ଜାନୁଆରୀ ୫ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଜାନୁଆରୀ ୫ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଦିଆଯାଇଛି ସୂଚନା। ଅନଲାଇନ୍‌ ପଞ୍ଜୀକରଣ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହେବ। ସର୍ବାଧିକ ୧ ହଜାର ପର୍ଯ୍ୟନ୍ତ ଅଭିଯୋଗ ପଞ୍ଜୀକରଣ ଜାରି ରହିବ। ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ […]

କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶା ପ୍ରଜ୍ଞାପନ ମେଢ଼

ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ପ୍ରଦର୍ଶିତ ହେବ ଓଡିଶାର ପ୍ରଜ୍ଞାପନ ମେଢ। ୧୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ତାଲିକାରେ ସ୍ଥାନ ପାଇଲା ଓଡିଶା। ଓଡିଶାର କଳାକୃତିକୁ ଆଧାର କରି ପ୍ରସ୍ତାବିତ ପ୍ରଜ୍ଞାପନ ମେଢକୁ ମଞ୍ଜୁରୀ ମିଳିଛି। ଏନେଇ ମଞ୍ଜୁରୀ ଦେଲା କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରାଳୟ। ଜାନୁଆରୀ ୧୯ ସୁଦ୍ଧା କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ସିଚବଙ୍କୁ ନିର୍ଦ୍ଦେଶ ଦିଆଯାଇଛି।୨୦୨୪ରୁ ୨୦୨୬ ଏହି ତିନି ବର୍ଷ ମଧ୍ୟରେ ରାଜ୍ୟଗୁଡ଼ିକ ମଧ୍ୟରେ ନିରପେକ୍ଷ ଅଂଶଗ୍ରହଣ ସୁନିଶ୍ଚିତ କରିବା ପାଇଁ ପ୍ରତିରକ୍ଷା […]

ସ୍ଥାନୀୟ ଜୟପୁର ସଦର ଦଶରା ପଡିଆ ଠାରେ ମିଷ୍ଟର୍ ଅନ ଡିଭାଇଡେଡ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତି ଯୋଗିତା

ସ୍ଥାନୀୟ ଜୟପୁର ସଦର ଦଶରା ପଡିଆ ଠାରେ ମିଷ୍ଟର୍ ଅନ ଡିଭାଇଡେଡ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତି ଯୋଗିତା ମଧୁ ଜିମ୍ ଜିତୁ ଖରା ଙ୍କ ତତ୍ବାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତା ରେ ମୁଖ୍ୟ ଅତିଥି ଭାବେ ରଘୁ ରାମ ମାଛ ସାଂସଦ, କୋରାପୁଟ,ରବି ନାରାୟଣ ନନ୍ଦ ପୂର୍ବତନ ସାଂସଦ ଜୟପୁର,ରଘୁ ରାମ ପଦଲ ପୂର୍ବତନ ସାଂସଦ କୋରାପୁଟ, ନରି ମହାନ୍ତି ଚେୟାର ମେନ ପୌର ପରିଷଦ, ଆରତୀ ମହାନ୍ତି, ଓକିଲ ଜୟପୁର, ମନୋଜ ଆଚାର୍ଯ୍ୟ, କୋରାପୁଟ […]

