ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ

ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଲାଇସେନ୍ସ ବାତିଲ ନେଇ ବିଏମସିର ଚେତାବନୀ । ଏନେଇ ବିଏମ୍‌ସିର ସାଧାରଣ ପରିଷଦ ବୈଠକରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଆଗକୁ ବିଏମ୍‌ସି ପକ୍ଷରୁ ଜୋରଦାର ହେବ ଗୁଟଖା ଏନଫୋର୍ସମେଣ୍ଟ ।ବୁଧବାର ଭୁବନେଶ୍ୱର ମହାନଗର ନିଗମ (BMC)ର ୩୮ ତମ ସାଧାରଣ ପରିଷଦ ଓ ସ୍ୱତନ୍ତ୍ର ଚିଠା ବଜେଟ୍ ଉପସ୍ଥାପନ ବୈଠକ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । […]

ଏବେ ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା

ରାଜ୍ୟରେ ପୂର୍ତ୍ତ ବିଭାଗରେ କାମ କରୁଥିବା ଠିକାଦାରଙ୍କ ପାଇଁ ନୂଆ ବ୍ୟବସ୍ଥା । ଠିକାଦାର ଡାଟାବେସ୍‌ ମ୍ୟାନେଜମେଣ୍ଟ ସିଷ୍ଟମ ୩.୦ର ଶୁଭାରମ୍ଭ ହୋଇଛି । ଶୁଭାରମ୍ଭ କଲେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଠିକାଦାର ପରିଚାଳନା ବ୍ୟବସ୍ଥାକୁ ଅଧିକ ସ୍ଵଛ, ସରଳ ଓ କାର୍ଯ୍ୟକ୍ଷମ କରିବ । ଠିକାଦାରଙ୍କ ବାବଦରେ ସୂଚନା, ଲାଇସେନ୍ସ, କାର୍ଯ୍ୟଦକ୍ଷତା ସଂରକ୍ଷିତ ରହିବ । ଜଳସମ୍ପଦ, ଗୃହ ଓ ନଗର ଉନ୍ନୟନ ବିଭାଗ , ଗ୍ରାମ୍ୟ ଉନ୍ନୟନ ଓ […]

PM ଆବାସ ଯୋଜନା ୨.୦ ନିୟମରେ ବଡ଼ ପରିବର୍ତ୍ତନ

PMAY Urban 2.0 ଫେଜରେ ଏବେ ବଡ଼ ନିୟମ ପରିବର୍ତ୍ତନ କରାଯାଇଛି।ଏବେ Eligibility Beneficiary Certificate ଅନିବାର୍ଯ୍ୟ କରାଯାଇଛି। ଏହା ପାଇଁ ଆବେଦକଙ୍କୁ PMAY ଅଫିସିଆଲ୍ ପୋର୍ଟାଲରେ ରେଜିଷ୍ଟ୍ରେସନ୍ କରିବାକୁ ପଡ଼ିବ। ପରେ ନଗର ନିଗମ ଦ୍ୱାରା ଫିଜିକାଲ୍ ଭେରିଫିକେସନ୍ କରାଯିବ ଏବଂ ସବୁଠିକ୍ ଥିଲେ ୪ଟି କିସ୍ତିରେ ଟଙ୍କା ଦିଆଯିବ| ତେବେ ଏଥିପାଇଁ ଡକ୍ୟୁମେଣ୍ଟ ଆବଶ୍ୟକ ଅଟେ | ଯୋଗ୍ୟତା ପ୍ରମାଣ ପାଇଁ ୩୧ ଅଗଷ୍ଟ ୨୦୨୪ ପୂର୍ବର ବିଦ୍ୟୁତ କିମ୍ବା ପାଣି ବିଲ୍, ମ୍ୟୁନିସିପାଲ୍ […]

ବେପରୁଆ ଗାଡି ଚାଳକଙ୍କୁ ରାସ୍ତାରେ ଅଟକାଇ ସତର୍କ କଲେ ଯମ ଓ ଚିତ୍ରଗୁପ୍ତ

ଅମାନିଆ ଲୋକ ଏବଂ ବେପରୁଆ ଗାଡି ଚାଳକଙ୍କୁ ଅଟକାଇ ସତର୍କ କରାଉଥିଲେ ଯମ ସାଥିରେ ଥିଲେ ମନ୍ତ୍ରୀ ଚିତ୍ରଗୁପ୍ତ।ହେଲମେଟ୍ ଲଗାଇ ବାଇକ୍ ଚଳାଇବାକୁ ନିର୍ଦ୍ଦେଶ ଦେଉଥିଲେ । ମଦ୍ୟପାନ କରି ଗାଡ଼ି ନଚଳାଇବାକୁ ପରାମର୍ଶ ଦେଉଥିଲେ । ଏ ହେଉଛି ଗଂଜାମ ଜିଲ୍ଲା ଭଂଜନଗର ଠାରେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଆୟୋଜିତ “ପଥୋତ୍ସବ” କାର୍ଯ୍ୟକ୍ରମ । ଏହି ଅବସରରେ କଳାକାରଙ୍କ ଦ୍ବାରା କରାଯାଇଥିଲା ସଚେତନତା କାର୍ଯ୍ୟକ୍ରମ । “ସଡକ ସୁରକ୍ଷା ମାସ” କାର୍ଯ୍ୟକ୍ରମ ଜରିଆରେ ଆୟୋଜିତ […]

