ଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟାକାଣ୍ଡ ମାମଲା ; ସରିଲା ୮ ଅଭିଯୁକ୍ତଙ୍କ ଟିଆଇ ପରେଡ୍

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ୮ ଅଭିଯୁକ୍ତଙ୍କର ହୋଇଛି ଟିଆଇ ପରେଡ୍ । ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଭିଯୁକ୍ତ ମାନଙ୍କର ହୋଇଛି ଟିଆଇ ପରେଡ୍ । ଅଭିଯୁକ୍ତଙ୍କର ଟିଆଇ ପରେଡ୍ ସରିବା ପରେ ମାଜିଷ୍ଟ୍ରେଟ୍, ପୋଲିସ ଓ ସାକ୍ଷୀ ଜେଲର ବାହାରିଛନ୍ତି । ପୀତବାସ ପଣ୍ଡା ହତ୍ୟା ମାମଲାରେ ମୋଟ୍ ୧୬ ଅଭିଯୁକ୍ତ ଗିରଫ ହୋଇ ଜେ ଅଛନ୍ତି ।ସୂଚନା ଥାଉକି, ଅକ୍ଟୋବର ୬ ତାରିଖ ରାତିରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା […]

ଗାର୍ଲଫ୍ରେଣ୍ଡକୁ ଆଇଫୋନ ଗିଫ୍ଟ ଦେବାକୁ ଗଞ୍ଜେଇ ବେପାର ! ଦୁଇ ଗିରଫ

ଗାର୍ଲଫ୍ରେଣ୍ଡଙ୍କୁ ବାର୍ଥ ଡେରେ ଆଇଫୋନ ଗିଫ୍ଟ ଦେବା ପାଇଁ ଟଙ୍କା ଯୋଗାଡ଼ କରିବା ଚକ୍କରରେ ଗଞ୍ଜେଇ ଚାଲାଣ କରୁଥିବା ଦୁଇ ଯୁବକ ଗିରଫ । ମାଲକାନଗିରି ଜିଲ୍ଲାର MV–79 ପୋଲିସ ହାତରେ ଦୁଇ ଅଭିଯୁକ୍ତ ଧରା ପଡ଼ିଛନ୍ତି। ଲାଚିପେଟା ଛକରେ ପାଟ୍ରୋଲିଂ ବେଳେ ସନ୍ଦେହ ହେବାରୁ ପୁଲିସ୍‌ ସ୍କୁଟିକୁ ଅଟକାଇ ତଦନ୍ତ କରିଥିଲା । ସେଥିରୁ ମୋଟ ୨୨ କେଜି ଗଞ୍ଜେଇ ଜବତ ହୋଇଛି । ଯାହାର ବଜାର ମୂଲ୍ୟ ପ୍ରାୟ ୧ ଲକ୍ଷ ୫୦ ହଜାର […]

ସାରା ଦେଶରେ ଲାଗୁ ହେଲା ଇ-ପାସପୋର୍ଟ ସେବା ପ୍ରୋଗ୍ରାମ ଭି୨.୦

ଏବେ ଭାରତ ଏବଂ ବିଦେଶରେ ଥିବା ଭାରତୀୟ ଦୂତାବାସମାନଙ୍କରେ ନୂଆ ପାସପୋର୍ଟ ତଥା ରିନୱାଲ ନିମନ୍ତେ ଏବେ ଚିପ୍ ଆଧାରିତ ଇ-ପାସପୋର୍ଟ ଜାରି ହେବ। ବିଦେଶ ଯାତ୍ରା ଅଥବା ପରିଚୟ ପ୍ରମାଣ ରୂପେ ପାସପୋର୍ଟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏହାକୁ ଅଧିକ ସୁରକ୍ଷିତ ଓ ଟେକ୍ନିକାଲି ଉନ୍ନତ କରିବା ପାଇଁ ଭାରତ ସରକାର ପାସପୋର୍ଟ ସେବା ପ୍ରୋଗ୍ରାମ ଭି୨.୦ଲାଗୁ କରିଛନ୍ତି।ପୁରୁଣା ପାସପୋର୍ଟ ଏହାର ଏକ୍ସପାୟେରୀ ତାରିଖ ପର୍ଯ୍ୟନ୍ତ ବୈଧ ରହିବ ଓ ପୂର୍ବ ଭଳି ଉପଯୋଗ ହେବ। […]

