ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଗୁରୁବାର ତାମିଲନାଡୁର ଇରୋଡ ଜିଲାରେ ଏକ ରାଲିକୁ ସମ୍ବୋଧିତ କରିଥିଲେ। ସେପ୍ଟେମ୍ବର ୨୭ରେ କରୁରରେ ତାଙ୍କ ରାଲିରେ ଦଳାଚକଟା ହେବା ପରେ ଏହା ତାଙ୍କର ପ୍ରଥମ ସାଧାରଣ ସଭା ଥିଲା। ରାଲି ସମୟରେ ସେ ଶାସକ ଡିଏମକେକୁ ଟାର୍ଗେଟ କରି କହିଥିଲେ ଯେ ଏହା ମନ୍ଦ ରାଜନୀତି କରୁଛି। ସେ ଟିଭିକେକୁ ଏକ ପବିତ୍ର ଦଳ ଭାବରେ ମଧ୍ୟ ବର୍ଣ୍ଣନା କରିଥିଲେ। ସେ ଡ଼ିଏମକେ ଦଳକୁ “ଦୁଷ୍ଟ ଶକ୍ତି” ବୋଲି କହିଥିଲେ […]
ହାର୍ଡକୋର ମାଓବାଦୀ ସହଯୋଗୀର ଆତ୍ମସମର୍ପଣ । ମୋଛୁ ଏବଂ ଅନମୋଲ ସହିତ ମିଶି କରୁଥିଲା ବଡ଼ ଅପରେସନ । ରାଉରକେଲା ପୋଲିସ କବଳରେ ବର୍ତ୍ତମାନ ଜଣେ କୁଖ୍ୟାତ ୧୫ ବର୍ଷୀୟ ମାଓବାଦୀ ରୋୟା କାଲୁଣ୍ଡି । କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ନୀତିରେ ଅନୁପ୍ରାଣିତ ହୋଇ କରିଛି ସରେଣ୍ଡର।ରୋୟା କାଲୁଣ୍ଡି ଓରଫ ଗଣେଶ ନାମକ ଏହି କ୍ୟାଡର ଜଣକ ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମି ଜିଲ୍ଲାର କଣ୍ଟୋଡ୍ୟା ଗ୍ରାମର ବାସିନ୍ଦା। ଗଣେଶଙ୍କଠାରୁ ଏକ ୯ ଏମଏମ କାର୍ବାଇନ୍ ଉଦ୍ଧାର […]
ଲୋକସଭାରେ ପାରିତ ହେଲା ଭିବି- ଜୀ ରାମ ଜୀ ବିଲ । ମନରେଗା ନାଁ ପରିବର୍ତ୍ତନ ହୋଇ ଭିବି- ଜୀ ରାମ ଜୀ ବିଲ ଲୋକସଭାରେ ପାରିତ ହୋଇଛି । ଏନେଇ ସଂସଦରେ ବିରୋଧୀ ଦଳ ପ୍ରବଳ ନାରାବାଜି କରିଛନ୍ତି । ବିଲର କାଗଜ ପତ୍ର ଫୋପାଡି ବିଶୃଙ୍ଖଳା କରିଛନ୍ତି ବିରୋଧୀ । ଏହି ବିଲ୍ ପ୍ରତ୍ୟାହାର କରିବାକୁ ଦୃଢ଼ ଦାବି କରିଥିଲେ ବିରୋଧୀ । ମହାତ୍ମାଗାନ୍ଧୀଙ୍କୁ ଏହା ଅସମ୍ମାନ ବୋଲି କହିଥିଲେ ।MGNREGA ନାଁ ବଦଳାଇ […]
ବିଧାୟକ ଦରମା ବୃଦ୍ଧି ପୁନର୍ବିଚାର ପାଇଁ ପ୍ରସ୍ତାବ ଦିଆ ଯାଇଛି।ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଛନ୍ତି ବିଜେପି ବିଧାୟକ । ଲୋକମତକୁ ସମ୍ମାନ ଜଣାଇ ପୁନର୍ବିଚାର ପାଇଁ ପ୍ରସ୍ତାବ ଦିଆଯାଇଥିବା କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଗୁରୁବାର ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ପ୍ରସ୍ତାବ ଦେଇଛନ୍ତି । ସୁଚନା ମୁତାବକ ରାଜ୍ୟ ସରକାର ବଢ଼ାଇଛନ୍ତି ବିଧାୟକଙ୍କ ଦରମା ଏବଂ ଭତ୍ତା । ବର୍ଦ୍ଧିତ ଦୈନନ୍ଦିନ ଜୀବନଯାପନ ଖର୍ଚ୍ଚ ଏବଂ ମୁଦ୍ରାସ୍ଫୀତିକୁ […]
