ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମଲହରି ଅବଧି ଅଧିକ ରହିବ । ବିଶେଷକରି ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ (ହିଟ୍ ଓ୍ବେଭ୍) ଲାଗି ରହିବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । ବର୍ତ୍ତମାନ ଇରାନ-ଇସ୍ରାଏଲ ଯୁଦ୍ଧ ଚାଲିଛି । ତେଣୁ ସେଠାରେ ବ୍ୟବହାର ହେଉଥିବା ମିସାଇଲ ଓ ଅସ୍ତ୍ରର ବ୍ୟବହାର ପାଣିପାଗ ଉପରେ ପ୍ରଭାବ ପକାଇବ । ଏପିରିକି ସ୍ୱାଭାବିକ ଠାରୁ ଅଧିକ ଗରମ ଅନୁଭୂତ ହେବ। ପ୍ରାୟତଃ […]
ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବାବେଳେ ଏବେ ଦଳର ବିଧାୟକଙ୍କ ଭୋଟ୍ ଉପରେ ନଜର ରଖାଯାଇଛି। କ୍ରସ୍ ଭୋଟିଂ ରୋକିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଅଘୋଷିତ ହ୍ବିପ୍ ଜାରି କରିଥିବା କୁହାଯାଉଛି। ଦଳର ବିଧାୟକମାନଙ୍କୁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବର ନ ଛାଡ଼ିବାକୁ ନିର୍ଦେଶ ଦିଆଯାଇଛି। ବିଜେଡି ପ୍ରଥମ ପ୍ରାର୍ଥୀ ଭାବେ ଡ. ସଂତୃପ୍ତ ମିଶ୍ର ଓ ଦ୍ୱିତୀୟ ପ୍ରାର୍ଥୀ ୟୁରୋଲଜିଷ୍ଟ ପ୍ରଫେସର ଡାକ୍ତର ଦତ୍ତେଶ୍ୱର ହୋତା ରହିଛନ୍ତି। ତେବେ ବିଜେଡିରୁ […]
ରାୟଗଡ଼ା ତା ୨୮/୦୨ (ନୀପ୍ର) ରାୟଗଡ଼ା ଜିଲ୍ଲା ସଦର ବ୍ଲକ ପେଣ୍ଟା ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ଓ ଗଣିତ ପଦର୍ଶନି ମେଳା ଉଦ୍ଘାଟିତ ହୋଇଯାଇଛି। ପେଣ୍ଟା ସରକାରି ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମନୋଜ କୁମାର ଗୌଡଙ୍କ ଅଧ୍ୟକ୍ଷତାରେ ପଦର୍ଶନି ମେଳାଟି ଅନୁଷ୍ଠିତ ହୋଇ ଯାଇଅଛି। ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ବିଜ୍ଞାନ ଭିତ୍ତିକ ବିଭିନ୍ନ ପ୍ରକଳ୍ପ ପଦର୍ଶିତ କରିଥିଲେ । ଏହି ପ୍ରତିଯୋଗିତାରେ ସେ ମୋଟ ୪୦ […]
ଦଳ ବିରୋଧୀ ବକ୍ତବ୍ୟ ଏବଂ ବିଶୃଙ୍ଖଳା ଆଚରଣ ପଡ଼ିଲା ମହଙ୍ଗା। ପାର୍ଟିରୁ ନିଲମ୍ବନ ନୁହେଁ ଏକା ଥରକେ ବିଜେଡିରୁ ବହିଷ୍କାର ହେଲେ ବରିଷ୍ଠ ନେତା ପ୍ରଭାତ ବିଶ୍ଵାଳ। ବିଶୃଙ୍ଖଳା ଓ ଦଳବିରୋଧୀ କାର୍ଯ୍ୟ ପାଇଁ ବିଦା ହେଲେ । ତେବେ ସେ ଆଜି ନବୀନଙ୍କ ରାଜ୍ୟସଭା ପ୍ରାର୍ଥୀ ନିଷ୍ପତ୍ତିକୁ ବିରୋଧ କରିଥିଲେ ।ଆଜି ବିଜେଡି ନିଜର ଦୁଇ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିବା ପରେ ବିଷୋଦଗାର କରିଥିଲେ ପ୍ରଭାତ ବିଶ୍ଵାଳ।
