କ୍ରିକେଟ ବ୍ୟାଟ୍ରେ ଗଞ୍ଜେଇ ଚାଲଣ । ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲ୍ଲାର ଦୁଇଜଣ ଯୁବକ ଏକ ଚତୁରତାର ସହ କ୍ରିକେଟ ବ୍ୟାଟ ଭିତରେ ଗଞ୍ଜେଇ ଲୁଚାଇ ରଖିଥିଲେ । କିନ୍ତୁ ଓଡିଶା ର ବ୍ରହ୍ମପୁର ରେଳ ଷ୍ଟେସନରେ ସରକାରୀ ରେଳବାଇ ପୋଲିସ ଦ୍ୱାରା ଧରାପଡିଥିଲେ । ୨୩ଟି ବ୍ୟାକ ପ୍ୟାକ ଏବଂ ୧୦ଟି କ୍ରିକେଟ ବ୍ୟାଟ ଭିତରେ ୧ କିଲୋଗ୍ରାମରୁ ଅଧିକ ଗଞ୍ଜେଇ ଲୁଚାଇ ରଖାଯାଇଥିଲା । ଦୁଇ ଜଣଙ୍କୁ ଗିରଫ କରିଛି । ଜିଆରପି ଏବେ ଗଞ୍ଜେଇର […]
୧୩ଶହ ଶତାବ୍ଦୀରେ ନିର୍ମିତ ବିଶ୍ୱଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଜଗମୋହନରୁ ଖୁବଶୀଘ୍ର କଢ଼ାଯିବ ବାଲି । ବିଶ୍ବପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ଜଗମୋହନରୁ ବାଲି କାଢ଼ିବା ଲାଗି ଆରମ୍ଭ ହୋଇଛି ପ୍ରସ୍ତୁତି । ଏଏସ୍ଆଇର ଆଞ୍ଚଳିକ ନିର୍ଦ୍ଦେଶକ ଦିଲ୍ଲୀପ କୁମାର ଖମାରୀ ଓ ଏଏସ୍ଆଇର ପୂର୍ବତନ ଡିଜି ଏକେ ବାସାଙ୍କ ସମେତ ୧୦ ଜଣିଆ ବୈଷୟିକ କୋର୍ କମିଟି କୋଣାର୍କ ଗସ୍ତରେ ସ୍ଥିତି ଅନୁଧ୍ୟାନ କରିଛନ୍ତି ।ପୂର୍ବରୁ ଗର୍ଭଗୃହର ଉପର ଭାଗରୁ ଗର୍ତ୍ତ କରାଯାଇ ରୋବଟିକ କ୍ୟାମେରା ମାଧ୍ୟମରେ ବାଲି ର […]
ବାରବାଟୀରୁ ଆରମ୍ଭ ହେବାକୁ ଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ଟ୍ବେଣ୍ଟି-୨୦ ଶୃଙ୍ଖଳା ଲାଗି ଉଭୟ ଦଳର ଖେଳାଳି ରବିବାର ଅପରାହ୍ଣରେ ଭୁବନେଶ୍ବର ପହଞ୍ଚିଛନ୍ତି। ସୋମବାର ବାରବାଟୀରେ ଭାରତୀୟ ଖେଳାଳି ମଧ୍ୟାହ୍ନରେ ଏବଂ ଦକ୍ଷିଣ ଆଫ୍ରିକା ଖେଳାଳି ଅପରାହ୍ଣରେ ଅଭ୍ୟାସ କରିବେ ବୋଲି ସୂଚନା ମିଳିଛି।ବିମାନବନ୍ଦରରୁ କାରକେଡ୍ ସୁରକ୍ଷା ମଧ୍ୟରେ ଖେଳାଳିମାନଙ୍କୁ ହୋଟେଲ୍ ମେ’ ଫେୟାର୍ ନିଆଯାଇଛି। ବିମାନବନ୍ଦରଠାରୁ ହୋଟେଲ୍ ପର୍ଯ୍ୟନ୍ତ ବି ପ୍ରଶଂସକମାନେ ସେମାନଙ୍କ ପ୍ରିୟ ଖେଳାଳିଙ୍କୁ ଦେଖିବାକୁ ଓ ସ୍ବାଗତ କରିବାକୁ ଉତ୍ସୁକତାର ସହ ଅପେକ୍ଷା କରିଥିଲେ […]
ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ମୃତ୍ୟୁ। ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ଚିଙ୍ଗୁଡ଼ିପୁର କେନାଲ ଛକ ଠାରେ ସଡ଼କ ଦୁର୍ଘଟଣାରେ ଗୁରୁ ପୃଷ୍ଟିଙ୍କ ପ୍ରାଣହାନି ଘଟିଛି । ଧାମନଗର ବ୍ଲକ ଷେଣ୍ଢପୁରରେ ସକଳ ତୀର୍ଥ ତୋ ଚରଣେ ନାଟକ ଅଭିନୟ କରିଥାନ୍ତେ ଗୁରୁ ପୃଷ୍ଟି। ଯାତ୍ରା ଇନ୍ଦ୍ରଭୁବନରେ କାର୍ଯ୍ୟ କରୁଥିଲେ ଗୁରୁ ପୃଷ୍ଟିଙ୍କ ।ସୂଚନା ଅନୁସାରେ, ଥିଏଟରରୁ ନିଜର ଅଭିନୟର ଯାତ୍ରା ଆରମ୍ଭ କରିଥିଲେ ଗୁରୁ । ଇଂ ଆଶୁତୋଷ ମହାପାତ୍ରଙ୍କ ‘ବଡ଼ ଦାଣ୍ଡର […]
