ତିବ୍ବତୀୟ ବୌଦ୍ଧ ଧର୍ମର ଶ୍ରେଷ୍ଠ ଆଧ୍ୟାତ୍ମିକ ତଥା ଧର୍ମଗୁରୁ ଦଲାଇ ଲାମା ତାଙ୍କର ପ୍ରଥମସମ୍ମାନଜନକ ଗ୍ରାମୀ ପୁରସ୍କାର ଜିତିଛନ୍ତି । ୬୮ତମ ବାର୍ଷିକ ଗ୍ରାମୀ ପୁରସ୍କାର ଉତ୍ସବରେ, ଦଲାଇ ଲାମା ତାଙ୍କ ଅଡି ଆଲବମ୍ ‘ମେଡିଟେସନ୍: ଦି ରିଫ୍ଲେକ୍ସନ୍ସ ଅଫ୍ ହିଜ୍ ହୋଲିନେସ୍ ଦି ଦଲାଇ ଲାମା’ ପାଇଁ ସର୍ବୋତ୍ତମ ଅଡିଓବୁକ୍, ନାରେସନ୍ ଏବଂ ଷ୍ଟୋରିଟେଲିଂ ରେକର୍ଡିଂ ପାଇଁ ଏହି ପୁରସ୍କାର ଜିତିଛନ୍ତି ।ଏହା ସହିତ, ସେ ପ୍ରଥମ ଥର ପାଇଁ ପୁରସ୍କାର ବିଜେତାଙ୍କ ତାଲିକାରେ କେ-ପପ୍ […]
ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କୁହୁଡ଼ି ରହିବ । ମଙ୍ଗଳବାର କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ବାଲେଶ୍ୱର, ଭଦ୍ରକ, ପୁରୀ, ଖୋର୍ଦ୍ଧା ଓ କଟକ, ବୁଧବାର କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ କୁହୁଡି ହେବ ବୋଲି ପୂର୍ବାନୁମାନ କରାଯାଇଛି। ୪/୫ ଦିନ ପରେ ପୁଣି ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବା ନେଇ ଆକଳନ କରାଯାଇଛି।
ରେକର୍ଡ ସର୍ବୋଚ୍ଚ ସ୍ତରରେ ପହଞ୍ଚିବା ପରେ ସୁନା ଏବଂ ରୂପା ମୂଲ୍ୟ ଦ୍ରୁତ ଗତିରେ ହ୍ରାସ ପାଉଛି। ରବିବାର ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା ଏବଂ ରୂପା ମୂଲ୍ୟ ଦ୍ରୁତ ଗତିରେ ହ୍ରାସ ପାଇଛି। ରବିବାର ରୂପା ଲୋୟର ସର୍କିଟରେ ପ୍ରବେଶ କରି 26,273 (9%) ହ୍ରାସ ପାଇ 2,65,652 ପ୍ରତି କିଲୋଗ୍ରାମ ହୋଇଛି। ୨୪ କ୍ୟାରେଟ ସୁନା ଦର ୯ ହଜାର ୫୦ ଟଙ୍କା ଖସିଛି। ଫଳରେ ୧୦ ଗ୍ରାମ ପିଛା ୨୪ କ୍ୟାରେଟ […]
ବ୍ରୁଆରୀ ୧ ତାରିଖରେ ସଂସଦରେ ଉପସ୍ଥାପନା ହୋଇଛି ବଜେଟ୍-୨୦୨୬। ଏଥିରେ ଅନେକ କିଛି ଜିନିଷ ଶସ୍ତା ହୋଇଛି । ସୋଲାର ପ୍ୟାନେଲଠୁ ଆରମ୍ଭ କରି ବିଦେଶ ଭ୍ରମଣ, ବ୍ୟାଟେରୀ,ଇଭି କାର୍ ଆଦି ଶସ୍ତା ହୋଇଛି । ତେବେ ନିଶାଡି ଏବଂ ମଦ୍ୟପଙ୍କୁ ଝଟକା ଦେଇଛନ୍ତି ସରକାର । ବିଭିନ୍ନ ମଦ ଏବଂ ସିଗାରେଟର ଦାମ୍ ବଢିବ ବୋଲି ଜଣାପଡିଛି ।ନୂଆ ଏକ୍ସାଇଜ୍ ଶୁଳ୍କ ପରେ ଏହାର ପ୍ରଭାବ ସିଧାସଳଖ ସିଗାରେଟ୍ ଉପରେ ପଡିବ ।୧୦ଟି ସିଗାରେଟ୍ ଥିବା […]
