ଗୁଡାରି / ଗୁଣପୁର ତା୧୬-୦୩-୨୦୨୬ରିଖ ଦିନ ଗୁଡାରି ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ସରିବା ପରେ ରାୟଗଡ ଜିଲ୍ଲାପାଳ ଆଶୁତୋଷ କୂଳକର୍ଣ୍ଣି, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପ ଗୁଡାରି ବ୍ଲକ ମଧୁବନ ପଞ୍ଚାୟତର ପାହାଡ଼ ଶିଖର ଗ୍ରାମ କର୍ଲଗୁଡି, ରେଙ୍ଗାପଦର ଓ କେପିଟି ଆଦି ଗସ୍ତ କରିଥିଲେ । ଦୀର୍ଘ ୦୫ ରୁ ୦୭କିମି ପାଦରେ ଚାଲି ପାହାଡ଼ ଚଢି ନାଳ ପାର ହୋଇ ସମସ୍ତ ଗ୍ରାମ ଗସ୍ତ କରି ଲୋକଙ୍କ […]
ବିଶିଷ୍ଟ କବି ଗିରିଜା କୁମାର ବଳୀୟାରସିଂହ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର । କବିତା ପୁସ୍ତକ ‘ପାଦପୂରଣ’ ପାଇଁ ୨୦୨୫ ମସିହା ନିମନ୍ତେ ସମ୍ମାନ ଜନକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ସେ ମନୋନୀତ ହୋଇଛନ୍ତି । ୨୦୨୦ ମସିହାରେ ପ୍ରକାଶିତ ଗିରିଜା କୁମାର ବଳିୟାରସିଂଙ୍କ କବିତା ସଂକଳନ ‘ପାଦପୂରଣ’ ପାଇଁ ସେ ଏହି ସମ୍ମାନ ପାଇବାକୁ ଯାଉଛନ୍ତି। କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଓଡ଼ିଆ, ହିନ୍ଦୀ, ବଙ୍ଗଳା, ତେଲୁଗୁ, ତାମିଲ, ମୈଥିଲି, କନ୍ନଡ଼, […]
ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍ଡ ନ୍ୟାଚୁରାଲ ଗ୍ୟାସ’ ବା PNG ବ୍ୟବହାର କରିବାକୁ ଗ୍ରାହକମାନଙ୍କୁ ପରାମର୍ଶ ଦିଆଯାଇଛି। କେବଳ ସେତିକି ନୁହେଁ, ନୂଆ PNG ସଂଯୋଗ ନେଲେ ଗ୍ରାହକଙ୍କୁ ମିଳିବ ଆକର୍ଷଣୀୟ ରିହାତି ଓ କ୍ୟାସବ୍ୟାକ୍।ଏଲପିଜି ଗ୍ୟାସ୍ ସଙ୍କଟ ଧୀରେ ଧୀରେ ବଢୁଥିବା କାରଣରୁ ପିଏନଜି ଗ୍ୟାସକୁ ସରକାର ଅଧିକ ଗୁରୁତ୍ବ ଦେଇଛନ୍ତି । ଏଥିରେ ଆଇଜିଏଲ […]
ପଶ୍ଚିମବଙ୍ଗରେ ନିର୍ବାଚନ ତାରିଖ ଘୋଷଣା ହୋଇଛି। ଏବେ ପୁରା ଆକ୍ଟିଭରେ ନିର୍ବାଚନ କମିଶନ। ଘୋଷଣା ମାତ୍ର ଦିନକ ଭିତରେ ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟ ସଚିବ ଏବଂ ଗୃହ ସଚିବଙ୍କୁ ବଦଳି କରିବା ପରେ ନିର୍ବାଚନ କମିଶନ ଏବେ ଚାରି ଜଣ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ମଧ୍ୟ ଟ୍ରାନ୍ସଫର କରିଛନ୍ତି। ଟ୍ରାନ୍ସଫର ନେଇ କମିଶନ ସେମାନଙ୍କର ନିର୍ଦ୍ଦିଷ୍ଟ ପୋଷ୍ଟିଂ ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି।ପଶ୍ଚିମବଙ୍ଗ ସରକାରଙ୍କ ଅଧୀନରେ ୧୯୯୨ ବ୍ୟାଚର ଆଇପିଏସ […]
ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେପି ଘୋଡ଼ା ବେପାର କରୁଛି କହିଥିଲି । ଯେଉଁମାନେ କ୍ରସ୍ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ ରେକର୍ଡ ରହିଛି ।ସେମାନଙ୍କର ବାପାମାନେ ଜେଲ୍ରେ ରହିଛନ୍ତି ବୋଲି କହି ଟାର୍ଗେଟ କରିଛନ୍ତି ନବୀନ । ଅନ୍ୟପଟେ ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ବିରୋଧୀ ଦଳ ନେତାଙ୍କ ନବୀନ ପଟ୍ଟନାୟକଙ୍କ ଅଭିଯୋଗ । […]
ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ଅଗ୍ନିଶମ ବିଭାଗ ବିଭିନ୍ନ ମେଡିକାଲରେ ଅଗ୍ନି ନିର୍ବାପକ ବ୍ୟବସ୍ଥାର ଯାଞ୍ଚ କରିଛି ବୋଲି ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ।ଅଗ୍ନିଶମ ବିଭାଗର ମହା ନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି ଯେ,”ରାଜ୍ୟ ସରକାର ନ୍ୟାୟିକ ଯାଞ୍ଚର ଆଦେଶ ଦେଇଛନ୍ତି । ପ୍ରଶାସନିକ ସ୍ତରରେ ପ୍ରତିକ୍ରିୟା ରଖିବା ଠିକ୍ ହେବନି । ଆଗାମୀ ଦିନରେ ବିଚାର କରି ଆମେ ରିପୋର୍ଟ ଦେବୁ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଯେତିକି ଅନୁଷ୍ଠାନର ଯାଞ୍ଚ କରିଥିଲୁ, […]
ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ରାଜନୀତି ସରଗରମ । ଖାଲି କଂଗ୍ରେସ ନୁହେଁ, ବିଜେଡିରୁ ବି ହୋଇଛି କ୍ରସ ଭୋଟିଂ । ୨୦୧୬ ରାଜ୍ୟସଭା ନିର୍ବଚନରେ ମୋଟ ୧୧ ବିଧାୟକଙ୍କ କ୍ରସ୍ ଭୋଟିଂ ହୋଇଥିବା ଜଣାଯାଇଛି ।ତେବେ ଦିଲ୍ଲୀପ ରାୟ ଏବଂ ଦତ୍ତେଶ୍ବର ହୋତାଙ୍କ ମଧ୍ୟରେ ଚତୁର୍ଥ ଆସନ ପାଇଁ ଲଢ଼େଇ ଚାଳିଥିବାବେଳେ ବିଜେଡି-କଂଗ୍ରେସର ୧୧ ଜଣ ବିଧାୟକ କ୍ରସ ଭୋଟିଂ ହୋଇଛି | କଂଗ୍ରେସର ୩ ଜଣ ବିଧାୟକ କ୍ରସ ଭୋଟିଂ କରିଥିବା […]
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଜୁନିଅର କ୍ଲର୍କ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର । ବକେୟା ଦରମା ପାଇଁ ବିଲ୍ ପ୍ରସ୍ତୁତ କରିବା ପାଇଁ ୬,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଏହାସହ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଭିଜିଲାନ୍ସ ଦୁଇଟି ସ୍ଥାନରେ ଏକକାଳୀ ଯାଞ୍ଚ କରୁଛି ।