ଆସନ୍ତା ଦୁଇ ଦିନ ରାଜ୍ୟରେ ଶୀତ ଲହରୀ ଅନୁଭୂତ ହେବ । ସପ୍ତାହେ ଯାଏ ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ । ରାଉରକେଲା, କେନ୍ଦୁଝର, ଅନୁଗୁଳ ଓ ଫୁଲବାଣୀରେ ପାରଦ ୧୦ ଡିଗ୍ରୀ ତଳେ ରହିବ । ଉପକୂଳରୁ ଉପାନ୍ତ, ଉତ୍ତରରୁ ଦକ୍ଷିଣ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ୧୦ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ୧୫ଡିଗ୍ରୀ ତଳେ ୩୯ଟି ସହର ପାରଦ ରହିଛି ।କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ପ୍ରଥମ […]
ଆଖି ବୁଜିଲେ ସୁନ୍ଦରଗଡ଼ ଛାତ୍ରୀ । ୩ ଦିନ ଧରି ଜୀବନ ମରଣ ସହିତ ସଂଗ୍ରାମ ପରେ ଆଖି ବୁଜିଛନ୍ତି ଛାତ୍ରୀ । ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣl ଅଂଚଳର ଏହି କଲେଜ ଛାତ୍ରୀ ଜଳି ଯାଇଥିଲେ । ନିଜ ଦେହରେ କିରୋସିନ ଢ଼ାଳି ପୋଡ଼ିଯାଇଥିଲେ । ଗୁରୁତର ଅବସ୍ଥାରେ ରାଉରକେଲା ସରକାରୀ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଆଜି ଭୋରରୁ ତାଙ୍କର ମୃତ୍ୟୁ ହୋଇଛି । ସେପଟେ ସୁନ୍ଦରଗଡ଼ ପୋଲିସ ଘଟଣାର ତଦନ୍ତ କରି ଜଣେ […]
ରାଜ୍ୟରେ ଜଗନ୍ନାଥ ମହାପ୍ରଭୁଙ୍କର ୬୦ ହଜାର ୪୨୬.୯୪୩ ଏକର ଜମି ଚିହ୍ନଟଭୁବନେଶ୍ଵର, ୬/୧୧: ରାଜ୍ୟ ମଧ୍ୟରେ ୨୪ଟି ଜିଲ୍ଲାରେ ବନ୍ଦୋବସ୍ତ ରେକର୍ଡକୁ ଭିତ୍ତି କରି ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କର ୬୦ ହଜାର ୪୨୬.୯୪୩ ଏକର ପରିମିତ ଜମି ରହିଥିବାର ଚିହ୍ନଟ କରାଯାଇଅଛି । ତନ୍ମଧ୍ୟରୁ ୩୮ହଜାର ୦୬୧.୮୯୨ ପରିମିତ ଜମିର ସଂଶୋଧିତ ସ୍ବତ୍ତ୍ଵଲିପି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପ୍ରାପ୍ତ ହୋଇଅଛି । ବିଧାୟକ ସୁଦର୍ଶନ ହରିପାଲଙ୍କ ଅଣତାରକା ପ୍ରଶ୍ନର ଉତ୍ତରରେ ଉପରୋକ୍ତ ତଥ୍ୟ ରଖିଛନ୍ତି ଆଇନ ମନ୍ତ୍ରୀ […]
ଆସନ୍ତା 9 ତାରିଖରେ ବାରବାଟି ଷ୍ଟାଡିୟମ୍ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ T20 ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଷ୍ଟାଡିୟମ୍ ପରିସରରେ ସମଗ୍ର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଷ୍ଟାଡିୟମ ପରିସରରେ ଖେଳାଳି ଓ ଦର୍ଶକଙ୍କ ସୁରକ୍ଷା, ଜନ ଗହଳି ନିୟନ୍ତ୍ରଣର ପ୍ରସ୍ତୁତିର ସମୀକ୍ଷା କରିଥିଲେ। ଏହାସହ ଷ୍ଟାଡିୟମ ପରିସରରେ ଖେଳାଳି ଏବଂ ଦର୍ଶକଙ୍କ ସୁରକ୍ଷା ଦୃଷ୍ଟିକୋଣରୁ […]