ରାଜ୍ୟର ସବୁ ବନ୍ଦରରେ ରହିବ କୋଷ୍ଟଗାର୍ଡ-କୋଷ୍ଟ ଗାର୍ଡ ଆଇଜି

ରାଜ୍ୟର ସବୁ ବନ୍ଦରରେ ରହିବ କୋଷ୍ଟ ଗାର୍ଡ। ଏ ନେଇ ସୂଚନା ଦେଇଛନ୍ତି କୋଷ୍ଟ ଗାର୍ଡ ଆଇଜି ଇକ୍‌ବାଲ ସିଂ ଚୌହ୍ବାନ୍। ଗୋପାଳପୁର ବନ୍ଦରରେ କୋଷ୍ଟ ଗାର୍ଡ ସିପ୍ ମୁତୟନ ହେବେ । ପାରାଦୀପ ବନ୍ଦରରେ କୋଷ୍ଟଗାର୍ଡ ସିପ୍ ସଂଖ୍ୟା ବଢିବ। ଗୋପାଳପୁର ଓ ଧାମରା ବନ୍ଦରରେ ଜେଟି ଓ କୋଷ୍ଟ ଗାର୍ଡ ଶାଖା ଖୋଲିବ। ଧାମରା ବନ୍ଦରରେ କୋଷ୍ଟ ଗାର୍ଡର ଡ୍ରୋନ୍ ୟୁନିଟ୍ ରହିବ। ଏ ନେଇ କୋଷ୍ଟ ଗାର୍ଡ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଛି। […]

ଶିମିଳିପାଳରେ ଆଜିଠୁ ପ୍ରଥମ ପର୍ଯ୍ୟାୟ ବାଘ ଗଣନା ଆରମ୍ଭ

ଶିମିଳିପାଳରେ ଆଜିଠୁ ବାଘ ଗଣନା ଆରମ୍ଭ ହୋଇଛି। ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥୋରିଟିର ଗାଇଡ ଲାଇନକୁ ଆଧାର କରି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାଘ୍ର ଆକଳନ ପ୍ରକିୟା ଆରମ୍ଭ କରାଯାଇଛି। NTCA ପ୍ରୋଟୋକଲ୍ ଅନୁଯାୟୀ ଆକଳନ ଦୁଇଟି ପର୍ଯ୍ୟାୟରେ କରାଯିବ, ପ୍ରଥମ ପର୍ଯ୍ୟାୟ ହେଉଛି ପର୍ଯ୍ୟାୟ-୧ ଏବଂ ଅନ୍ୟ ପର୍ଯ୍ୟାୟ-୩ ବ୍ୟାଘ୍ର ସଂରକ୍ଷଣ ସ୍ତରରେ।ପ୍ରତିଦିନ ସକାଳ ୯ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବାଘ ଗଣନା ହେବ। ଏଥିରେ ତାଲିମପ୍ରାପ୍ତ ଅଧିକାରୀଙ୍କ ସହିତ ବିଭିନ୍ନ ରେଞ୍ଜର କର୍ମଚାରୀ […]

