ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ । ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ମାଲାକା ଷ୍ଟ୍ରେଟ୍ ଓ ଏହାର ପାଖାପାଖି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଓଡ଼ିଶା ଉପକୂଳ ଠାରୁ ଏହା ବହୁ ଦୂରରେ ରହିଛି । କିନ୍ତୁ ସ୍ପଷ୍ଟ ଚିତ୍ର ୨୪ ବା ୨୫ ତାରିଖ ପରେ ଜଣାପଡିବ । ଏହା କେଉଁ ଦିଗକୁ ଯିବ, ଓଡ଼ିଶା ଉପରେ ଏହାର […]
ବନ୍ଦ ହେବ ବାଲି ମାଫିଆଙ୍କ ମନମାନୀ । ସାବାଡ ହେବେ ବାଲି ମାଫିଆ । ବାଲି ପାଇଁ MSP ଲାଗୁ କରିବେ ସରକାର । ଆଉ ମନ ଇଚ୍ଛା ଦର ବଢାଇ ପାରିବେନି ଲିଜ ଧାରୀ । ସରକାର ନିର୍ଦ୍ଧାରିତ କରିଥିବା MSP ଦରରେ ହିଁ ବିକ୍ରି କରିବେ ଲିଜ୍ ଧାରୀ । ସାରା ରାଜ୍ୟରେ ଗୋଟିଏ ଦରରେ ବିକ୍ରି ହେବ ବାଲି । ଦର କମିବା ସହ ଲୋକଙ୍କୁ ସୁଲଭ ମୂଲ୍ୟରେ ମିଳିବ ବାଲି । […]
ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟଛି। ତେବେ ତାଙ୍କ ମୃତ୍ୟୁ ପରେ ଅନେକ ବାଦ ବିବାଦ ଲାଗି ରହିଛି। ତାଙ୍କ ମା’ ହ୍ୟୁମାନଙ୍କ ମୃତ୍ୟୁ ପାଇଁ ତାଙ୍କ ମ୍ୟାନେଜର, ଦିନେଶ, ପ୍ରଶାନ୍ତଙ୍କ ନାଁ ସହ ଜଣେ ମହିଳା ଗାୟିକାଙ୍କ ନାଁ ମଧ୍ୟ ନେଇଛନ୍ତି। ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ ବଢୁଛି ବିବାଦ। ଏନେଇ ପ୍ରତିକ୍ରିୟା ଦେଇଛନ୍ତି ପ୍ରେମ ଆନନ୍ଦ । କହିଛନ୍ତି, ହ୍ୟୁମାନ ସାଗର ବହୁତ ସରଳ, ତାଙ୍କୁ ଇମୋସନାଲ ଟ୍ରାପ କରାଯାଉଥିଲା । ହ୍ୟୁମାନଙ୍କ […]
ରାୟଗଡ ତା ୨୨-୧୧-୨୦୨୫.ଜିଲ୍ଲା ସ୍ତରୀୟ ଶହୀଦ ଲକ୍ଷ୍ମଣ ନାୟକଙ୍କ ଜନ୍ମ ଜୟନ୍ତୀ ଶନିବାର ସ୍ଥାନୀୟ ଶାସ୍ତ୍ରୀ ନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାୟଗଡ ଉପଜିଲ୍ଲାପାଳ ରମେଶ କୁମାର ଜେନା ମୁଖ୍ଯ ଅତିଥିରୂପେ ଏବଂ ଆବାହକ ଏବଂ ଉପ ନିର୍ଦ୍ଦେଶକ ତଥା ଜିଲ୍ଲାସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ବରେଣ୍ଯ ଅତିଥି ରୂପେ ଶିକ୍ଷାବିତ ଡକ୍ଟର ଦୁଷ୍ମନ୍ତ କୁମାର ମହାନ୍ତି, ଜିଲ୍ଲା ଶିକ୍ଷାଧିକାରୀ ରାମଚନ୍ଦ୍ର ନାହକ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ […]