ଓଡ଼ିଶାର ସବୁଠାରୁ ବଡ଼ ସରକାରୀ ଡାକ୍ତରଖାନା କଟକ ଏସସିବି ମେଡିକାଲ୍ ର ଟ୍ରମା କେୟାର ସେଣ୍ଟରରେ ଗତ ରାତି ପ୍ରାୟ ଦୁଇଟା ବେଳେ ଭୟଙ୍କର ଅଗ୍ନିକାଣ୍ଡ ଘଟିଲା । ଏଥିରେ ୧୦ ଜଣ ରୋଗୀ ଜଳିଗଲେ । ୧୩ ଜଣଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଅଛି । ଅନେକଙ୍କ ବଞ୍ଚିବା ଆଶା କ୍ଷୀଣ । ଏହି ଭୟଙ୍କର ଦୁର୍ଘଟଣା ବେଳେ ଟ୍ରମା କେୟାରରେ ଅଧାରୁ କମ୍ କର୍ମଚାରୀ ଡ୍ୟୁଟିରେ ଥିଲେ । ମେଡିକାଲ୍ ପ୍ରଶାସନ ଗଭୀର ନିଦ୍ରାରୁ […]
କଟକ ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡରେ ଯାଇଛି ୧୦ ଜଣଙ୍କ ଜୀବନ । ଅଗ୍ନିକାଣ୍ଡରେ ଅନେକ ଗୁରୁତର ହୋଇଥିବା ସୂଚନା ରହିଛି । ତେବେ ସେମାନଙ୍କର ଚିକିତ୍ସା ଜାରି ରହିଛି । ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି ।କଟକ ଏସସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ମୋହନ ମାଝୀଙ୍କ ସହ କଥା ହେଲେ ନରେନ୍ଦ୍ର ମୋଦି ।ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତ […]
ଏୟାର ଇଣ୍ଡିଆରେ ଏକ ବଡ଼ ଧରଣର ଜାଲିଆତି ସାମ୍ନାକୁ ଆସିଛି, ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଏୟାରଲାଇନ୍ର ହିଁ କର୍ମଚାରୀ ଫ୍ରି ଟିକେଟ୍ ପିଲିସିର ବ୍ୟାପକ ଦୂରୁପଯୋଗ କରିଥିବା ପର୍ଦ୍ଦାଫାସ୍ ହୋଇଛି । କମ୍ପାନୀର ଶତାଧିକ କର୍ମଚାରୀ ବାହାର ଲୋକଙ୍କୁ ନିଜର ସମ୍ପର୍କୀୟ ସଜାଇ ବର୍ଷକୁ ମିଳୁଥିବା ମାଗଣା ବିମାନ ଟିକେଟ୍କୁ ବିକ୍ରି କରିଦେଇଛନ୍ତି । ଟାଟା ଗ୍ରୁପ୍ ନିୟନ୍ତ୍ରଣରେ ଥିବା ଏୟାର ଇଣ୍ଡିଆ ଏହି ଘଟଣାର ତଦନ୍ତ କରିବା ପରେ ଏବେ […]
ଆଜି ସମଗ୍ର ଦେଶରେ ‘ଜାତୀୟ ଟିକାକରଣ ଦିବସ’ ପାଳନ କରାଯାଉଛି । ପ୍ରତିବର୍ଷ ମାର୍ଚ୍ଚ ୧୬ ତାରିଖରେ ଟିକାକରଣର ଗୁରୁତ୍ୱ ଏବଂ ଜନସ୍ୱାସ୍ଥ୍ୟ ରକ୍ଷାରେ ଏହାର ଭୂମିକା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଏହି ଦିବସଟି ପାଳିତ ହୋଇଥାଏ ।ସମୟ ଥିଲା ଯେତେବେଳେ ପୋଲିଓ ଏବଂ ବସନ୍ତ ଭଳି ଅନେକ ରୋଗ ପ୍ରବଳ ଭାବରେ ବ୍ୟାପିଗଲା ଏବଂ ଟୀକାକରଣ ହେବା ପର୍ଯ୍ୟନ୍ତ ବହୁ ଜୀବନହାନୀ ଘଟିଥିଲା । ଟୀକାକରଣ ଆମକୁ ରୋଗର ବିପଦ ବିନା ଏକ […]
