ପୁଲିସ ଏସ୍ଆଇ ନିଯୁକ୍ତି କେଳେଙ୍କାରୀ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବିହାରରୁ ଜଣେ ଅଭିଯୁକ୍ତକୁ ଉଠାଇ ଆଣି ଭୁବନେଶ୍ବରରେ ଜେରା କରୁଛି।ପୂର୍ବରୁ ଗିରଫ ହୋଇଥିବା ଦିଘା ମଡ୍ୟୁଲର ମାଷ୍ଟର ମାଇଣ୍ଡ ଦଲାଲ୍ ବିରଞ୍ଚି ନାୟକର ସହଯୋଗୀ ଥିଲା ନୀତିଶ । ୬୦୦ ପରୀକ୍ଷାର୍ଥୀଙ୍କୁ ଟ୍ରେନିଂ ସହ କୋଚିଂ ଦେଇ ପ୍ରସ୍ତୁତ କରୁଥିଲା ନୀତିଶ । ଶୁକ୍ରବାର ନୀତିଶ କୁମାରକୁ ବିହାରରୁ ଗିରଫ କରି ଟ୍ରାଞ୍ଜିଟ୍ ରିମାଣ୍ଡରେ ଆଣିଛି CBI ।ଇତିମଧ୍ୟରେ ସିବିଆଇ ଅଧିକାରୀମାନେ ୪ ଜଣ […]
ବିହାର ସ୍ବାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର । ହଜିଗଲା ମାନବିକତା, ସାମାନ୍ୟ ଷ୍ଟ୍ରେଚର ପାଇଁ ବନ୍ଧା ରହିଲେ ମୃତକଙ୍କ ବୋହୂ ଏବଂ ନାତି । ବିହାରର ନୱାଦା ଜିଲ୍ଲାର ଆକବରପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ 75 ବର୍ଷୀୟା ମହିଳାଙ୍କ ମୃତ୍ୟୁ ପରେ ମୃତଦେହକୁ ଘରକୁ ନେବା ପାଇଁ ଆମ୍ବୁଲାନ୍ସ ଦେବାକୁ ମନା କରିଥିଲେ ହସ୍ପିଟାଲ କର୍ତ୍ତୃପକ୍ଷ । ଫଳରେ ବାଧ୍ୟ ହୋଇ ପରିବାର ଲୋକେ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଟାଣି ଘରକୁ ନେଇଥିଲେ । ତେବେ […]
ଅଧାରୁ ପାଠପଢ଼ା ଛାଡ଼ି ରହିଥିବା ପିଲାଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବାକୁ ଯୋଜନା । ଏଥିପାଇଁ ସ୍ୱତନ୍ତ୍ର ଭାବେ ଯୁକ୍ତ ଦୁଇ ଚତୁର୍ଥ ପର୍ଯ୍ୟାୟରେ ନାମଲେଖାଇ ହେବ । ବୁଧବାରଠୁ ସାମ୍ସ ୱେବ୍ସାଇଟ୍ରେ ନାମଲେଖା ଆବେଦନ ଆରମ୍ଭ ହେବ । ୧୪ ତାରିଖ ଯାଏ ଆବେଦନ ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ଯୁକ୍ତଦୁଇ (ଏକାଦଶ ଶ୍ରେଣୀ) ନାମଲେଖା ପାଇଁ ଚତୁର୍ଥ […]
ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଅଞ୍ଚଳରେ ପୁଣି ଜଣେ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ । ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣା ଅଞ୍ଚଳର ଛାତ୍ରୀ ମୃତ୍ୟୁ ଘଟଣା ଲୋକଙ୍କ ମନରୁ ଯାଇନଥିବା ବେଳେ ପୁଣି ଏକ ଲଜ୍ଜାଜନକ ଘଟଣା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି । ଏହି ମାମଲାରେ ପୁଲିସ ମାମଲା ରୁଜୁ କରି ୪୫ ବର୍ଷୀୟ ଅଭିଯୁକ୍ତକୁ ଗିରଫ କରିଛି । ସୋମବାର ସନ୍ଧ୍ୟାରେ ଝିଅଟି ସ୍କୁଲରୁ ଘରକୁ ଫେରିବା ସମୟରେ ସେହି ଗାଁର ଜଣେ ଯୁବକ ବିଭିନ୍ନ ପ୍ରଲୋଭନ […]