ପ୍ରକାଶ ପାଇଲା ସ୍ପେଶାଲ OTET-୨୦୨୫ ରେଜଲ୍ଟ

ପ୍ରକାଶ ପାଇଲା ସ୍ବତନ୍ତ୍ର OTET ପରୀକ୍ଷା ଫଳ । ସ୍ବତନ୍ତ୍ର OTET ପରୀକ୍ଷାରେ ୬୬.୫% ପରୀକ୍ଷାର୍ଥୀ ପାସ୍ । ୪୮ ହଜାର ୧୫୩ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପାସ୍ କରିଛନ୍ତି । ଗତ ସେପ୍ଟେମ୍ବର ୨୭ ତାରିଖରେସ୍ବତନ୍ତ୍ର ଓଟିଇଟି ପରୀକ୍ଷା ହୋଇଥିଲା । ଉଭୟ ପେପର-I ଓ ପେପର-IIରେ ୭୫ ହଜାର ୪୦୩ ଜଣ ଶିକ୍ଷକଶିକ୍ଷିୟିତ୍ରୀ ଓଟିଇଟି ପାଇଁ ନାମ ପଞ୍ଜିକୃତ କରିଥିଲେ । ବୋର୍ଡ ୱେବସାଇଟwww.bseodisha.nic.inରେ ରେଜଲ୍ଟ ଉପଲବ୍ଧ ।  ରାଜ୍ୟର ୧୯୩ଟି କେନ୍ଦ୍ରରେ ପରୀକ୍ଷା […]

ଲାଲକିଲ୍ଲା ବ୍ଲାଷ୍ଟ୍‌ରେ ସମ୍ପୃକ୍ତି ଥିବା ୪ ଡାକ୍ତରଙ୍କ ପଞ୍ଜୀକରଣ ବାତିଲ କଲା NMC

ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ । ଆଉ ଡାକ୍ତରୀ ଅଭ୍ୟାସ କରିପାରିବେନି ଏମାନେ । ଜାତୀୟ ମେଡିକାଲ କମିଶନ ନିଜ ସରକାରୀ ରେଜିଷ୍ଟରରୁ ସେମାନଙ୍କ ନାଁ କାଟି ଦେଇଛି । ଦିଲ୍ଲୀ ବିସ୍ଫୋରଣ ପରେ ବେଆଇନ କାର୍ଯ୍ୟକଳାପ ତଥା (UAPA) ଆଇନ ଅନୁଯାୟୀ, ମାମଲା ରୁଜୁ ହେବା ପରେ ଜାତୀୟ ମେଡିକାଲ କମିଶନ ଶୁକ୍ରବାର ରେଜିଷ୍ଟରରୁ ଡକ୍ଟର ମୁଜାଫର ଅହମ୍ମଦ, ଡକ୍ଟର ଆଦିଲ୍ ଅହମ୍ମଦ ରାଥର, ଡକ୍ଟର ମୁଜାମ୍ମିଲ୍ ସକିଲ୍ ଏବଂ […]

କଟକରେ ଡରାଇଲାଣି ଜଣ୍ଡିସ । ରାଜଧାନୀରେ ୬୭୭ ଡେଙ୍ଗୁ ରୋଗୀ ଚିହ୍ନଟ

କଟକ ମହନଗର ନିଗମର କଦମ-ଏ-ରସୁଲ ଗଳିରେ ଥିବା ବ୍ରାହ୍ମଣ ସାହିରେ ବ୍ୟାପୁଛି ଜଣ୍ଡିସ । ଯାହାକୁ ନେଇ ଭୟଭୀତ ଅଞ୍ଚଳବାସୀ । ୨୦ ରୁ ଅଧିକ ଲୋକ ଜଣ୍ଡିସରେ ଆକ୍ରାନ୍ତ ହେଲେଣି । ଦୂଷିତ ପାଣି, ଡ୍ରେନ୍ ସଫାରେ ଅବହେଳା ଯୋଗୁଁ ଜଣ୍ଡିସ ବ୍ୟାପୁଥିବା ଅଭିଯୋଗ ଆଣିଛନ୍ତି ସ୍ଥାନୀୟ ବାସିନ୍ଦା । ଅନ୍ୟପଟେ ଚଳିତବର୍ଷ ରାଜଧାନୀରେ ଡେଙ୍ଗୁ ରୋଗ କମିଛି । ସହରାଞ୍ଚଳ ସ୍ୱାସ୍ଥ୍ୟ ବିଭାଗ ତଥ୍ୟ କହୁଛି, ଜାନୁଆରୀରୁ ନେଇ ଚଳିତ ନଭେମ୍ବର ୧୩ ତାରିଖ […]

ଏହି ଦିନ ମିଳିବ ପିଏମ୍ କିସାନ୍‌ର ୨୧ତମ କିସ୍ତି ?

