ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ବରମୁଣ୍ଡା ବସଷ୍ଟାଣ୍ଡରେ ମା’ ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ବିଳମ୍ବିତ ରାତିରେ ବସଷ୍ଟାଣ୍ଡରେ ଶୋଇଥିବା ବେଳେ ମା’ ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଛି ।ଅଭିଯୋଗ ପାଇ ଭରତପୁର ଥାନା ପୁଲିସ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲା ଗଞ୍ଜାମ ବେଗୁନିଆପଡ଼ାର ପବିତ୍ର କହଁର(୩୯) । ପବିତ୍ର ପୋକ୍ସୋ କୋର୍ଟକୁ ଚାଲାଣ କରାଯାଇଛି । ସୂଚନା ଅନୁଯାୟୀ, ଗଞ୍ଜାମ ଜିଲ୍ଲାର ଜଣେ ମହିଳା ଗତକାଲି ସନ୍ଧ୍ୟାରେ […]
ନଭେମ୍ବର ୫ କାର୍ତ୍ତିକ ପୂର୍ଣ୍ଣିମା ଦିନ ଦେଖିବାକୁ ମିଳିବ ଏ ବର୍ଷର ସୁପରମୁନ୍ । ରାତ୍ରି ଆକାଶରେ ଏହା ଅତ୍ୟନ୍ତ ଉଜ୍ଜ୍ବଳ ଦେଖାଯିବ । ଯେତେବେଳେ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥାନରେ ପହଞ୍ଚେ ତାହାକୁ ପେରିଜି କୁହାଯାଏ । ଏହି ମୁହୂର୍ତ୍ତ ଯଦି ଏକ ପୂର୍ଣ୍ଣିମା ସହିତ ମେଳ ଖାଏ, ତେବେ ଏହାକୁ ସୁପରମୁନ୍ କୁହାଯାଏ । ପେରିଜି ଶବ୍ଦ ଗ୍ରୀକ୍ ମୂଳ ପେରି ଓ ଜିଓରୁ ଆସିଛି। ପେରି ଅର୍ଥ ନିକଟ ଓ ଜିଓ ଅର୍ଥ […]
ସୁଦାନରେ ଓଡ଼ିଶାର ଜଣେ ଯୁବକ ଅପହୃତ ହୋଇଛନ୍ତି। ଜଗତସିଂହପୁର ଜିଲା କୋଟକଣା ଗାଁର ଆଦର୍ଶ ବେହେରା (୩୬) ବିଦ୍ରୋହୀ ଗୋଷ୍ଠୀ ର୍ୟାପିଡ୍ ସପୋର୍ଟ ଫୋର୍ସ (ଆରଏସଏଫ) ଦ୍ୱାରା ଅପହୃତ ହୋଇଛନ୍ତି ବୋଲି ଅଭିଯୋଗ।ମିଳିଥିବା ଭିଡିଓ ଫୁଟେଜ ଅନୁଯାୟୀ, ଯୁବକଙ୍କୁ ଦୁଇ ଜଣ ବିଦ୍ରୋହୀ ଯବାନ ବନ୍ଧୁକ ମୁନରେ ଘେରିଥିବାବେଳେ ବିଭିନ୍ନ ପ୍ରଶ୍ନ ପଚାରୁଛନ୍ତି। ତାଙ୍କୁ ତୁରନ୍ତ ବିଦ୍ରୋହୀଙ୍କ କବଳରୁ ମୁକୁଳାଇବାକୁ ଯୁବକ ଜଣକ ଯୋଡହସ୍ତରେ ଓଡ଼ିଶା ସରକାରଙ୍କୁ ଅନୁରୋଧ କରୁଥିବା ଭିଡିଓରୁ ଜଣାପଡିଛି।ଆଦର୍ଶ ୨୦୨୨ ଠାରୁ ସୁଦାନର […]
ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର । ହରିହର ଭେଟ କରିବା ପରେ ତ୍ରୟୋଦଶୀ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଶ୍ରୀ ଶ୍ରୀ ଧବଳେଶ୍ୱରଙ୍କ ପାଖରେ ଲାଗି ହୋଇଥିଲା ବାବାଙ୍କ ଅତି ପ୍ରିୟ ଭୋଗ ଗଜଭୋଗ ଓ ତରଣ।ପୀଠରେ ଉଜାଗର ରହିଥିବା ହଜାର ହଜାର ଶ୍ରଦ୍ଧାଳୁ ବଡ଼ଓଷା ପାଳନ କରିବା ସହିତ ଗଜଭୋଗ ଓ ତରଣ ପାଇ ବଡ଼ଓଷା ବ୍ରତ ସମାପନ କରିଥିଲେ । ହଜାର […]
