ରାୟଗଡ଼ (ନିପ୍ର) ୧୮/୧୨ – ଜେକେ କାଗଜ କଳର ପ୍ରତିଷ୍ଠାତା ସ୍ୱର୍ଗତ ଲାଲା କମଳାପତଳୀ ସିଂଘାନିଆଙ୍କ ୧୪୧ତମ ଜନ୍ମବାର୍ଷିକୀ ପାଳିତ ହୋଇଯାଇଛି । ଜେକେ ସଂଗଠନ ପକ୍ଷରୁ, ମୁଖ୍ୟ ଅତିଥ୍, କାର୍ଯ୍ୟନିର୍ବାହୀ ଉପାଧ୍ୟକ୍ଷ (କାର୍ଯ୍ୟ) ଶ୍ରୀ ବିନୟ ଦ୍ୱିବେଦୀଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସମାରୋହର ଆରମ୍ଭରେ ଜେକେ ଗ୍ରୁପର ବିଶ୍ୱସ୍ତରୀୟ ସଫଳତାକୁ ପ୍ରଦର୍ଶିତ କରୁଥିବା ଏକ ଅଡିଓ-ଭିଜୁଆଲ୍ ଉପସ୍ଥାପନା ହୋଇଥିଲା, ତା’ପରେ ମୁଖ୍ୟ ଅତିଥ୍ ଏବଂ ପରିଚାଳନା କତୃପକ୍ଷ, ଶ୍ରମିକ ଏବଂ ୟୁନିଅନର ପ୍ରତିନିଧୂମାନେ […]
ସାଇବର କ୍ରାଇମ୍ (ଡିଜିଟାଲ୍ ଆରେଷ୍ଟ୍)ର ଶିକାର ହୋଇଛନ୍ତି ଜଣେ ଡାକ୍ତରାଣୀ । ସେ ହେଉଛନ୍ତି ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମମତା ଚୌଧୁରୀ । ତାଙ୍କ ବ୍ୟାଙ୍କ୍ ଆକାଉଣ୍ଟ୍ରୁ ୧୨ ଲକ୍ଷରୁ ଅଧିକ ଟଙ୍କା ଉଠାଇ ନେଇଛନ୍ତି ସାଇବର ଲୁଟେରା । ଏ ସମ୍ପର୍କରେ ମମତା ଟାଉନ୍ ଥାନାରେ ଏତଲା ଦେଇଛନ୍ତି ।ସୂଚନା ଅନୁସାରେ, କିଛି ଦିନ ତଳେ ତାଙ୍କୁ ଏକ ଫୋନ କଲ ଆସିଥିଲା। ବ୍ୟକ୍ତି ଜଣକ ଏକ କୋରିୟର ଅଫିସରୁ କହୁଥିବା ପରିଚୟ […]
ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ଦିନକୁ ଦିନ ବିରୋଧାଭାବ ଦେଖିବାକୁ ମିଳୁଛି । ଗତକାଲି ଭାଜପା ବିଧାୟକମାନେ ଏହି ପ୍ରସଙ୍ଗ ଉପରେ ପୁର୍ନବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଥିବା ବେଳେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି ।ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବର୍ଦ୍ଧିତ ଦରମା ନେବାକୁ ମନା କରିବା ପରେ ଏବେ ବିଜେଡି ଦରମା ବୃଦ୍ଧି ପୁନର୍ବିଚାର କରିବା ପାଇଁ ବିଜେଡି ନିବେଦନ କରିଛି । ବିଜୁ ଜନତା ଦଳର ସଭାପତିଙ୍କ […]
ଖୋର୍ଦ୍ଧାରେ ଜାଲ ସାର୍ଟିଫିକେଟ ଦେଇ ଟଙ୍କା ହଡପ ଘଟଣା । ୭ ଟି କଲେଜର ୧୪୯ ଛାତ୍ରଛାତ୍ରୀଙ୍କ ବିରୋଧରେ ରୁଜୁ ହେଲା ମାମଲା । ସମ୍ପୃକ୍ତ ଶିକ୍ଷାନୁଷ୍ଠାନ ଗୁଡ଼ିକ ହେଲା ଦି ଟେକ୍ନୋ ସ୍କୁଲ, ସୁବାସ ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି, ଗୁରୁକୁଳ ଇଞ୍ଜିନିୟରିଂ ସ୍କୁଲ, ଗୁରୁକୁଳ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ମହାବୀର ଇଞ୍ଜିନିୟରିଂ କଲେଜ, ମହାବୀର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ଏବଂ ଶିବାନୀ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ ଏଜୁକେଶନ। ଖୋର୍ଦ୍ଧା ଜିଲାପାଳଙ୍କ […]
