ରାଜଧାନୀରେ ବଡ଼ ପ୍ଲାନ କରୁଛନ୍ତି ସରକାର । ଶାସ୍ତାରେ ଘର ଆଉ ଜମି ପାଇବେ ସାଧାରଣ ଲୋକେ । ୯ ହଜାର ଏକର ଜମିରେ ଭୁବନେଶ୍ୱର ଡେଭଲପ୍ମେଣ୍ଟ ଅଥରିଟି ବା ବିଡିଏ କରୁଛି ଟାଉନ ପ୍ଲାନିଂ । ଭୁବନେଶ୍ୱର ଗୋହିରିଆ ଛକ ନିକଟରେ ବିଡିଏ କରୁଛି ଏହି ଟାଉନ ପ୍ଲାନିଂ । ଏନେଇ ଖୋଦ୍ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି । ତେବେ ମନ୍ତ୍ରୀଙ୍କ କହିବା କଥା ଯେଉଁ […]
ଭୁବନେଶ୍ୱର ଉପକଣ୍ଠ ତଥା ପିପିଲି ସଂଲଗ୍ନ ଏକ ଘରୋଇ ବିଶ୍ୱବିଦ୍ୟାଳୟରେ ପୁଣି ଥରେ ରାଗିଂର ଏକ ସାଂଘାତିକ ଖବର ସାମ୍ନାକୁ ଆସିଛି। କ୍ୟାମ୍ପସ ଭିତରେ ନିଶା କାରବାର ଓ ଦାଦାଗିରିର ଶିକାର ହୋଇଛନ୍ତି ଜଣେ ଛାତ୍ର। ଡ୍ରଗ୍ସ ସେବନ ନକରିବାରୁ ଛାତ୍ରଙ୍କୁ ନିସ୍ତୁକ ମାଡ଼। ରାଜଧାନୀ ଉପକଣ୍ଠରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନରୁ ଏହି ରାଂଗି ଅଭିଯୋଗ ଆସିଛି । ନିଶା ନ ଖାଇବାରୁ ପାଇଖାନା ପାଣି ପିଆଇଲେ ସିନିଅର ଓ କ୍ଲାସମେଟ୍ । ଏନେଇ ଛାତ୍ର […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି EVM ନୁହେଁ, ଲୋକଙ୍କ ହୃଦୟକୁ ହ୍ୟାକ୍ କରନ୍ତି। ସଂସଦରେ ନିର୍ବାଚନ ସଂସ୍କାର ଉପରେ ଆଲୋଚନା ସମୟରେ ଏପରି କିଛି କହିଛନ୍ତି ବିଜେପି ସାଂସଦ କଙ୍ଗନା ରାଣାୱତ। ବିରୋଧୀ ଦଳଗୁଡ଼ିକର ଅଭିଯୋଗର ଜବାବ ଦେଇ କଙ୍ଗନା ରାଣାୱତ ଏହି ବୟାନ ଦେଇଛନ୍ତି।ଆହୁରି ମଧ୍ୟ ସେ କହିଛନ୍ତି ବିରୋଧୀ ଦଳ ଗୃହକୁ ସୁରୁଖୁରୁରେ ଚାଲିବାକୁ ନଦେଇ ସମସ୍ତ ପ୍ରକାରର ଚାଲ ଖେଳିଥିଲେ। ସଂସଦର ଶୀତକାଳୀନ ଅଧିବେଶନ ସମୟରେ ବିରୋଧୀ ଦଳ ଏସ୍ଆଇଆର୍, ଭୋଟ ଚୋରି ଏବଂ […]
ଥଣ୍ଡାରେ ଥରୁଛି ସାରା ରାଜ୍ୟ । ବିଭିନ୍ନ ଅଞ୍ଚଳରେ ଶୀତର ପ୍ରକୋପ ତୀବ୍ର ହେଉଛି । ଶୀତଲହରୀ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛନ୍ତି ।ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡ଼ି ଏବଂ ୩ ଦିନ ପର୍ଯ୍ୟନ୍ତ ଶୀତ ଲହରୀ ଅନୁଭୂତ ହେବା ନେଇ ପୂର୍ବାନୁମାନ କରିିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏବେ ରାଜ୍ୟରେ ପାଗ ଶୁଖିଲା ରହିଥିବା ବେଳେ ଆଗାମୀ ୨୪ ଘଣ୍ଟାରେ ଘନ […]
