ଖଣ୍ଡଗିରି ଯାତ୍ରା ପେଣ୍ଡାଲରେ ସିଟ୍ କଟକଣା ଲଗାଇଲା କମିଶନରେଟ୍ ପୋଲିସ୍। ଏଥର ଯାତ୍ରା ପେଣ୍ଡାଲରେ ୧୮ଶହ ସିଟ୍ ପକାଇବାକୁ ଡିସିପି ନିର୍ଦ୍ଦେଶ ଦେଇଛନ୍ତି। କାରଣ ଗୋଟିଏ ଲାଇନରୁ ଆଉ ଗୋଟିଏ ଲାଇନ୍ ୩ ଫୁଟ୍ ଫାଙ୍କା ରହିବ। ତାସହ ପେଣ୍ଡାଲ୍ ଭିତରକୁ ଚଉଡା ରାସ୍ତା ରହିବ। ସୂଚନା ଅନୁସାରେ, ପ୍ରଥମ ପର୍ଯ୍ୟାୟ ଯାତ୍ରା ମଞ୍ଚସ୍ଥ ପାଇଁ ସବୁ ପ୍ରସ୍ତୁତି ସରିଛି । ୨୭ରୁ ୭ତାରିଖ ଯାଏ ଚାଲିବ ଖଣ୍ଡଗିରି ଯାତ୍ରା ମହାକୁମ୍ଭ । ୭ଟି ପେଣ୍ଡାଲରେ ଦୁଇଟି […]
ମହାରାଷ୍ଟ୍ର ବାରାମତିରେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ରାଜନୈତିକ ମହଲରେ ଖେଳିଯାଇଛି ଶୋକର ଛାୟା ।ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ତଥା ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ସେ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି, ବାରାମତୀ ନିକଟରେ ହୋଇଥିବା ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏବଂ ସହଯାତ୍ରୀଙ୍କ ମୃତ୍ୟୁ ହୋଇଛି । ଏହି ବିଷୟରେ […]
ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଫେବୃଆରୀ ମାସର ବ୍ୟାଙ୍କ ଛୁଟିର ସମ୍ପୂର୍ଣ୍ଣ ତାଲିକା ଘୋଷଣା କରିଛି। ଏଥିରେ ସାପ୍ତାହିକ ଛୁଟି, ମାସର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ଏବଂ ରାଜ୍ୟ ପର୍ବପର୍ବାଣୀ ପାଇଁ ଛୁଟି ଅନ୍ତର୍ଭୁକ୍ତ। ଫେବୃଆରୀ ୨୦୨୬ର ବ୍ୟାଙ୍କ ଛୁଟିର ତାଲିକା ଫେବୃଆରୀ ୧ (ରବିବାର) – ସାପ୍ତାହିକ ଛୁଟିଫେବୃଆରୀ ୧୪ (ଶନିବାର) – ଦ୍ୱିତୀୟ ଶନିବାରଫେବୃଆରୀ ୧୫ (ରବିବାର) – ସାପ୍ତାହିକ ଛୁଟିଫେବୃଆରୀ ୨୨ (ରବିବାର) – ସାପ୍ତାହିକ ଛୁଟିଫେବୃଆରୀ ୨୮ (ଶନିବାର) – […]
ମହାରାଷ୍ଟ୍ର ବାରାମତୀରେ ବଡ଼ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ପରଲୋକ । ଏ ନେଇ ଦୁଃଖ ପ୍ରକାଶ କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ତାଙ୍କ ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲରେ ଲେଖିଛନ୍ତି, ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ ପାଓ୍ବାରଙ୍କ ଅକାଳ ବିୟୋଗ ଖବର ଅତ୍ୟନ୍ତ ଦୁଃଖଦ ଘଟଣା। ଶ୍ରୀ ପାଓ୍ବାର ଏକ ପ୍ରମୁଖ ରାଜନେତା ତଥା ସମର୍ପିତ ଜନସେବକ ଥିଲେ । ଏହି ଗଭୀର ଦୁଃଖର […]