ନିଶାଙ୍କ ପାଇଁ ଉଡ଼ିଲା ଚେୟାର । କୋରାପୁଟ ଲକ୍ଷ୍ମୀପୁରରେ ନିଶା ମହାରଣାଙ୍କ ପାଇଁ ତୁମୁଳକାଣ୍ଡ । ନିଶାଙ୍କୁ ପ୍ରଶାସନ ଅନୁମତି ନଦେବାରୁ ଭଙ୍ଗାରୁଜା । ଖାଲି ଭଙ୍ଗାରୁଜା ନୁହେଁତ ପେଣ୍ଡାଲ ଉପରକୁ ଚେୟାର ଫିଙ୍ଗିଲେ ଦର୍ଶକ । ଉତ୍ତେଜନା ଓ ଗଣ୍ଡଗୋଳ ଯୋଗୁ ଅଧାରୁ ବନ୍ଦ ହେଲା ଯାତ୍ରା ।ତେବେ ଏହି ସମୟରେ ନିଶା ମହାରଣା ଲକ୍ଷ୍ମୀପୁରରେ ଉପସ୍ଥିତ ଥିଲେ। ପ୍ରଶାସନର କଟକଣା ପରେ ଉତ୍ତେଜନା ଦେଖାଦେଇଥିବା ସୂଚନା ମିଳିଛି। ।ତେବେ ଏହି ସମୟରେ ନିଶା ମହାରଣା […]
ରାୟଗଡ଼ (ନିପ୍ର) ୦୯/୧୨ – ପ୍ରକଳ୍ପ ଉଦ୍ୟମି ମାଧ୍ୟମରେ କ୍ଷୁଦ୍ର ଉଦ୍ୟୋଗୀଙ୍କୁ ଉତ୍ସାହିତ କରୁଛି ଉତ୍କଳ ଆଲୁମିନା । ଉତ୍କଳ ଆଲୁମିନା ସିଏସଆର୍ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ଉଦ୍ୟମି ଗ୍ରାମାଚଂଳରେ ଅର୍ଥନୈତିକ ଅଭିବୃଦ୍ଧି ଆଣିଛି । ଉତ୍କଳ ଆଲୁମିନା ସହଯୋଗରେ ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର ସୀମାନ୍ତ ୨ଟି ବ୍ଲକରେ ସୃଷ୍ଟି ହେଲାଣି ୩୦୧ କ୍ଷୁଦ୍ର ଉଦ୍ୟୋଗ । ଏଥିପାଇଁ ସ୍ୱାବଲମ୍ବୀ ହେଉଛନ୍ତି କ୍ଷୁଦ୍ର ଉଦ୍ୟୋଗୀ । ମାସିକ ରୋଜଗାରରେ ୧୨୦ ପ୍ରତିଶତରୁ ଉର୍ଦ୍ଧ୍ୱ ବୃଦ୍ଧି […]
ପୀତବାସ ପଣ୍ଡା ହତ୍ୟା ମାମଲାରେ କେସ୍ ଡାଏରୀ ଦାଖଲ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଅଭିଯୁକ୍ତ ବିକ୍ରମ ପଣ୍ଡାଙ୍କ ଓକିଲ ଦୀପକ ପଟ୍ଟନାୟକ । ଆସନ୍ତା ୧୨ରେ ବିକ୍ରମ ଓ ଅନ୍ୟ ୫ ଅଭିଯୁକ୍ତଙ୍କ ଜାମିନ ଆବେଦନର ଶୁଣାଣି ହେବ । ପୂର୍ବରୁ ଜାମିନ ଆବେଦନ ଖାରଜ କରିଥିଲେ ବ୍ରହ୍ମପୁର ଏସଡିଜେଏମ୍ କୋର୍ଟ । ଏହାକୁ ଚ୍ୟାଲେଞ୍ଜ କରି ଜିଲ୍ଲା ଜଜ୍ଙ୍କ କୋର୍ଟରେ ଆବେଦନ କରାଯାଇଥିଲା । ଜିଲ୍ଲା ଦୌରା ଜଜ୍ କୋର୍ଟରୁ ଏଡିଜେ-୩କୁ ମାମଲା […]
ଆଜି କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କ ଜନ୍ମଦିନ । ତେବେ ତାଙ୍କୁ ଆଜି ଲାଗିଛି ବଡ ଝଟକା | ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ ପାଇ ଭୋଟର ତାଲିକାରେ ତାଙ୍କ ନାମ ଅନ୍ତର୍ଭୁକ୍ତ କରିବା ଅଭିଯୋଗରେ କୋର୍ଟ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ଏବଂ ଦିଲ୍ଲୀ ପୋଲିସକୁ ନୋଟିସ ଜାରି କରିଛନ୍ତି। ଏହି ମାମଲା ଭାରତୀୟ ନାଗରିକତା ହାସଲ […]
ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ମାର୍ଚ୍ଚ ୧୧ ତାରିଖରେ ଓଡ଼ିଆକୁ ଛାଡ଼ି ଅନ୍ୟ ସମସ୍ତ ମାତୃଭାଷା ୨୩କୁ ଘୁଞ୍ଚିଲା। ସେହିପରି ସମସ୍ତ ବିଭାଗରେ ମାର୍ଚ୍ଚ ୨୧ ପରୀକ୍ଷା ୨୫ ତାରିଖକୁ ଘୁଞ୍ଚିଲା। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ।ସୂଚନା ମୂତାବକ ଫେବୃଆରୀ ୧୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ସବୁ ପରୀକ୍ଷା […]
ବିଧାନସଭା ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ। ୧୮ଟି କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ଗୃହ।ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଶେଷ ହୋଇଛି। ମୋଟ ୨୯ଟି କାର୍ଯ୍ୟ ଦିବସ ରହିଥିବା ବେଳେ ଗୃହ ମାତ୍ର ୧୧ ଦିନ କାର୍ଯ୍ୟ କରିଛି।ଅଧିବେଶନ ସମୟରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭,୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ସହିତ କେତେକ ଗୁରୁତ୍ୱପୂର୍ଣ୍ଣ ବିଲ୍ ପାରିତ […]
ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଶିକ୍ଷା ସହ ଜଡିତ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । । ମାଆର ଜାତି ଆଧାରରେ ଝିଅକୁ ଏସସି ସାର୍ଟିଫିକେଟ୍ ମିଳିବ ବୋଲି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ରିପୋର୍ଟ ଅନୁସାରେ, ମାଡ୍ରାସ ହାଇକୋର୍ଟ ପଣ୍ଡିଚେରୀର ଜଣେ ଛାତ୍ରୀଙ୍କୁ ମାଆଙ୍କ ଜାତି ଆଧାରରେ ଜାତିଗତ ପ୍ରମାଣ ପତ୍ର ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ମାଡ୍ରାସ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଚ୍ କରି ସୁପ୍ରିମକୋର୍ଟରେ ମାମଲା ହୋଇଥିଲା । ସୁପ୍ରିମକୋର୍ଟ […]
ପାଚିକାଙ୍କ ଦରମା ପ୍ରସଙ୍ଗରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ରଖି କହିଛନ୍ତି , ପାଚିକାଙ୍କ ଦରମା ୨୦୦୦ ଟଙ୍କା ଥିଲା । ବିଜେପି ସରକାର ୧୦୦୦ ଟଙ୍କା ବୃଦ୍ଧି କରିଛି । ବର୍ତ୍ତମାନ ପାଚିକାଙ୍କ ଦରମା ୩୦୦୦ ଟଙ୍କା ହୋଇଛି । ସବୁବେଳେ ଆନ୍ଦୋଳନରେ ବସିଲେ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହେବ। ଦରମା ତ ବୃଦ୍ଧି ହେଲା, ପୁଣି ଆନ୍ଦୋଳନ ଠିକ ନୁହେଁ। କିଛି ଦିନ କାମ କରନ୍ତୁ। ସବୁବେଳେ ଆନ୍ଦୋଳନ କରିବା […]