୯ ତାରିଖ ବାରବାଟୀ ମ୍ୟାଚି ପାଇଁ ଚାଲିବ ସ୍ୱତନ୍ତ୍ର ‘ଆମ ବସ୍’ । ଏନେଇ ସିଆରୟୁଟି ପକ୍ଷରୁ ଜାରି ହେଲା ସ୍ୱତନ୍ତ୍ର ବିବରଣୀ । ମ୍ୟାଚି ଦିନ ବାରବାଟୀ ଷ୍ଟାଡିୟମ୍ରୁ ବରମୁଣ୍ଡା ଓ ଭୁବନେଶ୍ୱର ଷ୍ଟେସନ ଚାଲିବ । ମ୍ୟାଚ୍ ସରିବା ପରେ ବାରବାଟୀରୁ ନନ୍ଦନକାନନ ଦେଇ ବରମୁଣ୍ଡା ଯିବ । ବାରବାଟୀରୁ ଭୁବନେଶ୍ୱର ରେଲୱେ ଷ୍ଟେସନ ପର୍ଯ୍ୟନ୍ତ ଯିବ ‘ଆମ ବସ୍’ । ୨୦ ମିନିଟ୍ର ବସ୍ ଯାତ୍ରା ରହିବ । ଭଡା ୪୦ ଟଙ୍କା […]
ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ । ବିଧାନସଭାରେ ଏନେଇ ଉତ୍ତର ରଖିଲେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବିଭିନ୍ନ କାରଣରୁ ରାଜ୍ୟର ଅନେକ ମଦ ଦୋକାନକୁ ବନ୍ଦ କରାଯାଇଛି । ସେହିଭଳି ୫ ବର୍ଷରେ ୧.୬୬ ଲକ୍ଷ କେଜି ଗଞ୍ଜେଇ ଜବତ ହୋଇଛି । ସେହିପରି ୫୨ ହଜାର ୨୩୫ ଏକର ଜମିରେ ହୋଇଥିବା ଗଞ୍ଜେଇ ଚାଷ ନଷ୍ଟ ହୋଇଛି । ଚଳିତବର୍ଷ ନଭେମ୍ବର ସୁଦ୍ଧା ୨୨ ହଜାର ୩୮୦ କେଜି ଗଞ୍ଜେଇ […]
ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର ଟିକେଟ ମୂଲ୍ୟ ଆକାଶଛୁଆଁ ହୋଇଛି। ଏହି ସମୟରେ, କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି ଯାହା ଯାତ୍ରୀମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିବ ବୋଲି ଆଶା କରାଯାଉଛି।। ବିମାନ କମ୍ପାନୀଗୁଡ଼ିକର ମନଇଚ୍ଛା ଟିକେଟ ବୃଦ୍ଧି ଉପରେ ବ୍ରେକ୍ ଲଗାଇଛନ୍ତି। ସରକାର ତ୍ଵରିତ ଭାବେ ଅଧିକତମ ଭଡ଼ା ସୀମା(କେୟାର କ୍ୟାପ) ଲାଗୁ କରିଛନ୍ତି। […]
ରାଜ୍ୟ ମଧ୍ୟରେ ୨୪ଟି ଜିଲ୍ଲାରେ ବନ୍ଦୋବସ୍ତ ରେକର୍ଡକୁ ଭିତ୍ତି କରି ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କର ୬୦ ହଜାର ୪୨୬.୯୪୩ ଏକର ପରିମିତ ଜମି ରହିଥିବାର ଚିହ୍ନଟ କରାଯାଇଅଛି । ତନ୍ମଧ୍ୟରୁ ୩୮ହଜାର ୦୬୧.୮୯୨ ପରିମିତ ଜମିର ସଂଶୋଧିତ ସ୍ବତ୍ତ୍ଵଲିପି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପ୍ରାପ୍ତ ହୋଇଅଛି । ବିଧାୟକ ସୁଦର୍ଶନ ହରିପାଲଙ୍କ ଅଣତାରକା ପ୍ରଶ୍ନର ଉତ୍ତରରେ ଉପରୋକ୍ତ ତଥ୍ୟ ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ବାହାରେ ଅନ୍ୟ ୬ ଗୋଟି […]