ସମ୍ବଲପୁର ଜିଲ୍ଲା ବାମରା ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ମାନସିକ ଅନଗ୍ରସର ନାବାଳିକା ଦୁଷ୍କର୍ମର ଶିକାର ହୋଇ ଗର୍ଭବତୀ ହୋଇଥିବା ଭଳି ଏକ ଲଜ୍ଜାଜନକ ଘଟଣା ଘଟିଥିବା ଜଣାପଡିଛି l ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ 14 ବର୍ଷୀୟ ମାନସିକ ଅନଗ୍ରସର ତଥା ମୁକ ବଧିର ନାବାଳିକାଙ୍କ ଅସ୍ବାଭାବିକ ଭାବେ ପେଟ ବଢ଼ି ବଢ଼ି ଚାଲିଥିବା ବେଳେ ଏହାକୁ ନେଇ ତାଙ୍କ ବାପା ମା’ ସନ୍ଦେହ କରିଥିଲେ lଗତ ବୁଧବାର ଦିନ ସେମାନେ ସମ୍ପୃକ୍ତ […]
ଇରାନ ଉପରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଉପୁଜିଥିବା ପରିସ୍ଥିତିରେ ଏବେ ଭାରତୀୟ ଲୋକେ ସିଧାସଳଖ ପ୍ରଭାବିତ ହେବେ। ଇରାନରୁ ଭାରତର ସର୍ୱାଧିକ ଆମଦାନୀ ହେଉଛି ଅଶୋଧିତ ତେଲ। ଭାରତ ଇରାନରୁ ପିସ୍ତା ଏବଂ ଖଜୁର ଭଳି ଶୁଖିଲା ଫଳ, କିଛି ରାସାୟନିକ ପଦାର୍ଥ, ପେଟ୍ରୋକେମିକାଲ ଉତ୍ପାଦ ଏବଂ କାଚପାତ୍ର ମଧ୍ୟ ଆମଦାନୀ କରେ। ପାଖାପାଖି ୯ ନିୟୁତ ଭାରତୀୟ ଉପସାଗରୀୟ ଦେଶ ( ସାଉଦୀ ଆରବ, ୟୁଏଇ ଓ କତାର ଆଦି […]
ରାଜ୍ୟର ଆମ୍ବୁଲାନ୍ସ ସେବା କ୍ଷେତ୍ରରେ ୪୨୮ଟି ନୂଆ ଆମ୍ବୁଲାନ୍ସ ଯୋଡ଼ିବା ପାଇଁ ରାଜ୍ୟ ସରକାର ସ୍ଥିର କରିଥିଲେ । ସେଥିମଧ୍ୟରୁ ୨ଟି ପର୍ଯ୍ୟାୟରେ ୪୦୦ଟି ଆମ୍ବୁଲାନ୍ସର ଶୁଭାରମ୍ଭ ହୋଇସାରି ଥିବା ବେଳେ ଆଜି (ଶନିବାର) ଆଉ ୨୮ଟି ନୂଆ ଆମ୍ବୁଲାନ୍ସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରତି ଆମ୍ବୁଲାନ୍ସ ପିଛା ୨୫.୭୭ ଲକ୍ଷ ଟଙ୍କା ହିସାବରେ ୪୨୮ଟି ଆମ୍ବୁଲାନ୍ସ ପାଇଁ ପ୍ରାୟ ୧୧୧ କୋଟି ଟଙ୍କା ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ ବିନିଯୋଗ କରିଛନ୍ତି ।ବର୍ତ୍ତମାନ ରାଜ୍ୟର […]
ପିଲାମାନେ ଖଡ଼ି ଛୁଇଁ ଆରମ୍ଭ କରିବେ ପାଠପଢ଼ା । ପାରମ୍ପରିକ ରୀତିନୀତିରେ ପିଲାଙ୍କର ହେବ ବିଦ୍ୟାଳୟ ପ୍ରବେଶ ଉତ୍ସବ । ପ୍ରସ୍ତୁତି ଅନୁଯାୟୀ, ସ୍କୁଲରେ ପିଲାଙ୍କୁ ଫୁଲ ଚନ୍ଦନ ଦେଇ ସ୍ୱାଗତ କରାଯିବ । ଏଥିସହ ପିଲାଙ୍କୁ ଶିକ୍ଷା କିଟ୍ ବଣ୍ଟନ ହେବ ।ଆସନ୍ତା ଶିକ୍ଷାବର୍ଷ (୨୦୨୬-୨୭) ପାଇଁ ଆସନ୍ତା ଏପ୍ରିଲ୍ ୨ରୁ ୫ ତାରିଖ ମଧ୍ୟରେ ଖଡ଼ିଛୁଆଁ ଉତ୍ସବ ପାଳନ କରାଯିବ ।ଏଥିସହ ୬ ବର୍ଷର ପିଲାଙ୍କର ପ୍ରଥମ ଶ୍ରେଣୀରେ ନାମଲେଖା କରାଯିବ । ଏନେଇ […]