କଟକ ସହରରେ ଅପରାଧ ବେଶି: ବର୍ଷକରେ ୯ ହଜାର ୨ ଶହ କେସ୍‌ ରୁଜୁ

୨୦୨୫ରେ କଟକ ସହରରେ ଥିବା ୨୧ଟି ଥାନାରେ ମୋଟ ୯ ହଜାର ୧୩୯ଟି ମାମଲା ରୁଜୁ ହୋଇଛି । ଯାହାକି ୨୦୨୪ ମସିହା ତୁଳନାରେ ପ୍ରାୟ ୨ ହଜାର ଅଧିକ ଅଟେ । କେବଳ ସଦର ଥାନାରେ ଚଳିତ ବର୍ଷ ପ୍ରାୟ ରେକର୍ଡ ସଂଖ୍ୟକ ୧ ହଜାର ମାମଲା ରୁଜୁ ହୋଇଛି । ଯାହାକି ଥାନା ପାଇଁ ଚିନ୍ତାକର ବିଷୟ ପାଲଟିଛି ।ଗୁରୁତ୍ୱପୂର୍ଣ୍ଣ ହେଉଛି ସହର ଉପକଣ୍ଠରେ ଥିବା ସଦର, ଚୌଦ୍ୱାର, ଜଗତପୁର ଓ ବାରଙ୍ଗ ଥାନା […]

‘ବର୍ଡର -୨’ ଲୋକପ୍ରିୟ ଗୀତ ‘ଘର କବ ଆଓଗେ’ର ଟିଜର ରିଲିଜ୍

ପୁଣି ଆସିବ ଚିଠି। ପୁଣି ଥରେ ଘରକୁ ଫେରିବାର ସେହି ଗୀତ ଶୁଣିବାକୁ ପାଇବେ ଦର୍ଶକ। ବର୍ଷ କି ଦୁଇ ବର୍ଷ ନୁହେଁ ଦୀର୍ଘ ୨୮ ବର୍ଷ ପରେ ଫେରୁଛି ଫିଲ୍ମ ‘ବର୍ଡର-୨’। ଖୁବ୍ ଶୀଘ୍ର ସିନେମା ହଲରେ ରିଲିଜ୍ ହେବ “ବର୍ଡର ୨” । ଏଥିରେ ସନି ଦେଓଲଙ୍କ ସହିତ ନୂଆ ପିଢ଼ିର ଅଭିନେତାଙ୍କୁ ଦେଖିବାକୁ ମିଳିବ। ଚଳଚ୍ଚିତ୍ରର ଟିଜର ନିକଟରେ ଦର୍ଶକଙ୍କ ଉତ୍ସାହ ବୃଦ୍ଧି କରିଥିଲା। ଏବେ, “ଘର କବ୍ ଆଓଗେ” ଗୀତର ଟିଜର […]

ହ୍ୟୁମାନ ସାଗର ମୃତ୍ୟୁ ମାମଲା : କଟକ ଡିସିପିଙ୍କ ସୂଚନା ଯାଞ୍ଚ କରାଯାଉଛି କାଗଜପତ୍ର

ହ୍ୟୁମାନ ସାଗର ମୃତ୍ୟୁ ମାମଲା । ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରାଯାଇଥିବା କଟକ ଡିସିପିଙ୍କ ସୂଚନା । ଚିକିତ୍ସା ସମ୍ପର୍କରେ ଯାଞ୍ଚ କରାଯାଉଛି କାଗଜପତ୍ର । ଅଭିଯୋଗର ଗୋଟି ଗୋଟି ଦିଗକୁ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କଟକ ଡିସିପି ଋଷିକେଶ ଖିଲାରୀ କହିଛନ୍ତି । ପରିବାର ଲୋକଙ୍କ ଅଭିଯୋଗ ଆଧାରରେ କେସ ରୁଜୁ ହୋଇ ତଦନ୍ତ ହେଉଛି ।ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ତାଙ୍କ ମା’ ଶେଫାଳି ସୁନା କଟକ ମର୍କତ ନଗର ଥାନାରେ […]

