ନବୀନ ବାବୁ ସମ୍ପୂର୍ଣ୍ଣ ସୁସ୍ଥ ଓ ସକ୍ରିୟ: ସାରଦା

ରାଜ୍ୟସଭା ନିର୍ବାଚନରେ ୨ଟି ଆସନ ନେବ ବିଜେଡି । ଦୃଢୋକ୍ତି ପ୍ରକାଶ କଲେ ବିଜେଡି ବିଧାୟକ ସାରଦା ଜେନା । ସେ କହିଛନ୍ତି ଯେ ୪ଟି ଆସନରୁ ବିଜେଡି ୨ଟି ଆସନରେ ଜିତିବା ନିଶ୍ଚିତ । ଏନେଇ ବିଜେଡି ରଣନୀତି ପ୍ରସ୍ତୁତ କରି ସାରିଛି । କିପରି ଜିତିବ ବିଜେଡି ସୁପ୍ରିମୋ, ରାଜନୈତିକ ବ୍ୟାପାର କମିଟି ନିଷ୍ପତ୍ତି ନେବେ । କଂଗ୍ରେସ ସମର୍ଥନରେ ବିଜେଡି ଜିତିବ କି ବୋଲି ପ୍ରଶ୍ନରେ ପ୍ରତିକ୍ରିୟା ରଖି କହିଛନ୍ତି ଏବେଠୁ କିଛି […]

ଖୁବ୍ ଶୀଘ୍ର ମୃତଶରୀର ନେବା ପାଇଁ ୧୦୯ ଗାଡ଼ିର ବ୍ୟବସ୍ଥା କରାଯିବ

ଗୁଟ୍‌ଖା, ତମାଖୁ ବ୍ୟାନ୍ ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ମନ୍ତ୍ରୀ କହିଛନ୍ତି ଯେ ପ୍ରାଥମିକ ସ୍ତରରେ ଏସବୁ ବିକ୍ରି ବନ୍ଦ କରିବାକୁ ସଚେତନତା ଅଭିଯାନ ଚାଲିଛି ।ପରେ ରାଜ୍ୟରେ ଜିଲ୍ଲାସ୍ତରୀୟ ଏନଫୋର୍ସମେଣ୍ଟ ଗଠନ କରାଯିବ । ଶିକ୍ଷାନୁଷ୍ଠାନ ନିକଟରେ ବନ୍ଦ ହେବ ନିଶା ଦ୍ରବ୍ୟ ବିକ୍ରି । ମନ୍ତ୍ରୀ ଶ୍ରୀ ମହାଲିଂ ପରେ ସାମ୍ବାଦିକଙ୍କୁ ସମ୍ବୋଧିତ କରିବା ସମୟରେ ଜିଲ୍ଲାରେ ଡାକ୍ତର ଓ ପାରାମେଡିକାଲ ଷ୍ଟାଫର […]

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ରହିବ।ଫେବ୍ରୁଆରୀ ୪ରୁ ୬ତାରିଖ ପର୍ଯ୍ୟନ୍ତ ଯଶିପୁର ପଟୁ କାଲିକା ପ୍ରସାଦ ତନଖି ଫାଟକ ଦେଇ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ ରହିବ । ରାଷ୍ଟ୍ରପତି ଗୁଡୁଗୁଡ଼ିଆରେ ରହଣି କରିବାକୁ ଥିବାରୁ ଗୁଡୁଗୁଡ଼ିଆ ଜୋନରେ ପର୍ଯ୍ୟଟକଙ୍କ ପ୍ରବେଶ ବାରଣ ହୋଇଛି । ସେହିପରି […]

ନୂଆ UGC ନିୟମରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ସୁପ୍ରିମକୋର୍ଟ ନୂଆ ୟୁଜିସି ନିୟମକୁ ଚ୍ୟାଲେଞ୍ଜ କରି ଆଜି ଅର୍ଥାତ୍‌ ଜାନୁଆରୀ ୨୯ରେ ଆବେଦନଗୁଡ଼ିକର ଶୁଣାଣି କରି ସ୍ଥଗିତାଦେଶ ଜାରି କରିଛନ୍ତି। ମାର୍ଚ୍ଚ ୧୯ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଜୟମାଲ୍ୟ ବାଗଚୀଙ୍କୁ ନେଇ ଗଠିତ ଖଣ୍ଡପୀଠ ‘ୟୁଜିସି ନିୟମାବଳୀ, ୨୦୨୬’ କୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ୟୁଜିସି ନୂଆ ନିୟମଗୁଡ଼ିକ ପ୍ରାଥମିକ ଦୃଷ୍ଟିରୁ “ଅସ୍ପଷ୍ଟ” ଓ ଏହାର “ଅପବ୍ୟବହାର […]

