ଦିଲ୍ଲୀରେ ବଢ଼ୁଥିବା ପ୍ରଦୂଷଣକୁ ନେଇ ଯୁବଗୋଷ୍ଠୀଙ୍କ ପ୍ରତିବାଦ ସହ ନକ୍ସଲ ଏବଂ ହିଡମାଙ୍କ ସମର୍ଥନରେ ସ୍ଲୋଗାନ

ଏନ୍‌ସିଆର୍ ଅଞ୍ଚଳ ଲଗାତାର ଦଶମ ଦିନ ପାଇଁ ବିଷାକ୍ତ ଧୂଆଁ ଭିତରେ ହନ୍ତସନ୍ତ ହେଉଛି । ସୋମବାର ଦିଲ୍ଲୀର ହାରାହାରି ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୩୮୦କୁ ବୃଦ୍ଧି ପାଇଛି, ଯାହା ‘ଅତି ଖରାପ’ ଶ୍ରେଣୀରେ ରହିଛି। ତାପମାତ୍ରା ହ୍ରାସ ହେତୁ ସୃଷ୍ଟି ହୋଇଥିବା ଧୂମକୁହୁଡ଼ି ପ୍ରଦୂଷଣ ସଙ୍କଟକୁ ଅଧିକ ଜଟିଳ କରିଛି। ଏହାଫଳରେ ଦୃଶ୍ୟମାନତା କମିଯାଇଛି ଏବଂ ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ସ୍ବାସ୍ଥ୍ୟ ବିପଦ ବଢ଼ିଛି। ଆଜି ଅପରାହ୍ନରେ ଅଧିକାଂଶ ସ୍ଥାନରେ ଏକ୍ୟୁଆଇ ‘ଗମ୍ଭୀର’ସ୍ତରକୁ […]

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ

ନୂଆ ସିଜେଆଇ ଭାବେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟକାନ୍ତ। ସୁପ୍ରିମକୋର୍ଟର ୫୩ ତମ ଚିଫ୍ ଜଷ୍ଟିସ ଭାବେ ନେଇଛନ୍ତି ଦାୟିତ୍ୱ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହା ପୂର୍ବରୁ ସିଜେଆଇ ବିଆର ଗବାଇଙ୍କ କାର୍ଯ୍ୟକାଳ ଶେଷ ହୋଇଛି ।ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଭୁଟାନ, କେନିଆ, ମାଲେସିଆ, ମରିସସ୍‌, ନେପାଳ ଓ ଶ୍ରୀଲଙ୍କା ଭଳି ଦେଶର ପ୍ରଧାନ ବିଚାରପତି ଓ ଅନ୍ୟ ବିଚାରପତି ଏବଂ ସେମାନଙ୍କ […]

ମା’କ୍ଷୀରରୁ ମିଳିଲା ବିଷାକ୍ତ ୟୁରାନିୟମ

ବିହାରରେ ଏକ ସାମ୍ପ୍ରତିକ ଅଧ୍ୟୟନରେ ମା’ଙ୍କ କ୍ଷୀରରେ ୟୁରାନିୟମ (U238) ର ବିପଦପୂର୍ଣ୍ଣ ସ୍ତର ଥିବା ପ୍ରକାଶ ପାଇଛି, ଯାହା ସେମାନଙ୍କ ପିଲାମାନଙ୍କ ସ୍ବାସ୍ଥ୍ୟ ପ୍ରତି ଗମ୍ଭୀର ଚିନ୍ତା ସୃଷ୍ଟି କରିଛି। ଅନେକ ଅନୁଷ୍ଠାନର ଗବେଷକମାନେ ଜାଣିଛନ୍ତି ଯେ ମା’ କ୍ଷୀର ମାଧ୍ୟମରେ ୟୁରାନିୟମର ସଂସ୍ପର୍ଶରେ ଆସିବା ପିଲାମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଅଣ-କର୍କଟ ସ୍ବାସ୍ଥ୍ୟ ବିପଦ ସୃଷ୍ଟି କରିପାରେ। ଗବେଷଣାରୁ ମିଳିଲା ସାଂଘତିକ ତଥ୍ୟ। ବିହାରରେ ଏକାଧିକ ଜିଲ୍ଲାରେ ସ୍ଥିତି ସଙ୍ଗୀନ । ବିହାରର ଛଅଟି ଜିଲ୍ଲାରେ […]