ଜିରୋ ନାଇଟ୍ ପାଇଁ ପୋଲିସର କଟକଣା; ରାସ୍ତାକଡ଼ରେ ଉତ୍ସବ ମନା

ନୂଆବର୍ଷ ପାଇଁ ପୋଲିସର ଗାଇଡଲାଇନ ଜାରି । ରାତି ୧୨ଟା ୩୦ ଯାଏ ଜିରୋ ନାଇଟ୍ ସେଲିବ୍ରେସନ। ସୁରକ୍ଷା ପାଇଁ ରାଜଧାନୀରେ ମୁତୟନ ହେବେ ୧୮ ପ୍ଲାଟୁନ ଫୋର୍ସ । ଭୁବନେଶ୍ବରର ୧୮ଟି ସ୍ଥାନରେ ବ୍ଲକିଂ, ଚେକିଂ ହେବ। ସୁରକ୍ଷା ତଦାରଖ କରିବେ ୨୯ଟି ୱାଚ ପାଟ୍ରୋଲିଂ ଟିମ୍ ।ନୂଆବର୍ଷ ସେଲିବ୍ରେସନ୍ କରୁଥିବା ହୋଟେଲ, କ୍ଲବ ଦିକୁ ସମସ୍ତ ପୋଲିସ ଥାନା ଚିହ୍ନଟ କରିବେ । ସେଲିବ୍ରେସନର ପ୍ରକାରରୁ ନେଇ ସମୟ ସବୁକିଛିର ତଥ୍ୟ ରଖିବ ପୋଲିସ […]

ଆଜି ନନ୍ଦନକାନନ ପାଳୁଛି ୬୬ ତମ ପ୍ରତିଷ୍ଠା ଦିବସ । ୨୫ ବର୍ଷ ପରେ ନନ୍ଦନକାନନରେ ଖୋଲିଲା ଓଧ ଖୁଆଡ଼

ଆଜି ନନ୍ଦନକାନନ ପାଳୁଛି ୬୬ ତମ ପ୍ରତିଷ୍ଠା ଦିବସ । ପ୍ରତିବର୍ଷ ଡିସେମ୍ବର ୨୯ ତାରିଖରେ ନନ୍ଦନକାନନରେ ତାର ପ୍ରତିଷ୍ଠା ଦିବସ ପାଳନ କରି ଆସୁଛି । ଆଜି ପ୍ରତିଷ୍ଠା ଦିବସ ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଯୋଗ ଦେଇ ବିଭିନ୍ନ ନୂତନ ଖୁଆଡର ଶୁଭ ଉଦଘାଟନ କରିଛନ୍ତି |କଲରାପତରିଆ ବାଘ ଖୁଆଡ, ତୃଣଭୋଜୀ କ୍ୱାରେଣ୍ଟାଇନ ଓ ସରୀସୃପ କ୍ୱାରେଣ୍ଟାଇନ ପ୍ରାଣୀ ଉଦ୍ୟାନରେ ଜନ୍ମ ଗ୍ରହଣ କରିଥିବା ବାଘ ଛୁଆ, […]

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ

ଆସନ୍ତା କାଲି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଦେଖିବାକୁ ବରଗଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମହାରାଜା କଂସଙ୍କ ନିମନ୍ତ୍ରଣରେ ଧନୁଯାତ୍ରା ଦେଖିବାକୁ ଯିବେ । ଏନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସୂଚନାଥାଉକି, ଧନୁଯାତ୍ରା ଡିସେମ୍ବର ୨୪, ୨୦୨୫ରେ ଉଦଘାଟନ ହୋଇଥିଲା । ଜାନୁଆରୀ ୩ରେ ଶେଷ ହେବାର କାର୍ଯ୍ୟକ୍ରମ ରହିଛି । ଏହି ଯାତ୍ରା ୧୧ ଦିନ ଧରି ଚାଲିବ ।ମହାରାଜା କଂସଙ୍କ ଅଟ୍ଟହାସ୍ୟରେ କମ୍ପୁଛି ବରଗଡ ଦୁଲୁକୁଛି ମଞ୍ଚ […]