ବଲିଉଡର ସବୁଠାରୁ ଲୋକପ୍ରିୟ ଗାୟକ ଅରିଜିତ ସିଂ । ନିଜ ନିଆରା କଣ୍ଠସ୍ୱରରେ ସେ କରନ୍ତି ମତୁଆଲା । ସଂଗୀତର ସୁମଧୁର ସ୍ୱରରେ ସେ ଭରିପାରନ୍ତି ରଙ୍ଗୀନ୍ ରୋମାନ୍ସ । ଦୁଃଖର ସ୍ୱରରେ ବିଚ୍ଛେଦର ଜ୍ୱାଳାକୁ ବଢ଼ାଇପାରନ୍ତି । ଆଖିରେ ଆଣନ୍ତି ‘ଲୁହର ଶ୍ରାବଣ’ । ବର୍ଷର ପ୍ରଥମ ମାସରେ ହିଁ ଏକ ଆଶ୍ଚର୍ଯ୍ୟଜନକ ଘୋଷଣା କରିଛନ୍ତି ବଲିଉଡ କଣ୍ଠଶିଳ୍ପୀ ଅରିଜିତ୍ ସିଂ । ସେ ବଲିଉଡରେ ପ୍ଲେ-ବ୍ୟାକ୍ ସିଙ୍ଗିଙ୍ଗ୍ ବା ଫିଲ୍ମ ପାଇଁ ଗୀତ ଗାଇବାକୁ […]
ମହାରାଷ୍ଟ୍ରର ବାରାମତୀରେ ଏକ ବଡ଼ ବିମାନ ଦୁର୍ଘଟଣା । ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ । ଅଜିତ ପାୱାରଙ୍କ ଦେହାନ୍ତ ନେଇ ଖବର ସରବରାହ ସଂସ୍ଥା PTI ସୂତ୍ରରୁ ସୂଚନା । ଅଜିତ ପାୱାରଙ୍କ ସମେତ ଅନେକଙ୍କ ମୃତ୍ୟୁ ହୋଇଥିବା PTI ସୂତ୍ରରୁ ସୂଚନା । ମୁମ୍ବାଇରୁ ବାରାମତୀ ଯିବାବେଳେ ୮ଟା ୪୫ ମିନିଟ୍ରେ ଦୁର୍ଘଟଣା ।ରିପୋର୍ଟ ଅନୁସାରେ, ଏହା ଅଜିତ ପାୱାରଙ୍କ ବ୍ୟକ୍ତିଗତ ବିମାନ ଥିଲା। ପ୍ରଶାସନ ଏବଂ ସୁରକ୍ଷା ଏଜେନ୍ସିଗୁଡ଼ିକ […]
ମହାରାଷ୍ଟ୍ରର ବାରାମତୀରେ ଏକ ବଡ଼ ବିମାନ ଦୁର୍ଘଟଣା । ରିପୋର୍ଟ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ବିମାନରେ ଥିଲେ । ଅବତରଣ ସମୟରେ ବିମାନ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା।ରିପୋର୍ଟ ଅନୁସାରେ, ଏହା ଅଜିତ ପାୱାରଙ୍କ ବ୍ୟକ୍ତିଗତ ବିମାନ ଥିଲା। ପ୍ରଶାସନ ଏବଂ ସୁରକ୍ଷା ଏଜେନ୍ସିଗୁଡ଼ିକ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ମୂଲ୍ୟାଙ୍କନ କରୁଛନ୍ତି। ଅଜିତ ପାୱାରଙ୍କ ବ୍ୟତୀତ ଏଥିରେ ଅନ୍ୟ ୬ ଜଣ ଥିଲେ। ସେ ବାରାମତିରେ ନିର୍ବାଚନ ପ୍ରଚାର ପାଇଁ […]
ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ଅନେକ ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ଟାଟା ପାଓ୍ବାର ସ୍ମାର୍ଟ ମିଟର ଲଗାଇବା ନଁାରେ ଲୁଟ୍ କରିବାରେ ଲାଗିପଡ଼ିଛି। ଏହିସବୁ ପ୍ରସଙ୍ଗକୁ ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ବୁଧବାର ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟା ପାଇଁ ଓଡ଼ିଶା ବନ୍ଦର ଡାକରା ଦିଆଯାଇଛି। ନବ ନିର୍ମାଣ […]