ବଙ୍ଗୋପ ସାଗରରେ ଦାନା ବାନ୍ଧୁଛି ବାତ୍ୟା । ଆଉ ଦିନକ ପରେ ସୃଷ୍ଟି ହେବ ବାତ୍ୟା

ବଙ୍ଗୋପସାଗରରେ ବାତ୍ୟା ହେବା ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି। ପୂର୍ବରୁ ବିଶ୍ୱସ୍ତରୀୟ ବିଭିନ୍ନ ମଡେଲ ବାତ୍ୟା ହେବା ନେଇ ପୂର୍ବାନୁମାନ କରିଥିବାବେଳେ ଏବେ ଭାରତୀୟ ପାଣିପାଗ ବିଭାଗ ମଧ୍ୟ ଏ ସଂକ୍ରାନ୍ତରେ ସୂଚନା ଦେଇଛି। ତେବେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ନେଇ ଆକଳନ ଚାଲିଥିବାବେଳେ ଏଥିଯୋଗୁ ରାଜ୍ୟରେ ପ୍ରବଳ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ କହିଛି।ଆଜି ଅବପାତର ରୂପ ନେବ। ଅଧିକ ଘନୀଭୂତ ହୋଇ ଦିନକ ପରେ […]

 ମାଓବାଦୀ ମୂଳପୋଛ ନେଇ କେନ୍ଦ୍ର ଗୃହମନ୍ତ୍ରୀ  ନିର୍ଦ୍ଦେଶ

ଓଡ଼ିଶାରୁ ମାଓ ନିପାତ ଯୋଜନା ଚାଲିଥିବା ବେଳେ କନ୍ଧମାଳରୁ ଅପରେସନ୍‌ ଆରମ୍ଭ ହେବ। ଏଥିପାଇଁ କନ୍ଧମାଳରେ ଡେରା ପକାଇଛନ୍ତି ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ୱାଇ ବି ଖୁରାନିଆ। । ମାଓବାଦୀ ମୂଳପୋଛ ନେଇ କେନ୍ଦ୍ର ଗୃହମନ୍ତ୍ରୀ  ନିର୍ଦ୍ଦେଶ ଦେଇଛନ୍ତି । ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ରାଜ୍ୟରୁ  ମାଓବାଦୀ ମୂଳପୋଛକୁ ଟାର୍ଗେଟ କରାଯାଇଛି । ଅସ୍ତ୍ର ଛାଡି ମୁଖ୍ୟ  ରାସ୍ତାରେ ସାମିଲ ହେବାକୁ ରାଜ୍ୟ ସରକାରଙ୍କ ଆହ୍ୱାନ  ରହିଛି । ମାଓବାଦୀଙ୍କୁ ସରେଣ୍ଡର ପାଇଁ ସ୍ୱତନ୍ତ୍ର ପଲିସି […]

ମୁଖ୍ୟ ସ୍ରୋତକୁ ଫେରିଲେ ୩୭ କ୍ୟାଡର ମାଓବାଦୀ

ନକ୍ସଲ ବିରୋଧୀ ଅଭିଯାନରେ ତେଲେଙ୍ଗାନା ପୋଲିସ ଆଉ ଏକ ବଡ଼ ସଫଳତା ହାସଲ କରିଛି। ଆତ୍ମସମର୍ପଣ କଲେ ୩୭ ମାଓବାଦୀ । ନିଷିଦ୍ଧ ସିପିଆଇ (ମାଓବାଦୀ)ର ୩୭ ଜଣ ଅଣ୍ଡରଗ୍ରାଉଣ୍ଡ କ୍ୟାଡର, ଯେଉଁଥିରେ ତିନି ଜଣ ରାଜ୍ୟ କମିଟି ସଦସ୍ୟ (ଏସସିଏମ) ମଧ୍ୟ ସାମିଲ ଥିଲେ, ଶୁକ୍ରବାର ଦିନ ସେମାନଙ୍କର ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରି ମୁଖ୍ୟସ୍ରୋତକୁ ଫେରି ଆସିଛନ୍ତି।ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ କୋୟଡା ସାମବୈହା ଓରପ୍ ଆଜାଦ, ଆପ୍ପାସି ନାରାୟଣ ଓରଫ୍ ରମେଶ ଅଛନ୍ତି […]