ଚୌଦ୍ଵାର ଜେଲରେ ବିଚାରଧୀନ କଏଦୀର ଆତ୍ମହତ୍ୟା । ନିଜ ୱାର୍ଡରେ ଥିବା ବେଳେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା । ଜେଲ ୱାର୍ଡରୁ ଗୁରୁତର ଅବସ୍ଥାରେ ଉଦ୍ଧାର ପରେ ଏସସିବି ମେଡିକାଲକୁ ନିଆଯାଇଥିଲା । ସେଠାରେ ଡାକ୍ତର କଏଦୀଙ୍କୁ ମୃତ ଘୋଷଣା କରିଛନ୍ତି । ମୃତକ ବିଚାରଧିନ କଏଦୀ ହେଲେ କଟକ ଦରଘାବଜାର ଅଞ୍ଚଳର ମହମ୍ମଦ କଲିମ । ତେବେ କଏଦୀ ଜଣକ ମାନସିକ ଭାରସାମ୍ୟ ହରାଇଥିଲେ ବୋଲି ଜଣାପଡିଛି । ଆତ୍ମହତ୍ୟା ନେଇ ଚୌଦ୍ବାର ଥାନାରେ […]
ସରକାରୀ ଚାକିରିରେ ବଦଳି ଏକ ନିୟମିତ ପ୍ରକ୍ରିୟା। ଯଦି କୌଣସି କର୍ମଚାରୀ ବା ଅଧିକାରୀ ଏହାକୁ ନ ମାନନ୍ତି ତେବେ ତାଙ୍କ ବିରୋଧରେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ। ତେବେ ୧୦ଜଣ ଓଡ଼ିଶା ଅର୍ଥ ସେବା ଅଧିକାରୀଙ୍କୁ ଅର୍ଥ ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ଜାନୁଆରୀ ୨୮ରେ ଅର୍ଥବିଭାଗ ଅନୁସଚିବ ସୁନେଇନା ସିଂହ ସମ୍ପୃକ୍ତ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି । ଯଦି ଏହି […]
ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ। ୫ ଜିଲାରେ ୬ ଦିନ ରହଣି କରିବେ ରାଷ୍ଟ୍ରପତି। ଏହି ୬ ଦିନରେ ରାଷ୍ଟ୍ରପତିଙ୍କ ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି। ସଂଧ୍ୟା ୬ଟା ୪୦ରେ ଭୁବନେଶ୍ବର ବିମାନନ ବନ୍ଦରରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି । ଏହା ପରେ ଲୋକ ଭବନରେ ରାତ୍ରି ଯାପନ ପରେ ଫେବ୍ରୁଆରୀ ୩ ତାରିଖ ସକାଳେ ଯାଜପୁର ଯାଇ ମା […]
ବଜେଟ୍ ଉପସ୍ଥାପନ କରିଛନ୍ତି ନିର୍ମଳା ସୀତାରମଣ । ବଜେଟରେ ୭ଟି ଦୁଲର୍ଭ ଔଷଧ, ୧୭ଟି କ୍ୟାନସର ଔଷଧ, ମୋବାଇଲ, ବ୍ୟାଟେରୀ, ମାଇକ୍ରୋ ଓଭେନ, ସୋଲାର ସାମଗ୍ରୀ, କପଡା, ଇଭି ବ୍ୟାଟେରୀ, ବିଦେଶରେ ପଢିବା, ଜୋତା ଓ ଚମଡ଼ା, ବାୟୋ ସିଏନଜି ଗ୍ୟାସ୍, ଇତ୍ୟାଦି । ଶସ୍ତା ହେବ ବୋଲି ଘୋଷଣା କରାଯାଇଛି । ତେବେ ମଦ, ଖଣିଜ ପଦାର୍ଥ, ସ୍କ୍ରାପ ମହଙ୍ଗା ହେବ ।