ନୂଆ UGC ନିୟମରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ସୁପ୍ରିମକୋର୍ଟ ନୂଆ ୟୁଜିସି ନିୟମକୁ ଚ୍ୟାଲେଞ୍ଜ କରି ଆଜି ଅର୍ଥାତ୍‌ ଜାନୁଆରୀ ୨୯ରେ ଆବେଦନଗୁଡ଼ିକର ଶୁଣାଣି କରି ସ୍ଥଗିତାଦେଶ ଜାରି କରିଛନ୍ତି। ମାର୍ଚ୍ଚ ୧୯ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଜୟମାଲ୍ୟ ବାଗଚୀଙ୍କୁ ନେଇ ଗଠିତ ଖଣ୍ଡପୀଠ ‘ୟୁଜିସି ନିୟମାବଳୀ, ୨୦୨୬’ କୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ୟୁଜିସି ନୂଆ ନିୟମଗୁଡ଼ିକ ପ୍ରାଥମିକ ଦୃଷ୍ଟିରୁ “ଅସ୍ପଷ୍ଟ” ଓ ଏହାର “ଅପବ୍ୟବହାର […]

ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣା: ବିମାନର ମିଳିଲା ବ୍ଲାକ୍ ବକ୍ସ

ଅଜିତ୍ ପାଓ୍ୱାରଙ୍କ ବିମାନ ଦୁର୍ଘଟଣା ଘଟଣାରେ ଆସିଛି ବଡ଼ ଖବର । ଗୁରୁବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ କହିଛି ଯେ ଜାନୁଆରୀ ୨୮ ତାରିଖରେ ବାରାମତିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଏବଂ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ହୋଇଥିବା ବିମାନର ବ୍ଲାକ ବକ୍ସ ଉଦ୍ଧାର କରାଯାଇଛି। ଆଉ ଏହି ଘଟଣାରେ ତଦନ୍ତ ଦ୍ରୁତ ଗତିରେ ଚାଲିଛି।ପୂର୍ବରୁ ଅଧିକାରୀମାନେ ଏକ ବିବୃତ୍ତିରେ କହିଥିଲେ ଯେ ଯଦି ଦୁର୍ଘଟଣାଗ୍ରସ୍ତ ବିମାନର ବ୍ଲାକ୍ ବକ୍ସ ଏବଂ ଫ୍ଲାଇଟ୍ ଡାଟା ଉଦ୍ଧାର […]

ଡାହାଣୀ ସନ୍ଦେହରେ ମାଆକୁ ହତ୍ୟା କଲା ପୁଅ

ଅନ୍ଧବିଶ୍ୱାସର ସାଂଘାତିକ ଦୃଶ୍ୟ। ଡାହାଣୀ ସନ୍ଦେହରେ ନିଜ ମାଆକୁ କଟୁରୀରେ ହାଣି ହତ୍ୟା କଲା ଜହ୍ଲାଦ ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜଜିଲ୍ଲା ବେତନଟୀ ଥାନା ଅଧୀନ କଲରାଫୁଲିଆ ଗ୍ରାମରେ l ସୂଚନା ମୁତାବକ, ନିକଟରେ ତପନ ସିଂଙ୍କ ଗର୍ଭବତୀ ସ୍ତ୍ରୀର ଗର୍ଭ ନଷ୍ଟ ହୋଇଥିଲା। ଡାହାଣୀ ହୋଇ ମା’ ରାଇମଣି ସିଂ ସ୍ତ୍ରୀର ଗର୍ଭସ୍ଥ ପିଲାକୁ ଖାଇଥିବା ସନ୍ଦେହ କରିଥିଲା ତପନ । ଏନେଇ ଗୁରୁବାର ସକାଳେ ଉତ୍ୟକ୍ତ ହୋଇ ତପନ ନିଜ ଉପରୁ […]

‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ଆୟୋଗ ଅଧ୍ୟକ୍ଷ ଡକ୍ଟର ଅରୁଣ କୁମାର ପଣ୍ଡା ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ। କିଛି ଦିନ ପୂର୍ବରୁ ଏହି ରିପୋର୍ଟ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ପ୍ରଦାନ କରାଯାଇଥିଲା। ଆଜି ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି ଯାହା ରାଜ୍ୟ ଅର୍ଥ ଆୟୋଗ ଓ କେନ୍ଦ୍ର ଅର୍ଥ ଆୟୋଗ ଅନୁଦାନ ଅଧୀନରେ ରାସ୍ତା, ପାନୀୟ ଜଳ ଯୋଗାଣ, […]

ଆଖି ବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା

ଆଖି ବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା। ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା । ବିଳମ୍ବିତ ରାତିରେ ହୃଦଘାତ ଯୋଗୁଁ ଅସୁସ୍ଥ ହୋଇପଡିଥିଲେ ସତ୍ୟାନାରାୟଣ ପୋଢ । ପରେ ପରିବାର ଲୋକେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ […]

ଆହୁରି ବଢ଼ିବ ରାତି ତାପମାତ୍ରା, କୁହୁଡି ପାଇଁ ୬ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ରାଜ୍ୟରେ ଆହୁରି ବଢ଼ିବ ରାତି ତାପମାତ୍ରା ଏବଂ କମିଯିବ ଶୀତ। ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ଆହୁରି ବଢ଼ିବ। ଫେବ୍ରୁଆରୀ ୧ ଯାଏ ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ରହିବା ସହ କାକର ପଡ଼ିବ। ଆଜି ୬ ଜିଲ୍ଲାରେ ଘନ କୁହୁଡ଼ି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱରରେ ରାତିର ତାପମାତ୍ରା ଆସନ୍ତା ୨୪ ଘଣ୍ଟାରେ ୧୭ ଡିଗ୍ରୀ ରହିବ।ଗୁରୁବାର ଜଗତ୍ସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ନୟାଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, […]

ଆଜି ସଂସଦରେ ଉପସ୍ଥାପିତ ହେବ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ୨୦୨୫-୨୬

ଆଜି ସଂସଦରେ ଉପସ୍ଥାପିତ ହେବ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ୨୦୨୫-୨୬ । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦିନ ୧୧ଟାରେ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ଉପସ୍ଥାପିତ କରିବେ ।ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ହେଉଛି ସରକାରଙ୍କ ଆର୍ଥିକ ପ୍ରଦର୍ଶନ ଓ ଦେଶରେ ଅର୍ଥନୈତିକ ସ୍ଥିତିର ଏକ ରିପୋର୍ଟ । ଯେଉଁଥିରେ ଅଭିବୃଦ୍ଧି ହାର, ମୁଣ୍ଡପିଛା ଆୟ ଓ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରର ଅଭିବୃଦ୍ଧି ତଥ୍ୟ ସାମ୍ନାକୁ ଆସିବ । କେନ୍ଦ୍ର ସରକାରଙ୍କ ଅର୍ଥ ମନ୍ତ୍ରାଳୟର ଅର୍ଥନୈତିକ ବ୍ୟାପାର ବିଭାଗ […]

ବିଜେଡିର ଉତ୍ତରାଧିକାରୀ ଚର୍ଚ୍ଚାକୁ କଡା କାଉଣ୍ଟର କଲେ ଅରୁଣ ସାହୁ

ବିଜେଡିର ଉତ୍ତରାଧିକାରୀ ଚର୍ଚ୍ଚାକୁ କଡା କାଉଣ୍ଟର କଲେ ଅରୁଣ ସାହୁ । ସେ କହିଛନ୍ତି ଯେ ଉତ୍ତରାଧିକାରୀ ବ୍ୟବସ୍ଥା ସାମନ୍ତବାଦୀ ଚିନ୍ତାଧାରା, ମୁଁ ସହମତ ନୁହେଁ । କିଏ କେତେ ଯୋଗ୍ୟ ଦନସାଧାରଣଙ୍କ ଆଶୀର୍ବାଦ ଉପରେ ନିର୍ଭର କରିବ । କଳିକେଶଙ୍କୁ ନେଇ ଦିବ୍ୟଶଙ୍କର ମିଶ୍ରଙ୍କ ବୟାନ ଉପରେ ରଖିଲେ ମତ । ସେ ଆହୁରି କହିଛନ୍ତି ମହାନଦୀ ଜଳ ବିବାଦକୁ ନେଇ ସରକାର କିଛି ପଦକ୍ଷେପ ନେଲେ ନାହିଁ । ଲୋକେ ଧୀରେ ଧୀରେ ତାତିଲେଣି […]