ପୁଣି ଚମକେଇଲେ ନବୀନ । ସବୁ ଚର୍ଚ୍ଚା ଏବଂ ଆଲୋଚନାରେ ପୂର୍ଣ୍ଣଚ୍ଛେଦ ପକାଇଲେ ବିଜେଡି ସୁପ୍ରିମୋ ।ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ କରିଛନ୍ତି ନବୀନ। ସଂତୃପ୍ତ ତୃତୀୟ ଓ ଦତ୍ତେଶ୍ୱର ଚତୁର୍ଥ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି।ସୂଚନାଯୋଗ୍ୟ ଯେ, ଓଡ଼ିଶା କୋଟାରୁ ରାଜ୍ୟସଭାରେ ୪ଟି ଆସନ ଖାଲି ହେବାକୁ ଯାଉଛି । ଯେଉଁଥି ଲାଗି ବିଜେଡି, ବିଜେପି ଓ […]
ଇସ୍ରାଏଲ ଇରାନ ଉପରେ ପ୍ରଚଣ୍ଡ ହମ୍ଲା । ଇସ୍ରାଏଲ ଇରାନ ବିରୋଧରେ ଯୁଦ୍ଧଂ ଦେହି ଡାକରା ଦେଇଛି । ଏନେଇ ସୂଚନା ଦେଇଛନ୍ତି ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ । ଆଇଡିଏଫ୍ ଲୋକଙ୍କୁ ଘର ଭିତରେ ରହିବାକୁ ନିବେଦନ କରିଛି । ସେପଟେ ଇସ୍ରାଏଲୀ ଆକ୍ରମଣ ପରେ ସାଇରନ୍ ବାଜିବା ଆରମ୍ଭ ହୋଇଛି । ଏହି ଆକ୍ରମଣ ପରେ ଇସ୍ରାଏଲ ଉପରେ ମଧ୍ୟ ପ୍ରତିଶୋଧ ମୂଳକ ଆକ୍ରମଣର ଆଶଙ୍କା ରହିଛି ।ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଇସ୍ରାଏଲୀ ବାୟୁସେନା ଇରାନରେ […]
ନବୀନ ନିବାସରେ ଡାକ୍ତର ଦତ୍ତେଶ୍ୱର ହୋତା । ଆଜି ପୁଣି ଥରେ ବିଜେଡି ବିଧାୟକମାନଙ୍କୁ ନବୀନ ନିବାସକୁ ଡକାଯାଇଛି । ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବିଜେଡି । ରାଜ୍ୟସଭା ରେସ ଭିତରେ ଡାକ୍ତର ଦତ୍ତେଶ୍ୱର ହୋତା ନବୀନ ନିବାସରେ ପହଞ୍ଚିବା ପରେ ବଢିଲା ଚର୍ଚ୍ଚା । ଲଗାତର ଦ୍ବିତୀୟ ଦିନରେ ନବୀନ ନିବାସରେ ସମସ୍ତ ବିଧାୟକ ଉପସ୍ଥିତ ଅଛନ୍ତି। ବିଧାୟକଙ୍କ ସହ ଆଲୋଚନା ପରେ ଘୋଷଣା ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇପାରେ ବୋଲି […]
୧ ମାର୍ଚ୍ଚ, ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହେବ। ସାଧାରଣ ଏବଂ ପ୍ଲାଟଫର୍ମ ଟିକେଟ ବୁକିଂ ପାଇଁ ନିୟମ ୧ ମାର୍ଚ୍ଚ, ୨୦୨୬ରୁ ପରିବର୍ତ୍ତନ ହେବାକୁ ଯାଉଛି। ପୁରୁଣା ଭାରତୀୟ ରେଳବାଇ UTS ଆପ୍ ୧ ମାର୍ଚ୍ଚରୁ ବନ୍ଦ ହୋଇଯିବ, ଏହାକୁ ନୂତନ RailOne ଆପ୍ ସହିତ ବଦଳାଇ ଦିଆଯିବ। ସାଧାରଣ ଟିକେଟ୍, ପ୍ଲାଟଫର୍ମ ଟିକେଟ୍ ଏବଂ ସ୍ଥାନୀୟ ଯାତ୍ରା ସହିତ ଜଡିତ ସବୁକିଛି ଏହି ନୂତନ ଆପ୍ ରେ ଉପଲବ୍ଧ ହେବ।ଡିଜିଟାଲ୍ ଠକେଇକୁ ରୋକିବା ପାଇଁ […]
