାଇକୋର୍ଟ ଏବେ ଜନ ନାୟଗନକୁ ମେକର୍ସ ଦ୍ବାରା ଦାୟର ହୋଇଥିବା ଯାଚିବାରେ ନିଜର ନିଷ୍ପତ୍ତି ଶୁଣାଇଛନ୍ତି ।ବିଜୟଙ୍କ ଶେଷ ଫିଲ୍ମ ‘ଜନ ନାୟଗନ’ ଡିସେମ୍ବର […]
ଜଣଙ୍କ ଜୀବନ ବଞ୍ଚାଇଲେ CISF ଯବାନ। ଭୁବନେଶ୍ୱର ବିମାନବନ୍ଦରରେ ଦେଖିବାକୁ ମିଳିଛି ଏଭଳି ଘଟଣା । ବିମାନ ବନ୍ଦରରେ ଡ୍ୟୁଟିରେ ଥିବା ଦୁଇ ଜଣ ସେଣ୍ଟ୍ରାଲ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ବା CISF ଯବାନଙ୍କ କାର୍ଯ୍ୟକୁ ନେଇ ଏବେ ଛୁଟିଛି ପ୍ରଶଂସାର ସୁଅ ।ସୂଚନା ଅନୁଯାୟୀ, ବିମାନ ବନ୍ଦର ସ୍କ୍ରିନିଂ ପଏଣ୍ଟରେ ନିୟୋଜିତ ଜଣେ ILHBS କର୍ମଚାରୀ ହଠାତ୍ ମୁର୍ଚ୍ଛା ହୋଇପଡ଼ିଥିଲେ । ଏହି ସମୟରେ ବିମାନ ବନ୍ଦର ଡ୍ୟୁଟିରେ ଥିବା ଦୁଇ ଜଣ ସିଆଇଏସଏଫ ଯବାନ […]
ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ମାନଙ୍କୁ ନେଇ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଅନେକ ଗୁଡ଼ିଏ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ତେବେ ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି ୫୦୦ ଟଙ୍କା ରହିବ । ଏନେଇ ସ୍ପଷ୍ଟ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଭକ୍ତ ନିବାସରେ ସ୍ୱଳ୍ପ ମୂଲ୍ୟରେ ଯାତ୍ରୀଙ୍କୁ ରୁମ ଭଡା ଦିଆଯାଇଛି । ବାହାରୁ […]
ପିୟୁସି ପ୍ରକ୍ରିୟାରେ ବ୍ୟାପକ ଅବ୍ୟବସ୍ଥା ନେଇ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବିଜେପି ସରକାରଙ୍କ ଦ୍ୱାରା ପ୍ରଦୂଷଣ ନିୟନ୍ତ୍ରଣ ସାର୍ଟିଫିକେଟ୍ କାର୍ଯ୍ୟକାରୀ କରିବାରେ ଘୋର ଭୁଲ ପରିଚାଳନା ଏବଂ ବାରମ୍ବାର ନୀତିଗତ ପରିବର୍ତ୍ତନ ଦେଖାଦେଇଛି । ଯାହା ଓଡ଼ିଶାର ସାଧାରଣ ଜନତାଙ୍କ ପାଇଁ ଅତ୍ୟନ୍ତ କଷ୍ଟ ଏବଂ ଅସୁବିଧା ସୃଷ୍ଟି କରିଛି।ନବୀନ ଏ ନେଇ ତାଙ୍କ ସୋସିଆଲ ମିଡିଆ ଏକ୍ସରେ ସରକାରଙ୍କୁ କଡା ସମାଲୋଚନା କରିଛନ୍ତି । ସେ […]
ଜେକେ ପେପର୍ ଲିମିଟେଡ୍ ୩ ପ୍ରଡକସନ୍ ୟୁନିଟ୍, ଜେକେ ପେପର୍ ମିଲ୍ସ, ଜେକେପୁର, ସେଣ୍ଟ୍ରାଲ ପଲ୍ପ ମିଲ୍ସ, ସୋନଗଡ଼, ଶିରିପୁର ପେପର୍ ମିଲ୍ସ, କାଗଜ ନଗର ଓ ମୁଖ୍ୟ କାର୍ଯ୍ୟାଳୟ ଦିଲ୍ଲୀ, ମଧ୍ୟରେ ୟୁନିଟ୍ ସ୍ତରୀୟ T 20 କ୍ରିକେଟ ଲିଗ୍ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ଏହି ଟୁଣ୍ଣାମେଣ୍ଟ ଟି ୦୮.୦୧.୨୦୨୬ ରୁ ଆରମ୍ଭ ହୋଇ ୧୧.୦୧.୨୦୨୬ ପର୍ୟ୍ୟନ୍ତ ଖେଳାଯିବ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜେକେ ପେପର୍ ମିଲ୍ସ ର ମୁଖ୍ୟ ବିନୟ ଦ୍ଵିବେଦୀ, କାର୍ଯ୍ୟନିର୍ବାହୀ […]
ପୁରୀରେ ପୁଣି ହତ୍ୟାକାଣ୍ଡ । ସ୍ବର୍ଗଦ୍ବାର ସାମ୍ନାରେ ଗଡ଼ିଲା ମୁଣ୍ଡ । ମୃତକ ହେଉଛନ୍ତି ଭଦ୍ରକ ଜିଲ୍ଲା ବନ୍ତ ଥାନା ଆପଣ୍ଡା ଗାଁର ର ରଞ୍ଜନ କୁମାର ଦାସ । ରଞ୍ଜନ ତାଙ୍କର ଜଣେ ସମ୍ପର୍କୀୟଙ୍କର ଶେଷକୃତ୍ୟ କରିବାକୁ ପୁରୀ ସ୍ବର୍ଗଦ୍ବାର ଆସିଥିଲେ।ସୂଚନାଯୋଗ୍ୟ ଯେ, ଜଣେ ସମ୍ପର୍କୀୟଙ୍କ ଶେଷକୃତ୍ୟ କରିବାକୁ ସ୍ୱର୍ଗଦ୍ବାର ଆସିଥିଲେ ମୃତ ଯୁବକ ରଞ୍ଜନ । ତେବେ ସମ୍ପର୍କୀୟଙ୍କ ଶେଷକୃତ୍ୟ ସାରି ସ୍ବର୍ଗଦ୍ବାର ବାହାରକୁ ଆସିବା ପରେ ଜଣେ ଯୁବକଙ୍କ ସହ ତାଙ୍କର ବଚସା […]
କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ପରିବହନ ମନ୍ତ୍ରୀମାନଙ୍କର ଏକ ଜାତୀୟ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବହୁତ ଜଲଦି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରାଳୟ ପକ୍ଷରୁ କ୍ୟାସ ଲେସ ଟ୍ରିଟ ମେଣ୍ଟ ଯୋଜନା ଆସିବ ବୋଲି କହିଛନ୍ତି କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀ| ଦୁର୍ଘଟଣା ଘଟିଲେ ହସ୍ପିଟାଲ ନେଉଥିବା ବ୍ୟକ୍ତିଙ୍କୁ ୨୫ ହଜାର ଟଙ୍କା ପୁରସ୍କାର ମିଳିବ |ଏହା ସହିତ ଦୁର୍ଘଟଣା ପରେ ହସ୍ପିଟାଲ ରେ ରୋଗୀଙ୍କୁ ୭ ଦିନ ପାଇଁ […]
ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକା ଘର । ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି ।ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୩୭ ଲକ୍ଷ ହିତାଧିକାରୀ ଆବେଦନ କରିଛନ୍ତି । ୩୪ ଲକ୍ଷଙ୍କୁ ସର୍ଟଲିଷ୍ଟ କରାଯାଇ କେନ୍ଦ୍ର ସରକାରଙ୍କୁ ତାଲିକା ଦିଆଯାଇଛି ।ପୂର୍ବରୁ ହିତାଧିକାରୀଙ୍କ ପରିବାରର ସର୍ବାଧିକ ମାସିକ ଆୟ ୧୦ ହଜାର ରଖାଯାଇଥିଲା । ଏହାକୁ ବଢ଼ାଇ ୧୫ ହଜାର କରାଯାଇଛି । ଦୁଇ ଚକିଆ ଯାନ, ଫ୍ରିଜ , […]
ଦୁର୍ଘଟଣା ଏଡାଇବାକୁ ମାଷ୍ଟରପ୍ଲାନ୍ । ଏଥିପାଇଁ ଗାଡିରେ ଲଗାଯିବ ସେନସର । ୨୦୨୬ ଶେଷ ସୁଦ୍ଧା ଭେଇକିଲ୍-ଟୁ-ଭେଇକିଲ୍ (V2V) ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକାରୀ କରିବାକୁ ଯୋଜନା କରୁଛନ୍ତି କେନ୍ଦ୍ର ସରକାର । ସମସ୍ତ ନୂଆ ଗାଡ଼ିରେ ମାତ୍ର ୫/୭ ହଜାର ଟଙ୍କାରେ ଏହି ସେନସର ଲଗାଯିବ । ଯାହା ଫଳରେ ରାସ୍ତାରେ କିଛି ଅସୁବିଧା ଥିଲେ ବୁଲାଣି ସ୍ଥାନରେ ଏହି ସେନସର ଗାଡ଼ି ଚାଳକକୁ ଅଲର୍ଟ କରିବ, ସେହିପରି ଟ୍ରକ ବସରେ ଗାଡ଼ି ଚାଳକକୁ ନିଦ ଲାଗିଲେ […]
ମହିଳାଙ୍କ ପାଇଁ ଦେଶର ସବୁଠୁ ସୁରକ୍ଷିତ ସହର ତାଲିକାରେ ବେଙ୍ଗାଲୁରୁ ଶୀର୍ଷରେ ରହିଛି । ଏହା ତଳକୁ ଚେନ୍ନାଇ, ପୁନେ ଏବଂ ହାଇଦ୍ରାବାଦ ତାଲିକାରେ ସ୍ଥାନିତ ହୋଇଛି । ୱାର୍କ ପ୍ଲେସ୍ କଲ୍ଚର (କାର୍ଯ୍ୟସ୍ଥଳୀ ସଂସ୍କୃତି) କନ୍ସଲ୍ଟିଂ ଫାର୍ମ ଅବତାର ଗ୍ରୁପ୍ ରିପୋର୍ଟ ‘ଟପ୍ ସିଟିଜ୍ ଫର୍ ୱିମେନ ଇନ୍ ଇଣ୍ଡିଆ (ଟିସିଡବ୍ଲ୍ୟୁଆଇ)’ର ଚତୁର୍ଥ ସଂସ୍କରଣରେ ଏହି ତଥ୍ୟ ପ୍ରକାଶ ପାଇଛି । ତେବେ ଭୁବନେଶ୍ୱର ୧୩ ନମ୍ବର ସ୍ଥାନରେ ରହିଛି। ମହିଳାଙ୍କ ସୁରକ୍ଷା, ସାର୍ବଜନୀନ ସେବା, […]
୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ଓଡ଼ିଶାରେ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ ପାଇଛି।ଚଳିତ ବର୍ଷ ମୋଟ ୫୫ ଦିନ ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ।