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୯ ନଭେମ୍ବରରେ ପିଏମ୍ କିସାନ୍ ସମ୍ମାନ ନିଧିର ୨୧ତମ କିସ୍ତି ଜାରି କରିବାକୁ ଯାଉଛନ୍ତି। ଏହି ଯୋଜନା ଅଧୀନରେ କୃଷକମାନଙ୍କୁ ବର୍ଷକୁ ୬୦୦୦ ଟଙ୍କାର ସିଧାସଳଖ ଆର୍ଥିକ ସହାୟତା ମିଳୁଛି ଏବଂ ପ୍ରତ୍ୟେକ କିସ୍ତ ଜାରି ହେବା ସହ ଲକ୍ଷ ଲକ୍ଷ କୃଷକ ଲାଭବାନ ହେଉଛନ୍ତି। କୃଷି ମନ୍ତ୍ରଣାଳୟ ବୟାନରେ ଜଣାଇଛି ଯେ ୧୯ ନଭେମ୍ବରରେ ହେବାକୁ ଥିବା ଏହି ଟ୍ରାନ୍ସଫର୍ ସମ୍ପୂର୍ଣ୍ଣ ପୋର୍ଟାଲ୍ ଆଧାରିତ ହେବ ଏବଂ କେବଳ ସେହି କୃଷକମାନଙ୍କୁ […]

ସୁନା ଏବଂ ରୁପା ଦରରେ ସାମାନ୍ୟ ପରିବର୍ତ୍ତନ

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୭,୮୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୭,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ […]

ବିହାରରେ ପୁଣି ଏନଡିଏ ସରକାର, ୧୦ମ ଥର ପାଇଁ ପୁଣି ଶପଥ ନେବେ ନୀତିଶ

ବିହାରରେ ଏନଡିଏ ଏକ ବଡ଼ ବିଜୟ ହାସଲ କରିଛି । ଭାରତୀୟ ଜନତା ପାର୍ଟି ସବୁଠାରୁ ବଡ଼ ଦଳ ଭାବରେ ଉଭା ହୋଇଛି । ଏନଡିଏ ମୋଟ ୨୦୨ଟି ଆସନରେ ବିଜୟୀ ହୋଇଥିବା ବେଳେ ତାମଧ୍ୟରୁ ବିଜେପି ୯୫ଟି ଓ ଜେଡିୟୁ ୮୫ଟି ଆସନରେ ବିଜୟ ହାସଲ କରିଛନ୍ତି । ଏନଡିଏର ଏହି ବଡ଼ ସଫଳତା ପରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ମୁକୁଟ ପିନ୍ଧିବେ ନୀତିଶ କୁମାର । ୨୦୨୪ ରେ ସେ ନବମ ଥର ପାଇଁ […]

ପ୍ରବଳ ଥଣ୍ଡା ଏବଂ ଜାଡ଼ରେ କମ୍ପିଲାଣି ସାରା ରାଜ୍ୟ

ରାଜ୍ୟରେ ଖସୁଛି ପାରଦ ବଢୁଛି ଶୀତ । ସାରା ରାଜ୍ୟରେ ସର୍ବନିମ୍ନ ତାପପାତ୍ରା ୨୦ ଡିଗ୍ରୀ ତଳେ ରହିଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ଆଇଏମଡିର ଆକଳନ ‘ରାଜ୍ୟରେ ଶୀତ ଲହରୀ ଜାରି ରହିଥିବା ବେଳେ ଆଗାମୀ ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ନାହିଁ । ଚଳିତ ସପ୍ତାହରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।ସେହିପରି ଗତ ୪ ଦିନ ହେବ ଦୈତନଗରୀ କଟକ, ଭୁବନେଶ୍ୱରରେ […]