ରାୟଗଡ ତା: ୦୩.୧୧.୨୦୨୫- ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ,ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ,ଉପ ଜିଲ୍ଲାପାଳ, ରାୟଗଡ,ଶ୍ରୀ ରମେଶ କୁମାର ଜେନା,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର […]
କେନ୍ଦ୍ର ସରକାର ଓଡ଼ିଶାର ଗ୍ରାମାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକ (Rural Local Bodies) ପାଇଁ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ୪୦୦ କୋଟି ଟଙ୍କାରୁ ଅଧିକ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ଜାରି କରିଛନ୍ତି। ଏହି ଅର୍ଥ ରାଜ୍ୟର ଜିଲା ପରିଷଦ, ପଞ୍ଚାୟତ ସମିତି ଏବଂ ଗ୍ରାମ ପଞ୍ଚାୟତଗୁଡ଼ିକ ପାଇଁ ଉଦ୍ଦିଷ୍ଟ।ଭାରତ ସରକାର ପଞ୍ଚାୟତିରାଜ ମନ୍ତ୍ରଣାଳୟ ଏବଂ ଜଳ ଶକ୍ତି ମନ୍ତ୍ରଣାଳୟ (ପାନୀୟ ଜଳ ଏବଂ ପରିମଳ ବିଭାଗ) ମାଧ୍ୟମରେ ପଞ୍ଚାୟତିରାଜ ଅନୁଷ୍ଠାନ ଏବଂ ଗ୍ରାମୀଣ ସ୍ଥାନୀୟ ସଂସ୍ଥା […]
ଭଦ୍ରକ ଜିଲା ଆଗରପଡ଼ା ଥାନା ଅଞ୍ଚଳରେ ଶନିବାର ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଆଦିବାସୀ ନାବାଳିକାଙ୍କୁ ଅସଦାଚରଣ ଉଦ୍ୟମ କରାଯାଇଛି। ନାବାଳିକାଙ୍କ ବିରୋଧ ଯୋଗୁ ଅଭିଯୁକ୍ତ ତାଙ୍କୁ ଅସଦାରଣ କରିବାରେ ବିଫଳ ହେବାରୁ ସେ ପୀଡ଼ିତାଙ୍କୁ ପଛରରେ ଛେଚି ହତ୍ୟା ଉଦ୍ୟମ କରିଛି। ଗୁରୁତର ନାବାଳିକାଙ୍କୁ ପୋଲିସ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି । ଗାଁ ନିକଟ କେନାଲକୁ ନାବାଳିକା ଜଣଙ୍କ ଏକାକୀ ଶୌଚ ପାଇଁ ଯାଇଥିଲେ । […]
ଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ସାର୍ପ ସୁଟର କୁରୁପତି ଭୂୟାଁ ଗିରଫ ହୋଇଛି । ଗିରଫ ହେବା ପରେ ସାର୍ପ ସୁଟର୍ କୁରୁପତିକୁ ଅଜ୍ଞାତ ସ୍ଥାନରେ ମାରାଥନ୍ ଜେରା କରାଯାଇଛି । ଖବର ଅନୁଯାୟୀ, ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସ ଗିରଫ କରିଛି। ଗିରଫ ହୋଇଥିବା ବ୍ୟକ୍ତି ହେଉଛନ୍ତି ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସହଯୋଗୀ ସୁନୀଲ ହୋତା। ଅଭିଯୁକ୍ତମାନଙ୍କୁ ଜୟପୁରର ଏକ ଫାର୍ମ ହାଉସରେ ରଖିବା ଅଭିଯୋଗରେ ତାଙ୍କୁ ଗିରଫ […]