ମହାପ୍ରଭୁଙ୍କ ଚମତ୍କାର। ସମର୍ପଣର ଭାବନା ସହିତ ମହାପ୍ରଭୁଙ୍କୁ ଗୁହାରି କଲେ ମହାପ୍ରଭୁ ତାହା ଶୁଣନ୍ତି। ଭକ୍ତର କାମନା ପୂରଣ କରନ୍ତି। ଆଉ ଏହା ନିକଟରେ ଦେଖିବାକୁ ମିଳିଛି ପୁରୀ ସିଂହଦ୍ବାର ସାମନାରେ।ପୁଅର ନୂଆ ଜୀବନ ପାଇଁ ସିଂହ ଦୁଆରେ ହାତ ପତେଇଥିଲା ବାପା । ମାସଟେ ବି ପୂରିନି, ହଟିଆ ଠାକୁର ପୁଣି ତା ଲୀଳା ଦେଖାଇଛି । ଆଉ କୋମାରେ ଥିବା ପୁଅକୁ ଚଳପ୍ରଚଳ ହେବା ପାଇଁ ତା’ ଦେହରେ ଶକ୍ତି ଭରି ଦେଇଛି କାଳିଆ। […]
ଆବାସିକ ବିଦ୍ୟାଳୟରେ ପୁଣି ଜଣେ ଛାତ୍ରୀ ହେଲେ ଗର୍ଭବତୀ। ଗତ ଦଶହରା ଛୁଟିରେ ଛାତ୍ରୀ ଜଣକ ଘରକୁ ଯାଇ ଫେରିବା ପରେ ଛାତ୍ରୀଙ୍କର ସ୍ବାସ୍ଥ୍ୟ ଖରାପ ରହୁଥିଲା। ବିଦ୍ୟାଳୟର ମେଟ୍ରୋନ ଝିଅଟିର ଡାକ୍ତରଖାନାରେ ଚିକିତ୍ସା କରାଇବା ସହ ମାସିକ ପରୀକ୍ଷା କରିଥିଲେ। ଏହି ଛାତ୍ରୀ ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା। ସୂଚନା ଅନୁଯାୟୀ ମାଲକାନଗିରି ଜିଲ୍ଲା ଖାଇରପୁଟ ବ୍ଲକର ଏସଏସଡି ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁକ୍ତ ଦୁଇ ପ୍ରଥମ ବର୍ଷର ଜଣେ ଛାତ୍ରୀ ଗର୍ଭବତୀ ହୋଇଥିବା […]
ଆସନ୍ତା ୨୬ରେ ବସିବ ସର୍ବଦଳୀୟ ବୈଠକ । ଓଡ଼ିଶା ବିଧାନସଭା ଶୀତ ଅଧିବେଶନ ପୂର୍ବରୁ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ । ଯେଉଁଥିରେ ସମସ୍ତ ଦଳର ନେତାମାନେ ସାମିଲ ହେବାକୁ ବାଚସ୍ପତିଙ୍କ ପକ୍ଷରୁ ଜଣାଇ ଦିଆଯାଇଛି ।ସୂଚନା ଅନୁଯାୟୀ, ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ଏହି ଅଧିବେଶନର ପ୍ରଥମ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧିତ କରିବେ। ୨୮ରେ ଗୃହରେ ସରକାର ପ୍ରଥମ ଅତିରିକ୍ତ ବଜେଟ ଆଗତ […]
ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ହ୍ରାସ ଲକ୍ଷ୍ୟରେ ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ‘ଶୂନ ମୃତାହତ ପକ୍ଷ’ ପାଳନ କରାଯାଉଛି । ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କରୁଥିବା ବେପରୁଆ ଗାଡ଼ି ଚାଳକଙ୍କୁ ନିୟନ୍ତ୍ରଣ କରିବାକୁ ରାଜ୍ୟବ୍ୟାପୀ ଏନଫୋର୍ସମେଣ୍ଟକୁ ଜୋରଦାର କରାଯାଇଛି । ଏହି ୧୫ ଦିନିଆ ଅଭିଯାନର ପ୍ରଥମ ଚାରି ଦିନରେ ପରିବହନ ବିଭାଗ ଦ୍ୱାରା ୧୨ ହଜାର ୧୫୫ ଇ-ଚାଲାଣ କଟାଯାଇଛି । ଏ ବାବଦରେ ଆଇନ ଉଲ୍ଲଂଘନକାରୀଙ୍କଠାରୁ ୨ କୋଟିରୁ ଅଧିକ ଟଙ୍କାର […]