୨୦୨୬ରେ ବହୁତ କିଛି ହେବ:କୃଷ୍ଣଚନ୍ଦ୍ର ପାତ୍ରଙ୍କ ବଡ଼ ବୟାନ

୨୦୨୬ରେ ବହୁତ କିଛି ହେବ। ରାଜ୍ୟସଭା ନିର୍ବାଚନକୁ ନେଇ ଆଜି କିଛି ଏମିତି ଇଙ୍ଗିତ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ। କେତେବେଳେ କଣ ଗେମ୍ ହେବ କିଛି କହି ହେବ ନାହିିଁ। ଅପେକ୍ଷା କରନ୍ତୁ, ରାଜନୀତିରେ କିଛି ଅସମ୍ଭବ ନୁହେଁ ବୋଲି ବଡ଼ ଇସାରା ଦେଇଛନ୍ତି ମନ୍ତ୍ରୀ କୃଷ୍ଣ ପାତ୍ର।କେଉଁଠି କିଏ ବକ୍ତବ୍ୟ ଦେଲେ ନଜର ରଖିଛୁ । ଯେଉଁଠି କିଏ ଭୋଜିଭାତ କରି ମେଳି କଲେ, ତା ଉପରେ ବି ନଜର ରଖାଯାଇଛି । ବହୁତ […]

ଆସନ୍ତା ୩ ଦିନ ଭିତରେ ଆହୁରି ୨ରୁ ୩ ଡିଗ୍ରୀ ରାତି ତାପମାତ୍ରା ବୃଦ୍ଧି ପାଇବ

କମୁଛି ଶୀତ ବଢ଼ୁଛି ରାତି ତାପମାତ୍ରା । ଆସନ୍ତା ୩ ଦିନ ଭିତରେ ଆହୁରି ୨ରୁ ୩ ଡିଗ୍ରୀ ରାତି ତାପମାତ୍ରା ବୃଦ୍ଧି ପାଇବ । ଭୁବନେଶ୍ବରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକାଳୁ ଘନ କୁହୁଡି଼ ସହ କାକର ପଡି଼ବ । ଦିନର ତାପମାତ୍ରା ୩୧ ଡିଗ୍ରୀ ସହ ରାତି ତାପମାତ୍ରା ୧୭ ଡିଗ୍ରୀ ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ସେହିପରି ଗୁରୁବାର କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ, ପୁରୀ, […]

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିବେ ପିସିସି ସଭାପତି । ରାଜ୍ୟସଭା ନିର୍ବାଚନ ପ୍ରସଙ୍ଗରେ ଭେଟିବେ ଭକ୍ତ ଦାସ । ଫେବୃଆରି ପ୍ରଥମ ସପ୍ତାହରେ ନବୀନଙ୍କୁ ଭେଟିବେ ଭକ୍ତ ଦାସ । ରାଜ୍ୟସଭା ସିଟ୍ ପାଇଁ ସମର୍ଥନ ମାଗିବ କଂଗ୍ରେସ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ ।ଭକ୍ତ କହିଛନ୍ତି, ବିଜେଡି ବିରୋଧୀ ଦଳ, ଆମେ ବି ବିରୋଧୀ ଦଳ। ୨ ଦଳ ମିଶିଲେ ଗୋଟିଏ ପ୍ରାର୍ଥୀ ଜିତି ପାରିବେ। ଆମେ ପ୍ରାର୍ଥୀ […]

ଜଙ୍ଗଲରେ ସୀମିତ ଥିବା କାଇ ଚଟଣୀ ଏବେ ଓଡ଼ିଶାର ବିଭିନ୍ନ ହୋଟେଲ ଓ ରେସ୍ତୋରାଁରେ

କାଇ ଚଟଣୀ..ସାଧାରଣତଃ ଓଡ଼ିଶାର ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଆଦିବାସୀ ଖାଦ୍ୟ ଭାବେ ପରିଚିତ । ଏବେ ଏହି ପାରମ୍ପରିକ ଆଦିବାସୀ ଖାଦ୍ୟ ଆଉ ଏହି ଅଞ୍ଚଳରେ ସୀମିତ ହୋଇ ନାହିଁ । ଦକ୍ଷିଣ ଓଡ଼ିଶାର ଗଜପତି ଜିଲ୍ଲାର ଗୁମା ବ୍ଲକ ଅଞ୍ଚଳରେ ରହୁଥିବା ଆଦିବାସୀ ସଂପ୍ରଦାୟ ପୀଢ଼ି ପୀଢ଼ି ଧରି କାଇ ଚଟଣୀକୁ ଏକ ପୁଷ୍ଟିକର ଖାଦ୍ୟ ଭାବେ ଖାଇ ଆସୁଛନ୍ତି । କାଇ ଚଟଣୀ ଏବେ ଓଡ଼ିଶାର ବିଭିନ୍ନ ହୋଟେଲ ଓ ରେସ୍ତୋରାଁରେ ପରଷା […]

ଆଜିଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ଆବେଦନ

ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହେବ । ମାର୍ଚ୍ଚ ୨୨ ତାରିଖ ଯାଏ ଆବେଦନ ଚାଲିବ । ମେ ୪ରୁ ୯ ଯାଏ ପରୀକ୍ଷା ହେବ । ଏସବୁ ପରୀକ୍ଷା କମ୍ପ୍ୟୁଟର ବେସ୍ଡ୍ ଟେଷ୍ଟ (ସିବିଟି) ମୋଡ୍ରେ ପରୀକ୍ଷା ହେବ । ବି ଫାର୍ମା, ନର୍ସିଂ (ବିଏସ୍ସି ନର୍ସିଂ, ପୋଷ୍ଟ ବିଏସ୍ସି ନର୍ସିଂ, ପୋଷ୍ଟ ଡିପ୍ଲୋମା ନର୍ସିଂ,ଏ ଏମ୍ଏସ୍ସି ନର୍ସିଂ), ଏମ୍ସିଏ, ଏମ୍ଏସ୍ସି (କମ୍ପ୍ୟୁଟର ସାଇନ୍ସ), ଏମ୍ବିଏ, ଇଣ୍ଟିଗ୍ରେଟେଡ୍ […]

ଖଣ୍ଡଗିରି ଯାତ୍ରା ପେଣ୍ଡାଲରେ ସିଟ୍ କଟକଣା,୧୮୦୦ସିଟକୁ ମିଳିଲା ଅନୁମତି

ଖଣ୍ଡଗିରି ଯାତ୍ରା ପେଣ୍ଡାଲରେ ସିଟ୍ କଟକଣା ଲଗାଇଲା କମିଶନରେଟ୍ ପୋଲିସ୍। ଏଥର ଯାତ୍ରା ପେଣ୍ଡାଲରେ ୧୮ଶହ ସିଟ୍ ପକାଇବାକୁ ଡିସିପି ନିର୍ଦ୍ଦେଶ ଦେଇଛନ୍ତି। କାରଣ ଗୋଟିଏ ଲାଇନରୁ ଆଉ ଗୋଟିଏ ଲାଇନ୍ ୩ ଫୁଟ୍ ଫାଙ୍କା ରହିବ। ତାସହ ପେଣ୍ଡାଲ୍ ଭିତରକୁ ଚଉଡା ରାସ୍ତା ରହିବ। ସୂଚନା ଅନୁସାରେ, ପ୍ରଥମ ପର୍ଯ୍ୟାୟ ଯାତ୍ରା ମଞ୍ଚସ୍ଥ ପାଇଁ ସବୁ ପ୍ରସ୍ତୁତି ସରିଛି । ୨୭ରୁ ୭ତାରିଖ ଯାଏ ଚାଲିବ ଖଣ୍ଡଗିରି ଯାତ୍ରା ମହାକୁମ୍ଭ । ୭ଟି ପେଣ୍ଡାଲରେ ଦୁଇଟି […]

ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ !ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ

ମହାରାଷ୍ଟ୍ର ବାରାମତିରେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ରାଜନୈତିକ ମହଲରେ ଖେଳିଯାଇଛି ଶୋକର ଛାୟା ।ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ତଥା ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ସେ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି, ବାରାମତୀ ନିକଟରେ ହୋଇଥିବା ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏବଂ ସହଯାତ୍ରୀଙ୍କ ମୃତ୍ୟୁ ହୋଇଛି । ଏହି ବିଷୟରେ […]

ଫେବୃଆରୀ ୨୦୨୬ର ବ୍ୟାଙ୍କ ଛୁଟିର ତାଲିକା

ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଫେବୃଆରୀ ମାସର ବ୍ୟାଙ୍କ ଛୁଟିର ସମ୍ପୂର୍ଣ୍ଣ ତାଲିକା ଘୋଷଣା କରିଛି। ଏଥିରେ ସାପ୍ତାହିକ ଛୁଟି, ମାସର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ଏବଂ ରାଜ୍ୟ ପର୍ବପର୍ବାଣୀ ପାଇଁ ଛୁଟି ଅନ୍ତର୍ଭୁକ୍ତ। ଫେବୃଆରୀ ୨୦୨୬ର ବ୍ୟାଙ୍କ ଛୁଟିର ତାଲିକା ଫେବୃଆରୀ ୧ (ରବିବାର) – ସାପ୍ତାହିକ ଛୁଟିଫେବୃଆରୀ ୧୪ (ଶନିବାର) – ଦ୍ୱିତୀୟ ଶନିବାରଫେବୃଆରୀ ୧୫ (ରବିବାର) – ସାପ୍ତାହିକ ଛୁଟିଫେବୃଆରୀ ୨୨ (ରବିବାର) – ସାପ୍ତାହିକ ଛୁଟିଫେବୃଆରୀ ୨୮ (ଶନିବାର) – […]