ସୁପ୍ରିମକୋର୍ଟରେ ଆରାବଳୀ ଶୁଣାଣି; ଜାନୁଆରି ୨୧ରେ ପରବର୍ତ୍ତୀ ଶୁଣାଣି

ଆରାବଲ୍ଲୀ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ ହସ୍ତକ୍ଷେପ । ନଭେମ୍ବର ୨୦ ତାରିଖରେ ସୁପ୍ରିମକୋର୍ଟ ଦେଇଥିବା ନିଜ ରାୟ ଉପରେ ରହିତାଦେଶ ଜାରି କରିଛନ୍ତି । ଏହାସହିତ କେନ୍ଦ୍ର ସରକାର, ଦିଲ୍ଲୀ, ରାଜସ୍ଥାନ, ହରିୟାଣା ଏବଂ ଗୁଜୁରାଟ ସରକାରଙ୍କ ନୋଟିସ୍‌ ମଧ୍ୟ ଜାରି କରିଛନ୍ତି । କମିଟିର ସୁପାରିଶକୁ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି । ପରବର୍ତ୍ତୀ ଶୁଣାଣି ଜାନୁଆରୀ ୨୧ ତାରିଖରେ ଅନୁଷ୍ଠିତ ହେବ।ଆଉ ସେପର୍ଯ୍ୟନ୍ତ ସ୍ଥିତାବସ୍ଥା ବଜାୟ ରହିବ ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ଦିଗଗୁଡ଼ିକୁ […]

ରାଗିଗଲେ ମଥୁରା ନରେଶ , ପରିବହନ ଅଧିକାରୀଙ୍କ ଉପରେ ଲଗାଇଲେ ଫାଇନ

ରାଗିଗଲେ ମଥୁରା ନରେଶ କଂସ ମହାରାଜ । “ନଗର ପରିକ୍ରମା” ଅବସରରେ କଂସ ମହାରାଜ ପ୍ରାଚୀନ ମଥୁରାରେ ପରିଣତ ହୋଇଥିବା ବରଗଡ଼ ଉପରେ “ଶାସନ କରୁଛନ୍ତି”। ଏହାର ଏକ ଅଂଶ ଭାବରେ ସେ ପରିବହନ ବିଭାଗର ଅଧିକାରୀମାନଙ୍କୁ ଡକାଇ ସରକାରୀ ବସ୍ ଷ୍ଟାଣ୍ଡରେ ଖରାପ ପରିମଳ ଏବଂ ଅପର୍ଯ୍ୟାପ୍ତ ସୁବିଧା ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଖାଲି ସେତିକି ନୁହେଁ ମହାରାଜ କଂସ ବସଷ୍ଟାଣ୍ଡରେ ପହଞ୍ଚିଲା ବେଳକୁ ମୁଖ୍ୟ ଅଧିକାରୀ ନ ଥିବାରୁ ରାଗି ଯାଇଥିଲେ […]

ପୋଲିସ SI ପରୀକ୍ଷା ସ୍କାମ୍‌; CBI ଦାଖଲ କଲା ପ୍ରାଥମିକ ଚାର୍ଜସିଟ୍

ପୋଲିସ ଏସଆଇ କେଳେଙ୍କାରୀ ମମଲାରେ ପ୍ରଥମିକ ଚାର୍ଜସିଟ୍ ଦାଖଲ । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ ଦାଖଲ CBI । ଶଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ ମହାରଣା, ବିରଞ୍ଚି ନାୟକ, ନୀତିଶ କୁମାର ସମେତ ୧୬ଜଣଙ୍କ ନାଁ ଚାର୍ଜସିଟ୍ସ ଦାଖଲ ହୋଇଛି ।SI ପରୀକ୍ଷା ମାମଲାରେ ବର୍ତ୍ତମାନ ସୁଦ୍ଧା ମୋଟ ୧୬ ଜଣଙ୍କୁ ଗିରଫ କରାଯାଇଛି । ୧୬ ଅଭିଯୁକ୍ତଙ୍କ ମଧ୍ୟରୁ ୯ ଜଣଙ୍କୁ […]