କିସ୍ ଛାତ୍ର ମୃତ୍ୟୁ ମାମଲାରେ ପୋଲିସର ବଡ଼ ଖୁଲାସା । ପ୍ରେସମିଟ୍ରେ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର ଗ୍ୟାଙ୍ଗ’ କରି କିଛି ଛାତ୍ର ତଣ୍ଟି ଚିପି ମାରିଛନ୍ତି। ପୋଷ୍ଟମର୍ଟମ ରିପୋର୍ଟରୁ ବେକ ଚାପି ହତ୍ୟାର ପ୍ରମାଣ ମିଳିଛି। କିସ୍ କର୍ତ୍ତୃପକ୍ଷ ହୃଦ୍ଘାତରେ ମୃତ୍ୟୁ ବୋଲି ମିଛ କହି ମୃତଦେହ ଦେଇଛନ୍ତି। ଏନେଇ ମଧ୍ୟ ସ୍ଥାନୀୟ ପୋଲିସକୁ କିସ୍ କର୍ତ୍ତୃପକ୍ଷ ଅବଗତ କରି ନାହାନ୍ତି। ଅବହେଳା ପାଇଁ କିସ୍ର ୮ ଜଣଙ୍କୁ […]
ଅନୁଗୂଳ ସଦର ଥାନା ଖଲାରୀରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ହାଡୁଡିରେ ପିଟି ପିଟି ଶାଶୂଙ୍କ ଜୀବନ ନେଲେ ବୋହୂ ଓ ସମଦୂଣୀ । ଏହି ଘଟଣାରେ ପୁଲିସ ବୋହୂ ଓ ସମୁଦୂଣୀଙ୍କୁ ଅଟକ ରଖି ପଚରା ଉଚରା କରୁଛି । ସୂଚନାନୁଯାୟୀ, ବୁଧବାର ରାତି ୧୦ଟାରେ ଖଲାରୀ ଜାମୁବନ୍ଧ ଛକ ନିକଟରେ ଭଡ଼ା ଘରେ ରହୁଥିବା କୁନି ନାୟକଙ୍କୁ ତାଙ୍କ ପୁଅ ଖାଇବାକୁ ଡାକିବା ପାଇଁ ଯାଇଥିଲେ। କବାଟ ଖୋଲି ଦେଖିଲା ବେଳକୁ କୁନି […]
ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା ଅଧିକାରିଣୀ| ମାମଲାର ରଫାଦଫା କରିବାକୁ ଥାନା ଅଧିକାରିଣୀ ସୁକ୍ମା ହାଁସଦା ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଥାନାରେ ଲାଞ୍ଚ ଟଙ୍କା ନେଉଥିବାବେଳେ ଜୟପୁର ଭିଜିଲାନ୍ସ ଟିମ୍ ତାଙ୍କୁ ମାଡି ବସିଛି। ଦଶମନ୍ତପୁର ଥାନା ଭିତରେ ଆଇଆଇସିଙ୍କୁ ଜୟପୁର ଭିଜିଲାନ୍ସ ଟିମ୍ ଅଧିକ ପଚରାଉଚରା କରୁଛି। ବର୍ତ୍ତମାନ ଦଶମନ୍ତପୁର ଥାନା ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଥିବା ଜଣାଯାଇଛି।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ବିଭିନ୍ନ କାଗଜପତ୍ର […]
ଆଉ ଚଳିବନି ବିଲ୍ଡରଙ୍କ ମନମାନି। ସହଜ ହେଲା ଆପାର୍ଟମେଣ୍ଟ କମନ ଏରିଆ ପଞ୍ଜିକରଣ । ଆପାର୍ଟମେଣ୍ଟର କମନ ଏରିଆ ବା ସର୍ବସାଧାରଣ ଅଞ୍ଚଳ ପଞ୍ଜିକରଣକୁ ନେଇ ଉପୁଜିଥିବା ଦ୍ବନ୍ଦ୍ବ ଦୂର ହୋଇଛି । ରାଜ୍ୟ ସରକାର ଏହି ପଞ୍ଜିକରଣକୁ ସହଜ କରିଛନ୍ତି । ଏଣିକି ୨୦ ହଜାର ଟଙ୍କାରେ ରିଅଲ ଇଷ୍ଟେଟ ପ୍ରକଳ୍ପର ସମ୍ପୂର୍ଣ୍ଣ କମନ ଏରିଆ ପଞ୍ଜିକରଣ କରାଯିବ । ରାଜସ୍ବ ବିଭାଗ ପକ୍ଷରୁ ଏ ସଂପର୍କିତ ବିଜ୍ଞପ୍ତି ପ୍ରକାଶ କରିଛି ।ଆସୋସିଏସନ୍ ଅଫ ଆଲଟି […]