RBIର ବଡ଼ ପଦକ୍ଷେପ; ଭାରତ ଏବଂ ୟୁରୋପ ମଧ୍ୟରେ ଡିଜିଟାଲ ପେମେଣ୍ଟ ହେବ ସହଜ

ୟୁରୋପୀୟ କେନ୍ଦ୍ରୀୟ ବ୍ୟାଙ୍କ ସହିତ ମିଳିତ ଭାବରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରିବିଆଇ) ଏବଂ ଏନ୍ପିସିଆଇ ଇଣ୍ଟରନ୍ୟାସନାଲ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି ଯାହା ଭବିଷ୍ୟତରେ ୟୁରୋପୀୟ ଦେଶଗୁଡ଼ିକୁ ଯାତ୍ରା କରୁଥିବା ପର୍ଯ୍ୟଟକ ଏବଂ ବ୍ୟବସାୟ ମାଲିକମାନଙ୍କୁ ବହୁତ ସୁବିଧା ପ୍ରଦାନ କରିବ। UPI-TIPS ଇଣ୍ଟରଲିଙ୍କେଜ୍ ପ୍ରକ୍ରିୟା ସମାପ୍ତ ହେବା ପରେ, ଭାରତର ଲୋକମାନେ ଘରେ ବସି ଡିଜିଟାଲ ଭାବରେ ୟୁରୋପକୁ ଟଙ୍କା ପଠାଇପାରିବେ।TIPS ହେଉଛି ୟୁରୋପୀୟ କେନ୍ଦ୍ରୀୟ ବ୍ୟାଙ୍କ ଦ୍ୱାରା ପରିଚାଳିତ ଏକ ରିୟଲ -ଟାଇମ […]

ପୀତବାସଙ୍କୁ ହତ୍ୟା: ରିମାଣ୍ଡ ପରେ ଜେଲକୁ ଫେରିଲେ ୪ ଅଭିଯୁକ୍ତ

ଆଇନଜୀବୀ ପୀତବାସ ହତ୍ୟାକାଣ୍ଡରେ ଆହୁରି କିଛି ଅଭିଯୁକ୍ତ ଅଛନ୍ତି । ଅପରାଧୀଙ୍କୁ ଖସାଇବାରେ ସାହାଯ୍ୟ କରିବା ସହିତ ପ୍ରମାଣ ନଷ୍ଟ ଲାଗି ଷଡ଼୍‌ଯନ୍ତ୍ର କରୁଛନ୍ତି । ସେମାନଙ୍କୁ ଧରିବାକୁ ପୁଲିସ ଧରପଗଡ଼ ଆରମ୍ଭ କରିଥିବା କୁହାଯାଉଛି । ଏପଟେ ମୁଖ୍ୟ ଅଭିଯୁକ୍ତ ଗିରଫ ହେବାର ମାସେ ପୁରିଛି । ଏହାରି ଭିତରେ ୪ ଅଭିଯୁକ୍ତଙ୍କୁ ଦ୍ବିତୀୟ ଥର ରିମାଣ୍ଡରେ ଆଣି ପୁଲିସ ଘଣ୍ଟାଚକଟା କରିଛି । ତେବେ ଏହି ମାମଲା‌ରେ ଆଉ କିଏ ସବୁ ରହିଛନ୍ତି ତାହା […]

ରତ୍ନଭଣ୍ଡାର ଗଣତିମଣତି ପାଇଁ ଶୀଘ୍ର ଆସିବ SOP; ସବୁ ଅଳଙ୍କାରର ଡିଜିଟାଲାଇଜେସନ୍ ହେବ

ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଥିବା ରତ୍ନଅଳଙ୍କାର ଗଣତିମଣତି ପାଇଁ ଖୁବଶୀଘ୍ର ମାର୍ଗଦର୍ଶିକା ଆସିବ। ସବୁ ଅଳଙ୍କାରର ଡିଜିଟାଲାଇଜେସନ୍ ପାଇଁ ଯୋଜନା କରାଯାଇଛି । ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ପାଇଁ ଅଢେଇରୁ ତିନି ମାସ ଲାଗିବ। ଏଥି ସହିତ ୧୯୭୮ର ଗଣତି ସହ ଅଳଙ୍କରକୁ ମେଳ କରାଯିବ । ବିଭିନ୍ନ ପର୍ଯ୍ୟାୟରେ ରତ୍ନ ଅଳଙ୍କାରର ଗଣତିମଣତି କରାଯିବ । ଅକ୍ଷୟ ତୃତୀୟା ପୂର୍ବରୁ ଗଣତିମଣତି ସାରିବା ପାଇଁ ପରିଚାଳନା କମିଟିରେ ଗୁରୁତ୍ଵ ଦିଆଯାଇଛି ।ଏମାର ମଠରୁ ଉଦ୍ଧାର ହୋଇଥିବା ରୂପା […]