ୟୁଟ୍ୟୁବ ଦେଖି ଅପରେସନ୍ କଲେ, ଚାଲିଗଲା ଜୀବନ । ଉତ୍ତରପ୍ରଦେଶ ବାରବାଙ୍କିରୁ ଏମିତି ଏକ ଖବର ଆସିଛି, ଯାହା ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ । ଜିଲ୍ଲାର କୋଠି ସହରରେ କିଡନୀ ଷ୍ଟୋନ ଅସ୍ତ୍ରୋପଚାର ପରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ, ଏକ ବେଆଇନ କ୍ଲିନିକ୍ ଚଳାଉଥିବା ଜଣେ ମାମୁ ଏବଂ ଭଣଜା ଏକ ୟୁଟ୍ୟୁବ୍ ଭିଡିଓ ଦେଖିବା ପରେ ମହିଳାଙ୍କ କିଡନୀ ଷ୍ଟୋନ ଅସ୍ତ୍ରୋପଚାର କରିଥିଲେ। ଅସ୍ତ୍ରୋପଚାର ପରେ ମହିଳାଙ୍କ ମୃତ୍ୟୁ ଘଟିଥିଲା। […]
ଆନ୍ଦୋଳନରତ ଶିକ୍ଷକଙ୍କୁ ଗଣଶିକ୍ଷା ମନ୍ତ୍ରୀଙ୍କ ଚେତାବନୀ । ଅମାନିଆ ହେଲେ ନିଆଯିବ ଆକ୍ସନ୍ । କନିଷ୍ଠ ଶିକ୍ଷକଙ୍କୁ ସ୍ଥାୟୀ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ଶିକ୍ଷକମାନେ ଧର୍ଯ୍ୟ ଧରନ୍ତୁ । ସରକାର ସେମାନଙ୍କ ଦରମା ବୃଦ୍ଧି କରିଛନ୍ତି । ଯାହା ସେମାନଙ୍କ ଦାବି ଅଛି ସରକାର ତାହା ଜାଣନ୍ତି । ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ।ସୂଚନା ଅନୁସାରେ, ଗତ ୬ ତାରିଖରୁ ୪୨୦୦ ଗ୍ରେଡ୍ […]
ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ କରିବା ଏବଂ ଏକଥା ଅନ୍ୟକାହାକୁ ଜଣାଇଲେ ଚାକିରିରୁ ବହିଷ୍କାର ସହ ଜୀବନ ବରବାଦ କରିଦେବାର ଧମକ ଦେଇଥିବା ଥାନାରେ ଅଭିଯୋଗ ହୋଇଛି। । ଯୁବତୀ ଜଣଙ୍କ ମାନସିକ ସ୍ତରରେ ଆଘାତ ପାଇ ନିଜ ବାପା ମା ଙ୍କୁ ଜଣାଇବା ପରେ ବାପା ବୋଲଗଡ଼ ଥାନାରେ ଏତଲା ଦେଇଛନ୍ତି। ଯୁବତୀର ବାପାଙ୍କ ଅଭିଯୋଗ ଆଧାରରେ […]
ଭୁବନେଶ୍ୱର,(ଓଡ଼ିଶା ଦର୍ପଣ): ଓଡ଼ିଶା ଚେସ ଇତିହାସରେ ପ୍ରଥମ ଥର ପାଇଁ ଆଇପିଏଲ ଢାଞ୍ଚାରେ ଜିଲ୍ଲା ଚେସ ପ୍ରିମିୟର ଲିଗ ପାଇଁ ଖେଳାଳି ନିଲାମୀ ସମାରୋହ ୟୁନିଟ-୯ ସ୍ଥିତ ରୋଟାରୀ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଅଲ ଓଡ଼ିଶା ଚେସ ଆସୋସିଏସନ ଏବଂ ରୋଟାରୀ କ୍ଳବ ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଖେଳାଳି ନିଲାମୀ ସମାରୋହରେ ମୁଖ୍ୟ ଅତିଥି ଭାବେ ରାଜୀବ ସାହୁ ଯୋଗଦାନ କରି ଘଣ୍ଟି ବଜାଇ ଉଦଘାଟନ କରିଥିଲେ। ରୋଟାରୀ କ୍ଳବ ସଭାପତି ସଞ୍ଜୟ […]
ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ ପର୍ଯ୍ୟାପ୍ତ ପାଚେରୀ ଓ ଫାଟକ ସୁରକ୍ଷିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ପାଇଁ ସଚେତନତା କ୍ଲାସ କରିବାକୁ ପରାମର୍ଶ ଦିଆଯାଇଛି। ପଶୁଙ୍କ ପ୍ରତି ପ୍ରତିରୋଧକ ଆଚରଣ, କାମୁଡ଼ା ଚିକିତ୍ସା ଉପରେ କରାଯିବ ସଚେତନ। ପଶୁ ମାନଙ୍କୁ ଆକର୍ଷିତ କରୁଥିବା […]
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର ।ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ ହୋଇଛି । ୧୦ଗ୍ରାମ ସୁନା ୨୮୩ଟଙ୍କା ହ୍ରାସ ପାଇଛି । ୧୦ ଗ୍ରାମ ୨୪ କ୍ୟାରେଟ ସୁନା ୧,୨୭,୯୭୪ ଟଙ୍କାରେ ପହଞ୍ଚିଛି । ପୂର୍ବରୁ ଏହାର ମୂଲ୍ୟ ୧,୨୮,୨୫୭ଟଙ୍କା ରହିଥିଲା ।ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୯,୨୫୦ ଟଙ୍କା ଛୁଇଁଛି । ସେହିପରି ରୂପାର ମୂଲ୍ୟ ୧ କିଲୋଗ୍ରାମ ମୂଲ୍ୟରେ ୧୯୫ଟଙ୍କା […]
ମହାନଦୀ ଜଳ ବିବାଦ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ।ଏହାସହିତ ୭ ଜଣ ସଦସ୍ୟ ଏହି କମିଟିରେ ସାମିଲ କରାଯାଇଛି ।ଓଡ଼ିଶା, ଛତିଶଗଡ଼ ମଧ୍ୟରେ ଦୀର୍ଘ ସମୟ ଧରି ମହାନଦୀ ଜଳ ବିବାଦ ଲାଗି ରହିଛି । ଯାହାକୁ ନେଇ ଅନେକ ସମୟରେ ଉଭୟ ରାଜ୍ୟର ନେତା ଓ ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ବୈଠକ ବସିଥିଲା । ଏହାସହିତ କିଛି ସମାଧାନର ରାସ୍ତା ମଧ୍ୟ ବାହାରିଥିଲା […]
ପୁଲିସ ଏସ୍ଆଇ ନିଯୁକ୍ତି କେଳେଙ୍କାରୀ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବିହାରରୁ ଜଣେ ଅଭିଯୁକ୍ତକୁ ଉଠାଇ ଆଣି ଭୁବନେଶ୍ବରରେ ଜେରା କରୁଛି।ପୂର୍ବରୁ ଗିରଫ ହୋଇଥିବା ଦିଘା ମଡ୍ୟୁଲର ମାଷ୍ଟର ମାଇଣ୍ଡ ଦଲାଲ୍ ବିରଞ୍ଚି ନାୟକର ସହଯୋଗୀ ଥିଲା ନୀତିଶ । ୬୦୦ ପରୀକ୍ଷାର୍ଥୀଙ୍କୁ ଟ୍ରେନିଂ ସହ କୋଚିଂ ଦେଇ ପ୍ରସ୍ତୁତ କରୁଥିଲା ନୀତିଶ । ଶୁକ୍ରବାର ନୀତିଶ କୁମାରକୁ ବିହାରରୁ ଗିରଫ କରି ଟ୍ରାଞ୍ଜିଟ୍ ରିମାଣ୍ଡରେ ଆଣିଛି CBI ।ଇତିମଧ୍ୟରେ ସିବିଆଇ ଅଧିକାରୀମାନେ ୪ ଜଣ […]