ଏମ୍ସକୁ ହେବ ଆମ୍ବୁଲାନ୍ସ କରିଡର । ଖଣ୍ଡଗିରିରୁ ଏମ୍ସ ହେବ ସ୍ୱତନ୍ତ୍ର ଆମ୍ବୁଲାନ୍ସ କରିଡର । ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ନିଷ୍ପତ୍ତି ନେଇ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଖଣ୍ଡଗିରିରୁ କଳିଙ୍ଗନଗର ଯାଏ ୩ ଲେନ ସର୍ଭିସ ରୋଡ ପାଇଁ ନିଷ୍ପତ୍ତି ନିଆଯାଇଛି । ଏହା ମଧ୍ୟରୁ ଗୋଟିଏ ଲେନ ଆମ୍ବୁଲାନ୍ସ ପାଇଁ ରିଜର୍ଭ ରହିବ ।ଫଳରେ ଖଣ୍ଡଗିରି ଛକ ଅତିକ୍ରମ କରିବା ପରେ ଜଣେ ସିଧାସଳଖ ଏମ୍ସରେ ପହଞ୍ଚିପାରିବ । ବୁଧବାର ଏନେଇ ପୂର୍ତ୍ତ […]
ଧଉଳି ନଦୀପଠାରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତକୁ ପୁଲିସ ଗିରଫ କରିବାରେ ସକ୍ଷମ ହୋଇଛି। ତୃତୀୟ ଅଭିଯୁକ୍ତ ହେଲା ସତ୍ୟ ପ୍ରକାଶ ହାତୀ ଓରଫ ଜୋକର୍ ହାତୀ। ତାକୁ ଗଞ୍ଜାମରୁ ଗିରଫ କରାଯାଇଥିବାର ସୂଚନା ରହିଛି। ପୂର୍ବରୁ ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ପୁଲିସ । ଧଉଳି ଗଣଦୁଷ୍କର୍ମ ମାମଲାକୁ ରେଡଫ୍ଲାର୍ଗ ଅନ୍ତର୍ଭୁକ୍ତ କରାଯାଇଛି । ଗତ ୧୦ ତାରିଖ ଦିନ ଏଭଳି ନାରକୀୟ କାଣ୍ଡ ଘଟାଇଥିଲେ ତିନି ଜଣ ଅଭିଯୁକ୍ତ […]
ଛତିଶଗଡ଼ର ସୁକମା ଜିଲ୍ଲାରେ ବଡ଼ ସଫଳତା । ସୁରକ୍ଷା ବାହିନୀ ମାଓବାଦୀଙ୍କ ବିରୋଧରେ ଏନ୍କାଉଣ୍ଟର । ତେବେ ସୁରକ୍ଷା କର୍ମୀଙ୍କ ସହ ଏନକାଉଣ୍ଟରରେ ଜଣେ ମହିଳା ସମେତ ତିନି ଜଣ ନକ୍ସଲ ନିହତ ହୋଇଛନ୍ତି। ମାଓ କ୍ୟାମ୍ପରେ ଶତାଧିକ ମାଓବାଦୀ ଲୁଚି ରହି ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ଧରଣର ଟାର୍ଗେଟ କରିବାକୁ ଯୋଜନା କରୁଥିଲେ । ଅପରେସନରେ ଡିଆରଜି ଯବାନ ସାମିଲ ହୋଇଛନ୍ତି। ଏବେବି ଗୁଳି ବିନିମୟ ଜାରି ରହିଛି ।ସୂଚନା ଥାଉକି, ଚଳିତ ବର୍ଷ ଛତିଶଗଡ଼ରେ […]
ଶୀତରେ ଥରୁଛି ସାରା ଓଡିଶା । ଅନେକ ଜିଲ୍ଲାରେ ତାପମାତ୍ରା 10 ଡିଗ୍ରୀ ତଳେ ରହିଛି । ଆଗାମୀ 7 ଦିନ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ବେଳେ ପ୍ରବଳ ଥଣ୍ଡା ଜାରି ରହିବ । ସେପଟେ ଆଗାମୀ 2 ଦିନ ଯାଏଁ ଘନ କୁହୁଡି ପାଇଁ ଚେତାବନୀ ଦେଇଛି ପାଣିପାଗ ବିଭାଗ । ସାଧାରଣତଃ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଶୀତର ପ୍ରକୋପ ବେସି ଅନୁଭୂତ ହେବ । ତେବେ ଆହୁରି […]