ଭାରତୀୟ ରେଳ ବିଭାଗର ଟିକେଟ ବୁକିଂ ସେବା ଆଜି ୫ ଘଣ୍ଟା ପାଇଁ ବନ୍ଦ ରହିବ

ଭାରତୀୟ ରେଳ ବିଭାଗର ଟିକେଟ ବୁକିଂ ସେବା ଆଜି ୫ ଘଣ୍ଟା ପାଇଁ ବନ୍ଦ ରହିବ । ଏହି କ୍ରମରେ ଟିକେଟ ରିଜରଭେସନ ଓ ଟିକେଟ୍ କ୍ୟାନସଲ ସେବା ବନ୍ଦ ରହିବ । ରେଳ ବିଭାଗର ପେସେଞ୍ଜର ରିଜରଭେସନ ସିଷ୍ଟମ ଆଜି ରାତି ୧୧.୪୫ ରୁ ଆସନ୍ତାକାଲି ଭୋର ୪.୪୫ ପର୍ଯ୍ୟନ୍ତ ବନ୍ଦ ରହିବ। ଏହି ୫ ଘଣ୍ଟାରେ ଦିଲ୍ଲୀର ପେସେଞ୍ଜର ରିଜରଭେସନ ସିଷ୍ଟମର ଅଧିକାଂଶ ସେବା ବନ୍ଦ ରହିବ। ଏହି ସମୟ ମଧ୍ୟରେ ଆପଣ ରିଜରଭେସନ, […]

ସୋମବାର ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ !ସାମିଲ ହେବେ ୬ଟି ଦେଶର ଚିଫ୍ ଜଷ୍ଟିସ୍ ଏବଂ ଜଜ୍

ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ସୋମବାର ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶପଥ ଗ୍ରହଣ କରିବେ। ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ଦେଶର ୫୩ତମ ସିଜେଆଇ। ୨୦୧୯ରୁ ସେ ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରି ଆସୁଛନ୍ତି।କିନ୍ତୁ ଏଥର ରାଷ୍ଟ୍ରପତି ଭବନରେ ହେବାକୁ ଥିବା ସିଜେଆଇଙ୍କ ଶପଥ ଗ୍ରହଣ ସମାରୋହ ଭିନ୍ନ ହେବ । ଏଥିରେ ୬ଟି ଦେଶର ପ୍ରଧାନ ବିଚାରପତି, ଜଜ୍ ଏବଂ ସେମାନଙ୍କ ପରିବାର ସଦସ୍ୟ ସାମିଲ ହେବେ । ଭୁଟାନ, […]

ବାରବାଟୀ ଷ୍ଟାଡିୟମରେ କମିଲା ସିଟ୍ ସଂଖ୍ୟା

ବାରବାଟୀ ଷ୍ଟାଡିୟମରେ କମିଲା ସିଟ୍ ସଂଖ୍ୟା । ଗ୍ୟାଲେରୀ ଗୁଡ଼ିକରେ ସିଟ ସଂଖ୍ୟା ଅଢ଼େଇ ହଜାର ସିଟ୍ କମାଇଲା ଓଡ଼ିଶା କ୍ରିକେଟ ଆସୋସିଏସନ୍। ୧୯ ଇଞ୍ଚରୁ ୨୨ ଇଞ୍ଚକୁ ବୃଦ୍ଧି କରାଗଲା ସିଟ ଗୁଡ଼ିକର ଚଉଡା। କମିଶନରେଟ ପୋଲିସର ପରାମର୍ଶ ପରେ ସିଟ କମାଇଲା ଓସିଏ । ଷ୍ଟାଡିୟମ୍ ପୁରୁଣା ହୋଇ ଥିବାରୁ ସୁରକ୍ଷା ଦୃଷ୍ଟିରୁ ଷ୍ଟାଡିୟମ୍ ଗ୍ୟାଲେରୀ ଗୁଡ଼ିକରେ ସିଟ ସଂଖ୍ୟା କମାଇବା ପାଇଁ କହିଥିଲେ କମିଶନରେଟ ପୋଲିସ । ସୂଚନାମୁତାବକ ଭାରତ-ଦକ୍ଷିଣ ଆଫ୍ରିକା ଟି […]