୨୦୨୬ ଶେଷ ସୁଦ୍ଧା ସାରା ଦେଶରେ ଏକ ସାଟେଲାଇଟ୍-ଆଧାରିତ ଟୋଲ୍ ଆଦାୟ ବ୍ୟବସ୍ଥା କାର୍ଯ୍ୟକ୍ଷମ ହେବ, ଯାହା ଦ୍ୱାରା ଯାତ୍ରୀମାନଙ୍କୁ ଟୋଲ୍ ପ୍ଲାଜାରେ ଅପେକ୍ଷା କରିବାରୁ ରକ୍ଷା ମିଳିବ ଏବଂ ସରକାରଙ୍କ ପାଇଁ ଅଧିକ ରାଜସ୍ୱ ସୃଷ୍ଟି ହେବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଅନୁଯାୟୀ, ୨୦୨୬ ସୁଦ୍ଧା ଦେଶରେ ଏକ ସାଟେଲାଇଟ୍-ଆଧାରିତ ଟୋଲ୍ ଆଦାୟ ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବ, ଯାହା ଦ୍ୱାରା ଗାଡ଼ିଗୁଡ଼ିକ ଘଣ୍ଟା ପ୍ରତି ୮୦ କିଲୋମିଟର ବେଗରେ ଟୋଲ୍ ପ୍ଲାଜା […]
କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ କଟକର ଏକ ଘରୋଇ ହସ୍ପିଟାଲରେ ଜିଲା ଶିଶୁ ମଙ୍ଗଳ ସମିତି (CWC)ର ହସ୍ତକ୍ଷେପ କ୍ରମେ ପୁଲିସ ଚଢ଼ଉ କରି ଉଭୟ ମା’ ଓ ଶିଶୁଙ୍କୁ ଉଦ୍ଧାର କରିଛି।। ପୁଲିସ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରି ତନାଘନା ଚଳାଇଛି। […]
ରାଜ୍ୟରେ ଶୀତ ସାଙ୍ଗକୁ ଘନ କୁହୁଡି । ତଳମୁହାଁ ପାରଦ ଯୋଗୁଁ ସାରା ରାଜ୍ୟ ଜାଡ଼ରେ ଥରୁଛି । ରାତିର ତାପମାତ୍ରା ଅହେତୁକ ହ୍ରାସ ପାଇବା କାରଣରୁ ସନ୍ଧ୍ୟାରୁ ଶୀତ ମାଡ଼ି ଆସୁଛି । ଆହୁରି ଦୁଇ ସପ୍ତାହ ପର୍ଯ୍ୟନ୍ତ ଶୀତ କମିବା ସମ୍ଭାବନା କମ୍ । ପ୍ରାୟତଃ ରାତି ତାପମାତ୍ରା ସ୍ୱାଭାବିକଠାରୁ କମ୍ ରହିବ ।। ୨୦ ତାରିଖ ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ ଏବଂ ସମ୍ବଲପୁରରେ କୁହୁଡ଼ି ସମ୍ଭାବନା ରହିଛି । […]
ଦହିବରା ଖାଇ ୭୦ ଅସୁସ୍ଥ । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଗବଯୋରର ଏ ଘଟଣା । ସାପ୍ତାହିକ ହାଟରେ ଖୋଲିଥିବା ଏକ ଜଳଖିଆ ଦୋକାନୀଙ୍କ ଠାରୁ ଦହିବରା ଖାଇ ୭୦ରୁ ଅଧିକ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଘଟଣା ସ୍ଥଳରେ ମନମୁଣ୍ଡା ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତରୀଦଳ ପହଞ୍ଚି ଚିକିତ୍ସା ଆରମ୍ଭ କରିଛନ୍ତି। ସୂଚନା ମୁତାବକ, ଗବଯୋର ଗ୍ରାମର ସାପ୍ତାହିକ ହାଟରେ ଜଣେ ସ୍ଥାନୀୟ ଦହିବରା ବ୍ୟବସାୟୀ ନିକଟରୁ ଲୋକେ ଦହିବରା କିଣି ଖାଇଥିଲେ। ପରେ […]