ଆଜି ବରିଷ୍ଠ ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳ ବଦଳ ହୋଇଛି। ୧୯୯୬ ବ୍ୟାଚର ୩ ବରିଷ୍ଠ ଆଇଏଏସଙ୍କୁ ପଦନ୍ନୋତି ଦେଇଛନ୍ତି ମୋହନ ମାଝୀଙ୍କ ସରକାର। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଏହି ଅଧିକାରୀମାନଙ୍କୁ ‘ଏପେକ୍ସ ଗ୍ରେଡ୍’ ବା ସର୍ବୋଚ୍ଚ ପାହ୍ୟାକୁ ଉନ୍ନୀତ କରାଯାଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପଦବୀ ପ୍ରଦାନ କରାଯାଇଛି । ଏହି ୩ ଅଧିକାରୀ ହେଲେ ଶ୍ରୀ ଶାଶ୍ୱତ ମିଶ୍ର (IAS, -୧୯୯୬) […]
ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ ନକରି ଅଡୁଆରେ ଗଣଶିକ୍ଷା ସଚିବ। ଗଣଶିକ୍ଷା ସଚିବଙ୍କୁ ବ୍ୟକ୍ତିଗତ ହାଜର ପାଇଁ ନିର୍ଦ୍ଦେଶ । ଗଣଶିକ୍ଷା ନିର୍ଦ୍ଦେଶକ ଓ କେନ୍ଦୁଝର ଡିଇଓଙ୍କୁ ବି ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଫେବ୍ରୁଆରୀ ୧୩ରେ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନିର୍ଦ୍ଦେଶ ଦେଛନ୍ତି । ପୂର୍ବ ଆଦେଶ କାର୍ଯ୍ୟକାରୀ ହୋଇଥିଲେ, ହାଜିରା ଅନାବଶ୍ୟକ । ଅନୁକମ୍ପାମୂଳକ ନିଯୁକ୍ତି କ୍ଷେତ୍ରରେ ହୋଇଛି ଅଦାଲତ ଅବମାନନା ।
ରାୟଗଡ଼, ୩୧/୦୧/୨୦୨୬: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ, ରାୟଗଡ଼ ତରଫରୁ ଆୟୋଜିତ କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ରାୟଗଡ଼ (ସାଧାରଣ) ଶ୍ରୀ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପିତାମାତା ଏବଂ ବରିଷ୍ଠ ନାଗରିକଙ୍କ ରକ୍ଷଣl ବେକ୍ଷଣl ଓ କଲ୍ୟାଣ ଆଇନ -୨୦୦୭ ସଚେତନତା ଶିବିର ପାଳିତ ହୋଇଛି। ଏହି ସଚେତନତା ଶିବିରରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ରାୟଗଡ ସୁଶ୍ରୀ ସରସ୍ବତୀ ମାଝି, ପଞ୍ଚାୟତ ସମୀତି ଅଧ୍ୟକ୍ଷା […]
ଜେକେ କାଗଜ କଳ ର ସାମାଜିକ ଦାୟିତ୍ଵ ବିଭାଗ ର ରୋଷନି ପ୍ରକଳ୍ପ ଆନୁକୁଲ୍ୟରେ ଏଲ୍ ଭି ପ୍ରସାଦ ଚକ୍ଷୁ ଅନୁଷ୍ଠାନ, ପିତାମହଲ ସହଯୋଗ ରେ ଖଲିଗୁଡା ଠାରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିର ରେ 45 ଜଣ ରୋଗୀ ଙ୍କର ଚକ୍ଷୁ ପରୀକ୍ଷା କରାଯାଇଥିଲା। 18 ଜଣ ମୋତିଆବିନ୍ଦୁ, 5 ଜଣ ଟେରୀଜିମ୍ , 22 ଜଣ ଦୂରଦୃଷ୍ଟି ସମସ୍ୟା ଥିବା ଚିହ୍ନଟ କରାଯାଇଛି। ମୋତିଆବିନ୍ଦୁ ରୋଗୀ ଙ୍କର ଫିଟନେସ ସାର୍ଟିଫିକେଟ […]
