‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଗ୍ରୀନ ସିଗ୍ନାଲ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତା ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ୭ଟି ବିଭାଗର ୧୦ଟି ପ୍ରସ୍ତାବରେ ମୋହର ମାରିଛି କ୍ୟାବିନେଟ । ରାଜ୍ୟରେ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ ଲାଗୁ କରିବା ପାଇଁ ନିଷ୍ପତ୍ତି ନେଇଛି ୨୦୨୫ ବର୍ଷର ଶେଷ କ୍ୟାବିନେଟ ।ଓଡ଼ିଶାର ବରପୁତ୍ର, ସ୍ୱାଧୀନତା ସଂଗ୍ରାମୀ, କବି, ସାହିତି୍ୟକ, ଶିକ୍ଷାବିତ୍‌, ସମାଜ ସୁଧାରକ ଏବଂ ମହାନ୍‌ ବ୍ୟକ୍ତିତ୍ୱମାନେ ଓଡ଼ିଶାର ସାମାଜିକ-ସାଂସ୍କୃତିକ-ସାହିତି୍ୟକ ପରିବେଶକୁ ଗଢ଼ିଥିଲେ। ସେମାନଙ୍କର ଜୀବନବ୍ୟାପୀ […]

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ ସଂଗ୍ରହ ବୈଠକ ଅବସରରେ କହିଛନ୍ତି। ଅଣଧାନ ଫସଲକୁ ପ୍ରୋତ୍ସାହନ ଦେବା ଉପରେ ଗୁରୁତ୍ୱାରୋପ କରାଯାଇଛି ।ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଧାନ କ୍ରୟ ପ୍ରକ୍ରିୟା ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ରାଜ୍ୟର ଧାନ କ୍ରୟ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏ ପର୍ଯ୍ୟନ୍ତ ରାଜ୍ୟର ୧୨ଟି […]

ଘନ କୁହୁଡ଼ିରେ ଲୁଚିଗଲା ଶ୍ରୀମନ୍ଦିର

ଘନ କୁହୁଡ଼ିରେ ଲୁଚିଗଲା ଶ୍ରୀମନ୍ଦିର । ପ୍ରବଳ କୁହୁଡ଼ି ହୋଇଥିବା ବେଳେ ଶ୍ରୀମନ୍ଦିର ଓ ନୀଳଚକ୍ର ଦୃଶ୍ୟମାନ ହେଉନି । କୁହୁଡିର ମାତ୍ରା ଏତେ ଅଧିକ ଯେ ଅତିନିକଟରୁ ବି ମନ୍ଦିର ଦେଖିବା ମୁସକିଲ ହୋଇପଡିଛି । ସେହିପରି ବଡ଼ ଦାଣ୍ଡରେ ବି ପ୍ରବଳ କୁହୁଡ଼ି ଯୋଗୁଁ ଦୃଶ୍ୟମାନ କ୍ଷମତା କମିଛି । ସେପଟେ କୁହୁଡ଼ିରେ କୋଣାର୍କର ସୂର୍ଯ୍ୟ ମନ୍ଦିର ବି ଲୁଚିଯାଇଛି । ଅନ୍ୟପଟେ ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ […]

ଆଜି ବଡ଼ଦିନ। ଜନ୍ମ ନେଇଛନ୍ତି ପ୍ରଭୁ ଯୀଶୁ

ଆଜି ବଡ଼ଦିନ। ଜନ୍ମ ନେଇଛନ୍ତି ପ୍ରଭୁ ଯୀଶୁ। ସାରା ବିଶ୍ବରେ ଚର୍ଚ୍ଚରେ ଚାଲିଛି ସମୂହ ପ୍ରାର୍ଥନା। ସବୁଠି ସଜେଇ ହୋଇଛି ଚର୍ଚ୍ଚ। ବଡ଼ ଦିନ ପାଳନ କରିବାକୁ ଖ୍ରୀଷ୍ଟ ଧର୍ମାବଲମ୍ବୀ ଭାଇ ଭଉଣୀଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖାଯାଇଛି। ପରସ୍ପରକୁ ଶୁଭେଚ୍ଛା ଜଣାଉଛନ୍ତି ଖ୍ରୀଷ୍ଟ ଧର୍ମାବଲମ୍ବୀ । କ୍ୟାରୋଲ ସଙ୍ଗ ଗାଇବା ପରେ ଯୀଶୁଙ୍କ ଜୀବନ କଥା ଶୁଣିଥିଲେ ଶତାଧିକ ଖ୍ରୀଷ୍ଟ ଧର୍ମାବଲମ୍ବୀ । ବଡ଼ ଦିନ ପାଇଁ ଚର୍ଚ୍ଚ କର୍ତ୍ତୃପକ୍ଷ ଓ ପ୍ରଶାସନ ପକ୍ଷରୁ ବ୍ୟାପକ […]