ବଲିଉଡ ହରାଇଲା ଓଡ଼ିଆ ସାଉଣ୍ଡ ଇଞ୍ଜିନିୟର । ଭେଟେରାନ୍ ସାଉଣ୍ଡ ଇଞ୍ଜିନିୟର ସମୀର କୁମାର ପାତ୍ରଙ୍କ ପରଲୋକ । ୫୦ ବର୍ଷ ବୟସରେ ସମୀରଙ୍କ ଦେହାନ୍ତ । ୭୫ରୁ ଅଧିକ ସିନେମାରେ କାମ କରି ନିଜ ଯାଦୁଗରୀ କାମର ଛାପ ଛାଡ଼ି ଯାଇଥିବା ସମୀର ପାତ୍ରଙ୍କ ଅକାଳ ବିୟୋଗ ସିନେ ଜଗତରେ ଏକ ଅପୂରଣୀୟ କ୍ଷତ ସୃଷ୍ଟି କରିଥିବା ବେଳେ ତାଙ୍କ ଦେହାନ୍ତ ଖବର ଶୋକର ଛାୟା ଖେଳାଇ ଦେଇଛି ।ଓଡ଼ିଆ ପେଶାଦାରଙ୍କ ମଧ୍ୟରୁ ସେ ଅନ୍ୟତମ […]
ହରିୟାଣାର ଗଞ୍ଜେଇ ବେପାରୀଙ୍କୁ ଧରିଲା ଆରପିଏଫ୍ । K9 କୁକୁର ଜରିଆରେ ଗଞ୍ଜେଇ ଠାବ କଲା ଆରପିଏଫ୍ ଟିମ୍ । ୧୫ କେଜିରୁ ଅଧିକ ଗଞ୍ଜେଇ ଜବତ ସହ ଦୁଇଜଣଙ୍କୁ ଗିରଫ କରାଯାଇଛି । ଗିରଫ ଦୁଇଜଣ ହେଲେ ହରିୟାଣା ପାନିପଥ ଅଞ୍ଚଳର ସାହାଜାଦ ଓ ମହଶିନ । ଦିଲ୍ଲୀ ଯିବା ପାଇଁ ଅପେକ୍ଷା କରିଥିବାବେଳେ ମାଡି ବସିଲା RPF ।
ଦେଶରେ ଉଚ୍ଚଶିକ୍ଷା ବ୍ୟବସ୍ଥା ସହ ସମ୍ପର୍କିତ ନୂଆ ନିୟମ ଲାଗୁ ହୋଇଛି । ଏହାକୁ ନେଇ ଏବେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଶିକ୍ଷାନୁଷ୍ଠାନଗୁଡ଼ିକରେ ଜାତିଗତ ଭେଦଭାବ ରୋକିବା ଓ ସମାନତାକୁ ପ୍ରତ୍ସୋହନ ଦେବା ଉଦ୍ଦେଶ୍ୟରେ ଅଣାଯାଇଥିବା ନୂଆ ନିୟମକୁ ନେଇ ତୀବ୍ର ଆଲୋଚନା ହେଉଛି । ନୂଆଦିଲ୍ଲୀସ୍ଥିତ ୟୁଜିସି ମୁଖ୍ୟାଳୟ ବାହାରେ ସୁରକ୍ଷା ବୃଦ୍ଧି କରାଯାଇଛି। ବିକ୍ଷୋଭକାରୀଙ୍କୁ କ୍ୟାମ୍ପସ ଭିତରକୁ ନ ଛାଡ଼ିବା ପାଇଁ ବହୁ ସଂଖ୍ୟକ ବ୍ୟାରିକେଡ୍ ଲଗାଯାଇଛି।ଲକ୍ଷ୍ନୌ, ରାୟବରେଲି, ବାରାଣସୀ, ମେରଠ, […]
ହାଇକୋର୍ଟରେ ରତ୍ନଭଣ୍ଡାର ଗଣତିମଣତି ସଂପର୍କିତ ମାମଲା । ହାଇକୋର୍ଟରେ ପକ୍ଷ ରଖିଲା ମନ୍ଦିର ପ୍ରଶାସନ । ମନ୍ଦିର ପ୍ରଶାସନ କହିଛି ରତ୍ନ ଗଣତି ମଣତି ପାଇଁ ଏସଓପି ପ୍ରସ୍ତୁତ ହୋଇ ସାରିଛି । ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଲେ ହେବ ଗଣତି ମଣତି । ୧୯୭୮ ମସିହା ଗଣତି ମୁତାବକ ରତ୍ନ ଅଛିକି ନାହିଁ, ତାହା ଉପରେ ସ୍ପଷ୍ଟ ସୂଚନା ଲୋଡିଲେ ଆବେଦନକାରୀ ।ଅଳଙ୍କାର ଓଜନ କମିଲେ ଗୁରୁତର ସହ ଗ୍ରହଣ କରାଯିବ| ରତ୍ନଭଣ୍ଡାର ଚାବି ହଜିବା […]