ଖ୍ରୀଷ୍ଟ ମାସ ଏବଂ ନୂଆ ବର୍ଷ ପାଇଁ ଚାଲିବ ଅଧିକ ଟ୍ରେନ୍। ନୂଆ ବର୍ଷକୁ ଧ୍ୟାନରେ ରଖି ଭାରତୀୟ ରେଲୱେ ଅଧିକ ଟ୍ରେନ ଚଳାଇବା ଯୋଜନା ରଖିଛି । ୮ ଜୋନରେ ଏହି ଟ୍ରେନ ଗୁଡ଼ିକ ଚଳାଚଳ କରିବ । ଅଦ୍ୟାବଧି ୨୪୪ ଟ୍ରେନ ଚଳାଇବା ନେଇ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି । ଅଧିକ ଟ୍ରିପ୍ ସମ୍ପର୍କରେ ରେଲୱେ ସୂଚନା ପ୍ରଦାନ କରିବ । ତେବେ ରେଳ ବିଭାଗ ବନ୍ଦେ ଭାରତ ଟ୍ରେନ ଯାତ୍ରୀଙ୍କ ପାଇଁ ଆଣିଛି […]
ଭାରତୀୟ ନାଗରିକତ୍ୱ ଛାଡ଼ିବା ଏବେ ଏକ ବଡ଼ ଚିନ୍ତାର ବିଷୟ ପାଲଟିଛି । ଗତ କିଛି ବର୍ଷ ହେଲା ବାର୍ଷିକ ପ୍ରାୟ ୨ ଲକ୍ଷରୁ ଅଧିକ ଭାରତୀୟ ନିଜ ଦେଶର ନାଗରିକତ୍ୱ ଛାଡ଼ି ବିଦେଶରେ ବାସ କରୁଛନ୍ତି । ବୈଦେଶିକ ମନ୍ତ୍ରଣାଳୟ ସଂସଦକୁ ସୂଚନା ଦେଇଛି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ ୯୦୦୦୦୦ରୁ ଅଧିକ ଭାରତୀୟ ସେମାନଙ୍କର ଭାରତୀୟ ନାଗରିକତା ଛାଡୁଛନ୍ତି। ୨୦୨୨ରୁ ଏହି ସଂଖ୍ୟା ବାର୍ଷିକ ୨୦୦୦୦୦ରୁ ଅଧିକ ହୋଇଛି। ୨୦୧୧ରୁ ୨୦୨୪ ପର୍ଯ୍ୟନ୍ତ […]
ବର୍ଦ୍ଧିତ ଭତ୍ତା ନେବେ ନାହିଁ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପ୍ରସାଦ ହରିଚନ୍ଦନ। ନିକଟରେ ବିଧାୟକ ଓ ପୂର୍ବତନ ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧି ନେଇ ବିଧାନସଭାରେ ବିଲ୍ ପାରିତ ହୋଇଛି। ହେଲେ ପୂର୍ବତନ ବିଧାୟକଙ୍କ ଭତ୍ତା ବାବଦକୁ ବଢ଼ିଥିବା ରାଶି ଗ୍ରହଣ କରିବେ ନାହିଁ ବୋଲି ଆଜି ପ୍ରସାଦ ହରିଚନ୍ଦନ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି । ଶ୍ରୀ ହରିଚନ୍ଦନ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ସାମ୍ବିଧାନିକ ବିଧି ବିଧାନ ଅନୁଯାୟୀ […]
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୬ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି lକ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଧନୁ ସଂକ୍ରାନ୍ତୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି । ଏହି ଦେବାର୍ପଣ ପରେ ଆଜି ଉଭୟ କ୍ୟାଲେଣ୍ଡରକୁ ବିଧିବଦ୍ଧ ଭାବେ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ l ଉଭୟ କ୍ୟାଲେଣ୍ଡରରେ ବାଲୁକା କଳା, ପଟ୍ଟଚିତ୍ର, ତାଳପତ୍ର ଖୋଦେଇ ଏବଂ […]