ହିନ୍ଦୁମାନେ ୪ ଛୁଆ ଜନ୍ମ କରନ୍ତୁ: ନବନୀତ ରାଣା

ବିଜେପି ନେତ୍ରୀ ତଥା ପୂର୍ବତନ ସାଂସଦ ନବନୀତ ରାଣା ହିନ୍ଦୁ ସମ୍ପ୍ରଦାୟକୁ ଅତି କମରେ ତିନିରୁ ଚାରୋଟି ସନ୍ତାନ ଜନ୍ମ କରିବାକୁ ନିବେଦନ କରିଛନ୍ତି।ସେ କହିଛନ୍ତି ଯେ କିଛି ଲୋକ ବହୁ ସଂଖ୍ୟକ ସନ୍ତାନ ଜନ୍ମ କରି ଭାରତକୁ ପାକିସ୍ତାନରେ ପରିଣତ କରିବାକୁ ଷଡ଼ଯନ୍ତ୍ର କରୁଛନ୍ତି, ତେଣୁ ହିନ୍ଦୁମାନେ ଗୋଟିଏ ସନ୍ତାନରେ ସନ୍ତୁଷ୍ଟ ହେବା ଉଚିତ୍ ନୁହେଁ। ସେ ଅମରାବତୀରେ ସାମ୍ବାଦିକଙ୍କ ସହ ଆଲୋଚନା ବେଳେ ଏହି ଭଳି କହିଥିଲେ। ପରେ ତାଙ୍କର ମନ୍ତବ୍ୟ ସୋସିଆଲ ମିଡିଆରେ […]

ଜାନୁଆରୀ ୧୪ରୁ ୧୭ ଯାଏଁ ବନ୍ଦ ରହିବ ଟି- ସେତୁ

ଜାନୁଆରୀ ୧୪ରୁ ୧୭ ଯାଏଁ ବନ୍ଦ ରହିବ ଟି- ସେତୁ । ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ ନିଆଯାଇଛି । ସକାଳ ୭ଟାରୁ ସନ୍ଧ୍ୟା ୭ଟା ୧୨ ଘଣ୍ଟା ବନ୍ଦ ରହିବ ଟି-ସେତୁ । ଗୋପୀନାଥପୁର ଓ ବୈଦେଶ୍ୱର ଉଭୟ ପଟୁ ବନ୍ଦ ରହିବ ବାଟ ।ପ୍ରକାଶଥାଉକି, ଦୁଇବର୍ଷ ପୂର୍ବେ ମକରମେଳାରେ ଏଠାରେ ଅନେକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ଫଳରେ ଦଳାଟକଟା ଭଳି ପରିସ୍ଥିତି ଉପୁଜି ପ୍ରାଣହାନୀ ମଧ୍ୟ ହୋଇଥିଲା […]

ପ୍ରେମୀଯୁଗଳଙ୍କୁ ବ୍ଲାକ ମେଲ କରି ନକଲି ପୋଲିସ ଗିରଫ

ଅସଲି ପୋଲିସ ହାତରେ ଧରାପଡିଲେ ନକଲି ପୋଲିସ । ନିଜକୁ ପୋଲିସ କହି ପ୍ରେମୀ ଯୁଗଳଙ୍କୁ ବ୍ଲାକମେଲ୍ କରୁଥିଲେ, ବାନ୍ଧିଲା ପୋଲିସ । ଖଣ୍ଡଗିରି ଓ ଉଦୟଗିରି ନିକଟରେ ପ୍ରେମୀଯୁଗଳଙ୍କୁ ବ୍ଲାକ ମେଲ କରିବା ସହ ଅନ୍ତରଙ୍ଗ ମୂହୁର୍ତ୍ତ ଫଟୋ ଓ ଭିଡ଼ିଓ କରି ଟଙ୍କା ମାଗୁଥିଲେ । ନିଜକୁ ସାଧା ପୋଷାକଧାରୀ ପୋଲିସ କହି ମୋଟା ଅଙ୍କର ଟଙ୍କା ଆଦାୟ ବେଳେ ଦୁଇ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ ।ଗିରଫ ଅଭିଯୁକ୍ତ ହେଲେ କେରଳର […]

ଦିଲ୍ଲୀରେ ୩ଦିନ ରହିଲେ ଆଲର୍ଜି ହୋଇଯାଉଛି- ନୀତୀନ

ଦିଲ୍ଲୀ ପ୍ରଦୂଷଣକୁ ନେଇ ଏବେ ସାରା ବିଶ୍ବରେ ଚର୍ଚ୍ଚା ହେଉଛି । ଦିଲ୍ଲୀର ବାୟୁ ଲୋକଙ୍କ ପାଇଁ ରୋଗର ଗନ୍ତାଘର ପାଲଟିଗଲାଣି । ସ୍ଥିତି ଏମିତି ହେଲାଣି ଯେ ଦିଲ୍ଲୀରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହେଉଛି । ତେବେ କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ କହିଛନ୍ତି, ଦିଲ୍ଲୀରେ ୩ ଦିନ ରହିଲେ ଆଲର୍ଜି ହୋଇଯାଉଛି ।କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ସ୍ୱୀକାର କରିଛନ୍ତି ଯେ ଯାନବାହାନରୁ ନିର୍ଗତ ଧୂଆଁ ପାଇଁ ୪୦% ପ୍ରଦୂଷଣ […]

ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ

ଅନୁ ଗର୍ଗ ନୂଆ ମୁଖ୍ୟ ଶାସନ ସଚିବ । ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ । ଉନ୍ନୟନ କମିସନର ଦାୟିତ୍ୱ ତୁଲାଉଥିଲେ ଅନୁ ଗର୍ଗ ।୧୯୯୧ ବ୍ୟାଚ୍‌ର ଆଇଏଏସ୍ ଅଧିକାରୀ ହେଉଛନ୍ତି ଅନୁ ଗର୍ଗ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।ଏବେ ଅନୁ ଗର୍ଗ ଉନ୍ନୟନ କମିଶନର ସହ ଜଳ ସମ୍ପଦ ବିଭାଗର ଅତିରିକ୍ତ ସଚିବ ଅଛନ୍ତି । ଏହା ପୂର୍ବରୁ ସେ […]

ଚାନ୍ଦବାଲି ଲଜ୍ଜା: ୧୦ ଲକ୍ଷର ଅନୁକମ୍ପା ଘୋଷଣା

ଚାନ୍ଦବାଲି ଲଜ୍ଜା ଘଟଣାରେ ୧୦ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୀଡିତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ଦିଆଯିବ ଅନୁକମ୍ପା ରାଶି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ ନିର୍ଦ୍ଦେଶ ଦିଆଯାଇଛି । ତଦନ୍ତ କରି ଦୋଷୀକୁ କଠୋରରୁ ଅତି କଠୋର ଦଣ୍ଡବିଧାନ ହେବ କହିଲେ ମୁଖ୍ୟମନ୍ତ୍ରୀ । ସୂଚନାଥାଉକି, ଗତକାଲି ଛାତ୍ରୀ ଜଣଙ୍କ ସ୍କୁଲକୁ ଯାଇଥିବା ବେଳେ ଅପରାହ୍ମ ୨ଟା ସମୟରେ ଆଉ […]

ନିର୍ଦ୍ଧାରିତ ସମୟରେ କାମ ସମାପ୍ତି ଓ ଗୁଣବତ୍ତାରେ କୌଣସି ସାଲିସ ଗ୍ରହଣୀୟ ନୁହେଁ : ମନ୍ତ୍ରୀ ଡ଼. କୃଷ୍ଣ ଚନ୍ଦ୍ର ମହାପାତ୍ର*

ଭୁବନେଶ୍ୱର, ରାଜ୍ୟର ସହରାଞ୍ଚଳଗୁଡ଼ିକରେ କାର୍ଯ୍ୟକାରୀ ହେଉଥିବା ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନା (MSBY) ଅଧୀନ ପ୍ରକଳ୍ପଗୁଡ଼ିକର ଆଜି ଗୃହନିର୍ମାଣ ଓ ନଗର ନ୍ନୟନ ମନ୍ତ୍ରୀ ଡ଼. କୃଷ୍ଣ ଚନ୍ଦ୍ର ମହାପାତ୍ର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଖାରବେଳ ଭବନରେ ଅନୁଷ୍ଠିତ ଉକ୍ତ ବୈଠକରେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢ଼ୀ , ପୌର ପ୍ରଶାସନ ନିର୍ଦ୍ଦେଶକ ଶ୍ରୀ ଅରିନ୍ଦମ ଡାକୁଆ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ରାଜ୍ୟର ସମସ୍ତ […]

ଚାନ୍ଦବାଲି ଦୁଷ୍କର୍ମ ଘଟଣା: ଦୋଷୀ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ

ଚାନ୍ଦବାଲିରେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟ।। ଏହି ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପ୍ରତିକ୍ରିୟା ରଖି କହିଛନ୍ତି, ଦୋଷୀ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ଏଭଳି ଘଟଣା ସମାଜରେ ଆଉ ନହେଉ । କେବଳ ସରକାରଙ୍କ ନୁହେଁ ସମାଜର ବି ଦାୟିତ୍ୱ ଅଛି । ଝିଅମାନଙ୍କ ଉପରକୁ ଆସୁଥିବା ଅତ୍ୟାଚାର ରୋକିବାକୁ ପଡିବ । ଏବେ ସରକାରଙ୍କ ବଡ ଦାୟିତ୍ୱ ହେଉଛି ତ୍ୱରିତ ବେଗରେ ଆକ୍ସନ । ଆଇନ ତା ବାଟରେ ଯିବ, […]