କେନ୍ଦ୍ର ସରକାର ଶ୍ରମ ଆଇନରେ ବ୍ୟାପକ ସଂସ୍କାର ଆଣିଛନ୍ତି। ୨୦୨୦ରେ ପାର୍ଲାମେଣ୍ଟରେ ଗୃହୀତ ହୋଇଥିବା ଉକ୍ତ ୪ ଶ୍ରମ ଆଇନକୁ ଶୁକ୍ରବାରଠାରୁ କାର୍ଯ୍ୟକାରୀ କରାଯାଇଛି। ଏହି ବୃହତ୍ ସଂସ୍କାର ଅନୁଯାୟୀ, ଅସ୍ଥାୟୀ ଓ ପାର୍ଟଟାଇମ୍ ଜବ୍ କରୁଥିବା କର୍ମଚାରୀମାନଙ୍କୁ ସାମାଜିକ ସୁରକ୍ଷା ପରିସରଭୁକ୍ତ କରାଯିବ। ସମସ୍ତ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ, ବୈଧାନିକ ସର୍ବନିମ୍ନ ମଜୁରି ଏବଂ ସବୁ ସେକ୍ଟରରେ ଠିକ୍ ସମୟରେ ବେତନ ପ୍ରଦାନକୁ ବାଧ୍ୟତାମୂଳକ କରାଯିବ।ଏହି ନୂଆ ଆଇନଗୁଡିକ ଲାଗୁ ହେବା ଦ୍ୱାରା ଅନୌପଚାରିକ କ୍ଷେତ୍ର, […]
କଟକ ଦରଘା ବଜାର ଅଞ୍ଚଳରେ ଡବଲ ମର୍ଡର । ଦରଘା ବଜାର ଓଲ୍ଡ ଜେଲ କଲୋନୀରେ ବାପା ଓ ସାବତ ମା’କୁ ଅତି ନିର୍ମମ ଭାବେ ହତ୍ୟା କଲେ ପୁଅ । ଶୁକ୍ରବାର ରାତି ୯ଟା ସମୟରେ ବାପା ମା’ଙ୍କୁ ହତ୍ୟା କରି ସ୍ତ୍ରୀ’ଙ୍କୁ କଲ କରି କହିଲା ସବୁ ଅଧ୍ୟାୟ ଆଜି ଶେଷ କରିଦେଲି ବୋଲି କହିଥିଲେ ପୁଅ। ଏମିତି କିଛି ଅଭାବନୀୟ ଘଟଣା ଘଟିଛି କଟକ ସହରରେ।ହତ୍ୟାକାଣ୍ଡ ସଂପର୍କରେ ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦକ୍ଷିଣ ଆଫ୍ରିକା ଗସ୍ତ କାର୍ଯ୍ୟକ୍ରମ ଶୁକ୍ରବାର ଆରମ୍ଭ ହୋଇଛି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ଜୋହନ୍ସବର୍ଗ ପହଞ୍ଚିଥିବା ବେଳେ ସେଠାରେ ଲୋକେ ତାଙ୍କୁ ଆଣ୍ଠେଇ ପଡି ମୁଣ୍ଡିଆମାରି ସ୍ୱାଗତ କରିଛନ୍ତି।ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଅପଲୋଡ ହୋଇଥିବା ବେଳେ ତାହା ଭାଇରାଲ ହୋଇଯାଇଛି। ମୁଣ୍ଡିଆମାରି ଅତିଥିଙ୍କୁ ସ୍ୱାଗତ କରିବା ଭାରତୀୟ ପରମ୍ପରାରେ ରହିଛି। ଏହି ସଂସ୍କୃତି ଅନୁକରଣରେ ପ୍ରଧାମନ୍ତ୍ରୀଙ୍କୁ ଦକ୍ଷିଣ ଆଫ୍ରିକାରେ ସ୍ୱାଗତ କରାଯାଇଥିବା ବେଳେ ପ୍ରଧାନମନ୍ତ୍ରୀ ମଧ୍ୟ ନଇଁକି ନମସ୍କାର କରି […]
ବିହାର ମୁଖ୍ୟମନ୍ତ୍ରୀ ଭାବରେ ରେକର୍ଡ ଦଶମ ଥର ପାଇଁ ଶପଥ ନେବାର ଦିନକ ପରେ, ନୀତିଶ କୁମାର ଶୁକ୍ରବାର ବିଭାଗ ବଣ୍ଟନ କରିଛନ୍ତି। ବଣ୍ଟନ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ଗୃହ ବିଭାଗ ଦିଆଯାଇଥିଲା, ଭାରତୀୟ ଜନତା ପାର୍ଟି (ବିଜେପି) ନେତା ମଙ୍ଗଲ ପାଣ୍ଡେଙ୍କୁ ସ୍ୱାସ୍ଥ୍ୟ ଏବଂ ଆଇନ ମନ୍ତ୍ରଣାଳୟ ଦିଆଯାଇଥିଲା। ଉପମୁଖ୍ୟମନ୍ତ୍ରୀ ବିଜୟ କୁମାର ସିହ୍ନାଙ୍କୁ ଖଣି ଏବଂ ଭୂତତ୍ତ୍ୱ ବିଭାଗ, ଏବଂ ରାଜସ୍ୱ ଏବଂ ଭୂମି ସଂସ୍କାର ବିଭାଗ ଦିଆଯାଇଛି। ବିଜେପିର ବିହାର ୟୁନିଟ୍ ମୁଖ୍ୟ ଦିଲୀପ ଜୟସୱାଲଙ୍କୁ […]