ବ୍ୟାଙ୍କରେ ପଡିଥିବା ଟଙ୍କାର ତଥ୍ୟ ମାଗିଲା ଅର୍ଥ ବିଭାଗ । ବ୍ୟାଙ୍କରେ ପଡି ରହିଥିବା ସରକାରୀ ଟଙ୍କାର ତଥ୍ୟ ଜାଣିବାକୁ ଅର୍ଥ ବିଭାଗ ତତ୍ପରତା ଦେଖାଇଛି । ସରକାରୀ ଟଙ୍କାର ତଥ୍ୟ ଜାଣିବାକୁ ମଡ୍ୟୁଲ ପ୍ରସ୍ତୁତ କଲା ଅର୍ଥ ବିଭାଗ । ବେଟା ମଡ୍ୟୁଲ ଆଣିଲା ଅର୍ଥ ବିଭାଗ । ଏହି ମଡ୍ୟୁଲ ଦ୍ୱାରା ଅପଡେଟ ରହିବ ସବୁ ତଥ୍ୟ । କେଉଁ ବ୍ୟାଙ୍କରେ କେତେ ଟଙ୍କା ପଡି ରହିଛି ତଥ୍ୟ ମାଗିଥିଲା ଅର୍ଥ ବିଭାଗ । […]
ଏଣିକି ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପିଲାମାନଙ୍କୁ ପ୍ରଦାନ କରାଯିବ ଧନ୍ଦାମୂଳକ ଶିକ୍ଷା । ଯାହା ପିଲାମାନେ ନିଜ ନିଜର ବିଭିନ୍ନ କ୍ଷେତ୍ରକୁ ଜାଣିପାରିବେ ।ବର୍ଷକୁ ରହିବ ୧୦ଟି ବ୍ୟାଗଲେସ ପିରିୟଡ। ବିଶେଷଜ୍ଞମାନେ ଆସି ପିଲାମାନଙ୍କୁ ସୃଜନଶୀଳ କାର୍ଯ୍ୟ କରାଇବେ ଯଥା; ରୋଷେଇ, ବଢେଇ, ମାଳି, କୁମ୍ଭାର କାମର ପ୍ରଶିକ୍ଷଣ ଦେବେ ।ଏହାର ୭୦ ପ୍ରତିଶତ ପ୍ରାକ୍ଟିକାଲ ଆସେସମେଣ୍ଟ ରହିବ । ନୂତନ ଢାଞ୍ଚା ଦ୍ବାରା ଚାକିରୀ ଅନୁକୁଳ ପରିବେଶ ସହ ପିଲାମାନଙ୍କୁ ପରିଚିତ କରାଯିବାର ଲକ୍ଷ୍ୟ ନେଇ […]
ଆଜିଠାରୁ ଆରମ୍ଭ ହୋଇଛି ସାମୁଦ୍ରିକ ମତ୍ସ୍ୟଜୀବୀ ଗଣନା । ଏହା ଡିସେମ୍ବର ୧୮ ତାରିଖରେ ସରିବ ।ଜନଗଣନାକୁ ତ୍ରୁଟିମୁକ୍ତ ଓ ସୁବିଧା ନିମନ୍ତେ ବ୍ୟାସ (ଭିୱାଇଏଏସ୍) ଭାରତ ମୋବାଇଲ ଆପ୍ ପ୍ରସ୍ତୁତ କରାଯାଇଛି । ରାଜ୍ୟର ୬ଟି ସମୁଦ୍ରକୂଳିଆ ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଗଞ୍ଜାମରେ ବସବାସ କରୁଥିବା ତଥା ସାମୁଦ୍ରିକ ମତ୍ସ୍ୟ ଉତ୍ପାଦନରେ ନିର୍ଭରଶୀଳ ପରିବାର ସର୍ଭେ କରାଯିବ । ରାଜ୍ୟର ପୁରୀ ସମେତ ୬ ଜିଲ୍ଲାରେ କେତେ ମତ୍ସ୍ୟଜୀବୀ ପରିବାର […]
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ସୁପାରୀ ଉମା ବିଶୋୟୀ ଗିରଫ ହୋଇଥିବା ସୂଚନା ମିଳିଛି । ହତ୍ୟା ଘଟଣାର ପୂରା ପ୍ଲାନ ଉମା ବିଶୋୟୀ କରିଥିବା ସୂଚନା ମିଳିଛି । କିଛି ଦିନ ତଳେ ଆତ୍ମସମର୍ପଣ କରିଥିଲା ଫେରାର୍ ଅଭିଯୁକ୍ତ ସୁଦର୍ଶନ ଜେନା । ବ୍ରହ୍ମପୁରର ବୈଦ୍ୟନାଥପୁର ଥାନାରେ ଆତ୍ମସମର୍ପଣ କରିଥିଲା । ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସହେଯାଗୀ ଥିଲା ସୁଦର୍ଶନ ଜେନା । ସୂଚନାନୁଯାୟୀ, ଗତ ୬ ତାରିଖରେ […]
